ଆମ ଜିଲା ଖବର

କଟକର ଏକମାତ୍ର କରୋନା ଆକ୍ରାନ୍ତ ଏବେ ସୁସ୍ଥ

କଟକ ଅଫିସ,୧୧।୪: କଟକର ଏକମାତ୍ର କରୋନା ଭୂତାଣୁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଶୁକ୍ରବାର ରାତିରେ ଏ ନେଇ ସୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତ ବ୍ୟକ୍ତି ଜଣକ ମାର୍ଚ୍ଚ ୩ ତାରିଖରେ ଦିଲୀ ଯାଇଥିଲେ। ସେଠାରେ ଏକ କାର୍ଯ୍ୟକ୍ରମରେ...

ବିସ୍ଫୋରକ ରୂପ ନେଲା କାଜୁ ଜଙ୍ଗଲ ବିବାଦ: ସଂଘବଦ୍ଧ ଆକ୍ରମଣରେ ୨ ଆଦିବାସୀ ନିହତ

ନୟାଗଡ ଅଫିସ/ରଣପୁର,୧୧ା୪(ସ୍ବ.ପ୍ର.): ନୟାଗଡ଼ ଜିଲା ଚାନ୍ଦପୁର ଥାନା ରାଇପଡାସ୍ଥିତ କାଜୁ ଜଙ୍ଗଲକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଶୁକ୍ରବାର ବିସ୍ପୋରକ ରୂପ ନେଇଛି। ରାଇପଡା ନୂଆସାହି ଲୋକଙ୍କ ସଂଘବଦ୍ଧ ଆକ୍ରମଣରେ ଆଦିବାସୀ ସାହିର ଦୁର୍ଗା ପ୍ରଧାନ (୫୦) ଓ ବିରଞ୍ଚତ୍...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବଢ଼ୁଛି ସହାୟତାର ହାତ

ଭଦ୍ରକ ଅଫିସ, ୧୧।୪: ଭଦ୍ରକ ଜିଲାର ବିଭିନ୍ନ ସଙ୍ଗଠନ ଓ ବ୍ୟକ୍ତି ବିଶେଷ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତାର ହାତ ବଢ଼ାଉଥିବା ଦେଖିବାକୁ ମିଳିଛି। ଓଡ଼ିଶା ରାଜସ୍ବ ସେବା ସଂଘ ଭଦ୍ରକ ଜିଲା ଶାଖା ପକ୍ଷରୁ...

କରୋନା ସଚେତନତା କାର୍ଯ୍ୟକ୍ରମ

ଭଦ୍ରକ ଅଫିସ, ୧୧।୪: ତିହିଡ଼ି ବ୍ଲକ ଅନ୍ତର୍ଗତ ତଳଗୋପବିନ୍ଧା ପଞ୍ଚାୟତରେ ଗୋପସେବା ସମାଜ ତରଫରୁ କରୋନା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଗୋପସେବା ସମାଜର ପ୍ରମୁଖ ଦେବେନ୍ଦ୍ର ପୁହାଣଙ୍କ ନେତୃତ୍ୱରେ ଘରକୁ ଘର ବୁଲି ମାସ୍କ, ସାବୁନ ବଣ୍ଟନ ସହିତ...

୬୮,୯୮୦ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ଦିଆଗଲା ପ୍ରୋତ୍ସାହନ ରାଶି

ଭଦ୍ରକ ଅଫିସ,୧୧।୪: ଜିଲା ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲାର ୬୮,୯୮୦ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ୧୫ଶହ ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରାଯାଇଛି। ଏହି ସହାୟତା ରାଶିକୁ ପ୍ରଶାସନ ପକ୍ଷରୁ ନିର୍ମାଣ ଶ୍ରମିକଙ୍କ ଘରେ ପହଞ୍ଚାଯାଉଛି।...

ସୁସ୍ଥ ହେଲେ ୨ କରୋନା ପଜିଟିଭ୍‌

ଭଦ୍ରକ ଅଫିସ,୧୧।୪: ଭଦ୍ରକ ଜିଲାବାସୀଙ୍କ ପାଇଁ ଖୁସି ଖବର। ୩ ପଜିଟିଭ୍‌ କରୋନା ରୋଗୀଙ୍କ ମଧ୍ୟରୁ ୨ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଏନେଇ ଶୁକ୍ରବାର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଖବର ଆସିବା ପରେ ଜିଲାବାସୀ ଆଶ୍ୱସ୍ତି ଲାଭ...

ହାଟରେ ମାସ୍କ ବାଣ୍ଟି ସଚେତନତା

ଖୋର୍ଦ୍ଧା ଅଫିସ,୧୧ା୪: ମେଳଣ ପଡ଼ିିଆ ପରିବା ହାଟରେ ଶୁକ୍ରବାର ଗୁରୁଜଙ୍ଗ ଗ୍ରାମ୍ୟ କମିଟି ପକ୍ଷରୁ ମାସ୍କ, ଡେଟଲ, ସାନିଟାଇଜର ଆଦି ବଣ୍ଟାଯିବା ସହ କରୋନା ଭୂତାଣୁ ସମ୍ପର୍କରେ ସଚେତନ କରାଯାଇଛି। ୫୦ରୁୁ ଊର୍ଦ୍ଧ୍ୱ ଲୋକଙ୍କୁ ମାସ୍କ, ସାବୁନ, ଡେଟଲ, ସାନିଟାଇଜର...

କରୋନା ମୁକାବିଲା ପାଇଁ ସାହି ଏକଜୁଟ

କଟକ ଅଫିସ,୧୧ା୪: ଏକଜୁଟ ହୋଇଛି ସାହି। ପ୍ରତ୍ୟେକ ଘର ଲୋକଙ୍କୁ କରୋନା ମୁକାବିଲାରେ ଦୃଢ଼ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଉଛି। ନିୟମିତ ଭାବେ ପ୍ରତ୍ୟେକ ଘର ଲୋକଙ୍କ ସହ ଯୋଗାଯୋଗ କରାଯାଉଛି। କେଉଁ ପରିବାରରେ କ’ଣ ସମସ୍ୟା ରହିଛି...

ଚାଷୀଙ୍କୁ ଘାରିଛି ଫସଲ ଅମଳ, ବିକ୍ରି ଚିନ୍ତା

ଜଟଣୀ,୧୧ା୪(ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ ସରକାର ଲକ୍‌ଡାଉନ୍‌ ସହ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏଥିଯୋଗୁ ଚାଷୀ ପ୍ରଭାବିତ ହୋଇଛନ୍ତି। ବିଭିନ୍ନ ଫସଲ ଓ ପନିପରିବା ଚାଷ କରି ଲୋକଙ୍କ ପେଟକୁ ଦାନା ଯୋଗାଉଥିବା ଚାଷୀଙ୍କ ସମସ୍ୟା ଅଣଦେଖା...

ସହରରେ ବାଇକ୍‌ ପାଟ୍ରୋଲିଂ ଆରମ୍ଭ

ପୁରୀ ଅଫିସ,୧୧ା୪: କରୋନା ପାଇଁ ପୁରୀରେ ଆରମ୍ଭ ହୋଇଛି ବାଇକ୍‌ ପାଟ୍ରୋଲିଂ। କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ଲାଗି ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ପୁରୀ ସହରର ବିଭିନ୍ନ ସ୍ଥାନରେ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରୁଥିବା...

ଟ୍ରେନ୍‌ ବଗିରେ ଆଇସୋଲେଶନ ୱାର୍ଡର ପ୍ରସ୍ତୁତି

ପୁରୀ ଅଫିସ,୧୧ା୪: କରୋନା ବିରୋଧରେ ଲଢ଼େଇ ପାଇଁ ଏବେ ସବୁସ୍ତରରେ ଉଦ୍ୟମ ଚାଲିଛି। ତଥାପି ଆୟତ୍ତକୁ ଆସୁନାହିଁ ବିଶ୍ୱ ମହାମାରୀ କରୋନା। ଦିନକୁ ଦିନ ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ରେଳ...

ପୋଷ୍ଟମ୍ୟାନ୍‌ଙ୍କୁ ଗାଁରେ ପୂରାଇ ଦେଲେନି ଲୋକେ

କୃଷ୍ଣପ୍ରସାଦ,୧୧ା୪(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ଗାଁ ଗାଁରେ ଲକ୍‌ଡାଉନ। ଗଁ। ମୁଣ୍ଡରେ ବାଉଁଶ ବତାରେ ବାଡ଼ ବାନ୍ଧି କୌଣସି ଲୋକଙ୍କୁ ଗାଁ ଭିତରକୁ ପ୍ରବେଶ କରାଇ ଦେଉନାହାନ୍ତି। ଏପରିକି ଅତି ଜରୁରୀ କାର୍ଯ୍ୟ କରୁଥିବା ପୋଷ୍ଟମ୍ୟାନଙ୍କୁ ମଧ୍ୟ ଗାଁରେ ପ୍ରବେଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri