ଆମ ଜିଲା ଖବର

୩ ଲକ୍‌ଡାଉନ୍‌ ନିୟମ ଊଲ୍ଲଂଘନକାରୀଙ୍କ ନାମରେ ମାମଲା

ବନ୍ତ, ୮ା୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ଫାଣ୍ଡି ଅଧୀନ କେନ୍ଦୁଆପଦା ଓ ତୋଡଗାଁ ବଜାରରେ ସୋମବାର ୩ ଜଣ ଦୋକାନୀ ଲକ୍‌ ଡାଉନ୍‌ ଆଇନ ଊଲ୍ଲଂଘନ କରିବାରୁ ସେମାନଙ୍କ ନାମରେ ମାମଲା ରୁଜୁ ହୋଇଛି ା କେନ୍ଦୁଆପଦା ବଜାରର...

ଟିଏମ୍‌ସି ବୁଲିଲେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ

ବନ୍ତ,୮ା୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାଶ ବନ୍ତ ବ୍ଲକ ପରିଦର୍ଶନରେ ଆସି ଗୋବିନ୍ଦପୁର, ଷେଣ୍ଢତୀରା, ପଧାନପଡା, ରାମପୁର ଆଦି ପଞ୍ଚାୟତରେ ଟିଏମ୍‌ସି(ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର) ବୁଲି ଦେଖିଥିଲେ। ଉକ୍ତ କେନ୍ଦ୍ରରେ ଅଧିକ ଶଯ୍ୟା ବୃଦ୍ଧି କରିବା ପାଇଁ ପରାମର୍ଶ...

ଠାକୁରମୁଣ୍ଡା ବଜାର ହେଲା ବିଶୋଧନ

ଠାକୁରମୁଣ୍ଡା,୮ା୩ (ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବଜାର ଅଞ୍ଚଳକୁ ବିଶୋଧନ କରାଯାଇଛି। କରୋନା ସଂକ୍ରମଣକୁ ରୋକିବାଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ କରାଯାଇଥିବାରୁ ଲୋକେ ଘରୁ ବାହାରକୁ ବାହାରୁ ନାହାନ୍ତି। ପ୍ରତ୍ୟେହ କିଛି ଲୋକ ବଜାରକୁ...

ବାଙ୍କିଶୋଳରେ ହେବ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ-୧୯ ହସ୍ପିଟାଲ୍‌

ବାରିପଦା ଅଫିସ, ୮ା୪- ମୟୂରଭଞ୍ଜ ଜିଲା ବାରିପଦା ସଦର ବ୍ଲକ ଅଧୀନ ବାଙ୍କିଶୋଳଠାରେ ଥିବା କିସ୍‌ ବିଦ୍ୟାଳୟ ପରିସରରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ଼- ୧୯ ହସ୍ପିଟାଲ୍‌ ସ୍ଥାପନ ହେବ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ ଓ କିମସ୍‌...

ରାଶନକାର୍ଡଧାରୀଙ୍କୁ ଅର୍ଥ ବାଣ୍ଟିଲେ ମନ୍ତ୍ରୀ

ଖଇରା,୮।୪(ଡି.ଏନ୍‌.ଏ.)- ଖାଉଟି ସୁରକ୍ଷା ଯୋଜନାରେ ସାମିଲ ସମସ୍ତ ହିତାଧିକାରୀଙ୍କ ପାଇଁ ସରକାର ଅଗ୍ରୀମ ୩ମାସର ରାଶନ ସାମଗ୍ରୀ ସହିତ ଅତିରିକ୍ତ ୧ହଜାର ଟଙ୍କା ଲେଖାଏଁ ଅର୍ଥ ବ୍ୟବସ୍ଥା କରିଛନ୍ତି। ମଙ୍ଗଳବାର ଖଇରା ବ୍ଲକରେ ହିତାଧିକାରୀମାନଙ୍କୁ ଏହି ଅର୍ଥ ପ୍ରଦାନ ପ୍ରକ୍ରିୟା...

ରୂପ୍‌ସାରେ ରନ୍ଧାଖାଦ୍ୟ ବଣ୍ଟନ

ରୂପ୍‌ସା,୮।୪(ଡି.ଏନ.ଏ.)-ସାରା ଦେଶ ଲକଡାଉନ୍‌ ହେବା ପରେ ସାଧାରଣ ଜନଜୀବନ ଏକପ୍ରକାର ଠପ୍‌ ହୋଇଯାଇଛି। ଦିନମଜୁରିଆ, ଅସହାୟ ବୃଦ୍ଧାବୃଦ୍ଧ, ରୂପ୍‌ସା ରେଳ ଷ୍ଟେଶନରେ ଅଟକି ରହିଥିବା ଯାତ୍ରୀ, ହାଟଚାଳିରେ ରହୁଥିବା ନିରାଶ୍ରୟ ଓ ପିଡବ୍ଲ୍ୟୁଆଇ ଅଫିସ ନିକଟରେ ରହୁଥିବା ଅସହାୟମାନେ ଖାଦ୍ୟ...

୨୪ ଘଣ୍ଟାରେ ୧୧୭ ବାଇକ ଜବତ

ଛତ୍ରପୁର,୭ା୪(ଡି.ଏନ.ଏ.)-କରୋନା ସଂକ୍ରମଣ ପ୍ରତିହତ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାରେ ବାଇକ୍‌ ଚଳାଚଳକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ତଥାପି କେତେଜଣ ବାଇକ୍‌ ଧରି ବୁଲୁଥିବାରୁ ପୋଲିସ ଜବତ କରୁଛି। ଗତ ୨୪ ଘଣ୍ଟାରେ ବିଭିନ୍ନ ଥାନା ପକ୍ଷରୁ ୧୧୭ଟି ବାଇକ ଜବତ ହୋଇଛି।...

ଦିଗପହଣ୍ଡିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଦିଗପହଣ୍ଡି,୭ା୪(ଡି.ଏନ.ଏ.): ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ମଙ୍ଗଳବାର ରାତି ପ୍ରାୟ ସାଢ଼େ ୮ଟାରୁ ଘଡଘଡି ସହ ପ୍ରବଳ ବର୍ଷା ଲାଗି ରହିଥିଲା। ଏଥିଯୋଗୁ ବିଭିନ୍ନ ଗ୍ରାମାଞ୍ଚଳରେ ରାତି ସାରା ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ହୋଇପଡ଼ିଥିଲା। ଦିଗପହଣ୍ଡି ସହରତଳି ଅଞ୍ଚଳ...

ଜୁନାଗଡ ସହରରେ ହୋମ୍‌ ଡେଲିଭରି ମାଧ୍ୟମରେ ଲୋକଙ୍କୁ ସାମଗ୍ରୀ ପ୍ରଦାନ

ଜୁନାଗଡ,୭।୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ ସହରରେ କରୋନା ଭୂତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସ୍ଥାନୀୟ ଏନ୍‌ଏସି ଓ ପୋଲିସ ପ୍ରଶାସନ ପକ୍ଷରୁ ନୂଆ ପଦକ୍ଷେପ ଗ୍ରହଣ କରଯାଇଛି। ସହରର ବିଭିନ୍ନ ତେଜରାତି ଦୋକାନରେ ଲୋକମାନେ ସାମଗ୍ରୀ କିଣିଲା ବେଳେ...

ଲକ୍‌ଡାଉନ୍‌ ନିୟମକୁ ଫୁ : ହାଟରେ ରହୁନି ସାମାଜିକ ଦୂରତ୍ୱ

ସୋନପୁର,୭।୪(ନି.ପ୍ର.):  ସମଗ୍ର ଦେଶରେ ଏବେ ୨୧ ଦିନିଆ ଲକ୍‌ଡାଉନ୍‌ ଚାଲିଛି। କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି। ସୁବର୍ଣ୍ଣପୁର ଜିଲା ପ୍ରଶାସନ ଲକ୍‌ଡାଉନ୍‌ କଟକଣାକୁ କିପରି କଡାକଡି ଭାବେ ପାଳନ କରାଯିବ ସେ ଦିଗରେ...

ଲକଡାଉନ ନିୟମ ଉଲ୍ଲଂଘନ : ୨୧ ଗାଡି ଚାଳକ, ୧୪ ଦୋକାନୀଙ୍କୁ ଜରିମାନା

ବୌଦ୍ଧ, ୭ା୪(ସ୍ବ.ପ୍ର): ବୌଦ୍ଧ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନ ନିୟମକୁ ଆହୁରି କଡାକଡି ପାଳନ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହାକୁ ଅମାନ୍ୟ କରିବା ଅଭିଯୋଗରେ ବୌଦ୍ଧ ମଡେଲ ପୋଲିସ ୨୧ଟି ବାଇକ ଜବତ କରି ଚାଳକମାନଙ୍କ ନିକଟରୁ ପାଞ୍ଚଶହ...

ଅସହାୟଙ୍କ ପାଖରେ ପହଞ୍ଚିଲା ସ୍ବେଚ୍ଛାସେବୀ ଟିମ

ଲୋଇସିଂହା, ୭।୪(ଡି.ଏନ.ଏ)-ମହାମାରୀ କରୋନା ପାଇଁ ସାରା ଦେଶରେ ଲକଡାଉନ ଯୋଗୁ ଅସହାୟ, ଭିନ୍ନକ୍ଷମ ଓ ଶ୍ରମିକ ବର୍ଗର ଲୋକେ ଅସୁବିଧାରେ ପଡିଛନ୍ତି। ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ବଲାଙ୍ଗୀର ଜିଲା ଲୋଇସିଂହା ବିଜୁ ଜନତା ଦଳ ପକ୍ଷରୁ ଗଠିନ ସ୍ବେଚ୍ଛାସେବୀ ଟିମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri