ଆମ ଜିଲା ଖବର

ଥରୁଛି କନ୍ଧମାଳ: ଫୁଲବାଣୀରେ ୪, ଦାରିଙ୍ଗିବାଡିରେ ୫ ଡିଗ୍ରୀ ତଳକୁ ଖସିଲା ପାରଦ

ଫୁଲବାଣୀ ଅଫିସ, ୨୩ା୧୨: କନ୍ଧମାଳ ଜିଲାରେ ଶୀତର ପ୍ରକୋପ ହଠାତ୍‌ ବଢ଼ିଯାଇଛି । ବିଗତ ତିନି ଦିନ ହେବ ଜିଲାରେ ତାପମାତ୍ରା କମିବାରେ ଲାଗିଛି । ଫୁଲବାଣୀରେ ରବିବାର ୫.୫ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ବୁଧବାରରେ ସୁଦ୍ଧାରେ ଏହା ୪…

ଭିଜିଲାନ୍ସ ଜାଲରେ ଅଙ୍ଗନଓ୍ବାଡି କର୍ମୀ: ଏକକାଳୀନ ୫ ସ୍ଥାନରେ ଚଢ଼ାଉ

ପୁରୀ ଅଫିସ,୨୩।୧୨: ପୁଣି ଜଣେ ଅଙ୍ଗନଓ୍ବାଡି କର୍ମୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ହେଲେ ପୁରୀ ଜିଲାର ଅଙ୍ଗନଓ୍ବାଡି କର୍ମୀ ସନ୍ଧ୍ୟାରାଣୀ ଭଟ୍ଟ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ବୁଧବାର ସକାଳେ ସନ୍ଧ୍ୟାରାଣୀଙ୍କ ଘରେ ଚଢ଼ାଉ ଜାରି…

ଜାତୀୟ ରାଜପଥରେ ବେଆଇନ ହମ୍ପ୍‌ସ: ୪ ଘଣ୍ଟା ଅଟକିଲା ହଜାର ହଜାର ଗାଡ଼ି

ଭଦ୍ରକ ଅଫିସ, ୨୩।୧୨: ଭଦ୍ରକ ଜିଲା ୧୬. ନଂ ଜାତୀୟ ରାଜପଥର ରାଣୀତାଲ ନିକଟରେ ଏକ ହାଇଓ୍ବା ଗାଡି ଯାନ୍ତ୍ରିକ ତ୍ରୁଟି କାରଣରୁ ରାତି ୩ରୁ ସକାଳ ୬ଟା ପର୍ଯ୍ୟନ୍ତ ରାସ୍ତା ଉପରେ ଅଟକି ରହିଥିଲା। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ…

୧୧ହଜାର ବସ୍ତା ସିମେଣ୍ଟ ଜବତ

କଟକ ଅଫିସ,୨୩ା୧୨: କଟକ ଜଗତ୍‌ପୁର ଅଞ୍ଚଳରେ ଥିବା ଏକ ସିମେଣ୍ଟ ଗୋଦାମ ଉପରେ ମଙ୍ଗଳବାର ପୋଲିସ ଚଢାଉ କରିଥିଲା। ସେଠାରୁ ପ୍ରାୟ ୧୦ ହଜାର ବସ୍ତା ଏକ୍ସପାଏରି ସିମେଣ୍ଟ ଓ ୧ହଜାର ବସ୍ତା ଭଲ ସିମେଣ୍ଟ, ୫ହଜାର ପ୍ୟାକେଜିଙ୍ଗ ପଲିଥିନ, ଚାଲୁଣି,…

ଦିନକୁ ୩ ପର୍ଯ୍ୟାୟରେ ଦାରୁଦିଅଁ ଦର୍ଶନ

ପୁରୀ ଅଫିସ,୨୩ା୧୨: ଦୀର୍ଘ ୯ମାସର ପ୍ରତୀକ୍ଷା ପରେ ବୁଧବାର ଶ୍ରୀମନ୍ଦିର ଖୋଲିବ। କରୋନା କଟକଣା ଭିତରେ ଦାରୁଦିଅଁଙ୍କ ଦର୍ଶନ ମିଳିବ। ପୁରୀ ଜିଲା ପ୍ରଶାସନ ପକ୍ଷରୁ ଜାରି ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁଯାୟୀ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ କେବଳ…

୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କ ଦର୍ଶନ କଲେ ସେବାୟତ ପରିବାର

ପୁରୀ ଅଫିସ, ୨୩।୧୨: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଦୀର୍ଘ ୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର। ଆରମ୍ଭ ହେଲା ଭକ୍ତ-ଭଗବାନଙ୍କ ମିଳନ। ଭୋର ୪ଟା ୪୦ରେ ସିଂହଦ୍ୱାର ଫିଟାଯିବା ପରେ ଦର୍ଶନ ଆରମ୍ଭ ହୋଇଛି। ତେବେ ଆଜିଠୁ ୩ଦିନ ସେବାୟତ…

ଅଭିଯୁକ୍ତ ଛାତ୍ରଙ୍କୁ ୩ ଦିନ ରିମାଣ୍ଡ

ନୟାଗଡ଼ ଅଫିସ,୨୩ା୧୨: ଏସ୍‌ଆଇଟି ସୋମବାର ଗିରଫ କରିଥିବା କଲେଜ ଛାତ୍ରଙ୍କୁ କୋର୍ଟରେ ହାଜର କରିବା ସହ ରିମାଣ୍ଡ ପାଇଁ ଆବେଦନ କରିଥିଲା। ଏଥିପାଇଁ କୋର୍ଟ ୩ ଦିନ ଅନୁମତି ପ୍ରଦାନ କରିଛନ୍ତି। ୨୨, ୨୩ ଓ ୨୪ ତାରିଖ ଯାଏ ଗିରଫ…

ଯୁଦ୍ଧ ଜାହାଜରେ ବୁଲିଲେ ବିଧାୟକ,ଏମ୍‌ପି

ପାରାଦୀପ,୨୩ା୧୨(ସ୍ବ.ପ୍ର.) : ରାଜ୍ୟର ୧୦୧ ବିଧାୟକ ଓ ଜଣେ ଏମ୍‌ପି ମଙ୍ଗଳବାର ପାରାଦୀପ ଗସ୍ତରେ ଆସି ଭାରତୀୟ ନୌସେନାର ଦ୍ବିତୀୟ ବୃହତ୍‌ ଯୁଦ୍ଧ ଜାହାଜ ଆଇଏନ୍‌ଏସ୍‌ ଜଲାସ୍ବରେ ବୁଲିଛନ୍ତି। ଏହା ନୌସେନା ଇତିହାସରେ ପ୍ରଥମ ବୋଲି କାର୍ଯ୍ୟକ୍ରମ ଶେଷରେ ରିୟଲ ଆଡମିରାଲ୍‌…

ଦକ୍ଷେଶ୍ୱର ମନ୍ଦିରରୁ ଚୋରି

ଖୋର୍ଦ୍ଧା ଅଫିସ୍‌/ ବାଣପୁର, ୨୩ା୧୨ (ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଣପୁରର ଐତିହାସିକ ଶୈବପୀଠ ଶ୍ରୀଦକ୍ଷେଶ୍ୱର ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ୨୨ଟି ଅଷ୍ଟଧାତୁ ମୂର୍ତ୍ତି ଚୋରି ହୋଇଛି। ଏନେଇ ମଙ୍ଗଳବାର ପାଳିଆସେବକ ଶଙ୍କର ନାୟକ ବାଣପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।…

ହାତ ପତେଇବେ ଅଭିନେତ୍ରୀ ମୀରା

ପୁରୁଣା ଭୁବନେଶ୍ୱର, ୨୩।୧୨(ଡି.ଏନ୍‌.ଏ.): କରୋନା ମହାମାରୀ ପାଇଁ ରାଜ୍ୟର ବିଭିନ୍ନ କଳାକାର ହାତବାନ୍ଧି ବସିଛନ୍ତି। ପ୍ରଭାବିତ ହୋଇଛି ଜୀବିକା। ଓଡ଼ିଆ ଫିଲ୍ମ ଜଗତର ହାସ୍ୟ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ମୀରା ମହାନ୍ତି କେନ୍ଦ୍ର ସରକାର ପକ୍ଷରୁ କଳାକାର ଭତ୍ତା ପାଉଥିଲେ। ମାତ୍ର…

କିନ୍ନରଙ୍କୁ କଲେ ଜୀବନସାଥୀ

ଅନୁଗୋଳ ଅଫିସ,୨୩ା୧୨: ୫ ବର୍ଷ ତଳୁ ଭଲ ପାଉଥିବା କିନ୍ନରଙ୍କୁ ମଙ୍ଗଳବାର ଜୀବନସାଥୀ କରିଛନ୍ତି ଜଣେ ଯୁବକ। ଏହି ଚର୍ଚ୍ଚିତ ବିବାହ ହୋଇଛି ଅନୁଗୋଳ ସହରସ୍ଥିତ ମା’ ବୁଢ଼ୀ ଠାକୁରାଣୀ ମନ୍ଦିରରେ। ଉଭୟଙ୍କ ପରିବାରରୁ କେହି ଉପସ୍ଥିତ ନ ଥିଲେ ମଧ୍ୟ…

ଆଜି ଖୋଲିବ ଶ୍ରୀମନ୍ଦିର

ପୁରୀ ଅଫିସ,୨୩ା୧୨: ସବୁ ଉତ୍କଣ୍ଠା ଓ ପ୍ରତୀକ୍ଷାର ଅବସାନ ଘଟାଇ ବୁଧବାରଠାରୁ ଶ୍ରୀମନ୍ଦିର ଖୋଲିବ। ଭକ୍ତ ଓ ଭଗବାନଙ୍କ ମିଳନ ହେବ। ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ବ୍ୟାରିକେଡ୍‌ ତିଆରି ସରିଥିବାବେଳେ ନାମ ପଞ୍ଜୀକରଣ ଓ ଫଟୋଉଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?