ଆମ ଜିଲା ଖବର

ଆସନ୍ତା ୨୬ରୁ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରୁ କଢ଼ାଗଲା ଡଙ୍ଗା

ପୁରୀ ଅଫିସ, ୮।୪: ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚନ୍ଦନ ଯାତ୍ରା। ବାହାର ଚନ୍ଦନ ଯାତ୍ରାରେ ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ ମହାପ୍ରଭୁ। ଏଥିସହ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ ମଧ୍ୟ ଜଳକ୍ରୀଡ଼ା କରିବେ। ଏହି...

ଭୁବନେଶ୍ୱର ଫେରନ୍ତାଙ୍କୁ ନେଇ ଦିଗପହଣ୍ଡିରେ ବଢୁଛି ଅସନ୍ତୋଷ: ସ୍ଥିତି ଅନୁଧ୍ୟାନ କଲା ପ୍ରଶାସନ

ଦିଗପହଣ୍ଡି,୮ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମୋକେଇ ପଞ୍ଚାୟତ କୁମରଡ଼ା ଗାଁକୁ ଭୁବନେଶ୍ୱର ଫେରନ୍ତା ଶ୍ରମିକଙ୍କୁ ନେଇ ଚାପା ଉତ୍ତେଜନା ଲାଗି ରହିଛି। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ସନ୍ଧ୍ୟାରେ ଦିଗପହଣ୍ଡି ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ...

ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ନ ଦେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ: ବରଗଡ଼ ଜିଲାପାଳ

ବରଗଡ଼ ଅଫିସ୍‌,୮।୪: କରୋନା(କୋଭିଡ୍‌-୧୯) ସଂକ୍ରମଣ ପ୍ରତିହତ ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ କଟକଣା ଲାଗୁ ହୋଇଛି। ପ୍ରଶାସନ ପକ୍ଷରୁ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି । ଅତ୍ୟାବଶୀୟ ସାମଗ୍ରୀ ଔଷଧ, ଗ୍ରୋସରୀ, ମାଛ, ମାଂସ, ଅଣ୍ଡା, କ୍ଷୀର, ଫଳ ଦୋକାନ ଆଦି...

୩୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ: ବାଇକ୍‌ ଛାଡ଼ି ଅଭିଯୁକ୍ତ ଫେରାର

ଭଦ୍ରକ ଅଫିସ,୮ା୪: ବନ୍ତ ଛକ ପୋଲ ନିକଟରୁ ବୁଧବାର ପୂର୍ବାହ୍ନରେ ପୋଲିସ ଯାଞ୍ଚ କରୁଥିବା ବେଳେ ବାଇକ୍‌ ଡିକିରୁ ୩୨୦ ଗ୍ରାମର ବ୍ରାଉନ ସୁଗାର ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୩୨ ଲକ୍ଷ ଟଙ୍କା ହେବ। ତେବେ ଅଭିଯୁକ୍ତ...

ଲକ୍‌ଡାଉନ୍‌ : ହିତାଧିକାରୀଙ୍କ ଘରେ ଭତ୍ତା ପ୍ରଦାନକଲା ବ୍ଲକ ପ୍ରଶାସନ

ପାପଡ଼ାହାଣ୍ଡି,୮ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ଯୋଗୁ ଚାରିଆଡ଼େ ଲକ୍‌ଡାଉନ୍‌। ଗାଁଠୁ ସହର ଯାଏ ସମସ୍ତେ ଘରେ। ଗାଁରେ କଟକଣା ଯୋଗୁ ଲୋକେ ବାହାରକୁ ବାହାରି ପାରୁନାହାନ୍ତି। ପ୍ରଶାସନ ପକ୍ଷରୁ ଲୋକଙ୍କୁ ଖାଦ୍ୟ ସୁରକ୍ଷା ଯୋଜନାରେ ଚାଉଳ ବିତରଣ କରାଯାଉଛି। ସେହିପରି...

ଶହୀଦ୍‌ଙ୍କ ଅନ୍ତିମ ଦର୍ଶନ କରୁଛନ୍ତି ପରିବାର ଲୋକେ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି କଟାପାଲି ଗାଁ

ବରଗଡ଼ ଅଫିସ୍‌,୮।୪: ଚନ୍ଦକାସ୍ଥିତ ଏସ୍‌ଓଜି(ସ୍ପେଶାଲ ଅପରେଶନ ଗ୍ରୁପ) ଟ୍ରେନିଂ ସେଣ୍ଟରରେ ମଙ୍ଗଳବାର ଶହୀଦ୍‌ ହୋଇଥିବା କ୍ୟାଡର ଟ୍ରେନର ତଥା ଏସ୍‌ଓଜି ହାବିଲଦାର ପ୍ରକାଶ ସାହୁଙ୍କ ମରଶରୀର ବୁଧବାର ସକାଳେ ବରଗଡ଼ ଜିଲା ସଦର ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମରେ ପହଞ୍ଚିଛି।...

ପିଡିଏସ୍‌ ଚାଉଳ ବଣ୍ଟନ ବେଳେ ସାମାଜିକ ଦୂରତ୍ୱକୁ ଉଲ୍ଲଂଘନ

ବଲାଙ୍ଗୀର ଅଫିସ, ୮।୪: କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନକୁ କଡ଼ାକଡ଼ି କରିବା ସହ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ନିର୍ଦ୍ଦେଶ...

ଲକ୍‌ଡାଉନ୍‌ ସ୍ଥିତି ଅନୁଧ୍ୟାନ କଲେ ଭଦ୍ରକ ବିଧାୟକ

ଭଦ୍ରକ ଅଫିସ,୮ା୪: ଭଦ୍ରକ ପୌରାଞ୍ଚଳରେ ବୁଧବାର ସକାଳୁ ଭଦ୍ରକ ବିଧାୟକ ସଂଜୀବ ମଲିକ ଲକ୍‌ଡାଉନ୍‌ ସ୍ଥିତି ଅନୁଧ୍ୟାନ କରିଛନ୍ତି। ନିଜ ନିର୍ବାଚନ ମଣ୍ଡଳୀର ସହର ଓ ଗ୍ରାମାଞ୍ଚଳରେ ଖୋଲା ହେଉଥିବା ମାର୍କେଟ ଗସ୍ତ କରି ସାମାଜିକ ଦୂରତ୍ୱ ଉପରେ ତନଖି...

ସାଳନ୍ଦୀ ହସ୍ପିଟାଲରେ ହେବ କରୋନା ରୋଗୀଙ୍କ ଚିକିତ୍ସା, ୧୨୦ ଶଯ୍ୟା ପ୍ରସ୍ତୁତ

ଭଦ୍ରକ ଅଫିସ,୮ା୪: କରୋନା ମହାମାରୀର ମୁକାବିଲା ଲାଗି ଜାରି ରହିଥିବା ଲକ୍‌ଡାଉନ୍‌ ପରିସ୍ଥିତିରେ ଭଦ୍ରକ ସହର ସକାଳ ୬ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ଦୋକାନ ଖୋଲାଯାଉଛି। ଲକ୍‌ଡାଉନ୍‌ ସହିତ ଏରେଇଁ ପଞ୍ଚାୟତ, ଚରମ୍ପା ଷ୍ଟେଶନ ଅଞ୍ଚଳ ଏବଂ ପୁରୁଣାବଜାର...

ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ପ୍ରଦାନ କଲେ ବିଡିଓ

ଶେରଗଡ଼,୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଅଲାରିଗଡ଼ ପଞ୍ଚାୟତର ନିର୍ମାଣ ଶ୍ରମିକଙ୍କୁ ବିଡିଓ ସୁରଞ୍ଜନ କୁମାର ସାହୁ ବୁଧବାର ସହାୟତା ରାଶି ପ୍ରଦାନ ଆରମ୍ଭ କରିଛନ୍ତି। ପର୍ଯ୍ୟାୟ କ୍ରମେ ସମସ୍ତ ପଞ୍ଚାୟତରେ ଏହି ରାଶି ପ୍ରଦାନ କରାଯିବ ବୋଲି ସେ...

ଘରଘର ବୁଲି ପିଡିଏସ୍‌ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ

ବନ୍ତ,୮ା୪(ନି.ପ୍ର.): କରୋନା ଲକ୍‌ଡାଉନ୍‌ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପିଡିଏସ୍‌ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି। ବୁଧବାର ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତ ଅଧୀନ ୧୧ଟି...

ଗଞ୍ଜାମ ମାଛ ମାର୍କେଟରେ ସାମାଜିକ ଦୂରତ୍ୱକୁ ମାନୁନାହାନ୍ତି ଲୋକେ: କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ବିଡିଓ

ଗଞ୍ଜାମ,୮।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି l ଏଥିପାଇଁ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ପ୍ରଥମେ ଲକ୍‌ଡାଉନ ତା’ ପରେ ଗଞ୍ଜାମ ଜିଲାପାଳ ୧୯ ଘଣ୍ଟିଆ ସଟ୍‌ଡାଉନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri