ଆମ ଜିଲା ଖବର

ସାଳନ୍ଦୀ ହସ୍‌ପିଟାଲରେ ହେବ କରୋନା ରୋଗୀଙ୍କ ଚିକିତ୍ସା,୧୨୦ ବେଡ ପ୍ରସ୍ତୁତ, କାର୍ଯ୍ୟରେ ଅବହେଳା ଲାଗି ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ ନିଲମ୍ବିତ

ଭଦ୍ରକଅଫିସ, ୮।୪- କରୋନା ମହାମାରୀର ମୁକାବିଲା କରିବା ଲାଗି ଜାରି ରହିଥିବା ଲକ୍ ଡାଉନ ପରିସ୍ଥିତିରେ ଭଦ୍ରକ ସହର ସକାଳ ୬ଟା ଠାରୁ ଦିନ ୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ଦୋକାନ ଖୋଲା ଯାଇଥିଲା । ଲକ୍ ଡାଉନ ସହିତ ଏରେଇଁ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସୁନ୍ଦରଗଡ ଜିଲା କେନ୍ଦ୍ରସମବାୟ ବ୍ୟାଙ୍କ ପକ୍ଷରୁ ୧୦ ଲକ୍ଷ ଟଙ୍କା ପ୍ରଦାନ

ସୁୁନ୍ଦରଗଡ, ୮ା୪ (ଡି.ଏନ୍‌.ଏ)- କରୋନା ମୁକାବିଲା ପାଇଁ ସୁନ୍ଦରଗଡ ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ବ୍ୟାଙ୍କର ସଭାପତି ଭବାନୀ ପ୍ରସାଦ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର...

ପପଙ୍ଗା ବନବିହାର ଯାତ୍ରା ବାତିଲ : ଗାଁ ବୁଲିବେନି ପ୍ରଭୁ ବୁଢ଼ାରଜା

ଭେଡ଼େନ, ୮ା୪(ଡ଼ି.ଏନ.ଏ.)-ବରଗଡ଼ ଜିଲା ଭେଡ଼େନ ବ୍ଳକ ଅନ୍ତର୍ଗତ ପପଙ୍ଗା ପାହାଡ଼ରେ ପ୍ରତିବର୍ଷ ଚୈତ୍ର ପୂର୍ଣ୍ଣମୀ ପରଦିନ ହେବାକୁ ଥିବା ପ୍ରଭୁ ବୁଢ଼ାରଜା ଓ କ୍ଷେତ୍ରପାଲଙ୍କ ବନବିହାର ଯାତ୍ରା ଚଳିତ ବର୍ଷ ହେବନାହିଁ। କରୋନା ମହାମାରି ଯୋଗୁ ସାରା ଦେଶରେ ଲାଗିଥିବା...

ଅମାନିଆଙ୍କୁ ଲାଠି

ଅନୁଗୋଳ ଅଫିସ, ୮।୪- ଲକ୍‌ଡାଉନ ସମୟରେ ବାହାରେ ବୁଲାବୁଲି କରୁଥିବା ଅନୁଗୋଳର କେତେଜଣ ଅମାନିଆଙ୍କୁ ପୋଲିସ ଉତ୍ତମ ମଧ୍ୟମ ଦେଇଛି। ସେହିପରି ବଅଁରପାଳ ଅଞ୍ଚଳରେ କ୍ରିକେଟ ଖେଳୁଥିବା କେତେଜଣଙ୍କୁ ପୋଲିସ ଥାନାକୁ ଉଠାଇ ଆଣିବା ସହ ବ୍ୟାଟ୍‌, ବଲ ଓ...

ବିଭ୍ରାନ୍ତି, ଭୟ ସୃଷ୍ଟି ଅଭିଯୋଗରେ ଜଣେ ଗିରଫ

ତାଳଚେର,୮ା୪(ନି.ପ୍ର.) – ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ନିରାଡ଼ମ୍ବର ଭାବେ ଓ ବିନା ଶ୍ରଦ୍ଧାଳୁରେ ଆରମ୍ଭ ହୋଇଥିବା ବେଳେ ସୋସିଆଲ ମିଡିଆରେ ଜନ ସମାଗମର ପୁରୁଣା ଫଟୋ ପୋଷ୍ଟ କରି ଲୋକଙ୍କୁ ବିଭ୍ରାନ୍ତ ତଥା କରୋନା ବ୍ୟାପିବା...

ସାମାଜିକ ଦୂରତା ନିୟମ କଡ଼ାକଡ଼ି

ଢେଙ୍କାନାଳ ଅଫିସ, ୮।୪ – ସାମାଜିକ ଦୂରତ୍ୱ ନିୟମକୁ ଅଧିକ କଡ଼ାକଡ଼ି କରିଛି ଢେଙ୍କାନାଳ ଜିଲା ପ୍ରଶାସନ। ଏଣିକି ସହରରେ କେବଳ ସକାଳ ବେଳା ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ। ଏଥିଲାଗି ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ଯାଏ...

ଟୋକନ ମିଳିଲା, ମିଳିନି ଚାଉଳ

କେନ୍ଦୁଝର,୮ା୪ (ସ୍ବ.ପ୍ର.) – କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ବିଭିନ୍ନ ସ୍କୁଲ ଛୁଟି କରାଯାଇ ଛାତ୍ରୀଛାତ୍ରଙ୍କୁ ୩ ମାସର ମଧ୍ୟାହ୍ନଭୋଜନ ଚାଉଳ ଅଗ୍ରୀମ ଦେବା ପାଇଁ କୁହାଯାଇଛି। କିନ୍ତୁ ଏନେଇ ପିଲାମାନଙ୍କ ଅଭିଭାବକମାନଙ୍କୁ ଟୋକନ ଶିକ୍ଷା...

ପାଗଳା କୁକୁର କାମୁଡ଼ାରେ ୬ ଗୁରୁତର

ପାଟଣା,୮ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ମଙ୍ଗଳବାର ସକାଳେ ଏକ ବୁଲା ପାଗଳା କୁକୁର କାମୁଡ଼ାରେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ପ୍ରଥମେ ସେମାନଙ୍କୁ ପଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କେନ୍ଦୁଝର ଜିଲା ମୁଖ୍ୟ...

୪ ଜଣଙ୍କ ରକ୍ତ ନମୁନା ନେଗେଟିଭ

ପାଟଣା,୮ା୪(ସ୍ବ.ପ୍ର.): କରୋନା ପାଇଁ ଦେଶବ୍ୟାପି ଚାଲିଥିବା ଲକ୍‌ ଡାଉନ ମଙ୍ଗଳବାର ୧୪ ଦିନରେ ପହଞ୍ଚିଛି। ବାହାର ରାଜ୍ୟ ଓ ଜଣେ ବିଦେଶ ଫେରନ୍ତାଙ୍କୁ ମିଶାଇ ମୋଟ ୩୩୮ ଜଣ ପାଟଣା ବ୍ଲକକୁ ଆସି ହୋମ କ୍ୱାରାଣ୍ଟାଇନରେ ରହିଥିଲେ। ସେମାନଙ୍କ ମଧ୍ୟରୁ...

ଅମାନିଆ ଗାଡ଼ିଚାଳକଙ୍କୁ ପୋଲିସ ଛାଟ

କେନ୍ଦୁଝର,୮ା୪ (ସ୍ବ.ପ୍ର.)- କରୋନା ଭୂତାଣୁ ସଂକ୍ରମଣର ମୁକାବିଲା ପାଇଁ ସରକାର ଜନସାଧାରଣଙ୍କୁ ଘରୁ ବାହାରକୁ ନ ବାହାରିବା ପାଇଁ ନିବେଦନ କରିଛନ୍ତି। ଏହା ସତ୍ତ୍ୱେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ବାହାନାରେ ବିଭିନ୍ନ ବଜାର ଓ ଛକମାନଙ୍କରେ ବାଇକ୍‌ ଧରି ଲୋକେ...

୩ ଲକ୍‌ଡାଉନ୍‌ ନିୟମ ଊଲ୍ଲଂଘନକାରୀଙ୍କ ନାମରେ ମାମଲା

ବନ୍ତ, ୮ା୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ଫାଣ୍ଡି ଅଧୀନ କେନ୍ଦୁଆପଦା ଓ ତୋଡଗାଁ ବଜାରରେ ସୋମବାର ୩ ଜଣ ଦୋକାନୀ ଲକ୍‌ ଡାଉନ୍‌ ଆଇନ ଊଲ୍ଲଂଘନ କରିବାରୁ ସେମାନଙ୍କ ନାମରେ ମାମଲା ରୁଜୁ ହୋଇଛି ା କେନ୍ଦୁଆପଦା ବଜାରର...

ଟିଏମ୍‌ସି ବୁଲିଲେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ

ବନ୍ତ,୮ା୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାଶ ବନ୍ତ ବ୍ଲକ ପରିଦର୍ଶନରେ ଆସି ଗୋବିନ୍ଦପୁର, ଷେଣ୍ଢତୀରା, ପଧାନପଡା, ରାମପୁର ଆଦି ପଞ୍ଚାୟତରେ ଟିଏମ୍‌ସି(ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର) ବୁଲି ଦେଖିଥିଲେ। ଉକ୍ତ କେନ୍ଦ୍ରରେ ଅଧିକ ଶଯ୍ୟା ବୃଦ୍ଧି କରିବା ପାଇଁ ପରାମର୍ଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri