ଆମ ଜିଲା ଖବର

ରାଜ୍ୟରେ ପ୍ରଥମ କରୋନା ମୃତ୍ୟୁ

ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେ ଭୁବନେଶ୍ୱର ଝାରପଡା ଅଞ୍ଚଳର ୭୨ବର୍ଷୀୟ ବୃଦ୍ଧ ଅଟନ୍ତି। ଗତ ୪ତାରିଖରୁ ଅସୁସ୍ଥତା ଯୋଗୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ତାଙ୍କର ସୋମବାର ମୃତ୍ୟୁ ହୋଇଥିଲା। ନମୂନା ପରୀକ୍ଷଣ...

ଆକ୍ସନ ମୁଡ୍‌ରେ ପୁରୀ ପୋଲିସ: ୪୦ ଗାଡ଼ି ଜବତ

ପୁରୀ ଅଫିସ, ୭।୪: କରୋନା ମୁକାବିଲା ପାଇଁ ୨୧ ଦିନିଆ ଲକ୍‌ଡାଉନ ଚାଲିଛି। କୌଣସି ଜରୁରୀ କାମ ନ ଥିଲେ ଘରୁ ନ ବାହାରିବା ଲାଗି ଜନସାଧାରଣଙ୍କୁ ନିବେଦନ କରାଯାଉଛି। ଏହାସତ୍ତ୍ୱେ ଅନେକ ଲୋକ ଏହାକୁ ମାନୁ ନାହାନ୍ତି। କୌଣସି...

କରୋନା ମୁକାବିଲା: ୩ ସ୍ବାସ୍ଥ୍ୟ କେନ୍ଦ୍ରକୁ ୫ ଲକ୍ଷ ଦେଲେ ନୀଳଗିରି ବିଧାୟକ

ସଜନାଗଡ଼, ୭।୪( ଡି.ଏନ୍‌.ଏ): ମହାମାରୀ କରୋନା ମୁକାବିଲା ଲାଗି ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀର ବିଧାୟକ ଇଂ.ସୁକାନ୍ତ କୁମାର ନାୟକ ୩ ସ୍ବାସ୍ଥ୍ୟ କେନ୍ଦ୍ରକୁ ୩ ଲକ୍ଷ ଟଙ୍କା ଦାନ କରିଛନ୍ତି। ନୀଳଗିରି ଉପଖଣ୍ଡ ସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ରକୁ ୨ ଲକ୍ଷ...

ବନ୍ଧବାହାଲ ପଞ୍ଚାୟତରେ ସାମାଜିକ ଦୂରତ୍ୱକୁ ଦୃଷ୍ଟିରେ ରଖି ପିଡିଏସ୍‌ ସାମଗ୍ରୀ ବଣ୍ଟନ

ଲଖନପୁର,୭।୪(ଡି.ଏନ୍‌.ଏ.): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ବନ୍ଧବାହାଲ ପଞ୍ଚାୟତ କାର୍ଯ୍ୟାଳୟରେ ପିଡିଏସ୍‌ ସାମଗ୍ରୀ ବଣ୍ଟନ କରାଯାଉଛି। ଏହି ଅବସରରେ କରୋନା ନିୟନ୍ତ୍ରଣ ସମ୍ପର୍କୀତ ସରକାରୀ ନିର୍ଦ୍ଦେଶନାମାକୁ ପାଳନ ନିମନ୍ତେ ପଞ୍ଚାୟତ ପକ୍ଷରୁ କେତେକ ପଦକ୍ଷେପ ଗ୍ରହଣ କରାଯାଇଛି । ହିତାଧୀକାରୀଙ୍କ...

ନିଜ ସାହିରେ ପରିବା ଦୋକାନ ଖୋଲିବେ ଗଞ୍ଜାମ ବ୍ୟବସାୟୀ

ଗଞ୍ଜାମ, ୭।୪(ଡି.ଏନ୍‌.ଏ.): କରୋନା ଭୟ ଥମିବାର ନା ଧରୁନି l ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି l ଯାହା ରାଜ୍ୟ ସରକାର ଓ ଜିଲା ପ୍ରଶାସନର ମୁଣ୍ଡ ବ୍ୟଥାର କାରଣ ପାଲଟିଛି l ଏଥିପାଇଁ...

କଟକରୁ ୧୪ ଶହ ବାଇକ ଜବତ, ୨ ଲକ୍ଷ ଜରିମାନା ଆଦାୟ

କଟକ ଅଫିସ,୭।୪: କରୋନା(କୋଭିଡ-୧୯) ଭୂତାଣୁର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର କଟକଣା ଜାରି କରାଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ବଜାରକୁ ବାଇକ ନ ନେବାକୁ ପୋଲିସ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ଲୋକେ ଏହାକୁ...

କରୋନା ପ୍ରତିରୋଧ ଲାଗି ପୁରୁଷୋତ୍ତମପୁରରେ ବିଶୋଧନ ପ୍ରକ୍ରିୟା ଆରମ୍ଭ, ଏନ୍‌ଏସି ପକ୍ଷରୁ ମାସ୍କ, ହ୍ୟାଣ୍ଡ ୱାସ୍‌ ବଣ୍ଟନ

ପୁରୁଷୋତ୍ତମପୁର, ୭।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ଉଦ୍ୟମ ଜାରିରହିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିିଲା ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ ଓ ଏନ୍‌ଏସି ନିର୍ବାହୀ ଅଧିକାରୀ ନାଗେଶ୍ବର ରାଓଙ୍କ ତତ୍ତ୍ୱାବଧାନରେ...

କେନ୍ଦ୍ରାପଡ଼ାରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ; ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଲେ ପରିବାର, ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି, ଆଳିର ୧୧ ଗାଁ ସିଲ୍‌

କେନ୍ଦ୍ରାପଡ଼ା ଅଫିସ, ୭ା୪: କେନ୍ଦ୍ରାପଡ଼ା ଜିଲାରେ ପ୍ରଥମ କରୋନା ପଜିଟିଭ ବ୍ୟକ୍ତି ସୋମବାର ଚିହ୍ନଟ ହୋଇଛନ୍ତି। ଆଳି ଅଞ୍ଚଳର ଏହି ଚିହ୍ନଟ ବ୍ୟକ୍ତିଙ୍କୁ ଜିଲା ପ୍ରଶାସନ ସହାୟତାରେ କୋଭିଡ ହସ୍ପିଟାଲକୁ ଚିକିତ୍ସା ପାଇଁ ପଠାଯାଇଛି। ସୋମବାର ରାତିରୁ ଆଳିର ଉକ୍ତ...

ଭଦ୍ରକର ବିଭିନ୍ନ ମାର୍କେଟରୁ ୧୦୦ରୁ ଊର୍ଦ୍ଧ୍ୱ ବାଇକ ଜବତ

ଭଦ୍ରକ ଅଫିସ, ୭।୪: କରୋନାକୁ ହରାଇବାର ଏକମାତ୍ର ବିକଳ୍ପ ହେଉଛି ସଚେତନତା ଓ ସାମାଜିକ ଦୂରତ୍ୱ। ତେଣୁ ସମସ୍ତେ ଘରେ ରହି ଘାତକ ଭୂତାଣୁ ‘କୋଭିଡ୍‌-୧୯’ ସହ ଲଢ଼େଇ କରିବାକୁ ବାରମ୍ବାର ପରାମର୍ଶ ଦିଆଯାଉଛି। ଏପରି କି ପରିବା ଓ...

ସକାଳ ୬ ରୁ ଦିନ୧ଟା ପର୍ଯ୍ୟନ୍ତ ଖୋଲିବ ପରିବା ଓ ଗ୍ରୋସରୀ ଦୋକାନ: ବାଇକ୍ ଓ ଚାରିଚକିଆ ଗାଡ଼ି ଉପରେ ରୋକ

ଭଦ୍ରକ ଅଫିସ,୭।୪ – ଏଣିକି ହାଟ, ପରିବା ମାର୍କେଟ୍ ଓ ଗ୍ରୋସେରୀ ଦୋକାନକୁ ଲୋକେ ଚାଲି ଚାଲି ଯିବେ । ବାଇକ୍ ଓ ଚାରିଚକିଆ ଧରି ମାର୍କେଟ୍‌କୁ ଗଲେ ପୋଲିିସ ଗାଡ଼ି ଜବତ କରିବା ସହ ଆଇନ ଉଲ୍ଲଙ୍ଘନକାରୀଙ୍କୁ ଗିରଫ...

କେନ୍ଦୁଝରରେ ପ୍ରତିଷ୍ଠା ହେବ କୋଭିଡ୍‌-୧୯ ହସ୍‌ପିଟାଲ: ବୁଝାମଣାପତ୍ର ସ୍ବାକ୍ଷରିତ

କେନ୍ଦୁଝର, ୭ା୪(ଡି.ଏନ୍‌.ଏ.)-କେନ୍ଦୁଝରଠାରେ ପ୍ରତିଷ୍ଠା ହେବ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ୍‌-୧୯ ହସ୍‌ପିଟାଲ। ଏ ସମ୍ପର୍କରେ ସୋମବାର ଅପରାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଦରବାର ହଲ୍‌ଠାରେ କେନ୍ଦୁଝର ଜିଲା ପ୍ରଶାସନ. ସିଡିଏମଓ ଏବଂ ଉକତ୍ଳ ହସ୍‌ପିଟାଲ ପ୍ରାଇଭେଟ ଲିଃ. ଭୁବନେଶ୍ୱର ମଧ୍ୟରେ ତ୍ରିପାକ୍ଷିକ...

ବିଶୋଧିତ ହେଲା ଜନଗହଳି ପୂର୍ଣ୍ଣ ସ୍ଥାନ

ପାଟଣା,୭ା୫(ସ୍ବ.ପ୍ର.): କରୋନା ସଂକ୍ରମଣରେ ଅଙ୍କୁଶ ଲଗାଇବା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଥାନା,ବ୍ଲକ କାର୍ଯ୍ୟାଳୟ, ଗୋଷ୍ଠୀ ଶିକ୍ଷାକେନ୍ଦ୍ର ପରିସର, ତହସିଲ, ମାର୍କେଟ, ବଜାରର ମୁଖ୍ୟ ରାସ୍ତା ଓ ବ୍ୟାଙ୍କ ଆଦି ସରକାରୀ କାର୍ଯ୍ୟାଳୟ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri