ଆମ ଜିଲା ଖବର

ଜୀବନ ସଜାଡିଛି କଣ୍ଢେଇ

ବାରିପଦା ଅଫିସ,୩୦ା୧୨-ବିଶ୍ୱ ମହାମାରୀ କରୋନା ପାଇଁ ଲକ୍‌ଡାଉନ୍‌ ପରିସ୍ଥିତି। ଘରୁ କେହି ପଦାକୁ ବାହାରୁ ନ ଥିବା ବେଳେ ଜୀବନ ଜୀବିକା ହୋଇ ପଡ଼ିଥିଲା ବିପନ୍ନ। ଠିକ୍‌ ଏହି ସମୟରେ ୟୁ ଟ୍ୟୁବ୍‌ ଦେଖି ଖେଳନା କଣ୍ଢେଇ ତିଆରି ଆରମ୍ଭ କଲେ।…

ସ୍ବାମୀଙ୍କ ଚାପୁଡ଼ାରେ ସ୍ତ୍ରୀଙ୍କ ଜୀବନ ଗଲା: ୩ ଦିନ ପରେ ମାଟିତଳୁ ଉଦ୍ଧାର ହେଲା ମୃତଦେହ

ସବଡେଗା,୨୯।୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଲସରା ଥାନା ଅଧୀନ ସବଡ଼େଗା ରୁନିପଡ଼ାରେ ସ୍ବାମୀଙ୍କ ଚାପୁଡ଼ାରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିିଛି। ଘଟଣାର ୩ ଦିନ ପରେ ପୋଲିସ ମଙ୍ଗଳବାର ଘର ପଛପଟ କଦଳି ବୁଦା ତଳୁ ଉଦ୍ଧାର କରିଛି ମହିଳାଙ୍କ ମୃତଦେହ। ମୃତକ ହେଲେ…

ଅଙ୍କିତ ମିଷ୍ଟର ସାଇନିଂ ଷ୍ଟାର ଟାଇଟଲ ବିଜୟୀ

ସୁନ୍ଦରଗଡ, ୨୯।୧୨ (ଡି.ଏନ.ଏ.): କଲିକତାଠାରେ ଅନୁଷ୍ଠିତ ମିଶନ ଡ୍ରିମ୍‌ସ ମିଷ୍ଟର ଇଣ୍ଡିଆ-୨୦୨୦ ଫାଇନାଲରେ ସୁନ୍ଦରଗଡର ଅଙ୍କିତ ପଟେଲ ଅଂଶଗ୍ରହଣ କରି ଓଡିଶା ତଥା ସୁନ୍ଦରଗଡ ପାଇଁ ଗୌରବ ଆଣିଛନ୍ତି। ଏହି ପ୍ରତିଯୋଗିତାରେ ସେ ମିଷ୍ଟର ସାଇନିଂ ଷ୍ଟାର-୨୦୨୦ର ଟାଇଟଲ ବିଜୟୀ ହୋଇଛନ୍ତି।…

ଟାର୍ଗେଟ ଆସିନି, ଧାନକିଣା ବନ୍ଦ

ପଦ୍ମପୁର, ୨୯।୧୨ (ଡି.ଏନ.ଏ) – ବରଗଡ ଜିଲା ପଦ୍ମପୁର ଉପଖଣ୍ଡରେ ମିଲର୍ସଙ୍କ ଆବଶ୍ୟକ ଟାର୍ଗେଟ ଶେଷ ହୋଇଯାଇଛି। ଫଳରେ ଉପଖଣ୍ଡର ୭୦ଟି ବିକ୍ରୟ କେନ୍ଦ୍ରରେ ହଜାର ହଜାର ପ୍ୟାକେଟ ଧାନ ପଡିରହିଛି। ନୂଆ ଟାର୍ଗେଟ ନ ଆସିଲେ ଏହି ଧାନ ଉଠି…

ହାଜତ୍‌ରେ କଏଦୀ ମୃତ୍ୟୁ ଘଟଣା: ପରିବାର ଲୋକେ ଆଣିଲେ ସଙ୍ଗୀନ ଅଭିଯୋଗ

ଚିତ୍ରକୋଣ୍ଡା,୨୯।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଉପକାରାଗାରରେ କଏଦୀ ଦାନୁ ଗୋଲୋରୀଙ୍କର ଗତ ରବିବାର ମୃତ୍ୟୁ ଘଟିଥିଲା। ଏ ନେଇ ମୃତ କଏଦୀଙ୍କ ପରିବାର ଲୋକେ ଜେଲ କର୍ତ୍ତୃପକ୍ଷଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ଦାନୁଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ସେମାନେ…

ରାସ୍ତାରେ ନିଆଁ ଲଗାଇ ସେକି ହେଉଥିବା ବେଳେ ଚଢ଼ିଗଲା କାର: ୩ ଗୁରୁତର

ଦେବଗଡ଼,୨୯ା୧୨(ଡ଼ି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ କାଇବେଙ୍କ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରବଳ ଶୀତ ଯୋଗୁ ଗ୍ରାମର କେତେକ ଲୋକେ ରାସ୍ତା କଡରେ ନିଆଁ ଲଗାଇ ସେକି ହେଉଥିବା ବେଳେ ଏକ…

ମାଲବାହୀ ଟ୍ରେନ ଲାଇନଚ୍ୟୁତ: ତଳକୁ ଖସିଲା ୪ ବଗି

କୋରାପୁଟ,୨୯।୧୨(ସ୍ବ.ପ୍ର.): କୋରାପୁଟ ନିକଟସ୍ଥ ମାଳିଗୁଡ଼ା ଓ ଜରଟି ରେଳ ଷ୍ଟେଶନ ମଧ୍ୟରେ ମଙ୍ଗଳବାର ଭୋରରୁ ଏକ ଲୁହାପଥର ବୋଝେଇ ମାଲବାହି ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏଥିରେ ୪ଟି ବଗି ରେଳଧାରଣାରୁ ତଳକୁ ଖସିଯାଇଛି । ପରେ ଏହି ରୁଟରେ ସମସ୍ତ ଟ୍ରେନ…

ଜାମୁକୋଳି ଗଛରୁ ପ୍ରେମୀଯୁଗଳଙ୍କ ମୃତଦେହ ଜବତ

ସାକ୍ଷୀଗୋପାଳ,୨୯।୧୨(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ଅଳଗୁମ ପଞ୍ଚାୟତ ରଜୀପୁର ପ୍ରଧାନ ସାହିରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ଏକ ଜାମୁକୋଳି ଗଛରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଜବତ ହୋଇଛି। ସେମାନେ ହେଲେ ଉକ୍ତ…

ବିନା ଅନୁମତିରେ ଶ୍ରୀମନ୍ଦିରରେ ପ୍ରବେଶ କରି ସସ୍‌ପେଣ୍ଡ ହେଲେ ୪ ଏଏନ୍‌ଏମ୍‌

ପୁରୀ ଅଫିସ, ୨୯।୧୨: ପୁରୀ ଶ୍ରୀମନ୍ଦିରକୁ ବିନା ଅନୁମତିରେ ପ୍ରବେଶ କରିବା ଏଏନ୍‌ଏମ୍‌ କର୍ମୀଙ୍କୁ ମହଙ୍ଗା ପଡ଼ିଛି। ଭକ୍ତଙ୍କ ଥର୍ମାଲ ସ୍କ୍ରିନିଂ ଦାୟିତ୍ୱରେ ଥିବା ୪ ଏଏନ୍‌ଏମ୍‌ଙ୍କୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ମଙ୍ଗଳବାର ନିଲମ୍ବିତ କରିଛନ୍ତି। ଏହି ଏଏନ୍‌ଏମମାନେ ମନ୍ଦିର…

ଘୋଷଣାରେ ରହିଛି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ

ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତ ଚିକିତ୍ସା ସୁବିଧା ନାହିଁ। ଆଇସିୟୁ, ଭେଣ୍ଟିଲେଟର ନ ଥିବା ଯୋଗୁ ଗୁରୁତର ରୋଗୀ ପଡ଼ୋଶୀ ଜିଲା ଏବଂ ଆନ୍ଧ୍ରପ୍ରଦେଶ ଉପରେ ନିର୍ଭର କରୁଛନ୍ତି। ବିଭିନ୍ନ ରୋଗର ପରୀକ୍ଷା ପାଇଁ ମେଶିନ ରହିଥିଲେ ମଧ୍ୟ ସେଗୁଡ଼ିକ…

ଜମିକୁ ନିଅଣ୍ଟ ଜଳ

ଅନୁଗୋଳ ଅଫିସ, ୨୯।୧୨: ‘ଚାଷ ଅଛି ଯାହାର କେତେ ସୁଖ ତାହାର’। ଏହି ପ୍ରଚଳିତ ଆପ୍ତବାକ୍ୟ ଚାଷୀ-ଚାଷ ଭିତରେ ଥିବା ସମ୍ପର୍କ ସହିତ ଫସଲ ଉତ୍ପାଦନର ମହତ୍ତ୍ୱ ବଖାଣେ। ହେଲେ ଖଣିଖାଦାନ ଭରା ଅନୁଗୋଳ ଜିଲାରେ ଶିଳ୍ପ ପାଣି ଶୋଷୁଥିବାବେଳେ ଜମିକୁ…

ନ୍ୟାୟ ଦାବିରେ ଏସ୍‌ପିଙ୍କ ଦ୍ୱାରସ୍ଥ ଦମ୍ପତି

ଖୋର୍ଦ୍ଧା ଅଫିସ,୨୯।୧୨: ଖୋର୍ଦ୍ଧା ଜିଲାରେ ସରକାରୀ ଓ ମହାପ୍ରଭୁଙ୍କ ଜମି, କାଜୁ ଜଙ୍ଗଲ ଉପରେ ପଥର ଖଣି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ଏପରିକି ସ୍ଥିତିବାନ ପ୍ଲଟ ମଧ୍ୟ ବାଦ୍‌ ପଡ଼ିନି। ପ୍ରତିବାଦ କଲେ ମିଳୁଛି ହତ୍ୟା ଧମକ। ଏଥିସହ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?