ଆମ ଜିଲା ଖବର

ସମ୍ବଲପୁର-ତିଲେଇବଣି ରାସ୍ତାକାମ ନିମ୍ନମାନର

ସମ୍ବଲପୁର,୫।୧(ବ୍ୟୁରୋ): ୫୩ନଂ. ଜାତୀୟ ରାଜପଥର ସମ୍ବଲପୁର-ତିଲେଇବଣି ଚାରିଥାକିଆ ରାସ୍ତା ନିର୍ମାଣ କାମ ଚାଲିଛି। ପୂର୍ବରୁ ପୁଞ୍ଜିଲେଡ କମ୍ପାନୀ ଏହି କାମ ନେଇଥିବାବେଳେ ବିଭିନ୍ନ କାରଣରୁ ବନ୍ଦ କରିଦେଇଥିଲା। ଏବେ ଅନ୍ୟ ଏକ କମ୍ପାନୀ ନିର୍ମାଣ କାମ କରୁଛି। ସମୟ ଅବଧିଠାରୁ ବିଳମ୍ବ…

ଭଦ୍ରକ ଏସ୍‌ପିଙ୍କ ଗାଡିକୁ ଧକ୍କା ଦେଲା ଟ୍ରକ୍‌

ଭଦ୍ରକ ଅଫିସ, ୫।୧: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଭଦ୍ରକ ଏସ୍‌ପି ଚରଣ ସିଂ ମୀନା। ଏସ୍‌ପିଙ୍କ କାରକୁ ଭଣ୍ଡାରିପୋଖରୀ ଛକ ନିକଟରେ ଏକ ଟ୍ରକ ଧକ୍କା ଦେଇଥିବା ଜଣାଯାଇଛି। ଉକ୍ତ ଟ୍ରକକୁ ଜବତ ସହ ଡ୍ରାଇଭରଙ୍କୁ ଅଟକ ରଖିଛି ଭଣ୍ଡାରିପୋଖରୀ ପୁଲିସ।…

ଅସଲି ନାଁରେ ନକଲି କାରବାର

ବରଗଡ଼ ଅଫିସ୍‌,୫।୧: ବରଗଡ଼ ଜିଲାରେ ଅସଲି ବ୍ରାଣ୍ଡ୍‌ ଆଳରେ ନକଲି କାରବାର ଚାଲିଛି। ସାର, ବିହନ, କୀଟନାଶକକୁ ଅସଲି ବ୍ରାଣ୍ଡ୍‌ ଦର୍ଶାଇ ବିଭିନ୍ନ କମ୍ପାନୀ ଏଭଳି କାରବାର କରୁଛନ୍ତି। ପୂର୍ବରୁ ନିମ୍ନମାନର ବିହନ, କୀଟନାଶକ, ସାର ପ୍ରୟୋଗ କରି ଜିଲାର ଚାଷୀମାନେ…

୩୪ ଦିନରେ ୩୬ ଲକ୍ଷ ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ୍‌,୫।୧: ବ୍ରହ୍ମପୁର ସହରର ଟ୍ରାଫିକ୍‌ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଗଠନ ହୋଇଛି ଟ୍ରାଫିକ ୟୁନିଟ୍‌। ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ବିଜ୍ଞପ୍ତି ଅନୁଯାୟୀ, ଗଠିତ ଟ୍ରାଫିକ୍‌ ୟୁନିଟର ମୂଳ ଲକ୍ଷ୍ୟ ଲୋକଙ୍କୁ ଏବଂ ଯାନବାହନ ଚାଳକଙ୍କୁ ଟ୍ରାଫିକ୍‌…

ଗଜପତିର ପ୍ରିୟଙ୍କା ପ୍ରଥମ ରନର୍ସଅପ

ପାରଳାଖେମୁଣ୍ତି, ୫।୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସେଞ୍ଚୁରିଆନ ପବ୍ଲିକ ସ୍କୁଲର ଯୁକ୍ତ ୨ ଛାତ୍ରୀ ପ୍ରିୟଙ୍କା ସାହୁ ଗ୍ଲିଟର ପାଜିଏଣ୍ଟ ଦ୍ବାରା ଆୟୋଜିତ ମିସ୍‌ ଇଣ୍ତିଆ ପ୍ରତିଯୋଗିତାରେ ପ୍ରଥମ ରନର୍ସଅପ ହୋଇଛନ୍ତି। ୧୩ ପ୍ରତିଯୋଗୀଙ୍କ ମଧ୍ୟରେ ପରିଚୟ ଆଦାନପ୍ରଦାନ, ଟ୍ୟାଲେଣ୍ଟ ରାଉଣ୍ତ…

ଶିକ୍ଷକ ନାହାନ୍ତି, ପାଠପଢ଼ା ହେବ କେମିତି: ଓଷ୍ଟା

ଭୁବନେଶ୍ୱର,୫।୧(ବ୍ୟୁରୋ): ଆସନ୍ତା ୮ ତାରିଖରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ସ୍କୁଲ ଖୋଲିବ। ମେ’ ୩ ତାରିଖରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ଏସ୍‌ଓପି ଜାରି କରାଯାଇଛି। କିନ୍ତୁ ଏସ୍‌ଓପି ଅନୁସାରେ ପାଠପଢ଼ା ହେଲେ…

ଗହଳି କମାଇଛି କୋଭିଡ୍‌ ରିପୋର୍ଟ

ପୁରୀ ଅଫିସ,୫।୧: ଶ୍ରୀମନ୍ଦିରରେ ଦର୍ଶନ ପାଇଁ ରବିବାର ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲା। ପ୍ରାୟ ୪ ହଜାର ଭକ୍ତ ଦାରୁଦିଅଙ୍କ ଦର୍ଶନ କରିଥିଲେ। ତେଣୁ ଆଗାମୀ ଦିନଗୁଡ଼ିକରେ ଭକ୍ତଙ୍କ ସଂଖ୍ୟା ବଢ଼ିବ ବୋଲି ଅନୁମାନ କରାଯାଉଥିଲା। ମାତ୍ର ସୋମବାର ଶ୍ରଦ୍ଧାଳୁଙ୍କ ସଂଖ୍ୟା କମ୍‌…

ପ୍ରଶାସନ ନ ଶୁଣିବାରୁ ଆତ୍ମାହୁତି ଉଦ୍ୟମ

ଖୋର୍ଦ୍ଧା ଅଫିସ, ୫।୧: ରାଜ୍ୟରେ ଦିନକୁ ଦିନ ଅନ୍‌ଲାଇନ ଠକେଇ ଘଟଣା ବଢ଼ିବାରେ ଲାଗିଛି। ଦୈନିକ ଅନେକ ବ୍ୟକ୍ତି ଅନ୍‌ଲାଇନ ଠକେଇର ଶିକାର ହେଉଛନ୍ତି। ଖୋର୍ଦ୍ଧା ଜିଲାରେ ଏଭଳି ଏକ ଠକେଇ ଘଟଣା ସାମ୍ନାକୁ ଆସିଛି। ସାଇବର ଠକଙ୍କ ଲୋଭରେ ଫସି…

ସୁନ୍ଦର ସହର ଗଢ଼ି ତୋଳିବାକୁ ଆହ୍ବାନ

ବ୍ରହ୍ମପୁର ଅଫିସ୍‌,୫।୧: ବ୍ରହ୍ମପୁର ମହାନଗରକୁ ଦେଶରେ ସୁନ୍ଦର ସହର ଭାବେ ଗଢ଼ି ତୋଳିବା ପାଇଁ ପରିକଳ୍ପନା କରାଯାଇଛି। ତେଣୁ ସମସ୍ତେ ମିଳିମିଶି ଏହାର ସଫଳ ରୂପାୟନ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେଶମ ନଗରବାସୀଙ୍କୁ ଆହ୍ବାନ ଦେଇଛନ୍ତି। ସହରରେ ବାଣିଜ୍ୟ…

ଗୋବରଗୋଲା ଜଳପ୍ରପାତ

ପର୍ଯ୍ୟଟନ ଋତୁ ଆସିଲେ କଳାହାଣ୍ଡି ଜିଲାର ପର୍ଯ୍ୟଟନସ୍ଥଳୀ ମଧ୍ୟରୁ ମନେପଡେ ଗୋବରଗୋଲା ଜଳ ପ୍ରପାତ। ଜିଲାର ସଦରମହକୁମା ଭବାନୀପାଟଣାଠାରୁ ଏହାର ଦୂର ପ୍ରାୟ ୪୫ କି.ମି.। ଜୁନାଗଡ ବ୍ଲକ ଅନ୍ତର୍ଗତ ବୁଡିଦର ପଞ୍ଚାୟତରେ ଏହି ମନୋରମ ପର୍ଯ୍ୟଟନସ୍ଥଳୀ ରହିଛି। ଏବେ ବି…

ବିଧାୟକ ପ୍ରଦୀପଙ୍କ ଜାମିନ ଆବେଦନ ମାମଲା: କେସ୍‌ ଡାଏରି ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୫।୧(ଡି.ଏନ.ଏ.): ପୂର୍ବତନ ମନ୍ତ୍ରୀ ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ଦେବବ୍ରତ ଦାସ ଏହି ମାମଲାର ଶୁଣାଣି କରି କେସ୍‌ ଡାଏରି ଦାଖଲ କରିବାକୁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ…

‘ଅଭିଯୁକ୍ତ ମନ୍ତ୍ରୀଙ୍କୁ ଗିରଫ କର’

ଭୁବନେଶ୍ୱର, (ବ୍ୟୁରୋ)/କଟକ ଅଫିସ୍‌/ନିଶ୍ଚିନ୍ତକୋଇଲି/ମାହାଙ୍ଗା/ ସାଲେପୁର,୫।୧(ସ୍ବ.ପ୍ର./ଡି.ଏନ୍‌.ଏ.) କଟକ ଜିଲା ମାହାଙ୍ଗା ବ୍ଲକର ନୃତାଙ୍ଗରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କୁ ହତ୍ୟା ଘଟଣାର ୧୩ତମ ଅଭିଯୁକ୍ତ ଆଇନମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପ୍ରତାପ ଜେନା ଓ ଅନ୍ୟ ୧୨ ଅଭିଯୁକ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?