ଆମ ଜିଲା ଖବର

କରୋନା ପ୍ରତିହତ ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଆଇଜି

ଛତ୍ରପୁର,୭ା୪(ଡିଏନଏ )-ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ମଙ୍ଗଳବାର ଛତ୍ରପୁର ଆସି ପୋଲିସ ବାରାକ, ରିଜର୍ଭ ଅଫିସ ପରିଦର୍ଶନ କରିଛନ୍ତି। କରୋନା ପ୍ରତିହତ ପାଇଁ କି ପଦକ୍ଷେପ ନିଆଯାଇଛି ତାହା ଅନୁଧ୍ୟାନ କରିଥିଲେ। ପରିମଳ ବ୍ୟବସ୍ଥା ସୁଦୃଢ କରିବା, ହାତ ଧୋଇବା,...

କରୋନା ସଚେତନତାର ବାର୍ତ୍ତା ବାଣ୍ଟୁଛନ୍ତି ପୌର କର୍ମଚାରୀ, ସାଧାରଣରେ ପ୍ରଶଂସା

ଖୋର୍ଦ୍ଧା ଅଫିସ, ୭ା୪: କରୋନା ଭୁତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକ୍‌ଡାଉନ୍‌ ରହିଛି। ଏଥିଲାଗି ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତିିତ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ବିନା କାରଣରେ...

ଖୋର୍ଦ୍ଧାରେ ଲକ୍‌ଡାଉନ୍‌ ଉଲ୍ଲଂଘନ: ୭ ଦୋକାନ ସିଲ୍‌ କଲା ପ୍ରଶାସନ

ଖୋର୍ଦ୍ଧା ଅଫିସ,୭ା୪ : କୋଭିଡ୍‌-୧୯ ଭୁତାଣୁ ସଂକ୍ରମଣ ରୋକିବା ଲାଗି ପ୍ରଶାସନ ପକ୍ଷରୁ ସମସ୍ତ ଦୋକାନ ବଜାର ବନ୍ଦ କରାଯାଇଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ ଅନ୍ୟ କୌଣସି ଦୋକାନ ଖୋଲା ନ ରଖିବା ଲାଗି ପ୍ରଶାସନ ପକ୍ଷରୁ କଡା...

ତୋଟାପଡ଼ାରେ ଗୋଷ୍ଠୀ ସଂଘର୍ଷ: ଟେକାପଥର ମାଡ଼କୁ ନେଇ ୯ ଅଟକ; ୧୪୪ ଧାରା ଜାରି

ଖୋର୍ଦ୍ଧା ଅଫିସ,୭ା୪ : ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ତୋଟପଡାରେ ମଙ୍ଗଳବାର ଅପରାହ୍ନରେ ଗୋଷ୍ଠି ସଂଘର୍ଷ ଘଟିଛି। କୌଣସି କାରଣକୁ ନେଇ ଦୁଇ ଗୋଷ୍ଠି ମୁହାଁମୁହିଁ ହୋଇଥିଲେ। ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା।...

ପୂର୍ବତନ ବରିଷ୍ଠ ପ୍ରଶାସକ ତଥା କଟକ ଜିଲାପାଳଙ୍କ ପିତାଙ୍କ ଦେହାନ୍ତ

କଟକ ଅଫିସ, ୭।୪- ପୂର୍ବତନ ବରିଷ୍ଠ ପ୍ରଶାସକ ତଥା କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ପିତା ଦାମୋଦର ଚୟନୀଙ୍କ ମଙ୍ଗଳବାର ସକାଳେ ଦେହାନ୍ତ ହୋଇଛି। କଟକ ଜିଲାପାଳଙ୍କ ସରକାରୀ ବାସଭବନରେ ସେ ସକାଳ ୬ଟା ୫୫ ମିନିଟ ସମୟରେ...

ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦାନ

ପାଲଲହଡ଼ା, ୭ା୪(ଡି.ଏନ.ଏ.)- କରୋନା ମୁକାବିଲା ପାଇଁ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡର ମାଲ୍ୟଗିରି ମହାବିଦ୍ୟାଳୟ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି। କଲେଜ ଅଧ୍ୟକ୍ଷ ଡ. ଅନିଲ କୁମାର ମିଶ୍ର ଏବଂ ସମସ୍ତ କର୍ମଚାରୀ ନିଜ...

୩ ଦୋକାନ ସିଲ୍‌, ୩୫ ବାଇକ୍‌ ଜବତ: ୨୨ ଜଣଙ୍କ ନାଁରେ ମାମଲା

ସମ୍ବଲପୁର,୬।୪(ବ୍ୟୁରୋ)-କରୋନା ଭୂତାଣୁର ମୁକାବିଲା ଲାଗି ସରକାର କଟକଣା ଜାରି କରିଛନ୍ତି। ଏପ୍ରିଲ ୧୪ ପର୍ଯ୍ୟନ୍ତ ସାରା ଦେଶକୁ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ହେଲେ ନିୟମ ପାଳନ କରୁ ନ ଥିବା ସମ୍ବଲପୁରର ଅମାନିଆମାନଙ୍କୁ ପୋଲିସ ସାବାଡ କରିଛି ।...

ବିଶୋଧନ ହେଲା ଜନଗହଳି ସ୍ଥାନ

ଛେଣ୍ଡିପଦା, ୭ା୪(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦାର ବିଭିନ୍ନ ଜନଗହଳି ସ୍ଥାନକୁ ମଙ୍ଗଳବାର ବିଶୋଧନ କରାଯାଇଛି ।ଅଗ୍ନିଶମ ବିଭାଗ ସେକ୍ସନ ଅଧିକାରୀ ମନୋରଞ୍ଜନ ବିଶ୍ବାଳଙ୍କ ନେତୃତ୍ୱରେ ଛେଣ୍ଡିପଦା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁନୀଲ କୁମାର କେରକେଟା, ମାଜିଷ୍ଟ୍ରେଟ ତଥା ଛେଣ୍ଡିପଦା ତହସିଲଦାର...

ଗଞ୍ଜାମ ଜିଲା: ୧୩୫ ଜଣଙ୍କ କୋଭିଡ -୧୯ ଟେଷ୍ଟ ରିପୋର୍ଟକୁ ଅପେକ୍ଷା, ୧୦୫ ନେଗେଟିଭ୍‌

ଛତ୍ରପୁର,୭ା୧(ଡି.ଏନ୍‌.ଏ.)- ବ୍ରହ୍ମପୁର ବଡମେଡିକାଲରେ କୋଭିଡ-୧୯ ସାମ୍ପୁଲ ସଂଗ୍ରହ କରାଯାଇ ଟେଷ୍ଟିଂ ପାଇଁ ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସିକୁ ପଠାଯାଉଛି। ସୋମବାର ସନ୍ଧ୍ୟାସୁଦ୍ଧା ଗଞ୍ଜାମ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗଣମାଧ୍ୟମକୁ ଦିଆଯାଇଥିବା ରିପୋର୍ଟ ଅନୁଯାୟୀ ୨୪୦ କରୋନା ସନ୍ଦିଗ୍ଧଙ୍କ ସ୍ବାବ୍‌ ବ୍ରହ୍ମପୁର ଏମ୍‌କେସିଜି ପକ୍ଷରୁ...

ସିଲ୍‌ ହେଲା ଦୂତିପଡା ପଞ୍ଚାୟତ

ଖଜୁରିପଡା,୭ା୪(ଡି.ଏନ୍‌.ଏ.)- ଖଜୁରିପଡା ବ୍ଲକ ଦୂତିପଡା ପଞ୍ଚାୟତକୁ ମଙ୍ଗଳବାର ସିଲ୍‌ କରାଯାଇଛି। ରାଜ୍ୟରେ ୪୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ଜଣଙ୍କ ମୃତ୍ୟୁ ଘଟିଛି। ସବୁଠାରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି ଭୁବନେଶ୍ୱରରେ। ଦୂତିପଡା ପଞ୍ଚାୟତ ମାଲଗୁଣ୍ଡି, ଜାମଝରି ଓ ମେକାନି ସାହିର...

ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ: ଆଳିର ୧୧ଗାଁ ସିଲ୍‌

କେନ୍ଦ୍ରାପଡା ଅଫିସ/ଆଳି (ଡି.ଏନ୍‌.ଏ.), ୭।୪- କେନ୍ଦ୍ରାପଡ଼ା ଜିଲାର ପ୍ରଥମ କରୋନା ସଂକ୍ରମିତଙ୍କୁ ସୋମବାର ଚିହ୍ନଟ କରାଯାଇଛି। ଆଳି ଅଞ୍ଚଳରୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଜିଲା ପ୍ରଶାସନ ସହାୟତାରେ ତାଙ୍କୁ କଟକ କୋଭିଡ୍‌ ହସ୍ପିଟାଲ୍‌କୁ ପଠାଯାଇଛି। ସୋମବାର ରାତିରେ...

ବିଶୋଧନ ହେଲା ଖଜୁରିପଡା ବ୍ଲକ କାର୍ଯ୍ୟାଳୟ

ଖଜୁରିପଡା,୭ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣମଣକୁ ଆଖିଆଗରେ ରଖି ଖଜୁରିପଡା ବ୍ଲକ କାର୍ଯ୍ୟାଳୟ ପରିସରକୁ ବିଶୋଧନ କରାଯାଇଛି। ବିଡିଓ ରବୀନ୍ଦ୍ର ନାଥ କହଁରଙ୍କ ନିର୍ଦ୍ଦେଶରେ ସ୍ଥାନୀୟ ଅଗ୍ନିଶମ ବିଭାଗ ଦ୍ୱାରା ଶୁକ୍ରବାର ବିଶୋଧନ କରାଯାଇଛି। ୨ରୁ ୩ ଘଣ୍ଟା ଧରି ବ୍ଲକ କାର୍ଯ୍ୟାଳୟର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri