ଆଳିରୁ ଉଠିଲା ଶଟ୍ଡାଉନ୍
ଆଳି,୧୦ା୪(ଡି.ଏନ.ଏ.)କେନ୍ଦ୍ରାପଡ଼ା ଜିଲାର ଆଳି ଅଞ୍ଚଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲା ପ୍ରଶାସନ ପକ୍ଷରୁ ଆକ୍ରାନ୍ତଙ୍କ ଗ୍ରାମର ୩ କିମି ପରିଧି ମଧ୍ୟରେ ଥିବା ୧୨ ଗାଁ ଓ ବଜାରକୁ ମଙ୍ଗଳବାର ସକାଳ ୮ଟାଠାରୁ ୪୮ଘଣ୍ଟା ପାଇଁ ଶଟଡାଉନ...
ଅସୁସ୍ଥ ବୃଦ୍ଧାଙ୍କୁ ରାସ୍ତାରେ ଛାଡ଼ି ପଳାଇଲା ଆମ୍ବୁଲାନ୍ସ
ଜଗତ୍ସିଂହପୁର ଅଫିସ,୧୦ା୪: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ(ଏସ୍ସିବି) ମେଡିକାଲ କଲେଜ ପରିସରରୁ ଅସୁସ୍ଥ ଥିବା ଜଣେ ଗରିବ ବୃଦ୍ଧାଙ୍କୁ ତାଙ୍କ ଗାଁରେ ଛାଡିବାକୁ ଆସିଥିବା ଏକ ବେସରକାରୀ ଆମ୍ବୁଲାନ୍ସ ଜଗତ୍ସିଂହପୁର ସହର ରାସ୍ତା ପାର୍ଶ୍ୱରେ ଛାଡି ପଳାଇଛି। ସମ୍ପୃକ୍ତ ବୃଦ୍ଧା ହେଲେ...
ଅଭାବୀ ବିକ୍ରି ରୋକିବା ନେଇ ପଦକ୍ଷେପ
ନୟାଗଡ ଅଫିସ,୧୦ା୪: ଜିଲା ସଦର ମହକୁମା ନିୟନ୍ତ୍ରିତ ବଜାର କମିଟି (ଆର୍ଏମ୍ସି) ସଭାଗୃହରେ ଗୁରୁବାର ଜିଲାପାଳ ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ପନିପରିବା ହୋଲସେଲର, ରିଟେଲର, ଚାଷୀଙ୍କ ସମେତ ଆର୍ଏମ୍ସି କର୍ମକର୍ତ୍ତା ଯୋଗଦେଇଥିଲେ। ଚାଷୀମାନେ...
ବିଶୋଧନ ହେଲା ଖଣ୍ଡପଡ଼ା ସହର
ଖଣ୍ଡପଡା,୧୦ା୪(ସ୍ବ.ପ୍ର.): ଖଣ୍ଡପଡା ଅଗ୍ନିଶମ ବିଭାଗ ପକ୍ଷରୁ ସହରର ମୁଖ୍ୟ ରାସ୍ତା, ସରକାରୀ କାର୍ଯ୍ୟାଳୟ ଓ ବିଭିନ୍ନ ଅନୁଷ୍ଠାନ ପରିସରକୁ ବିଶୋଧନ କରାଯାଇଛି। ଅଗ୍ନିଶମ କର୍ମଚାରୀମାନେ ଗୁରୁବାର ସକାଳେ ବିଶୋଧନ କରିଥିବାବେଳେ ଖଣ୍ଡପଡା ଏନ୍ଏସି ଅଧିକାରୀମାନେ ବିଭିନ୍ନ ସାହିବସ୍ତିରେ ବ୍ଲିଚିଂ ପାଉଡର...
ବ୍ରତ ଉପହାର ଟଙ୍କାକୁ ପିଏମ୍ କେୟାର୍ସକୁ ଦାନ
କଟକ ଅଫିସ୍,୧୦ା୪: କରୋନା ମହାମାରୀରୁ ସୁରକ୍ଷା ନିମନ୍ତେ ଗଠନ କରାଯାଇଥିବା ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠି ‘ପିଏମ କେୟାର’ କୁ ଦ୍ବିତୀୟ ଶ୍ରେଣୀରେ ପାଠ ପଢୁଥିବା ଛାତ୍ର ତାପସ ଷଡ଼ଙ୍ଗୀ ୩ହଜାର ଟଙ୍କା ପ୍ରଦାନ କରିଛନ୍ତି। ଫୁଲନଖରା ନିକଟବର୍ତ୍ତୀ ଜୋହଳ ଭୀମପୁର...
କରୋନା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କଲେ ଜିଲାପାଳ
ପୁରୀ ଅଫିସ/କୋଣାର୍କ (ଡି.ଏନ୍.ଏ.),୧୦ା୪: କରୋନା ମୁକାବିଲା ନେଇ ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରସ୍ତୁତି କେମିତି ରହିଛି ତାହାର ସମୀକ୍ଷା କରିଛନ୍ତି ପୁରୀ ଜିଲାପାଳ ବଲୱନ୍ତ ସିଂ। ଗୁରୁବାର ଜିଲାପାଳ କରୋନା ସଚେତନତା ସମ୍ପର୍କିତ ପ୍ରସ୍ତୁତିର ସମୀକ୍ଷା ନିମନ୍ତେ ଅସ୍ତରଙ୍ଗ ଓ...
କଳାହାଣ୍ଡି ଜିଲାରେ ଦ୍ୱିତୀୟ କରୋନା ପଜିଟିଭ୍ ଚିହ୍ନଟ: ପ୍ରଥମ ଚିହ୍ନଟଙ୍କ ସହ ସେ ଖେଳିଥିଲେ କ୍ରିକେଟ୍
ଧର୍ମଗଡ଼,୧୦ା୪(ଡି.ଏନ୍.ଏ.): ରାଜ୍ୟରେ ଗୁରୁବାର ମଧ୍ୟରାତ୍ରିରେ ୪ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ କଳାହାଣ୍ଡି ଜିଲାର ଜଣେ ବୋଲି ଜଣାପଡ଼ିଛି। ଏନେଇ କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଅଧିକାରୀ ଜଗୁଲାଲ ଅଗ୍ରୱାଲ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ଜିଲାରେ ୨ଜଣ...
ସେବା କାର୍ଯ୍ୟରେ ସାମିଲ ପ୍ରଭାତଙ୍କ ଟିମ୍: ସ୍ବାସ୍ଥ୍ୟସେବା ଲୋଡ଼ୁଥିବା ଲୋକଙ୍କୁ ବଢାଉଛନ୍ତି ସହାୟତାର ହାତ
କଟକ ଅଫିସ,୧୦ା୪: ଲକ୍ଡାଉନ ବଳବତ୍ତର ଥିବାରୁ ସାଧାରଣରେ ଯାତାୟାତ ବନ୍ଦ ହୋଇଯାଇଛି । ବିନା କାରଣରେ ଲୋକଙ୍କୁ ରାସ୍ତାରେ ବୁଲୁଥିବା ଦେଖିଲେ ପୋଲିସ ଜରିମାନା ଲଦିବା ସହ ଗାଡ଼ି ଜବତ କରି ନେଉଛି। ଏଭଳି ସ୍ଥିତିରେ କଟକର ୮ଜଣ ଯୁବକ...
ରିଟେଲ ପଏଣ୍ଟ ଚିହ୍ନଟକୁ ନେଇ ଅସନ୍ତୋଷ: ୪, ୭ ୮୯ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ ଚାଉଳ
ନାଉଗାଁ, ୧୦ା୪(ସ୍ବ.ପ୍ର.): କରୋନା ଯୋଗୁ ସ୍କୁଲ ପିଲାଙ୍କୁ ୩ମାସର ମଧ୍ୟାହ୍ନ ଭୋଜନ ବାବଦ ଚାଉଳ ଦିଆଯିବ ବୋଲି ନିଷ୍ପତ୍ତି ହୋଇଛି। ଅଭିଭାବକ ପିଲାଙ୍କ ଟୋକନ ବିଦ୍ୟାଳୟରୁ ଗ୍ରହଣ କରିବେ। ପ୍ରଶାସନ ପକ୍ଷରୁ ଚିହ୍ନଟ ହୋଇଥିବା ରିଟେଲ୍ ପଏଣ୍ଟରେ ଟୋକନ ଦାଖଲ...
କରୋନା ମୁକାବିଲାର ଯୋଦ୍ଧା ଏସ୍ଆଇ ନାରାୟଣ: ‘ଆଗେ ରାଜସେବା, ପଛେ ପିତୃସେବା’
କଟକ ଅଫିସ,୧୦।୪: ‘ଯଦି କର୍ତ୍ତବ୍ୟକୁ ସମ୍ମାନ ଜଣାଇବ, ତାହେଲେ କାହାକୁ ସାଲ୍ୟୁଟ ମାରିବାକୁ ପଡ଼ିବନି.. କର୍ତ୍ତବ୍ୟରେ ହେଳା କଲେ, ସମସ୍ତଙ୍କୁ ସାଲ୍ୟୁଟ ମାରିବାକୁ ହୁଏ’। ପୂର୍ବତନ ରାଷ୍ଟ୍ରପତି ସ୍ବର୍ଗତଃ ଡ. ଏପିଜେ ଅବଦୁଲ କଲାମ୍ଙ୍କ ଅଭିଭାଷଣରୁ ଏହା ଏକ ଛୋଟିଆ...
ଗାଁ ପ୍ରବେଶ ପଥ ସିଲ୍ କଲେ ଗ୍ରାମବାସୀ
ଲାଠୋର, ୧୦ା୪(ଡି.ଏନ.ଏ.) – ଦିନକୁ ଦିନ କରୋନା ସଂକ୍ରମଣ ଭୟାବହତା ବଢି ଚାଲିଥିବାରୁ ଲୋକ ଭୟଭୀତ ହୋଇ ପଡିଛନ୍ତି। କାଳେ ସେମାନଙ୍କ ଗାଁ କରୋନା ପ୍ରଭାବିତ ହୋଇଯିବ ଏହା ମନେକରି ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଅଞ୍ଚଳର ଏକାଧିକ...
ଚିନ୍ତାରେ କେନ୍ଦୁପତ୍ର ତୋଳାଳି, ବନ୍ଧେଇ ଶ୍ରମିକ
ବଲାଙ୍ଗୀର ଅଫିସ, ୧୦ା୪ – କରୋନା ସଂକ୍ରମଣ ଭୟ ଚାଷବାସ, କ୍ଷୁଧା, ରୋଜଗାର ଉଜାଡିବା ଆରମ୍ଭ କରିଦେଲାଣି। ଦୀର୍ଘ ୨୧ଦିନର ଲକ୍ଡାଉନ୍ ପରେ ରାଜ୍ୟ କ୍ୟାବିନେଟ୍ରେ ଆହୁରି ୧୫ଦିନ ବୃଦ୍ଧି ପାଇଁ ସୁପାରିଶ ପରେ ଅନେକଙ୍କ ଚିନ୍ତା ବଢ଼ିଯାଇଛି। ରୋଗ...
Archives


