ଆମ ଜିଲା ଖବର

ସନ୍ତୁଷ୍ଟି ଦେଉନି ସବୁଜିମା ସର୍ଭେ

ଅନୁଗୋଳ ଅଫିସ,୨୨ା୧୨ ପ୍ରତିବର୍ଷ ଅନୁଗୋଳ ଜିଲାରେ ହେଉଛି ବନୀକରଣ। ସହସ୍ରାଧିକ ହେକ୍ଟର ଜମିରେ ଲଗାଯାଉଛି ଲକ୍ଷାଧିକ ଚାରା। ଏଥିରୁ ବନ ବିଭାଗ ନିଜେ କିଛି ରୋପଣ କରୁଥିବାବେଳେ ବଳକା ଚାରା ସରକାରୀ ଓ ବେସରକାରୀ ସଂସ୍ଥା ସହ ସାଧାରଣରେ ବଣ୍ଟନ କରାଯାଉଛି।…

ସ୍ପେଶାଲ ପ୍ଲାନିଂ ଅଫିସ ଟ୍ରେସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୨୧ା୧୨-ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଟିମ୍‌ ବଲାଙ୍ଗୀର ସ୍ପେଶାଲ ପ୍ଳାନିଂ ଅଫିସର ଟ୍ରେସର(ନକ୍ସା ଅଙ୍କନକାରୀ)ଜୀବଦୀଶ ପାତ୍ରଙ୍କ ଘର ଓ ଅଫିସରେ ସୋମବାର ଚଢ଼ାଉ କରିଥିଲା। ଭିଜିଲାନ୍ସ ଟିମ୍‌ ପାତ୍ରଙ୍କ ବଲାଙ୍ଗୀର ସହର ଆଦର୍ଶପଡାସ୍ଥିତ ଘର, ଭାଇଙ୍କ ଘର, କଲେଜ…

ସିକିମ୍‌ ସଡ଼କ ଦୁର୍ଘଟଣା: ଆସନ୍ତାକାଲି ଆସିବ ଓଡ଼ିଆ ଯବାନଙ୍କ ମୃତଦେହ

କବିସୂର୍ଯ୍ୟନଗର,୨୧ା୧୨-ସିକିମ୍‌ର ନାଥୁଲାରେ ଏକ ବରଫାବୃତ୍ତ ରାସ୍ତାରେ ଯବାନଙ୍କ ଜିପ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଜଣେ ଓଡ଼ିଆଙ୍କ ସମେତ ୩ ଯବାନ ଓ ଜିପ୍‌ରେ ଥିବା କମାଣ୍ଡିଂ ଅଫିସରଙ୍କ ୭ ବର୍ଷୀୟ ପୁଅଙ୍କ ମୃତ୍ୟୁ ଘଟିଥିଲା। ମୃତ ଓଡ଼ିଆ ଯବାନ ହେଲେ ଗଞ୍ଜାମ…

ଏଟିଏମ୍‌ରୁ ୨୬ ଲକ୍ଷ ୫୬ ହଜାର ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ୪ ଗିରଫ

ଢେଙ୍କାନାଳ ଅଫିସ, ୨୧।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନଂ. ଜାତୀୟ ରାଜପଥରୁ ପାର୍ଶ୍ୱ ନିମବାହାଲି ଛକରେ ଥିବା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ଏକ ଏଟିଏମ୍‌ରୁ ଗତ ୧୪ ତାରିଖରେ ଚୋରି ହୋଇଥିଲା। ଦୁର୍ବୃତ୍ତ ଗ୍ୟାସ କଟର ସାହାଯ୍ୟରେ…

ଆଉ ଦିନକ ପରେ ଖୋଲିବ ଶ୍ରୀମନ୍ଦିର: ପ୍ରଥମ ୩ଦିନ ଦର୍ଶନ କରିବେ ସେବାୟତଙ୍କ ପରିବାର

ପୁରୀ ଅଫିସ, ୨୧।୧୨: ଦୀର୍ଘ ମାସ ହେବ ନିଜ ପ୍ରଭୁଙ୍କ ଦର୍ଶନ ପାଇଁ ଆତୁର ହୋଇ ଚାହିଁ ରହିଥିବା ଭକ୍ତଙ୍କୁ ମିଳିଛି ଆଶ୍ୱସ୍ତି। ଆଉ ମାତ୍ର ଦିନକ ପରେ ଅର୍ଥାତ୍‌ ୨ି ତାରିଖରେ ଖୋଲିବ ଶ୍ରୀମନ୍ଦିର। ଶ୍ରିମନ୍ଦିର ଖୋଲିବା ପ୍ରସ୍ତୁତି ନେଇ…

ଭୁଲ ଔଷଧ ବିତରଣକୁ ନେଇ ଉତ୍ତେଜନା, ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମୁଖ୍ୟ ଫାଟକ ବନ୍ଦକଲେ ଗ୍ରାମବାସୀ

ବସ୍ତା, ୨୧।୧୨(ଡି.ଏନ୍‌.ଏ. ): ବାଲେଶ୍ୱର ଜିଲା ବସ୍ତାସ୍ଥିତ ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭୁଲ ଔଷଧ ବିତରଣକୁ ନେଇ ସୋମବାର ସକାଳେ ଉତ୍ତେଜନା ଦେଖାଦେଇଛି। ମିଳିଥିବା ସୂଚନାନୁଯାୟୀ, ରବିବାର ବସ୍ତା ବ୍ଲକ ଅନ୍ତର୍ଗତ ଦେଉଳପଡ଼ା ଗ୍ରାମର ସୁବାସିନୀ ଦଳାଇ ନାମକ ବୃଦ୍ଧା…

ପରୀ ହତ୍ୟା ମାମଲାର ପ୍ରମାଣ ପାଇଁ ଶୁଖାଯିବ ପୋଖରୀ: ଏସ୍‌ଆଇଟି

ନୟାଗଡ଼ ଅଫିସ, ୨୧।୧୨: ପରୀ ହତ୍ୟା ମାମଲାର ପ୍ରମାଣ ପାଇବା ପାଇ ଶୁଖାଯିବ ପୋଖରୀ। ପରୀ ମୃତଦେହର କିଛି ଅଂଶ ପୋଖରୀରେ ପଡ଼ିଥିବା ସନ୍ଦେହ କରୁଛି କ୍ରାଇମ୍‌ ବ୍ରାଞ୍ଚ। ତେଣୁ ଏପରି ପଦକ୍ଷେପ ନେବାକୁ ଯୋଜନା କରାଯାଉଥିବା ସୂଚନା ମିଳିଛି। ସୂଚନାନୁସାରେ,…

ପ୍ରାଣୀ ଚିକିତ୍ସା ସେବା ବିପର୍ଯ୍ୟସ୍ତ

ଜଗତ୍‌ସିଂହପୁର ଅଫିସ୍‌, ୨୧।୧୨ – ଜଗତ୍‌ସିଂହପୁର ଜିଲାରେ ଏବେ ପ୍ରାଣୀ ଚିକିତ୍ସା ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ପଦବୀ ଖାଲି ସାଙ୍ଗକୁ ଅସ୍ତ୍ରୋପଚାର ସୁବିଧା ନ ଥିବା ଏବଂ ଭିତ୍ତିଭୂମିର ଅଭାବ କାରଣରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାଣୀ ରକ୍ତ, ପରିସ୍ରା…

ପେନାଲା ଗ୍ରାମକୁ ରାସ୍ତା ନାହିଁ: କାଠଗଣ୍ଡିରେ ଯାତାୟାତ କରୁଛନ୍ତି ଆଦିବାସୀ

ବାଲିଗୁଡ଼ା,୨୧।୧୨(ଡି.ଏନ୍‌.ଏ.): କନ୍ଧମାଳର ବିକାଶ ପାଇଁ ସରକାରୀସ୍ତରରେ ସ୍ବତନ୍ତ୍ର ଯୋଜନା ରହିଛି। ହେଲେ ଏବେ ମଧ୍ୟ ଅନେକ ଅଞ୍ଚଳରେ ବିକାଶ ଅପହଞ୍ଚ ହୋଇଛି। ଫଳରେ ବର୍ଷବର୍ଷ ଧରି ଲୋକେ କାଠଗଣ୍ଡିରେ ବିପଦସଙ୍କୁଳ ଅବସ୍ଥାରେ ଯାତାୟାତ କରୁଛନ୍ତି। ଏହା ଦେଖିବାକୁ ମିଳିଛି କନ୍ଧମାଳ ଜିଲା…

ପରୀ ହତ୍ୟାକାଣ୍ଡ ମାମଲା: ସରୋଜଙ୍କ ଘରେ ଏସ୍‌ଆଇଟି ଟିମ୍‌

ନୟାଗଡ଼ ଅଫିସ,୨୧ା୧୨: ପରୀ ହତ୍ୟାକାଣ୍ଡର ତଦନ୍ତ ପାଇଁ ଏସ୍‌ଆଇଟିର ଦୁଇ ଜଣିଆ ଟିମ୍‌ ଯଦୁପୁର ଗାଁରେ ପହଞ୍ଚିଛନ୍ତି। ମହିଳା ଇନ୍ସପେକ୍ଟର ପ୍ରଥମେ ସରୋଜଙ୍କ ମା’ ଓ ପରେ ଗାଁ ସଭାପତିଙ୍କ ପଚରାଉଚରା କରିଛନ୍ତି। ତେବେ ଅଭିଯୁକ୍ତଙ୍କୁ ତାଙ୍କ ସାଙ୍ଗରେ ଆଣି ନ…

ବ୍ରାଉନସୁଗାର କାରବାର ବେଲଗାମ

ନୟାଗଡ ଅଫିସ,୨୧।୧୨: ବ୍ରାଉନସୁଗାର କାରବାର ଉପରେ ଲଗାମ ନ ଥିବାରୁ ଏହାର ବ୍ୟବସାୟ ନୟାଗଡ଼ ଜିଲାରେ ବଢ଼ିବାରେ ଲାଗିଛି। ଜିଲାର ବିଭିନ୍ନ ଥାନା, ଫାଣ୍ଡି, ମନ୍ଦିର, ବଜାର, ଶିକ୍ଷାନୁଷ୍ଠାନ ସମ୍ମୁଖରେ ବ୍ରାଉନସୁଗାର ବିକ୍ରି ହେଉଛି। କାରବାରକୁ ବଢ଼ାଇବା ପାଇଁ ବେକାର ଯୁବକ,…

ପୂରଣ ହେଉନି ବସ୍‌ଷ୍ଟାଣ୍ଡ ପ୍ରତିଶ୍ରୁତି

ଛେଣ୍ଡିପଦା,୨୧ା୧୨ (ସ୍ବ.ପ୍ର.) ଅନୁଗୋଳ ଜିଲାର ଛେଣ୍ଡିପଦା ବ୍ଲକରେ ରହିଛି କୋଇଲା ଖଣି। ଦୈନିକ ଶତାଧିକ ଟ୍ରକ୍‌ରେ ଏଠାରୁ କୋଇଲା ବିଭିନ୍ନ କାରଖାନାକୁ ଯାଉଛି। ଆଗାମୀ ଦିନରେ ଆହୁରି ଅଧିକ କୋଇଲା ଖଣି ଖୋଳାଯିବାର ଯୋଜନା ସରକାରଙ୍କ ନିକଟରେ ରହିଛି। ବ୍ଲକ ସଦରମହକୁମାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?