ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କ ଜୀବନ
ବରଗଡ଼ ଅଫିସ୍/ଅତାବିରା,୨୭।୧୨-ବରଗଡ଼ ସହର ଉପକଣ୍ଠ ପାଣିଛତର ଓଭରବ୍ରିଜ ଏବଂ ଗୋଡ଼ଭଗା-ତୁରୁମ ରାସ୍ତାରେ ରବିବାର ପୃଥକ ଭାବେ ୨ଟି ସଡ଼କ ଦୁର୍ଘଟଣା ଘଟିଛି। ଉଭୟ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ପାଣିଛତର ବ୍ରିଜ ଉପରେ ଜଣେ ଲୋକ ଯାଉଥିବା ବେଳେ ତାଙ୍କୁ ଏକ…
ଚାଷୀଙ୍କୁ ଦଳିଦେଲା ହାତୀ
ଭଞ୍ଜନଗର,୨୭।୧୨(ଡି.ଏନ.ଏ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଗାଲେରୀ ରେଞ୍ଜରେ ହାତୀ ଆତଙ୍କ ଦେଖାଦେଇଛି। ରବିବାର ଅପରାହ୍ନ ପ୍ରାୟ ୨ଟାରେ ବଦାଙ୍ଗି ନୂଆପଲ୍ଲୀର ଚାଷୀ ଶୁକ୍ରିୟା ନାଇକ (୫୫)ଙ୍କୁ ହାତୀ ଦଳି ମାରିଦେଇଛି। ମୃତଦେହକୁ ହାତୀପଲ ଘେରି ରହିଛନ୍ତି। ସନ୍ଧ୍ୟାସୁଦ୍ଧା…
ଘର ଭାଙ୍ଗି ଯୁବକଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଲା ହାତୀ
ଛେଣ୍ଡିପଦା,୨୭।୧୨(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ତିପଦା ବନାଞ୍ଚଳ କମ୍ପସଲା ଗ୍ରାମ ପଞ୍ଚାୟତର ଗୋଳାଗାଡିଆ ଗ୍ରାମରେ ଦନ୍ତାହାତୀ ଆକ୍ରମଣରେ ପୁଣି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଜଣଙ୍କ ହେଲେ ଗୋଳାଗାଡିଆ ଗ୍ରାମର ବୀର ସାହୁଙ୍କ ପୁଅ ଅଜିତ। ତାଙ୍କୁ ଛେଣ୍ଡିପଦା ଗୋଷ୍ଠୀ…
କୃଷି ଆଇନକୁ ବିରୋଧ କରି ବିକ୍ଷୋଭ
ଦିଗପହଣ୍ଡି,୨୭ା୧୨(ଡି.ଏନ୍.ଏ.): କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଓ ଆନ୍ଦୋଳନରତ ଚାଷୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଗଞ୍ଜାମ ଜିଲା ଦିଗପହଣ୍ଡି ଗାନ୍ଧୀ ଛକଠାରେ ରବିବାର ବିଭିନ୍ନ ଚାଷୀ ସଙ୍ଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଅଖିଳ ଭାରତ କିଷାନ ସଂଘର୍ଷ ସମନ୍ବୟ…
ଝିଅକୁ ସାଦ ଖୁଆଇବାକୁ ଯିବାବେଳେ ଅଘଟଣ: ଓଲଟିଲା ପିକ୍ଅପ୍, ୪ ଗୁରୁତର
କେନ୍ଦୁଝର,୨୭ା୧୨(ସ୍ବ.ପ୍ର): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ କାଞ୍ଜିପାଣି ଥାନା କୁଆଁର ଛକ ୪୯ ନଂ. ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ପିକ୍ଅପ୍ ଓଲଟି ପଡ଼ିଛି । ଗାଡ଼ିରେ ୨୧ ଯାତ୍ରୀ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୪ ଜଣ…
ରାସ୍ତା ପାର୍ଶ୍ୱ ଗଛ ପୋଡ଼ି ବାଇକ୍ ଛାଡ଼ି ଦୁର୍ବୃତ୍ତ ଚମ୍ପଟ
ଓଡ଼ଗାଁ,୨୭ା୧୨(ଡି.ଏନ୍.ଏ.): ଓଡ଼ଗାଁ ଆଦର୍ଶ ଥାନା ଓ ବନାଞ୍ଚଳ ଅନ୍ତର୍ଗତ ଭାଡ଼ିକିଲା-ମହୁଲିଆ ରାସ୍ତାରେ ଜଙ୍ଗଲ ବିଭାଗ ଦ୍ୱାରା ଲଗାଯାଇଥିବା ଗଛ ସହିତ ଅଟେଇ ପୋଡ଼ି ଦେଇଛନ୍ତି ଦୁର୍ବୃତ୍ତ। ସୂଚନାନୁସାରେ, କେତେକ ଯୁବକ ମଦ୍ୟପାନ କରି ଗଛ ପାଖରେ ପାଳ ଏକାଠି କରି ସେଥିରେ…
ଦୟା ନଦୀ କୂଳରେ ମାଛ ମରାକୁ ନେଇ ବୋମାମାଡ
କଣାସ,୨୭।୧୨(ଡି.ଏନ୍.ଏ.): ମାଛ ମରାକୁ ନେଇ ୨ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ, ବୋମାମାଡ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀ ଜିଲା କଣାସ ନିକଟବର୍ତ୍ତୀ ଦୟା ନଦୀ କୂଳରେ। ଏଥିରେ ୨ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କଣାସ ଡାକ୍ତରଖାନାରେ ଭର୍ତ୍ତି…
ଜେଲ୍ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ: ୧୦ ଦିନରେ ଗଲାଣି ୩ ଜୀବନ
ମାଲକାନଗିରି,୨୭ା୧୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଉପକାରାଗାର ବିଚାରାଧୀନ ବନ୍ଦୀଙ୍କ ପାଇଁ ସତେ ଯେପରି ମରଣଯନ୍ତା ପାଲଟିଛି। ୧୦ ଦିନ ମଧ୍ୟରେ ୩ ଜଣଙ୍କ ଜୀବନ ଯାଇସାରିଲାଣି। ତେବେ ଉପକାରାଗାରରେ କାର୍ଯ୍ୟରତ କର୍ମଚାରୀଙ୍କ କର୍ତ୍ତବ୍ୟ ପରାୟଣତାକୁ ଏହା ପଦାରେ ପକାଇଛି। ଶନିବାର ରାତିରେ ମାଓବାଦୀ…
ଟ୍ରକ ଚକା ତଳେ ପଶିଗଲେ ସାଇକେଲ ଚାଳକ
କେନ୍ଦୁଝର,୨୭ା୧୨(ସ୍ବ.ପ୍ର.): ସଦର ଥାନା ଅନ୍ତର୍ଗତ ବନାଯୋଡ଼ି ଗ୍ରାମ ନିକଟରେ ଏନ୍ଏଚ୍ ୨୦ରେ ରବିବାର ପୂର୍ବାହ୍ନରେ ଏକ ଲୁହାପଥର ବୋଝେଇ ଟ୍ରକ ଚକା ତଳେ ଜଣେ ସାଇକେଲ ଚାଳକ ପଶି ଯାଇଥିଲେ। ସୌଭାଗ୍ୟବଶତଃ ନିଶ୍ଚିତ ମୃତ୍ୟୁ ମୁଖରୁ ସେ ବଞ୍ଚି ଯାଇଛନ୍ତି। ତେବେ…
ମିନି ବସ ଦୁର୍ଘଟଣା: ବୃଦ୍ଧି ପାଇଲା ମୃତକଙ୍କ ସଂଖ୍ୟା
ରାଉରକେଲା ଅଫିସ,୨୭।୧୨: ୧୪୩ ନଂ. ଜାତୀୟ ରାଜପଥ ରାଉରକେଲା ବାଲୁଘାଟ ଡାକବଙ୍ଗଳା ନିକଟରେ ରବିବାର ହୋଇଥିବା ମିନି ବସ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି ପାଇଛି। ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନା ନେବା ରାସ୍ତାରେ ଆର ଜଣଙ୍କର…
ବାଇକ୍ ଚାଳକଙ୍କୁ ୨୨ ହଜାର ଫାଇନ୍
ସୁନ୍ଦରଗଡ,୨୭।୧୨(ଡି.ଏନ୍.ଏ.): ମଦ ପିଇ ଗାଡ଼ି ଚଲାଇବା ବାଇକ୍ ଚାଳକଙ୍କୁ ପଡିଲା ମହଙ୍ଗା। ଏ ନେଇ ୨୨ ହଜାର ୫ ଶହ ଫାଇନ୍ ଗଣିଛନ୍ତି। ସୁନ୍ଦରଗଡ଼ ପରିବହନ ବିଭାଗ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ରାଜଗାଙ୍ଗପୁର ବିଜୁ ଏକ୍ସପ୍ରେସ ୱେରେ ଚେକିଂ ଚାଲିଥିବା…
ଡିଭାଇଡରରେ ପିଟି ହୋଇ ଓଲଟିଲା ମିନିବସ, ଜଣେ ଯାତ୍ରୀଙ୍କ ଜୀବନ ଗଲା; ୬ ଗୁରୁତର
ରାଉରକେଲା ଅଫିସ,୨୭ା୧୨: ୧୪୩ ନଂ ଜାତୀୟ ରାଜପଥର ବାଲୁଘାଟ ଏନ୍ଏଚ୍ ଡାକ ବଙ୍ଗଳା ନିକଟରେ ଏକ ମିନି ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ବସ୍ରେ ଥିବା ଅନ୍ୟ ୬ ଯାତ୍ରୀ ଗୁରୁତର ହୋଇଛନ୍ତି।…

