ଆମ ଜିଲା ଖବର

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ ବନ୍ଦ ହେବା ଗଞ୍ଜାମବାସୀଙ୍କୁ ଚିନ୍ତାରେ ପକାଇଛି। ସାନିଟେସନ ଏକ୍ସପର୍ଟ ଏନ୍‌ଏସିରେ କାର୍ଯ୍ୟରତ କିଛି…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌ ଭୁବନେଶ୍ୱର ଯାଉଥିଲା। ବୁଧବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିବାବେଳେ ଜଣେ ଯାତ୍ରୀ…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ ସାମିଲ ନକରିବା, ସଭା ମଞ୍ଚର ସମ୍ମୁଖରେ ବରପୁତ୍ରମାନଙ୍କ ଫଟୋ ରଖି ବସିବା, ପାଇକ…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଥିଲା। ତେବେ ସେଠାରେ ଶାନ୍ତି ଫେରି ବସିଥିବାବେଳେ ବର୍ତ୍ତମାନ ଜିଲାର…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ ପୁସ୍ତକ ସବୁଥିଲେ ହେଁ, ପରିଚାଳନା ଅଭାବରୁ ତାହା ସମ୍ପୂର୍ଣ୍ଣ ନଷ୍ଟ ହୋଇଗଲାଣି। ଯେଉଁ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ ପରିସରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଦିଗପହଣ୍ଡି…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ ଘରୋଇ ଗ୍ୟାସର ଅଭାବ ଦେଖାଯିବା ସହ ଗ୍ୟାସର କଳାବଜାର ହେବାର ଅଞ୍ଚଳବାସୀ ଅଭିଯୋଗ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ ଉପରେ ନିର୍ମିତ ନୂତନ ପୋଲ ଉତ୍କଳ ଦିବସ ଅବସରରେ ବୁଧବାର…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ ସଭା ମଝିରେ ଉପସ୍ଥିତ ଗ୍ରାମବାସୀଙ୍କୁ ଅଶାଳୀନ ଭାଷାରେ ଗାଳିଗୁଲଜ କରିବା ସହିତ ଉଲଗ୍ନ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ ସଚେତନ ରହିବାକୁ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ପକ୍ଷରୁ ପରାମର୍ଶ ଦିଆଯାଇଛି। ବିଭିନ୍ନ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଏଥିସହ ଏହାର ପ୍ରତିବାଦରେ ଜିଲା ବିଜେଡି ପକ୍ଷରୁ ନିଶିକାନ୍ତ ଦୁବେଙ୍କ…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ (DMU) ଟ୍ରେନ ଧକ୍କାରେ ଜଣେ ବୃଦ୍ଧଙ୍କର ମୁଣ୍ଡ ଗଣ୍ଡି ଅଲଗା ହୋଇଯାଇଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?