ଗାଁ ଗାଁରେ ଏକାଠି ହେଉଛନ୍ତି ଲୋକେ: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ
ଗୁଡଭେଲା, ୧୧।୪(ଡି.ଏନ୍.ଏ.): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଗ୍ରାମର ତିନୋଟି ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ତୁଷୁରା ତହସିଲଦାରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରିଛନ୍ତି। ଭଗବତୀ...
ଲକ୍ ଡାଉନ୍ର ସାଥୀ ପାଲଟିଛି ରେଡିଓ
କେନ୍ଦୁଝର୧୧ା୪(ସ୍ବ.ପ୍ର): ଲକ୍ ଡାଉନ୍ ପାଇଁ ଗାଁ ଠାରୁ ଆରମ୍ଭ କରି ସହର ସବୁ ବନ୍ଦ। ଗ୍ରାମାଂଚଳରେ କାଁ ଭାଁ କେତେକ ଗ୍ରୋସରୀ ଦୋକାନ ଛାଡି ଦେଲେ ସବୁ ବନ୍ଦ ରହିଛି। ଏଭଳି ସମୟରେ ଦୋକାନ ଓ ରାସ୍ତାଘାଟ ଖାଁ ଖାଁ...
କରୋନା ମୁକାବିଲା: ଡେରାବିଶ ବ୍ଲକ ପ୍ରଶାସନର ତତ୍ପରତା
ଡେରାବିଶ, ୧୧।୪ (ସ୍ବ.ପ୍ର.)-ମହାମାରୀ କରୋନା ପାଇଁ ଡେରାବିଶ ବ୍ଲକ ପ୍ରଶାସନ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସରକାରଙ୍କ ନିର୍ଦ୍ଦେଶାନୁସାରେ ବ୍ଲକ ଅଧୀନ ୩୧,୬୭୦ ହିତାଧିକାରୀଙ୍କୁ ରାଶନ ସାମଗ୍ରୀ (୧୫, ୦୯୪ କୁଇଣ୍ଟାଲ ଚାଉଳ) ଓ ସମସ୍ତ ହିତାଧିକାରୀଙ୍କୁ...
ଜିଲା ଯୋଗାଣ ଓ ଖାଉଟି ବିଭାଗ ପକ୍ଷରୁ ବିଭିନ୍ନ ଗୋଦାମରେ ଚଢ଼ାଉ
ବାହାନଗା,୧୧।୪(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକର ବିଭିନ୍ନ ଗୋଦାମ ଉପରେ ଜିଲା ଯୋଗାଣ ଓ ଖାଉଟି ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। କରୋନା ଭାଇରସ୍ ସଂକ୍ରମଣ ନ ହେବା ପାଇଁ ସରକାର ଗତ ୨୨ତାରିଖଠାରୁ ଲକ୍ଡାଉନ୍ ଘୋଷଣା କରିଛନ୍ତି।...
ଭଦ୍ରକରେ କାର୍ଯ୍ୟକ୍ଷମ ହେଲା ପ୍ରଥମ କୋଭିଡ୍ ହସ୍ପିଟାଲ
ଭଦ୍ରକ ଅଫିସ,୧୧।୪: ଶନିବାର ଅପରାହ୍ନରେ ଭଦ୍ରକ ଜିଲାରେ ପ୍ରଥମ କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ମୋଟେଲ ଛକସ୍ଥିତ ସାଳନ୍ଦୀ ହସ୍ପିଟାଲକୁ କୋଭିଡ୍ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ କରାଯାଇଛି। ୧୨୦ ଶଯ୍ୟା, ୪ ଆଇସିୟୁ, ୪ ଭେଣ୍ଟିଲେଟର ବ୍ୟବସ୍ଥା ରହିଥିବା ଜିଲାପାଳ...
ବ୍ୟବସାୟୀଙ୍କୁ ଆକ୍ରମଣ କରି ସୁନା ଚେନ୍ ଲୁଟ୍
ବ୍ରହ୍ମପୁର ଅଫିସ,୧୧।୪: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀନୃସିଂହ ସାହିରେ ଶୁକ୍ରବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ସହ ଆକ୍ରମଣ ହୋଇଛି। ଏପରିକି ଦୁର୍ବୃତ୍ତମାନେ ତାଙ୍କ ସୁନା ଚେନ୍ଟି ମଧ୍ୟ ଲୁଟି ନେଇଛନ୍ତି। ପୋଲିସ ବ୍ୟବସାୟୀ ବି....
ପ୍ରତି ଘରକୁ ଯାଇ ସ୍କ୍ରିନିଂ କରୁଛନ୍ତି ସ୍ବାସ୍ଥ୍ୟକର୍ମୀ
ରାଜନଗର, ୧୧।୪ (ଡି.ଏନ୍.ଏ.)-କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅଞ୍ଚଳରେ ଜଣେ କରେନା ସଂକ୍ରମିତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନର ଚିନ୍ତା ବଢ଼ିଯାଇଥିବା ବେଳେ ଲୋକମାନେ ଆତଙ୍କିତ ହୋଇରହିଛନ୍ତି। ଏଭଳିସ୍ଥିତିରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ରାଜନଗର ବ୍ଲକ ଅଧୀନ...
ମାଙ୍କଡ଼, କୁକୁରଙ୍କ ସାହାରା ଭୋଗଦୋକାନୀ: ୨୯ ଦିନ ହେଲା ଯୋଗାଉଛନ୍ତି ଖାଦ୍ୟ
ରଘୁନାଥପୁର, ୧୧।୪ (ଡି.ଏନ୍.ଏ.)-କରୋନା ଭାଇରସ୍ ସଂକ୍ରମଣକୁ ନେଇ ସାରାଦେଶରେ ଲକ୍ଡାଉନ୍ ଜାରି କରାଯାଇଥିବା ବେଳେ ରଘୁନାଥପୁର ବ୍ଲକ କେରେକେରାସ୍ଥିତ ଗୋରଖନାଥ ପୀଠ ମଧ୍ୟ ବନ୍ଦ ରହିଛି। ଫଳରେ ଏଠାକୁ ଶ୍ରଦ୍ଧାଳୁଙ୍କ ଆଗମନ ବନ୍ଦ ରହିବା ସହ ଟ୍ରଷ୍ଟ ବୋର୍ଡ ପକ୍ଷରୁ...
ଏମ୍କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ
ବ୍ରହ୍ମପୁର ଅଫିସ,୧୧।୪: କରୋନା ଭାଇରସ୍ ଏବେ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏହାକୁ ରୋକିବା ପାଇଁ ଏଯାବତ୍ କୌଣସି ଟିକା ବାହାରିନାହିଁ। ଏବେ କେବଳ ସାମାଜିକ ଦୂରତା ରକ୍ଷା କରିବା ହିଁ ସବୁଠାରୁ ବଡ଼ ଉପାୟ। ଅନ୍ୟପକ୍ଷରେ...
କୋଭିଡ୍-୧୯ ସଙ୍ଗରୋଧ ସ୍ଥଳ ବୁଲି ରନ୍ଧାଖାଦ୍ୟର ମାନ ପରଖିଲେ ଜିଲାପାଳ
ଭଟ୍ଲି,୧୧।୪(ଡି.ଏନ୍.ଏ.): ବର୍ତ୍ତମାନ ଅଧିକାଂଶ ସ୍ଥାନରେ କୋଭିଡ୍-୧୯ ପାଇଁ ଅସହାୟମାନଙ୍କୁ ସରକାରଙ୍କ ପକ୍ଷରୁ ରନ୍ଧାଖାଦ୍ୟର ବ୍ୟବସ୍ଥା କରାଯାଉଥିବା ବେଳେ ସରପଞ୍ଚ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏହି ବ୍ୟବସ୍ଥାକୁ ପ୍ରତ୍ୟକ୍ଷ ଭାବେ ତଦାରଖ କରୁଛନ୍ତି। ତେବେ ଶନିବାର ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ...
ରାଶନକାର୍ଡଧାରୀଙ୍କୁ ସହାୟତା ରାଶି ବଣ୍ଟନ, ରହୁନି ସାମାଜିକ ଦୂରତା
ଚୌଦ୍ୱାର,୧୧।୪(ଡି.ଏନ୍.ଏ.): କରୋନା ସହାୟତା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ରାଶନକାର୍ଡଧାରୀଙ୍କୁ ୧ ହଜାର ଟଙ୍କା ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରାଯାଇଛି। ଏନେଇ ଚୌଦ୍ୱାର ପୌରପାଳିକାର ୧୯ଟି ଓ୍ବାର୍ଡରେ ସହାୟତା ରାଶି ବଣ୍ଟନ କରାଯାଇଛି। ମାତ୍ର ସହାୟତା...
ଚାଲି ଚାଲି ଯାଉଥିଲେ ୨ ଯୁବକ: ଉଠାଇନେଇ କ୍ୱାରାଣ୍ଟାଇନ୍ରେ ଭର୍ତ୍ତିକଲା ଗଞ୍ଜାମ ପୋଲିସ
ଗଞ୍ଜାମ,୧୧।୪(ଡି.ଏନ୍.ଏ.): ବ୍ୟାଗ ଧରି ବ୍ରହ୍ମପୁରରୁ ଭୁବନେଶ୍ୱର ଚାଲି ଚାଲି ଯାଉଥିବା ଦୁଇ ଯୁବକଙ୍କୁ ଶନିବାର ଗଞ୍ଜାମ ପୋଲିସ କାବୁକରି କ୍ୱାରାଣ୍ଟାଇନ୍ରେ ଭର୍ତ୍ତି କରିଛି। ଉଭୟ ଯୁବକ ଚାଲି ଚାଲି ଯାଉଥିବା ବେଳେ ଗଞ୍ଜାମ ଥାନା ପୋଲିସ ସେମାନଙ୍କୁ ଅଟକାଇ ତହସିଲଦାରଙ୍କୁ...
Archives


