ଆମ ଜିଲା ଖବର

ନଦୀବନ୍ଧରେ ଆବର୍ଜନା, ବଢୁଛି ଅସନ୍ତୋଷ

ଖଣ୍ଡପଡ଼ା,୨୮ା୫(ସ୍ବ.ପ୍ର.)-ପରିବେଶକୁ ସ୍ବଚ୍ଛ ସୁନ୍ଦର ରଖିବା ସହିତ ବାହାରେ ମଳତ୍ୟାଗ ନ କରିବା ପାଇଁ ସରକାର ବିଭିନ୍ନ ପ୍ରକାର ଯୋଜନା କରିଛନ୍ତି ା ଏ ଦିଗରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ମଧ୍ୟ କାର୍ଯ୍ୟ...

ଆଦିବାସୀ ସମ୍ପ୍ରଦାୟ ଲୋକଙ୍କ ଯାଯାବର ଜୀବନଜୀବିକାର ମାଧ୍ୟମ ହୋଇଛି ମହୁ, ଝୁଣା ସଂଗ୍ରହ

ଗଣିଆ,୨୮ା୫(ସନ୍ତୋଷ କୁମାର ପ୍ରଧାନ)- ଇତିହାସ କହେ ଆଦିମ ଯୁଗରେ ମଣିଷ ଯାଯାବର ଜୀବନଯାପନ ବିତାଉଥିଲା। ଖାଦ୍ୟ ଅନ୍ବେଷଣ ପାଇଁ ଗୋଟିଏ ଯାଗାରୁ ଅନ୍ୟ ଯାଗାକୁ ଘୂରିବୁଲୁଥିଲା। କାଳକ୍ରମେ ଆଦିମାନବର ବୌଦ୍ଧିକ ଜ୍ଞାନର ବିକାଶ ଘଟିଛି। ମଣିଷ ଅତ୍ୟାଧୁନିକ ବିଜ୍ଞାନ ଯୁଗରେ...

ଚିଲିକାରେ ଗ୍ରୀଷ୍ମକାଳୀନ ପକ୍ଷୀ ଗଣନାରୌଦ୍ରତାପ ସତ୍ତ୍ୱେ ୧୦୬ ପ୍ରଜାତିର ୩୮ହଜାର ପକ୍ଷୀଙ୍କ ସମାଗମ

ବାଲୁଗାଁ,୨୮ା୫(ଡି.ଏନ.ଏ.): ପ୍ରଚଣ୍ଡ ରୌଦ୍ରତାପ ସତ୍ତ୍ୱେ ନୀଳାମ୍ବୁ ଚିଲିକାରେ ୧୦୬ ପ୍ରଜାତିର ୩୮ ହଜାର ୨୭୧ଟି ପକ୍ଷୀ ଅବସ୍ଥାନ କରିଛନ୍ତି। ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ କରାଯାଇଥିବା ଗ୍ରୀଷ୍ମକାଳୀନ ପକ୍ଷୀଗଣନା ରିପୋର୍ଟରୁ ଏହା ଜଣାଯାଇଛି ା ଗତବର୍ଷ ତୁଳନାରେ ଚଳିତବର୍ଷ ପକ୍ଷୀ...

ଗୋଛା ସଂରକ୍ଷିତ ଜଙ୍ଗଲରେ ଦନ୍ତାହାତୀର ମୃତ୍ୟୁଶିକାରୀ କାଟି ନେଇଛନ୍ତି ଦାନ୍ତ

ନୟାଗଡ଼ ଅଫିସ,୨୮।୫-ନୟାଗଡ଼ ଜିଲା ପଞ୍ଚରିଡ଼ା ବନାଞ୍ଚଳ ଗୋଛା ସଂରକ୍ଷିତ ଜଙ୍ଗଲରେ ଗୋଟିଏ ଦନ୍ତାହାତୀର ମୃତ୍ୟୁ ହୋଇଛି। ସୋମବାର ରାତିରେ ବନ ବିଭାଗ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛି। ଯେ, କିଛିଦିନ ହେବ ଦଶପଲ୍ଲା ଜଙ୍ଗଲରୁ ୭ଟିକିିଆ ହାତୀପଲ...

ନାବାଳିକା ଅସଦାଚରଣ ମାମଲା ଯୁବକଙ୍କୁ ୫ ବର୍ଷ ଜେଲ

ନୟାଗଡ଼ ଅଫିସ,୨୮।୫-ପ୍ରଥମ ଶ୍ରେଣୀର ଜଣେ ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାର ଶୁଣାଣି କରି ଅତିରିକ୍ତ ଜିଲା ଓ ଦୌରାଜଜ୍‌ ଅଭିଯୁକ୍ତ ଯୁବକଙ୍କୁ ୫ ବର୍ଷ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଯୁବକ ଜଣଙ୍କ ହେଲେ ଖଣ୍ଡପଡ଼ା ଥାନା ବେଣାଗାଡ଼ିଆ ଗ୍ରାମର ଅଶୋକ...

ଅନାହାରରେ ଅସହାୟ ବୃଦ୍ଧ ଦମ୍ପତି ସାହି ପଡିଶାଙ୍କ ଭରସାରେ ବିତୁଛି ଦିନ

ତେଲକୋଇ,୨୮।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଶିବନାରାୟଣପୁର ଗୋଡା ପଞ୍ଚୟତ ଅଧୀନ ଗୁଣ୍ଡୁରୁ ଗ୍ରାମରେ ଭୂୟାଁ ଜନଜାତିର ଏକ ଅସହାୟ ବୃଦ୍ଧ ଦମ୍ପତି ଏବେ ଭୋକ ଉପାସରେ ଦିନ ବିତାଉଛନ୍ତି। ଗ୍ରାମର ଲୋକେ ମୁଠେ ଦେଲେ ପେଟକୁ ଦାନା ଯାଉଛି ।...

ଦେଶୀ ଆମ୍ବ ଏବେ ଅଲୋଡ଼ା

କେନ୍ଦୁଝର,୨୮।୫(ସ୍ବ.ପ୍ର.)-ଏକଦା କେନ୍ଦୁଝର ଜିଲାର ଦେଶୀ ଆମ୍ବର ଅଧିକ ଚାହିଦା ରହିଥିଲା। ଆଦିବାସୀମାନେ ବଣ ପାହାଡ଼ ବୁଲି ଏହାକୁ ସଂଗ୍ରହ କରୁଥିଲେ। ଏଣୁ ଜିଲାରୁ ଦେଶୀ ଆମ୍ବ ବାହାର ଅଞ୍ଚଳକୁ ବିକ୍ରି ପାଇଁ ପଠାଯାଉଥିଲା । ଏବେ କଳମୀ ବା ହାଇବ୍ରିଡ...

ସୁବିଧାଠାରୁ ବହୁ ଦୂରରେ ଯୋଡ଼ା ବସ୍‌ଷ୍ଟାଣ୍ଡ

0ଯୋଡ଼ା,୨୮।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ସହର ବସ୍‌ଷ୍ଟାଣ୍ଡର ସ୍ଥିତି ଦିନକୁ ଦିନ ସଙ୍ଗିନ ହୋଇପଡ଼ୁଥିବା ବେଳେ ଏହି ବସ୍‌ଷ୍ଟାଣ୍ଡ ପ୍ରତି ଯୋଡ଼ା ପୌରପାଳିକା କିମ୍ବା ଜିଲା ପ୍ରଶାସନ କାହାର ମଧ୍ୟ ନଜର ପଡ଼ୁ ନାହିଁ। ରାଜ୍ୟକୁ ସର୍ବାଧିକ ଖଣି ରାଜସ୍ବ ଦେଉଥିବା...

ରାସ୍ତାକଡ଼ରେ ଡିମିରି ଫଳର ପସରା

କେନ୍ଦୁଝର,୨୮।୫(ସ୍ବ.ପ୍ର.)-ବନବାସୀ ବର୍ଷ ତମାମ ଜଙ୍ଗଲ ଉପରେ ନିର୍ଭର କରି ବିଭିନ୍ନ ପ୍ରକାରର ଫଳମୂଳ ଓ କୋଳି ଆଦି ସଂଗ୍ରହ କରିଥାନ୍ତି। ଖରାଦିନେ ଗଛରେ ଡିମିରି ଫଳ ପାଚିଥାଏ। ଏହାର ଔଷଧୀୟ ଗୁଣ ଥିବାରୁ ବନବାସୀମାନେ ଏହାକୁ ସଂଗ୍ରହ କରି ବିକ୍ରିବଟା...

ସରୁନି ସ୍ଲୁଇସ୍‌ ଗେଟ୍‌ କାମ, ମୁକୁଳା ନଦୀବନ୍ଧ

ଆରଡ଼ି, ୨୮।୫ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ବ୍ଲକର କୁଳସାହି ନିକଟ ବୈତରଣୀ ନଦୀବନ୍ଧରେ ୮ ମାସ ତଳେ ଆରମ୍ଭ ହୋଇଥିବା ସ୍ଲୁଇସ୍‌ ଗେଟ୍‌ ନିର୍ମାଣ କାର୍ଯ୍ୟ ଅଦ୍ୟାବଧି ସରି ନାହିଁ। ଏହି ନିର୍ମାଣ କାର୍ଯ୍ୟ ଲାଗି କଟାଯାଇଥିବା...

ଘାତ ପ୍ରତିଘାତରେ ଝଲସିଛି ପ୍ରତିଭା

ବନ୍ତ, ୨୮।୫ (ଡି.ଏନ.ଏ.) – ପିଲାଟି ବେଳୁ ବହୁ ଘାତପ୍ରତିଘାତ ମଧ୍ୟରେ ସଂଗ୍ରାମ କରି ନିଜ ପ୍ରତିଭାର ବିକାଶ ପାଇଁ କାର୍ଯ୍ୟ କରିଆସୁଛନ୍ତି ଜଳଧର। ହାରମୋନିୟମ ସାଙ୍ଗକୁ ତବଲା ବାଦନରେ ସେ ବେଶ୍‌ ଧୂରୀଣ। ଏଥିସହ କଣ୍ଠର ଯାଦୁ ଦେଖାଇ...

ରାଜଧାନୀରେ ଜମି ଦେବାକୁ କହି ୬୫ ଲକ୍ଷ ଟଙ୍କା ଠକେଇ:ମୁଖ୍ୟ ଅଭିଯୁକ୍ତ ଗିରଫ

ଭଦ୍ରକ ଅଫିସ, ୨୮।୫ – ରାଜଧାନୀ ଭୁବନେଶ୍ୱରରେ ଜମି ଦେବାକୁ କହି ଭଦ୍ରକର ଜଣେ ବ୍ୟବସାୟୀଙ୍କଠାରୁ ୬୫ ଲକ୍ଷ ଟଙ୍କା ଠକି ନିଆଯାଇଥିବା ଅଭିଯୋଗ ହୋଇଛି। ଏହି ଠକେଇ କାରବାରର ମୁଖ୍ୟ ଅଭିଯୁକ୍ତ ତିହିଡ଼ି ଆରସା ଗ୍ରାମର ଦେବୀପ୍ରସାଦ ପଣ୍ଡା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri