ଆମ ଜିଲା ଖବର

କରୋନା ଭୟ: ଛତ୍ରପୁର ସବ୍‌ଜେଲରେ ହେବ ଯାଞ୍ଚ

ଛତ୍ରପୁର, ୨୩।୭(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଛତ୍ରପୁର ସବଜେଲ୍‌କୁ ପ୍ରଶାସନିକ ଓ ସ୍ବାସ୍ଥ୍ୟ ଅଧିକାରୀ ପରିଦର୍ଶନ କରିଛନ୍ତି। ଅନ୍ତେବାସୀଙ୍କ କରୋନା ଲକ୍ଷଣ ଅଛି କି ନାହିଁ ସେନେଇ ଗୁରୁବାର ଟିମ୍‌ ଅନୁଧ୍ୟାନ କରିବା ସହ ଯାଞ୍ଚ କରିଥିବା ଜଣାପଡ଼ିଛି। ଜେଲରେ ଥିବା ୧୩୦…

ବଢୁଛି ସଂଖ୍ୟା: କଟକରୁ ଆଉ ୩୪ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୩।୭: କଟକ ସହରରେ ଗୁରୁବାର ୩୪ ନୂୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୫ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ କେସ୍‌, ୨୧ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌, ୮ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଦୂଆ ଆକ୍ରାନ୍ତଙ୍କୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ…

ଗଞ୍ଜାମରେ ପ୍ଲାଜମା ଥେରାପି ସଫଳ, ସୁସ୍ଥ ହେଉଛନ୍ତି କରୋନା ଆକ୍ରାନ୍ତ: ଜିଲାପାଳ

ଛତ୍ରପୁର,୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିସ୍ଥିତ ଟାଟା କୋଭିଡ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହୋଇଯାଇଛି। ଏଥିରୁ ସୁଫଳ ମିଳୁଛି। ପ୍ଲାଜମା ଥେରାପିରୁ କରୋନା ଆକ୍ରାନ୍ତ ସୁସ୍ଥ ହେଉଛନ୍ତି। ଗୁରୁବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ଭିଡିଓ ବାର୍ତ୍ତାରେ ଏସମ୍ପର୍କରେ…

ଜାଣନ୍ତୁ କାହିଁକି ବଢ଼ୁଛି ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଛତ୍ରପୁର,୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସପ୍ତାହକ ମଧ୍ୟରେ ୨୦୩୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରେ ଜିଲାରେ ଆଜିର ୫୪୦ ପଜିଟିଭ୍‌ ରହିଛନ୍ତି। ଯାହା ଏଯାବତ୍‌ ଦିନକରେ ସର୍ବାଧିକ ବୋଲି ଜଣାପଡ଼ିଛି। ଅପରପକ୍ଷରେ ଗଞ୍ଜାମ ଜିଲାରେ ଘରକୁ ଘର ଯାଇ…

ଏସବୁ ଜିଲାରୁ ଝାରସୁଗୁଡ଼ା ଗଲେ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ

ଝାରସୁଗୁଡ଼ା ଅଫିସ,୨୩।୭: ସରକାରଙ୍କ ପକ୍ଷରୁ କରୋନା ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ନେବା ସତ୍ତ୍ୱେ ଏହା ଥମିବାର ନାଁ ନେଉନାହିଁ। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ପ୍ରଶାସନ ମଧ୍ୟ କଡ଼ା ଆଭିମୁଖ୍ୟ ଗ୍ରହଣ କରୁଛି। ବାହାର ଜିଲାରୁ ଆସୁଥିବା ଲୋକଙ୍କ ଯୋଗୁ ଝାରସୁଗଡ଼ାରେ…

ଝାରସୁଗୁଡ଼ାରୁ ଏସବୁ ସ୍ଥାନକୁ ଗଡିବନି ବସ୍‌

ଝାରସୁଗୁଡ଼ା ଅଫିସ,୨୩।୭: ଝାରସୁଗୁଡ଼ା ଜିଲାରେ କରୋନା କାୟା ବିସ୍ତାର କରି ଚାଲିଛି। ଏହା ଜିଲା ପ୍ରଶାସନର ମୁଣ୍ଡବ୍ୟଥାର କାରଣ ପାଲଟିଛି । ଜିଲା ପ୍ରଶାସନ ପକ୍ଷରୁ ଏଥିପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏ ନେଇ ଗୁରବାରଠାରୁ କରୋନା ହଟସ୍ପଟ ଏରିଆକୁ ବସ୍‌…

ସରକାର ମାଗୁଛନ୍ତି କାଳିଆ ଟଙ୍କା

କୋରୁକୋଣ୍ଡା,୨୩।୭(ଡି.ଏନ୍‌.ଏ): ଚାଷୀଙ୍କୁ ଆର୍ଥିକ ସହାୟତା ନିମନ୍ତେ ସରକାର କାଳିଆ ଯୋଜନାରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଥିଲେ। ତେବେ ସରକାର ପୁଣି ଅଯୋଗ୍ୟ ହିତାଧିକାରୀଙ୍କଠାରୁ ଉକ୍ତ ଟଙ୍କା ଫେରସ୍ତ ନିମନ୍ତେ ଚିଠି ଲେଖିଥିବା ଦେଖିବାକୁ ମିଳିଛି। ଏଭଳି ଏକ ଘଟଣା ଘଟିଛି ମାଲକାନଗିରି…

ଭଦ୍ରକରେ ଆଜି ୩୦ ନୂଆ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୪୨୪ରେ ପହଞ୍ଚିଲା

ଭଦ୍ରକ ଅଫିସ,୨୩ା୭: ଗୁରୁବାର ଭଦ୍ରକ ଜିଲାରେ ୩୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୪୨୪ରେ ପହଞ୍ଚିଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୨ ଜଣ…

ବରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୩୨୪ ଛୁଇଁଲା

ବରଗଡ଼ ଅଫିସ,୨୩ା୭: ଜିଲାରେ ଗୁରୁବାର ପୁଣି ୨୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୨୪ ଜଣ ରହିଥିବାବେଳେ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଏବଂ ବରପାଲି ବ୍ଲକ ଅନ୍ତର୍ଗତ ସତଲମା ଗ୍ରାମର ଜଣେ…

ବର୍ଷାରେ ଧୋଇଗଲା ଅସ୍ଥାୟୀ ପୋଲ, ଯାତାୟାତ ବାଧାପ୍ରାପ୍ତ

ପାଟପୁର,୨୩ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ବୁଧବାର ସନ୍ଧ୍ୟାରୁ ଜାରିରହିଛି ଲଗାଣ ବର୍ଷା। ଏହାର ପ୍ରଭାବରେ ବୁଧବାର ପୋଚକା ନାଳ ଉପର ମୁଣ୍ଡରେ ବର୍ଷା ଯୋଗୁ ଗୁରୁବାର ଭୋର୍‌ରୁ ଚୁଡଙ୍ଗପୁର ପଞ୍ଚାୟତ ବୁଧେଶ୍ୱର ଗ୍ରାମ ନିକଟ ରଘୁନାଥ ସାଗରରେ ବନ୍ୟାପାଣି ଆସି…

ପଦ୍ମପୁରରେ ଚୋରା ମଦ ବେପାରୀ ଗିରଫ

ପଦ୍ମପୁର,୨୩।୭(ଡି.ଏନ.ଏ.): ବାସୁଦେବପୁର ବ୍ଲକ ଅଧିନ ପଦ୍ମପୁର ବଜାର ନିକଟରୁ ଜଣେ ଚୋରା ମଦ ବେପାରୀଙ୍କୁ ଗୁରୁବାର ଅବକାରୀ ବିଭାଗ ଗିରଫ କରିଛି। ଗିରଫ ବେପାରୀ ହେଲେ ମନୋଜ କୁମାର ନାୟକ। ସୂଚନାଯୋଗ୍ୟ, ପଦ୍ମପୁର ବଜାର ନକଟସ୍ଥ ରାସ୍ତା ପାର୍ଶରେ ଥିବା ଏକ…

ବେଆଇନ ଗୋରୁ ଚାଲାଣ: ୮ପିକ୍‌ଅପ୍‌ ଭ୍ୟାନ ଜବତ, ୧୧ ଗିରଫ

ରେମୁଣା,୨୩।୭(ଡି.ଏନ୍‌.ଏ): ବାଲେଶ୍ୱର ଖନ୍ତପଡ଼ା ପୋଲିସକୁ ବଡ଼ ସଫଳତା। ବେଆଇନ ଚାଲାଣ ହେଉଥିବା ଗୋରୁଙ୍କୁ ଉଦ୍ଧାର କରିଛି ପୋଲିସ। ସୂଚନାଯୋଗ୍ୟ, ରେମାଣା ବ୍ଲକ୍‌ ଖନ୍ତପଡ଼ା ଥାନା ଅଧୀନ ସାହାସପୁରାରୁ ପଶ୍ଚିମବଙ୍ଗକୁ ୮ଟି ପିକ୍‌ଅପ୍‌ ଭ୍ୟାନରେ ଗୋରୁ ଚାଲାଣ ପାଇଁ ଯାଉଥିଲା। ସୂଚନା ପାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri