ପାଟପୁରରେ ସଟ୍ଡାଉନ୍ ସ୍ଥିତି ପରଖିଲେ ଗଞ୍ଜାମ ଏସ୍ପି
ଦିଗପହଣ୍ଡି/ପାଟପୁର,୯ା୪(ଡି.ଏନ୍.ଏ.) : ଗଞ୍ଜାମ ଏସ୍ପି ବ୍ରିଜେଶ ରୟ ଗୁରୁବାର ମଧ୍ୟାହ୍ନରେ ପାଟପୁର ଅଞ୍ଚଳ ପରିଦର୍ଶନ କରି ସଟ୍ଡାଉନ୍ ସ୍ଥିତି ପରଖିଛନ୍ତି। ପାଟପୁର ଗାନ୍ଧୀ ଛକରେ ପହଞ୍ଚି ସେଠାରେ ଉପସ୍ଥିତ ଆସିକା ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନ,ପାଟପୁର ଥାନା ଆଇଆଇସି ଅଜୟ କୁମାର...
ବାହାର ରାଜ୍ୟର ଲୋକଙ୍କ ପାଇଁ ଗଞ୍ଜାମରେ ଅତିଥି ଟ୍ରାନ୍ଜିଟ୍ କ୍ୟାମ୍ପ୍
ଛତ୍ରପୁର,୯ା୪(ଡି.ଏନ୍.ଏ.): ବାହାର ରାଜ୍ୟର ଶ୍ରମିକ ଓ ତାଙ୍କ ପରିବାର ସଦସ୍ୟଙ୍କୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଅତିଥିଙ୍କ ମର୍ଯ୍ୟାଦା ଦିଆଯାଇଛି। ଏମାନଙ୍କ ରହିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅତିଥି ଟ୍ରାନ୍ଜିଟ୍ କ୍ୟାମ୍ପ ଖୋଲାଯାଇଛି। କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା...
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୨୦ ହଜାର ଦାନ
ଛେଣ୍ଡିପଦା,୯ା୪(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦା ଗ୍ରାମ୍ୟ କମିଟି ପକ୍ଷରୁ ମୁଖମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୦ ହଜାର ଟଙ୍କା ଦାନ କରାଯାଇଛି। ଗ୍ରାମ୍ୟ କମିଟି ସଭାପତି ଗୋବର୍ଦ୍ଧନ ନାୟକ, ଉପସଭାପତି ବିପିନ ବିହାରି ପ୍ରଧାନ, କୋଷାଧ୍ୟକ୍ଷ ଜଗବନ୍ଧୁ ସାହୁ, ଜଙ୍ଗଲ କମିଟିର...
ଅନୁଗୋଳର ବିଭିନ୍ନ ସ୍ଥାନରେ ସାନିଟାଇଜର ସ୍ପ୍ରେ
ଅନୁଗୋଳ ଅଫିସ୍, ୯ା୪- ଅନୁଗୋଳ ସହରର ବିଭିନ୍ନ ସ୍ଥାନରେ ବୁଧବାର ସାନିଟାଇଜର ସ୍ପ୍ରେ କରାଯାଇଛି। ଅଗ୍ନିଶମର ଦୁଇଟି ଗାଡି ଦ୍ବାରା ସହରର ବସଷ୍ଟାଣ୍ଡ, କାଞ୍ଚନଟକିଜ ରୋଡ, ଅନୁଗୋଳ କାରାଗାର, ପୌରପାଳିକା ସମ୍ମୁଖରେ ଥିବା ଏଟିଏମ ପ୍ରଭୃତି ସ୍ଥାନକୁ ବିଶୋଧନ କରାଯାଇଛି।...
ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା ପ୍ରଦାନ
କଣ୍ଟାପଡ଼ା,୯ା୪(ଡି.ଏନ୍.ଏ.) : ମହାମାରୀ କରୋନାରୁ ରକ୍ଷା ପାଇବା ପାଇଁ ସାମାଜିକ ଦୂରତ୍ୱ ଏକମାତ୍ର ବିକଳ୍ପ ହୋଇଥିବାରୁ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି। ଫଳରେ ସାଧାରଣ ଲୋକଙ୍କୁ ସହଯୋଗ ପାଇଁ ସରକାରଙ୍କ ଉପରେ ଆର୍ଥତ୍କ ବୋଝପଡୁଛି। ଏପରିସ୍ଥଳେ...
ଜିଲାପାଳଙ୍କ ଘୋଷଣା ପରେ ଘରଘର ବୁଲି ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝୁଛି ବ୍ଲକ ପ୍ରଶାସନ
ଗଞ୍ଜାମ,୯ା୪(ଡି.ଏନ୍.ଏ.) : କରୋନା ପାଇଁ ସରକାର ଓ ଜିଲା ପ୍ରଶାସନ ଦିନରାତି ଏକ କରିସାରିଲେଣି। କରୋନା ସଂକ୍ରମଣ କିପରି ନ ବ୍ୟାପିବ ସେନେଇ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲାପାଳ ବିଜୟ...
ଆର୍.ଉଦୟଗିରି, ନୂଆଗଡ଼ ବ୍ଲକର ବିଭିନ୍ନ ପଞ୍ଚାୟତରେ ବିଶୋଧକ ସିଞ୍ଚନ
ଆର୍.ଉଦୟଗିରି,୯ା୪(ଡି.ଏନ୍.ଏ.) : ଗଜପତି ଜିଲା ଆର.ଉଦୟଗିରି, ନୂଆଗଡ଼, ଖଜୁରୀପଦା ଓ ବଡ଼ପଦା ସହରରେ ଯୁଦ୍ଧକାଳୀନ ଭିତ୍ତିରେ ପଞ୍ଚାୟତ କୃର୍ତ୍ତପକ୍ଷ ଏବଂ ଅଗ୍ନିଶମ ବିଭାଗ ଦ୍ୱାରା କରୋନା ଭୂତାଣୁ ସହ ମୁକାବିଲା ପ୍ରୟାସ ଜୋରଦାର ଚାଲିଛି। ତହସିଲ, ବ୍ଲକ, ମେଡିକାଲ, ସାହିର...
ଏସ୍.ଛଚିନା ପଞ୍ଚାୟତରେ କ୍ଲୋରିନ୍, ବ୍ଲିଚିଂ ସିଞ୍ଚନ
ବେଗୁନିଆପଡ଼ା,୯ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଏସ୍.ଛଚିନା ପଞ୍ଚାୟତର ସମସ୍ତ ଗ୍ରାମରେ ଯୁଦ୍ଧକାଳୀନ ଭିତ୍ତିରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଚାଲିଛି ସାନିଟାଇଜ୍ ବ୍ୟବସ୍ଥା। ସବୁ ଗ୍ରାମର ଗଳିକନ୍ଦିରେ କ୍ଲୋରିନଯୁକ୍ତ ପାଣି ଓ ବ୍ଲିଚିଂ ସିଞ୍ଚନ କରାଯାଉଛି।...
ମାଗଣାରେ ମାସ୍କ ବାଣ୍ଟିଲା ଦିଗପହଣ୍ଡି ଏନ୍ଏସି ପ୍ରଶାସନ
ଦିଗପହଣ୍ଡି,୯ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ପ୍ରଶାସନ ପକ୍ଷରୁ ଗୁରୁବାର ସହରର ରାସ୍ତାପାର୍ଶ୍ୱରେ ପନିପରିବା ବ୍ୟବସାୟ କରୁଥିବା ବ୍ୟବସାୟୀ ବିଶେଷକରି ମହିଳାମାନଙ୍କୁ ମାଗଣାରେ ମାସ୍କ ବଣ୍ଟନ କରାଯାଇଛି। ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆଙ୍କ ନେତୃତ୍ୱରେ ଏନ୍ଏ୍ସି କର୍ମଚାରୀମାନେ...
କୋଭିଡ୍-୧୯ ଜରୁରୀ ସେବାରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଡ୍ରାଇଭର ଫେରାର
କୋରୁକୋଣ୍ଡା,୯ା୪(ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ କୋଭିଡ୍-୧୯ ଜରୁରୀ ସେବାରେ ନିଯୋଜିତ ଗାଡ଼ିଟି ଗୁରୁବାର ପୂର୍ବାହ୍ନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନାନୁଯାୟୀ, ଦୁର୍ଘଟଣାଗ୍ରସ୍ତ ଗାଡ଼ି ନମ୍ବର ଓଡି ୦୨ ଜେ ୯୩୭୭ ହୋଇଥିବା ବେଳେ ଏହାକୁ ପୂର୍ଣ୍ଣଧାର ମୁଦୁଲି ନାମକ ଜଣେ...
ଶୁଣ୍ଢରେ ଟେକି କଚାଡ଼ି ଦେଲା ହାତୀ, ଜଣେ ଗୁରୁତର
ପବିତ୍ରନଗର,୯ା୪(ଡି.ଏନ୍.ଏ.) : ଅନୁଗୋଳ ଜିଲା ତାଳଚେର ବନାଞ୍ଚଳ କଣିହାଁ ବ୍ଲକ ବିରୁ ଗ୍ରାମର ଭାଗବତ ଦେହୁରୀଙ୍କୁ ଗୁରୁବାର ହାତୀ ଆକ୍ରମଣ କରିବାରୁ ସେ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ତାଳଚେର ଉପଖଣ୍ଡସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ...
ଡାକ୍ତର, ସ୍ବାସ୍ଥ୍ୟ କର୍ମୀଙ୍କ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ:ଡିଜି
କଟକ ଅଫିସ୍,୯ା୪: କରୋନା ମୁକାବିଲା ଦିଗରେ ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମୀମାନେ ଆଗ ଧାଡ଼ିର ଯୋଦ୍ଧା। ହେଲେ ସେମାନଙ୍କ ଉପରେ ହେଉଥିବା ଆକ୍ରମଣ ଏବଂ ଅଶୋଭନୀୟ ଆଚରଣ ନିନ୍ଦାଜନକ। ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମୀଙ୍କ ସୁରକ୍ଷା ଓଡ଼ିଶା ପୋଲିସର ବଡ଼...
Archives


