ହଜିଥିବା ଅର୍ଥ ଫେରିପାଇଲେ ଯୁବକ
ଆରଡି, ୧୦ା୪(ଡି.ଏନ.ଏ.)-ଭଦ୍ରକ ଜିଲା ଧୁଷୁରୀ ଥାନା ଅନ୍ତର୍ଗତ ପାୟାସାହି ଗ୍ରାମର ରାଜେଶ ଖାଁ ଏକ ଘରୋଇ ବ୍ୟାଙ୍କରୁ ୨୫ ହଜାର ଟଙ୍କା ଉଠାଇ ନିଜ ଘରକୁ ସାଇକେଲ ଯୋଗେ ଫେରିଥିଲେ ା ବାଟରେ ଆସିଲା ବେଳେ ସୂର୍ଯ୍ୟପୁର ନିକଟରେ ତାଙ୍କର...
ବାଇକ୍ ଚାଳକଙ୍କ ଠାରୁ ୧୪ ହଜାର ଜରିମାନା ଆଦାୟ
ବନ୍ତ, ୧୦।୪(ଡି.ଏନ୍.ଏ.) : କରୋନା ଲକ୍ ଡାଉନ୍ ପରିପେକ୍ଷୀରେ ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ଗୁରବାର ୨ଟି ବାଇକ୍୍ ଚାଳକଙ୍କ ଠାରୁ ୪ ହଜାର ଏବଂ ବୁଧବାର ସନ୍ଧ୍ୟା ବେଳେ ୫ଟି ବାଇକ୍ ଚାଳକଙ୍କ ଠାରୁ ୧୦ ହଜାର...
ସବୁଠି ଜଗିଛି ପୋଲିସ: ବାଇକ୍, ୪ ଚକିଆ ଯାନ ଉପରେ ନଜର
ବନ୍ତ, ୧୦।୪(ଡି.ଏନ.ଏ.)-କରୋନା ମହାମାରୀ ସଂକ୍ରମଣକୁ ରୋକିବା ପାଇଁ ସରକାର ଦିନକୁଦିନ ଲକଡାଉନ୍ ଆଇନକୁ କଡାକଡି କରୁଛନ୍ତି ା ଏନେଇ ପୋଲିସ ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି ା ଭଦ୍ରକ ଜିଲା ବନ୍ତ ଓ କେନ୍ଦୁଆପଦା ଫାଣ୍ଡି ପୋଲିସ ପକ୍ଷରୁ...
ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ
ଭଦ୍ରକ ଅଫିସ, ୧୦ା୪ – ଘରୁ ବାହାରିଲେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛି ଭଦ୍ରକ ଜିଲା ପ୍ରଶାସନ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ କରୋନାକୁ ମୁକାବିଲା କରିବା ପାଇଁ ଏହି ପଦକ୍ଷେପ ନିଆଯାଇଥିବା ଜିଲାପାଳ ଜ୍ଞାନରଞ୍ଜନ ଦାସ ସୂଚନା ଦେଇଛନ୍ତି। ପରିବା...
ସହାୟତାର ହାତ ବଢ଼ାଇଲା ଡିଭାଇନ୍ କଲେଜ
ବାରିପଦା ଅଫିସ, ୧୦ା୪- କରୋନା ମୁକାବିଲା ଲାଗି ଡିଭାଇନ ଓ ଏମଏସଇ କଲେଜ ଅଫ ଇଞ୍ଜିିନିୟରିଂ ସହାୟତାର ହାତ ବଢାଇଛି। ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୧ ଲକ୍ଷ ଓ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧ ଲକ୍ଷ ଟଙ୍କା ଡିଭାଇନ ଇଞ୍ଜିିନିୟରିଂ...
ପୋଲିସ ମାଡ଼ ପ୍ରତିବାଦରେ ସଫେଇ କର୍ମଚାରୀଙ୍କ ଆନ୍ଦୋଳନ
ରାଇରଙ୍ଗପୁର, ୧୦।୪(ଡି.ଏନ୍.ଏ.) : ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରାଞ୍ଚଳରେ ପୋଲିସ ସଫେଇ କର୍ମଚାରୀଙ୍କ ଜଣେ ସୁପରଭାଇଜରଙ୍କୁ ମାଡ଼ ମାରିବା ପ୍ରତିବାଦରେ ଗୁରୁବାର ସଫେଇ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିଲେ। ସ୍ଥାନୀୟ ଉପ ଜିଲାପାଳ ଧର୍ମାନନ୍ଦ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ଟାଉନଥାନା...
ନିର୍ମାଣ ଶ୍ରମିକଙ୍କୁ ମାସ୍କ, ସହାୟତା ରାଶି ବଣ୍ଟନ
ଖଇରା, ୧୦।୪(ଡି.ଏନ.ଏ.)-ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାରକୋଣା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଲୋକମାନଙ୍କୁ ମାସ୍କ ବଣ୍ଟନ କରିଛନ୍ତି ା ପ୍ରଥମେ ମନ୍ତ୍ରୀ ଅନ୍ଧାରୀ ଗ୍ରାମକୁ ଯାଇ ରବୀନ୍ଦ୍ର କୁମାର...
ବାଜିଲାନି ସାହାନାଇ: ଫିକା ପଡ଼ିଲା ଚନ୍ଦନେଶ୍ୱରଙ୍କ କାମିନୀ ବିବାହ
ଭୋଗରାଇ, ୧୦।୪(ଡି.ଏନ.ଏ.)-କରୋନା ପାଇଁ ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ବିଶ୍ୱପ୍ରସିଦ୍ଧ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କ ମେଳା ଚଳିତବର୍ଷ ଫିକା ପଡ଼ିଛି। ଚନ୍ଦନେଶ୍ୱର ଟ୍ରଷ୍ଟ ବୋର୍ଡ଼ ତଥା ଜିଲା ପ୍ରଶାସନର କଡ଼ା କଟକଣା ଯୋଗୁ ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତା...
ଖଇରାରେ ଆରମ୍ଭ ହେଲା ବିଶୋଧନ
ଖଇରା, ୧୦।୪(ଡି.ଏନ.ଏ.)-ଖଇରା ଅଗ୍ନିଶମ ବିଭାଗ ତରଫରୁ ଖଇରା ବଜାର ତଥା ଅନ୍ୟାନ୍ୟ କାର୍ଯ୍ୟାଳୟରେ ବିଶୋଧନ କାର୍ଯ୍ୟ ଆରମ୍ଭ ହୋଇଛି। ଗୁରୁବାର ଅଗ୍ନିଶମ ବିଭାଗର ଭାରପ୍ରାପ୍ତ ଅଧିକାରୀ ହାଡିବନ୍ଧୁ ସିଂଙ୍କ ନେତୃତ୍ୱରେ ପ୍ରଥମେ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବିଶୋଧନ କରାଯାଇଥିଲା। ପରେ...
ଏସ୍ଇଏମ୍ଙ୍କୁ ବାନ୍ଧିଲେ ଗ୍ରାମବାସୀ
ସଜନାଗଡ଼, ୧୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ କେସିପୁର ପଞ୍ଚାୟତର ଭାଲିଆପୁଷି ଗ୍ରାମରେ ଅଚଳ ନଳକୂପକୁ ତୁରନ୍ତ ମରାମତି କରାଯାଉ ନ ଥିବାରୁ ସ୍ଥାନୀୟ ବାସିନ୍ଦାଙ୍କ ଅସନ୍ତୋଷ ଉଗ୍ରରୂପ ଧାରଣ କରିଛି। ଗୁରୁବାର ଏହାକୁ ମରାମତି କରିବାକୁ ଯାଇଥିବା ପଞ୍ଚାୟତସ୍ତରୀୟ...
ଓଡ଼ିଆ ଅକ୍ଷରରେ କାର୍ଟୁନ ଶିକ୍ଷା
ବାଲେଶ୍ୱର ଅଫିସ, ୧୦।୪-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସାରା ଦେଶ ଏବେ ଲକ୍ଡାଉନ ରହିଛି। ଏହି ସମୟକୁ କିପରି ସଦୁପଯୋଗ କରାଯାଇପାରିବ ତାହାକୁ ନେଇ ବିଶିଷ୍ଟ ଶିଳ୍ପୀ କେଶୁ ଦାସ ଏକ ଅଭିନବ ପ୍ରୟାସ ଆରମ୍ଭ କରିଛନ୍ତି। ଓଡ଼ିଆ...
୨୦ରୁ ଊର୍ଦ୍ଧ୍ୱ ମଦଭାଟି ଭାଙ୍ଗିଲେ ଏସ୍ଏଚ୍ଜି
ଔପଦା, ୧୦ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡସାହି ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ଶୀତବଣ ପାହାଡଘେରା ବେତେଇ ଗ୍ରାମ ଜଙ୍ଗଲରେ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ବେଆଇନ ମହୁଲି ମଦଭାଟିକୁ ସ୍ଥାନୀୟ ସ୍ବୟଂ ସହାୟିକା ମହିଳା ଗୋଷ୍ଠୀ ଓ ଗ୍ରାମବାସୀ ମିଳିତ ଭାବେ...
Archives


