Odisha Elections 2024

ଆମ ଜିଲା ଖବର

କେନ୍ଦୁଝରରେ ଥମୁନି କଳା ପଲ୍‌ସର ଆତଙ୍କ: ପାଟଣାରେ ଦୁର୍ବୃତ୍ତ ଲୁଟି ନେଲେ ୧ ଲକ୍ଷ ୯୩ ହଜାର ଟଙ୍କା, ଲୁଟେରାଙ୍କ ଟେର୍‌ ପାଉନି ପୋଲିସ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ଅଞ୍ଚଳରେ ଥମୁନି କଳା ପଲ୍‌ସର ଆତଙ୍କ। ବିଶେଷକରି ପର୍ବ ପର୍ବାଣୀ ସମୟରେ ଲୁଟେରା ଗ୍ୟାଙ୍ଗ ସକ୍ରିୟ ହୋଇ ବିଭିନ୍ନ ଅଞ୍ଚଳରେ ଆତଙ୍କ ଖେଳାଉଛନ୍ତି। ଏହି କ୍ରମରେ ପାଟଣା ଥାନା ପାଟଣା ସାହାରପଡା ଦେଇ ଯାଇଥିବା...

ଭଦ୍ରକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଅଗ୍ନିଶମ ବିଭାଗ ପକ୍ଷରୁ ଚଢ଼ାଉ

ଭଦ୍ରକ ଅଫିସ, ୧୨।୬: ଭଦ୍ରକ ସହରର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଅଗ୍ନିଶମ ବିଭାଗ ପକ୍ଷରୁ ୫ଟି ଟିମ୍‌ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇଛି। ଶିକ୍ଷାନୁଷ୍ଠାନରେ ନିଆଁ ଲାଗିଲେ କିଭଳି ଛାତ୍ରଛାତ୍ରୀମାନେ ସୁରକ୍ଷିତ ରହିବେ ସେ ନେଇ ସଚେତନ କରାଇବା ସାଙ୍ଗକୁ ଅଗ୍ନି...

ନୀଳଗିରିରେ ଝାଡ଼ଖଣ୍ଡୀ ହାତୀପଲ: ଲୋକେ ଭୟଭୀତ

ସଜନାଗଡ଼, ୧୨।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳକୁ ଝାଡ଼ଖଣ୍ଡୀ ହାତୀପଲ ପଶିଆସିଛନ୍ତି। ବୁଧବାର ଭୋର ସମୟରେ ମୟୂରଭଞ୍ଜ, ବାଲେଶ୍ୱର ନୀଳଗିରି ରେଞ୍ଜ ଅଧୀନ ପୁନ୍ଦାଳ, କାଠପାଳ, ଦୁର୍ଗାଦେବୀ ଦେଇ ଅଯୋଧ୍ୟା ରାସ୍ତା ପାର ହୋଇ ତିନିକୋଣିଆ ଜଙ୍ଗଲକୁ ୨୮ଟି ହାତୀ...

ବରଗଡ଼ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୧୨।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ସକାଳୁ ବରଗଡ଼ ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ସେ ହେଲେ ଟଙ୍କଧର ମେହେର। ମେହେରଙ୍କ ବରଗଡ଼ ବାଲାଜୀ ସିଟି କୋଠାଘର ସମେତ ସର୍ଗିବାହାଲ...

ବର୍ଷା ପୂର୍ବରୁ କାମ ସାରିବାକୁ ଅଧିକାରୀଙ୍କୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ନୂଆଗାଁ (ଡି.ଏନ.ଏ)/ନୟାଗଡ଼ ଅଫିସ,୧୨।୬- ନୟାଗଡ ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ମଙ୍ଗଳବାର ଅପରାହ୍ନ ୫ଟାରେ ରାଜ୍ୟ କୃଷି, ମତ୍ସ୍ୟ, ପଶୁପାଳନ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ଆବାହକତ୍ୱରେ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି...

ବିନା ଗୃହରେ ଚାଲିଛି ୨୨୭ ଅଙ୍ଗନୱାଡି କେନ୍ଦ୍ର: ଉଦ୍‌ଘାଟନ ନ ହୋଇ ତାଲା ପଡ଼ିରହିଛି ବହୁ ଗୃହ

ରଣପୁର, ୧୨।୬ (ସ୍ବ.ପ୍ର.)-ଶିଶୁମାନଙ୍କୁ ଅପପୁଷ୍ଟିରୁ ରକ୍ଷା କରିବା ସହ ଶିକ୍ଷାର ପ୍ରସାର ପାଇଁ ଅଙ୍ଗନୱାଡି କେନ୍ଦ୍ର ଖୋଲାଯାଇଛି। ହେଲେ ଅନେକ ସମୟରେ ଅଧିକାଂଶ କେନ୍ଦ୍ରରେ ବିଭିନ୍ନ ସମସ୍ୟା ଲାଗି ରହିଥିବାରୁ ତାହା ଶିଶୁମାନଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିଥାଏ।...

ବାଲିମେଳା ଜଳ ବିଦ୍ୟୁତ କେନ୍ଦ୍ର:୬ ଜେନେରେଟର ଆଧୁନିକୀକରଣ କାର୍ଯ୍ୟରେ ବିଳମ୍ବ

ମାଲକାନଗିରି,୧୨ା୬ (ଡି.ଏନ.ଏ./ସ୍ବ.ପ୍ର.)-ମାଲକାନଗିରି ଜିଲା ବାଲିମେଳାରେ ଜଳ ବିଦ୍ୟୁତ ପ୍ରକଳ୍ପ ଦୀର୍ଘ ୫୦ ବର୍ଷରୁ ଊର୍ଦ୍ଧ୍ୱ ହେଲା କାର୍ଯ୍ୟ କରୁଛି। ଏଠାରୁ ବିଦ୍ୟୁତ୍‌ ଉପତ୍ାଦନ ହୋଇ ରାଜ୍ୟ ଏବଂ ରାଜ୍ୟ ବାହାରକୁ ଯୋଗାଣ ହେଉଛି। ମାତ୍ର ଏହି ଜଳବିଦ୍ୟୁତ୍‌ ପ୍ରକଳ୍ପର ଅନେକ...

ଶ୍ରମିକଙ୍କ ମୃତ୍ୟୁ: ଅଂଶୁଘାତ ଅଭିଯୋଗ

ନିରାକାରପୁର,୧୨ା୬(ଡି.ଏନ୍‌.ଏ.)-ଟ୍ରାକ୍ଟରରୁ ବାଲି ଅନ୍‌ଲୋଡ୍‌ କରୁଥିବା ସମୟରେ ମଙ୍ଗଳବାର ପୂର୍ବାହ୍ନ ୧୦.୩୦ରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ନନପଡା ଗ୍ରାମର ଅଭିମନ୍ୟୁ ପ୍ରଧାନ(୪୯) ା ସେ ସ୍ଥାନୀୟ ଆର୍‌ଡି କାର୍ଯ୍ୟାଳୟ ନିକଟରେ...

ସମ୍ପୂର୍ଣ୍ଣାଙ୍କୁ ଗ୍ରହଣ କଲେ ବାଙ୍ଗାଲୋରର ଦମ୍ପତି

ସୋନପୁର,୧୨।୬(ନି.ପ୍ର.)ସୁବର୍ଣ୍ଣପୁରର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର(ସା)ରେ ରହୁଥିବା ଶିଶୁ କନ୍ୟା(ସମ୍ପୂର୍ଣ୍ଣା)ଙ୍କୁ ବାଙ୍ଗାଲୋରରେ ରହୁଥିବା ଦମ୍ପତି ମଙ୍ଗଳବାର ଗ୍ରହଣ କରିଛନ୍ତି। ଏହି ଶିଶୁକୁ ଜିଲା ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ହିମାଂଶୁ ଭୂଷଣ ନାୟକ ସମ୍ପୃକ୍ତ ଆଇଟି ଇଞ୍ଜିନିୟର ଦମ୍ପତିଙ୍କୁ ପ୍ରଦାନ...

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ:ହତ୍ୟା ଅଭିଯୋଗ ଆଣିଲେ ବାପା

ଚଣ୍ଡିଖୋଲ,୧୨ା୬(ଡି.ଏନ.ଏ.)- ବଡ଼ଚଣା ଥାନା ଅନ୍ତର୍ଗତ ଦେଉଳକୁର ଗ୍ରାମର ରମାକାନ୍ତ ପ୍ରଧାନ(୩୭)ଙ୍କର ମୃତ୍ୟୁ ମଙ୍ଗଳବାର ଢେଙ୍କାନାଳ ଜିଲା ନିହାଲପ୍ରସାଦ ଥାନା ଅନ୍ତର୍ଗତ ବାଲିସାହି ଗ୍ରାମରେ ମୃତ୍ୟୁ ହୋଇଛି। ରମାକାନ୍ତଙ୍କ ମୃତ୍ୟୁର କାରଣ ଜଣାପଡ଼ି ନ ଥିବାବେଳେ ବାପା ଦିବାକର ଏହାର ଉଚ୍ଚସ୍ତରୀୟ...

ନାବାଲକ ଉପରେ ୫ ପରାନୀ କୁଟ୍‌ମର ବୋଝ୍‌: ଗୁପ୍‌ଚୁପ୍‌ ବିକି ପାଠ୍‌ ପଢ଼ୁଛନ୍‌ ଦେବାନନ୍ଦ

ଭବାନୀପାଟଣା,୧୨।୬(ଡି.ଏନ୍‌.ଏ.): ବଁଚ୍‌ବାର ଲାଗି ହେଲେ ଯୁଝ୍‌ବାକେ ପଡ଼ବା। ସେଟା କୁଟୁମ ପୁଷ୍‌ବାର ଲାଗି ହେଉ କି ପେଟ ପାଲବାର ଲାଗି ହେଉ। ମୁନୁଷ୍‌ କେନ୍‌ନେ ଗୁପ୍‌ଚୁପ୍‌ ବିକି ନିଜର ପଁାଚ୍‌ ପରାନୀ କୁଟୁମ ପୁଷୁଛେ ତ ଆର କିଏ ଗୁପ୍‌ଚୁପ୍‌...

ପାଏନ୍‌ ସମସିଆ ସଂଗେ ଯୁଝୁଛନ୍‌ ୨ ଗାଁବାସୀ

ମନମୁଣ୍ଡା, ୧୨।୬ (ଡି.ଏନ୍‌.ଏ): ବୌଦ୍ଧ ଜିଲା ମନମୁଣ୍ଡା ପଁଚେତ୍‌ର ମହୁଲବାହାଲି ଆର କଲତାପାଲି ଗଁାରେ ପାଏନ୍‌ ସଁକଟ ଦେଖାଦେଇଛେ। ଇ ଗଁାର ଲୋକ୍‌ ବରଷା ପାଏନ୍‌ ଭରସାରେ ଚାଷ୍‌ବାସ କରୁଛନ୍‌, ହେଲେ ଅନେକ ସମିଆରେ ଚାଷ୍‌ବାସ ମର୍‌ଡିରେ ମାଡ଼ ଖାଉଛେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri