ସାନିଟାଇଜର ତିଆରି କଲା ପ୍ରଶାସନ
ସମ୍ବଲପୁର,୧୦ା୪(ବ୍ୟୁରୋ)-କରୋନା ଭୂତାଣୁ ମୁକାବିଲା ପାଇଁ ରାଜ୍ୟ ସରକାର ସବୁ ଦିଗରେ ଉଦ୍ୟମ କରୁଛନ୍ତି । ତଥାପି ରାଜ୍ୟରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେବେ କରୋନା ଭୂତାଣୁରୁ ସୁରକ୍ଷା ପାଇବା ପାଇଁ ସାନିଟାଇଜରର ଆବଶ୍ୟକତା ରହିଛି ।...
ସାହାଯ୍ୟ ମାଗିଲେ ଗୁପ୍ଚୁପ୍, ଆଖୁରସ ବ୍ୟବସାୟୀ
ସମ୍ବଲପୁର,୧୦।୪(ବ୍ୟୁରୋ) ବର୍ତ୍ତମାନ କରୋନା କଟକଣା ଓ ଲକ୍ ଡାଉନ ଯୋଗୁ ସମ୍ବଲପୁରରେ ଗୁପ୍ଚୁପ୍ ଓ ଆଖୁ ରସ ବିକ୍ରି ବନ୍ଦ ରହିଛି। ଏହାଦ୍ୱାରା ଆଖୁରସ ଓ ଗୁପଚୁପ ବିକ୍ରି କରି ପରିବାର ପ୍ରତିପୋଷଣ କରୁଥିବାର ଦୋକାନୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି...
ଶିକାରୀ ଗୁଳିରେ ଆହତ ହରିଣ ଉଦ୍ଧାର
ସୋରଡା,୧୦ା୪(ଡି.ଏନ୍.ଏ.)- ସୋରଡା ବ୍ଲକ ଅସୁରବନ୍ଧ ବନାଞ୍ଚଳ ଖାରିକୋଟି ଜଙ୍ଗଲରୁ ଶିକାରୀ ଗୁଳିରେ ଗୁରୁତର ହୋଇ ଦୌଡୁଥିବା ଏକ ମାଈ ହରିଣକୁ ବନ ବିଭାଗ କର୍ମଚାରୀ ଶୁକ୍ରବାର ଉଦ୍ଧାର କରିଛନ୍ତି। ସୋରଡା ପ୍ରାଣୀଧନ ଚିକିତ୍ସକ ଡାକ୍ତର ପ୍ରକାଶ ବିଶାଳ ୨ ଘଣ୍ଟା...
ମାକ୍ସ ବାଣ୍ଟିଲେ, ସଚେତନତା ବାର୍ତ୍ତା ଦେଲେ ଯୁବଗୋଷ୍ଠୀ
ଦେଓଗାଁ,୧୦ା୪(ଡି.ଏନ.ଏ.): ଦେଶରେ କରୋନା ମହାମାରୀ ରୂପ ଧାରଣ କରିଥିବା ବେଳେ ସରକାର ଲୋକଙ୍କୁ ସଚେତନ ପାଇଁ ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଲକଡାଉନ ଯୋଗୁ ଯେଉଁମାନେ ବାହାରକୁ ବାହାରୁଛନ୍ତି ସେମାନେ ମୁହଁରେ ମାସ୍କ ପରିଧାନ କରିବା ବାଧ୍ୟତାମୂଳକ ବୋଲି ଘୋଷଣା...
ରକ୍ତଦାନ କଲେ ୧୧ ସ୍ବେଚ୍ଛାସେବୀ
ଦେଓଗାଁ,୧୦ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଗୈାରଗୋଠ ଆଜାଦ ହିନ୍ଦ ୟୁଥ କ୍ଲବର ୧୧ ଜଣ ସ୍ବେଚ୍ଛାସେବୀ ଶୁକ୍ରବାର ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ଯାଇ ସ୍ବେଚ୍ଛାକୃତଭାବେ ରକ୍ତଦାନ କରିଛନ୍ତି । ବର୍ତ୍ତମାନ ସାରାଦେଶରେ କରୋନା ମହାମାରୀ ପାଇଁ...
ରକ୍ତଦାନ କଲେ ଜିଲାପାଳ
ବାରିପଦା ଅଫିସ, ୧୦ା୪- କରୋନାକୁ ନେଇ ଲକଡାଉନ ହୋଇଥିବାରୁ ବିଭିନ୍ନ ସ୍ଥାନରେ ରକ୍ତଦାନ କାର୍ଯ୍ୟକ୍ରମ ହୋଇପାରୁ ନାହିଁ। ଫଳରେ ଜିଲାରେ ଥିବା ବ୍ଲଡ ବ୍ୟାଙ୍କରେ ରକ୍ତର ଅଭାବ ଦେଖାଦେଇଛି। ଏହାକୁ ଦୂର କରିବା ପାଇଁ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ...
ଯୋଡ଼ାରେ କୋଭିଡ୍-୧୯ ହସ୍ପିଟାଲ ଲୋକାର୍ପିତ: ୫୦ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ଆଇସିୟୁ, ଭେଣ୍ଟିଲେଟର ବ୍ୟବସ୍ଥା ଉପଲବ୍ଧ
ଯୋଡ଼ା, ୧୦।୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ପୌରପାଳିକାର ସଭାଗୃହଠାରେ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦିନ ୧୨ଟା ବେଳେ ଅନୁଷ୍ଠିତ ଏହି ସମ୍ମିଳନୀରେ କେନ୍ଦୁଝର ଜିଲାପାଳ ଆଶିଷ ଠାକରେ, ଯୋଡ଼ା ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣୀ ପାଟ୍ଟଯୋଶୀ,...
ଲକ୍ଡାଉନ୍ ସମୟରେ ଗ୍ରାମରକ୍ଷୀଙ୍କୁ ମାଡ଼: ଯୁବକ ଗିରଫ
ସଜନାଗଡ଼, ୧୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଧୀନ ରାଧାକିଶୋରପୁର ପଞ୍ଚାୟତ ପରିବା ମାର୍କେଟ୍ରେ ବିନା କାରଣରେ ଜଣେ ଯୁବକ ବାଇକ୍ ନେଇ ଯାଉଥିବାରୁ ପୋଲିସ ତାଙ୍କୁ ଅଟକାଇଥିଲା। ଉକ୍ତ ଯୁବକ ଏଥିରେ ଉତ୍ତେଜିତ ହୋଇ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ କରିଥିବା ଜଣାପଡିଛି।...
ଜିଲା ମୁଖ୍ୟ ଚିକିତ୍ସାଳୟ ଶିଶୁ ବିଭାଗରେ ଅଗ୍ନିକାଣ୍ଡ
ବାଲେଶ୍ୱର ଅଫିସ,୧୦।୪-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ଶିଶୁ ବିଭାଗର ଦ୍ୱିତୀୟ ମହଲାରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଅଗ୍ନିକାଣ୍ଡ ହୋଇଥିଲା। ସର୍ଟସର୍କିଟ୍ରୁ ଏହି ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଛି। ପ୍ରଥମ ଓ ଦ୍ୱିତୀୟ ମହଲାରେ ଥିବା ରୋଗୀଙ୍କୁ...
ଲୋଇସିଂହାରେ ସାମାଜିକ ଦୂରତ୍ୱକୁ ମାନୁନାହାନ୍ତି ଲୋକେ: ବ୍ୟାଙ୍କରେ ପାସ୍ବୁକ୍ ପ୍ରିଣ୍ଟ ବେଳେ ଧମ୍ବା ଧାଡ଼ି, ପ୍ରଶାସନ ଦୃଷ୍ଟି ଦେବାକୁ ଦାବି
ଲୋଇସିଂହା,୧୦।୪(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହାସ୍ଥିତ ଏସ୍ବିଆଇ ବ୍ୟାଙ୍କ ପାସ୍ବୁକ ପ୍ରିଣ୍ଟର ମେଶିନ ଆଗରେ ଶୁକ୍ରବାର ପ୍ରିଣ୍ଟ ପାଇଁ ଉପଭୋକ୍ତାଙ୍କ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳିଛି। ଏଠାରେ ସାମାଜିକ ଦୂରତା ରକ୍ଷା କରାଯାଉ ନ ଥିବାରୁ କରୋନା ଭୁତାଣୁ...
ସୁବିଧା ଦେଇଛି ଲକ୍ଡାଉନ୍:ଭିତରକନିକାରେ ବଢୁଛି ବେଆଇନ କାର୍ଯ୍ୟ
କେନ୍ଦ୍ରାପଡ଼ା ଅଫିସ, ୧୦।୪-କରୋନା ଭୂତାଣୁ ସଂକ୍ରମଣ ପାଇଁ ସାରାଦେଶରେ ତାଲା ବନ୍ଦ ହୋଇଛି। ଯାତାୟାତ ଠପ ହୋଇଥିବାରୁ ଜାତୀୟ ଉଦ୍ୟାନ ଭିତରକନିକାକୁ ପର୍ଯ୍ୟଟକ ଆସୁନାହାନ୍ତି। ସେହିପରି ତାଲାବନ୍ଦ ଯୋଗୁ ଆଖପାଖ ଅଞ୍ଚଳବାସୀ ଘରେ ଆବଦ୍ଧ ଅଛନ୍ତି। ଏହାର ସୁବିଧା ଏବେ...
ମାସ୍କ ପିନ୍ଧିବାକୁ ବ୍ୟବସାୟୀ ସଂଘ ପକ୍ଷରୁ ଲୋକଙ୍କୁ କରାଯାଉଛି ସଚେତନ
ହିଳିକାଟୁ,୧୦ା୪(ଡି.ଏନ୍.ଏ): କରୋନା ସଂକ୍ରମଣରୁ ରକ୍ଷା ପାଇଁ ଲୋକଙ୍କୁ ମୁହଁ ଓ ନାକକୁ ମାସ୍କ କିମ୍ବା କପଡ଼ାରେ ଘୋଡ଼ାଇବା ପାଇଁ ବାଧ୍ୟତାମୂଳକ କରାଯାଇଛି। ବାହାରେ ମାସ୍କ ନ ଥିବା ବ୍ୟକ୍ତିଙ୍କ ଠାରୁ ଜରିମାନା ଆଦାୟ କରିବାକୁ ନିର୍ଦ୍ଦେଶ ରହିଛି। ତେବେ କେତେକ...
Archives


