ଆମ ଜିଲା ଖବର

ନାଳ ନିକଟରେ ପଡ଼ିଛି ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ: ପରିଚୟ ଖୋଜୁଛି ବନ୍ଧମୁଣ୍ଡା ପୋଲିସ

ରାଉରକେଲା ଅଫିସ, ୧୯।୧୨: ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ପ୍ରେମନଗର ନାଳ ନିକଟରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ ଜବତ କରିଛି। ମୃତଦେହ ନିକଟରେ ରକ୍ତ ଭିଜା ପଥର ପଡ଼ିଥିବାରୁ ତାଙ୍କୁ ପଥରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି l…

ବାଗ୍ରୀବେଡ଼ା ଗ୍ରାମକୁ ନାହିଁ ରାସ୍ତା

ଦଶମନ୍ତପୁର, ୧୯।୧୨ ( ଡ଼ି.ଏନ.ଏ ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ନନ୍ଦିଗାଁ ପଞ୍ଚାୟତର ବାଗ୍ରୀବେଡ଼ା ଗ୍ରାମର ଗ୍ରାମବାସୀ ଅନେକ ସମସ୍ୟା ମଧ୍ୟରେ କାଳ କାଟୁଛନ୍ତି। ବିଭିନ୍ନ ସରକାରୀ ଯୋଜନା ସେମାନଙ୍କ ନିକଟରେ ଅପହଞ୍ଚ ହୋଇ ରହିଛି। ୭୯ ପରିବାରକୁ ନେଇ…

ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହେଲେ ଅନୁଭବ

କଟକ ଅଫିସ, ୧୯।୧୨: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଶୁକ୍ରବାର କଟକ ଏସ୍‌ଡିଜେଏମ୍‌ କୋର୍ଟରେ ହୋଇଥିଲା। କିଛିଦିନ ତଳେ ସ୍ତ୍ରୀ ବର୍ଷା କରିଥିବା ଏକ ପାରିବାରିକ ହିଂସା ମାମଲାରେ ନିଜ ପକ୍ଷ ରଖିବା ପାଇଁ…

ଆସିଛି ୫ଶହ, କିଣା ହୋଇଛି ୧୧ଶହ କୁଇଣ୍ଟାଲ ଧାନ

ବିଷମକଟକ, ୧୯।୧୨: ରାୟଗଡ଼ା ଜିଲା ବିଷମକଟକ ବ୍ଲକ ହାଟମୁନିଗୁଡ଼ା ମଣ୍ଡିରେ ବ୍ୟାପକ ଅବ୍ୟବସ୍ଥା ଦେଖାଦେଉଛି। ଶୁକ୍ରବାର ମଣ୍ଡିକୁ ମାତ୍ର ୫ଶହ କୁଇଣ୍ଟାଲ ଧାନ ଆସିଥିବାବେଳେ ୧୧ଶହ କୁଇଣ୍ଟାଲ ଧାନ କିଣାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହାଛଡ଼ା ଧାନ ବିକିବାକୁ ଆସୁଥିବା ଚାଷୀଙ୍କ…

ପରୀ ହତ୍ୟା ଘଟଣା: ଯଦୁପୁରର ୩ ଜଣଙ୍କୁ ଉଠାଇ ନେଲା ପୋଲିସ

ନୟାଗଡ଼ ଅଫିସ,୧୯।୧୨: ନୟାଗଡ଼ ସଦର ଥାନା ଅଧୀନ ଯଦୁପୁରର ଶିଶୁକନ୍ୟା ପରୀ ହତ୍ୟା ଘଟଣାରେ ଯଦୁପୁର ଗାଁର ୩ଜଣଙ୍କୁ ଉଠାଇ ନେଇଛି ଏସ୍‌ଆଇଟି। ଯଦୁପୁର ଗାଁର ସରୋଜ ସେଠୀ, ତାଙ୍କ ମା’ ଓ ବଡଭଉଣୀ ପ୍ରମୁଖ ୩ଜଣଙ୍କୁ ଏସ୍‌ଆଇଟି ପଚରାଉଚରା ଜାରି…

ଗୀତା ମେହେଟ୍ଟାଙ୍କ ପରାମର୍ଶରେ ଚାଲିଛି କରୋନା ମୁକାବିଲା: ବିକ୍ରମ ଆରୁଖ

ଭଞ୍ଜନଗର,୧୯।୧୨(ଡି.ଏନ.ଏ.): କରୋନାର ସଫଳ ମୁକାବିଲା କରିବାରେ ରାଜ୍ୟ ସରକାର ସଫଳ ହୋଇଛନ୍ତି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ କମୁଛି। ଆଗାମୀ ଦିନରେ ଓଡ଼ିଶା କରୋନା ମୁକ୍ତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନାର ଭୟାବହତା ସମ୍ପର୍କରେ ଆମେରିକାରେ ରହୁଥିବା ତାଙ୍କ…

ଶତ୍ରୁତାରୁ ଟାର୍ଗେଟ୍‌ ଶିଶୁ

ଅନୁଗୋଳ/ ଢେଙ୍କାନାଳ ଅଫିସ,୧୯ା୧୨ ରାଜ୍ୟରେ ବଢ଼ୁଛି ଶିଶୁ ନିଖୋଜ ଓ ହତ୍ୟା ଘଟଣା। ଏନ୍‌ସିଆର୍‌ବି ତଥ୍ୟ ଅନୁଯାୟୀ ଓଡ଼ିଶାରୁ ଦୈନିକ ୧୨ ଜଣ ଶିଶୁ ନିଖୋଜ ହେଉଛନ୍ତି। ତେବେ କିଛିଦିନ ହେଲା ଏପରି ମାମଲାରେ ତୀବ୍ରତା ପରିଲକ୍ଷିତ ହେଉଛି। ବିଶେଷକରି କଳି,…

ରାମପୁର ପ୍ୟାକ୍ସରେ ଧାନ ବିକ୍ରୟରେ ଟୋକନ ଅବ୍ୟବସ୍ଥା: ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ଡୁଙ୍ଗୁରିପାଲି,୧୯।୧୨(ଡି.ଏନ.ଏ.)- ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଏସ.ରାମପୁର ସେବା ସମବାୟ ସମିତି କାର୍ଯ୍ୟାଳୟରେ ଧାନ ବିକ୍ରୟ ସମୟରେ ଟୋକନ ଅବ୍ୟବସ୍ଥା ନେଇ ଶୁକ୍ରବାର ରାମପୁର ତହସିଲଦାରଙ୍କ ଜରିଆରେ ଜିଲାପାଳଙ୍କୁ ରାମପୁର ପ୍ୟାକ୍ସର ଚାଷୀମାନେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ୭…

କରୋନା ସଂକ୍ରମଣକୁ ପ୍ରତିହତ ନିମନ୍ତେ ଜିଲାବ୍ୟାପି ରାପିଡ୍‌ ଆଣି୍ଟଜେନ୍‌ ଟେଷ୍ଟଜାରି

ଦେବଗଡ,୧୯ା୧୨(ଡି.ଏନ.ଏ)-ଜିଲାରେ କରୋନା ସଂକ୍ରମଣକୁ ପ୍ରତିହତ ନିମନ୍ତେ ସଂକ୍ରମିତଙ୍କୁ ଚିହ୍ନଟ ପାଇଁ ଜିଲାବ୍ୟାପି ରାପିଡ୍‌ ଆଣି୍ଟଜେନ୍‌ ଟେଷ୍ଟ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ୧୯ ରୁ ୨୨ତାରିଖ ପର୍ଯ୍ୟନ୍ତ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ୪ଟି ଟିମ୍‌ ଜିଲାର ୩ଟି ବ୍ଲକର ବିଭିନ୍ନ ସ୍ଥାନରେ…

ରିଆମାଳ କଲ୍ୟାଣ ମଣ୍ଡପରେ ପଞ୍ଚାୟତ ସମିତି ସମୀକ୍ଷା ବୈଠକ

  ରିଆମାଳ, ୧୯ା୧୨ (ଡି.ଏନ୍‌.ଏ.) -ଦେବଗଡ ଜିଲା ରିଆମାଳ ସଦର ମହକୁମା କଲ୍ୟାଣ ମଣ୍ଡପ ଠାରେ ପଞ୍ଚାୟତ ସମିତି ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି ା ଏହି ବୈଠକରେ ପଞ୍ଚାୟତ ସମିତି ଚେୟାରମେନ ରିତାଞ୍ଜଳୀ ହାତି ସଭାପତିତ୍ୱ କରିଥିଲେ ା…

ବଡସିମଲଇ ଗ୍ରାମର ସୋଲାର ଜଳ ପ୍ରକଳ୍ପ ଅଚଳ

ରିଆମାଳ, ୧୯।୧୨(ଡି.ଏନ.ଏ.) -ଦେବଗଡ ଜିଲା ରିଆମାଳ ବ୍ଲକ ବଡସିମଲଇ ଗ୍ରାମରେ ଜଳାଭାବ ଯୋଗୁ ଏକ ସୋଲାର ଜଳ ପ୍ରକଳ୍ପ ହୋଇଛି। କିନ୍ତୁ ଦୀର୍ଘ ୩ ମାସରୁ ଅଧିକ ହେଲାଣି ଏହି ସୋଲାର ପ୍ରକଳ୍ପ ଅଚଳ ହୋଇପଡିଛି। ଗ୍ରାମବାସୀ ଜଳ ପାଇଁ ହନ୍ତସନ୍ତ…

ଔପଦା ମହାବିଦ୍ୟାଳୟରେ ଭିଜିଲାନ୍ସ: ନିଲମ୍ବିତ ହେଲେ ଅଧ୍ୟକ୍ଷ

ବାଲେଶ୍ୱର ଅଫିସ, ୧୮।୧୨-ବାଲେଶ୍ୱର ଜିଲା ଔପଦା ଯୁକ୍ତ ୨ କଲେଜରେ ଅର୍ଥ ହେରଫେର ନେଇ ଅଭିଯୋଗ ହେବା ପରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ଚେକବୁକ୍‌ ଓ କ୍ୟାଶବୁକ୍‌ ଜବତ କରାଯାଇଛି। ଉପଜିଲାପାଳ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?