ଆମ ଜିଲା ଖବର

ସମ୍ବଲପୁରରେ ହେବ କୋଭିଡ୍‌ ହସ୍ପିଟାଲ

ସମ୍ବଲପୁର,୯ା୪(ବ୍ୟୁରୋ): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ-୧୯ ମେଡିକାଲ ନିର୍ମାଣ କରିବାକୁ ପ୍ରଶାସନ ସ୍ଥିର କରିଛି। ବିଭିନ୍ନ ମହଲରେ କିନ୍ତୁ ଏହାକୁ ବିରୋଧ କରାଯାଉଛି। ବୁର୍ଲା ଭିମ୍‌ସାରରେ କୋଭିଡ ମେଡିକାଲ ନିମାଣ କରିବାକୁ ଦାବି କରାଯାଇଥିଲା। ଏଥିପାଇଁ ପ୍ରଶାସନିକ ଅଧିକାରୀ...

ଲକ୍‌ଡାଉନକୁ କଡ଼ାକଡ଼ି କଲେ ତହସିଲଦାର

ବନ୍ତ, ୯।୪(ଡି.ଏନ.ଏ.)-କରୋନା ମହାମାରୀ ସାରା ବିଶ୍ୱକୁ ଭୟଙ୍କର ପରିସ୍ଥିତିକୁ ଟାଣି ନେଇଥିବା ବେଳେ କେନ୍ଦ୍ର ଓ ରାଜ୍ୟ ସରକାର ଏହାକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକଡାଉନ୍‌ କରିଛନ୍ତି । ସମସ୍ତ ଜନସାଧାରଣଙ୍କୁ ଘରେ ରହିବାକୁ ଅନୁରୋଧ କରାଯିବା ସହ...

ଏଟିଏମ୍‌ କାଉଣ୍ଟରରେ ସାମାଜିକ ଦୂରତା

ବନ୍ତ, ୯।୪(ଡି.ଏନ.ଏ.)-କରୋନା ଲକ୍‌ଡାଉନ ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ କଟକଣାକୁ କଡାକଡି କରାଯାଇଛି । ସାମଗ୍ରୀ କିଣିବାଠାରୁ ଆରମ୍ଭ କରି ଟଙ୍କା ଉଠାଣ ପର୍ଯ୍ୟନ୍ତ ସବୁଠି ଲୋକେ ସାମାଜିକ ଦୂରତା ପାଳନ କରୁଛନ୍ତି। ଭଦ୍ରକ ଜିଲା ବନ୍ତ ସଦର ମହକୁମାରେ...

ଲକ୍‌ଡାଉନ୍‌: ୭୮ ବାଇକ୍‌ ଜବତ

ରାଇରଙ୍ଗପୁର,୯ା୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ଲାଗି ସାରା ଭାରତରେ ଲକ୍‌ ଡାଉନ କରାଯାଇଥିବା ବେଳେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍‌ ଡିଭିଜନର ବିଭିନ୍ନ ସ୍ଥାନରେ ଅମାନିଆ ଗାଡ଼ି ଚାଳକମାନେ ଏହାକୁ ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଥିଲା। କଟକଣା ଉଲ୍ଲଂଘନକାରୀଙ୍କୁ ସାବାଡ...

ନିର୍ଦ୍ଦେଶ ସତ୍ତ୍ୱେ ଖୋଲୁନି ଢାବା, ଗ୍ୟାରେଜ

କେନ୍ଦୁଝର, ୯ା୪ (ସ୍ବ.ପ୍ର.)-କରୋନା ପାଇଁ ଲକ୍‌ ଡାଉନ୍‌ ଘୋଷଣା ହୋଇଛି । ଏଣୁ ସମଗ୍ର ଦେଶରେ ଗାଡି ଚଳାଚଳ ବନ୍ଦ ରହିଛି । ସେହିପରି ଯାତ୍ରୀବାହୀ ବସ, ଟ୍ରେନ ଆଦି ବନ୍ଦ ରହିଛି। ତେବେ ଏହି କଟକଣାରୁ ବାଦ ପଡିଛି...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ, ୯।୪-ବାଲେଶ୍ୱରସ୍ଥିତ ବାଲିଆ ରାମେଶ୍ୱର ମନ୍ଦିର ସମ୍ମୁଖରେ ଥିବା ମେସି ଫର୍ଗୁସନ ଟ୍ରାକ୍ଟର କମ୍ପାନୀର ଜିଲା ଡିଲର ‘ମେସର୍ସ ଲକ୍ଷ୍ମୀରେଖା ଅଟୋମୋବାଇଲ୍ସ’ର ଦୁଇ ବିଜିନେସ୍‌ ପାର୍ଟନର ମନୋଜ କୁମାର ଜେନା ଏବଂ ଅମିତ ଅମିତାଭ ମହାକୁଡ଼ ଗୁରୁବାର ଓଡ଼ିଶା...

ବିଶୋଧନ ହେଲା ଆର.ଉଦୟଗିରି, ନୂଆଗଡର ବିଭିନ୍ନ ସ୍ଥାନ

ଆର.ଉଦୟଗିରି,୯ା୪(ଡି.ଏନ.ଏ.)- ଗଜପତି ଜିଲା ଆର.ଉଦୟଗିରି, ନୂଆଗଡ, ଖଜୁରିପଦା ଓ ବଡପଦା ସହରରେ ପ୍ରଶାସନ ଏବଂ ଅଗ୍ନିଶମ ବିଭାଗ ଦ୍ୱାରା ବିଶୋଧନ କରାଯାଇଛି। ବ୍ଲକର ତହସିଲ, ବ୍ଲକ, ମେଡିକାଲ, ସାହିର ଗଳିକନ୍ଦି ଏବଂ ମୁଖ୍ୟ ରାସ୍ତା ଦୁଇ ପାଖରେ ଦମକଳ ଗାଡି...

ଲକ୍‌ଡାଉନ୍‌ରେ ସକ୍ରିୟ ମଦ ମାଫିଆ: ଦେଶୀ ମଦ ରନ୍ଧା ଭାଟି ଉପରେ ବେଗୁନିଆ ପୋଲିସର ଚଢ଼ାଉ, ନଷ୍ଟ କଲା ୨ହଜାର ଲିଟର ପୋଚ୍‌

ବେଗୁନିଆ,୯।୪ (ଡି.ଏନ୍‍.ଏ): ଖୋର୍ଦ୍ଧା ଜିଲା ବେଗୁନିଆ ପୋଲିସ ଗୁରୁବାର ଏକ ଦେଶୀ ରନ୍ଧା ମଦଭାଟି ଉପରେ ଚଢ଼ାଉ କରିଥିବା ସୂଚନା ମିଳିଛି। ଏହି ଘଟଣାରେ ମାଫିଆମାନେ ଫେରାର ହୋଇଯାଇଥିବା ବେଳେ ପୋଲିସ ୨ହଜାର ଲିଟର ପୋଚକୁ ନଷ୍ଟ କରିବା ସହ...

କରୋନା ସହାୟତା: ନିମାପଡ଼ା ବ୍ଲକର ୪୦ହଜାର ହିତାଧିକାରୀଙ୍କୁ ୪ କୋଟି ସହାୟତା ପ୍ରଦାନ

ନିମାପଡ଼ା,୯।୪(ଡି.ଏନ୍‌.ଏ.): ମହାମାରୀ କରୋନା ପରିପ୍ରେକ୍ଷୀରେ ନିମାପଡ଼ା ବ୍ଲକ ଓ ଏନ୍‌ଏସି ଅଞ୍ଚଳର ମୋଟ ୪୪ହଜାର ୭୫୭ଜଣ ରାଶନ କାର୍ଡ ଧାରୀଙ୍କ ମଧ୍ୟରୁ ୪୦ହଜାରଙ୍କୁ ୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଅବଶିଷ୍ଟ ୪ହଜାର ୭୫୭ଜଣ ହିତାଧିକାରୀଙ୍କୁ ଆସନ୍ତା...

୩୦୦ ଲିଟର ପୋଚ ଜବତ

ମହାକାଳପଡ଼ା, ୮।୪ (ଡି.ଏନ୍‌.ଏ.)- ମହାକାଳପଡ଼ା ବ୍ଲକ ଅଧୀନ ବଉଳକଣି ପଞ୍ଚାୟତର ଆଦିବାସୀପଡ଼ା ଅଞ୍ଚଳରୁ ୩୦୦ ଲିଟର ରନ୍ଧା ମଦ ପୋଚ ଜବତ ହୋଇଛି। ଜମ୍ବୁ ସାମୁଦ୍ରିକ ଥାନା ପୋଲିସର ଏକ ଟିମ୍‌ ଉକ୍ତ ଆଦିବାସୀ ପଡ଼ାରେ ଚଢାଉ କରି ପୋଚ...

ଲକ୍‌ଡାଉନ୍‌: ଜୀବିକା ହରାଇଛନ୍ତି ଶତାଧିକ ମହୁଲଫୁଲ ସଂଗ୍ରହକାରୀ

କୋରୁକୋଣ୍ଡା,୯ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଛି। ଫଳରେ ସରକାରଙ୍କ ପକ୍ଷରୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବ ରାଜ୍ୟବାସୀଙ୍କ ଜୀବନଜୀବିକା ଉପରେ ପଡ଼ିଛି। ବିଶେଷକରି ଲକ୍‌ଡାଉନ୍‌ ହେତୁ ମାଲକାନିଗରି ଜିଲାର ମହୁଲ ଫୁଲ...

କରୋନାକୁ ନେଇ ମିଥ୍ୟା ଖବର ପ୍ରଚାର: ୮ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପାପଡ଼ାହାଣ୍ଡି ଥାନା ପୋଲିସ

ପାପଡାହାଣ୍ଡି, ୧୦।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଥାନା ଅନ୍ତର୍ଗତ ମାଳତୀଗୁଡା ଗ୍ରାମରେ କରୋନାକୁ ନେଇ ଗୁଜବ ପ୍ରଚାର କରିବା ସହ ସାମାଜିକ ଦୂରତ୍ୱ ନ ମାନିବାକୁ ନେଇ ୮ ଜଣ ଗିରଫ ହୋଇଛନ୍ତି। ପୋଲିସ ସେମାନଙ୍କୁ ଗୁରୁବାର କୋର୍ଟ ଚାଲାଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri