ଆମ ଜିଲା ଖବର

ପଞ୍ଚସଖା ପଡ଼ିଆରେ ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ

ସାକ୍ଷୀଗୋପାଳ, ୩୦।୫(ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ବକୁଳ ବନ ସ୍ଥିତ ପଞ୍ଚସଖା ପଡିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ସମୁହ ‘ବନ୍ଦେ ଉତ୍କଳ ଜନନୀ’ଗାନ କରାଯାଇଛି। ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ଅଧ୍ୟକ୍ଷା ସସ୍ମିତା ପ୍ରଧାନ, ବିଡିଓ ସରୋଜ କୁମାର…

ଖୋର୍ଦ୍ଧାରେ ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ: ସାମିଲ ହେଲେ ବିଧାୟକ, ଜିଲାପାଳ..

ଖୋର୍ଦ୍ଧା ଅଫିସ,୩୦।୫ : କରୋନା ଯୋଦ୍ଧାଙ୍କ ତ୍ୟାଗ, ନିଷ୍ଠାକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ପରିସରରେ ଶନିବାର ଜିଲାସ୍ତରୀୟ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଛି । ଜିଲାପାଳ ଶିତାଂଶୁ ରାଉତ, ଜିଲା…

ସଙ୍ଗରୋଧ କେନ୍ଦ୍ରରେ ବନ୍ଦେ ଉତ୍କଳ ଜନନୀ ଗାଇଲେ ପ୍ରବାସୀ

ଚୌଦ୍ୱାର,୩୦ା୫(ଡି.ଏନ.ଏ.)-କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ଚୌଦ୍ୱାର କଲେଜ ମହିଳା ଛାତ୍ରୀ ନିବାସରରେ ରହୁଥିବା ପ୍ରବାସୀମାନେ ଜଗନ୍ନାଥ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହମବତୀ ଜାଳିବା ସହିତ ‘ବନ୍ଦେ ଉତ୍କଳ ଜନନୀ ଗାନ କରିଛନ୍ତି। ଏହି କେନ୍ଦ୍ରରେ ରହୁଥିବା ଜିଲା ତଥା ରାଜ୍ୟ ବାହାରର ୪୦…

ଗଞ୍ଜାମ ସହରରେ ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ

ଗଞ୍ଜାମ,୩୦ା୫(ଡି.ଏନ.ଏ.)-ଗଞ୍ଜାମ ସହରରେ ଶନିବାର ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବରୁ ଜିଲା ପ୍ରଶାସନ ପକ୍ଷରୁ ଚିହ୍ନଟ ହୋଇଥିବା ଜବରଦଖଲ ସ୍ଥାନକୁ ଜେସିବି ମେଶିନ ଦ୍ୱାରା ଭଙ୍ଗାଯାଇଛି। ତେବେ ଏନ୍‌ଏସି ପକ୍ଷରୁ ଉଠା ଦୋକାନୀଙ୍କୁ ଭେଣ୍ଡିଂ ଜୋନ ଯୋଗାଇବାରେ ବିଫଳ ହୋଇଥିବା…

କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇଲା ଗଞ୍ଜାମ ପୋଲିସ

ଛତ୍ରପୁର,୩୦ା୫(ଡି.ଏନ.ଏ.)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧକ୍ରମେ ଶନିବାର ଅପରାହ୍ନରେ ଛତ୍ରପୁରସ୍ଥିତ ପୋଲିସ ପଡିଆରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ, ଅତିରିକ୍ତ ଏସପି ଠାକୁର ପ୍ରସାଦ ପାତ୍ର,…

ମଙ୍ଗସପୁରକୁ ସଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ସୁନ୍ଦରଗଡ଼, ୩୦।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ବ୍ଲକ ଅନ୍ତର୍ଗତ ମଙ୍ଗସପୁର ସଂଗରୋଧ କେନ୍ଦ୍ରରେ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ପରେ ସେହି ଗ୍ରାମକୁ ସଟ୍‌ ଡାଉନ୍‌ ଘୋଷଣା କରାଯାଇଛି। ମଂଗସପୁର ସରପଞ୍ଚ ବାବୁଲାଲ ମାଝୀ ଶନିବାର ଏହି ଘୋଷଣା କରିଥିବା…

ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦୪: ସୁସ୍ଥ ହେଲେଣି ୩୧୮

ବ୍ରହ୍ମପୁର ଅଫିସ,୩୦ା୫- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଡ଼ି ଚାଲିଛି। ଶୁକ୍ରବାର ଜିଲାରେ ୬ ନୂତନ ସଂକ୍ରମିତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୪ ରେ ପହଞ୍ଚିଛି। ଏପର୍ଯ୍ୟନ୍ତ ଜିଲାରେ ସମୁଦାୟ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହାଇଥିବାବେଳେ ୩୧୮ ଜଣ…

ହଟିଲା କଟକଣା: ରାଉରକେଲାରେ ଖୋଲିଲା କଣ୍ଟେନ୍‌ମେଣ୍ଟ ଜୋନ୍‌

ରାଉରକେଲା ଅଫିସ,୩୦।୫: ସୁନ୍ଦରଗଡ଼ ଜିଲା ରାଉରକେଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଗତ ମାସ ୨୬ ତାରିଖରେ ସହରର କିଛି ଅଞ୍ଚଳକୁ କଣ୍ଟେନମେଣ୍ଟ ଓ ବଫର ଜୋନ୍‌ ଭାବେ ଘୋଷଣା କରାଯାଇ ବିଭିନ୍ନ କଟକଣା ଲଗାଯାଇଥିଲା। ପୂର୍ବରୁ କିଛି…

ବିନା ଭକ୍ତରେ ସ୍ନାନଯାତ୍ରା, ରଥଯାତ୍ରା ନେଇ ପ୍ରସ୍ତାବ; ଶେଷ ନିଷ୍ପତ୍ତି ନେବେ ରାଜ୍ୟ ସରକାର

ପୁରୀ ଅଫିସ, ୩୦।୫: ଚଳିତ ବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ଅନୁଷ୍ଠିତ ହେବା ନେଇ ଶନିବାର ଭୁବନେଶ୍ୱର ଓ ପୁରୀରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ନିଳାଦ୍ରି ବିଜେ…

ଟ୍ରେନ୍‌ ଚେନ୍‌ ଟାଣି ୧୫୩୪ ପ୍ରବାସୀ ଓହ୍ଲାଇବା ଘଟଣା: ୨୭ଟି ବସ୍‌ ଯୋଗେ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ପଠାଇଲା ପ୍ରଶାସନ

ଛତ୍ରପୁର,୩୦ା୫(ଡି.ଏନ୍‌.ଏ.): ସୁରଟରୁ ବାଲେଶ୍ୱର ଯାଉଥିବା ଟ୍ରେନର ଚେନ୍‌ ଟାଣିି ଗଞ୍ଜାମ ଜିଲା ଛତ୍ରପୁର ଷ୍ଟେଶନ ନିକଟରେ ୧୫୩୪ ଜଣ ପ୍ରବାସୀ ଶୁକ୍ରବାର ସନ୍ଧ୍ୟାରେ ଓହ୍ଲାଇ ପଡ଼ିଥିଲେ। ଘଟଣାସ୍ଥଳରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଏସ୍‌ପି ବ୍ରିଜେଶ କୁମାର ରୟ, ପୋଲିସ,…

ବର୍ଷାରେ ଭିଜିଲା ଧାନ, ବିକି ନ ପାରି ମୁଣ୍ଡରେ ହାତ ଦେଇଛି ଚାଷୀ

ଜୟପୁର,୩୦ା୫(ନି.ପ୍ର.): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଞ୍ଚଳର ଚାଷୀ ଲଗାଣ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି। ମଣ୍ଡି ପାଇଁ ଅମଳ କରିଥିବା ରବିଧାନ ମୁକୁଳା ପଡ଼ିଥିବାରୁ ଲଗାଣ ବର୍ଷାରେ ଭିଜିଛି। କୁନ୍ଦୁରା ବ୍ଲକର ଡଙ୍ଗରପାଉଁସିରେ ଖୋଲା ପଡ଼ିଆରେ ଥିବା…

ରାଶନ ବିତରଣ କେନ୍ଦ୍ରରେ ଦର ତାଲିକା ନ ଲାଗିବା ନେଇ ଅସନ୍ତୋଷ

ଚୌଦ୍ୱାର,୩୦ା୫(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକାର ୧୯ଟି ଓ୍ବାର୍ଡରେ ୧୭ଟି ବିତରଣ କେନ୍ଦ୍ର ଥିବାବେଳେ କୌଣସି କେନ୍ଦ୍ରରେ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ସରକାରଙ୍କ ଦ୍ୱାରା ଦିଆଯାଇଥିବା ବିଭିନ୍ନ ଖାଉଟି ସାମଗ୍ରୀର ଦର ତାଲିକା ଲେଖାଯାଉନାହିଁ। ଯାହାକୁ ନେଇ ସାଧାରଣରେ ଦ୍ୱନ୍ଦ୍ୱ ଉପୁଜିବା ସହିତ ଅସନ୍ତୋଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri