କାଳବୈଶାଖୀ: ଘର ଉପରେ ପଡିଲା ଗଛ, ଦମ୍ପତି ଆହତ
ବାଲିଗୁଡା,୨୯ା୫(ଡି.ଏନ୍.ଏ.)- ବାଲିଗୁଡା ଉପଖଣ୍ଡ କ.ନୂଆଗାଁ ବ୍ଲକ ଅଞ୍ଚଳରେ ଗୁରୁବାର ରାତିରେ କାଳବୈଶାଖୀ ପ୍ରଭାବରେ ଜୋରରେ ବର୍ଷା ପବନ ହୋଇଥିଲା। ସାରଙ୍ଗଗଡ଼ ଥାନା ବନେଗଁାର କୃଷ୍ଣଚନ୍ଦ୍ର ପ୍ରଧାନଙ୍କ ଘର ଉପରେ ଏକ ବଡଗଛ ଉପୁଡି ପଡି ଯିବାରୁ ଘରଟି ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି।…
ଦାବି ପୂରଣ ନ ହେଲେ କାର୍ଯ୍ୟ ବନ୍ଦ କରିବେ ଅଙ୍ଗନୱାଡ଼ି କର୍ମୀ
ବୁଗୁଡ଼ା,୨୯ା୫(ଡି.ଏନ.ଏ.)- ଅଙ୍ଗନୱାଡ଼ି କର୍ମୀଙ୍କର ଦାବି ମେ ୩୧ ସୁଦ୍ଧା ପୂରଣ ନ ହେଲେ ଜୁନ ୧ରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବେ ବୋଲି ଶୁକ୍ରବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟରେ ଅଧିକାରୀ ରଞ୍ଜିତା ତ୍ରିପାଠୀଙ୍କୁ ଲିଖିତ ଆକାରରେ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍…
CORONAVIRUS UPDATE: ନୂଆପଡ଼ାରେ ଆଉ ୧୨ କରୋନା ପଜିଟିଭ ଚିହ୍ନଟ
ନୂଆପଡା ଅଫିସ,୨୯ା୫- ଶୁକ୍ରବାର ନୂଆପଡା ଜିଲାରେ ଆଉ ୧୨ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ା ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬ରେ ପହଞ୍ଚତ୍ଛି ା ଚିହ୍ନଟ ୧୨ ନୂଆ ରୋଗୀଙ୍କ ମଧ୍ୟରୁ ନୂଆପଡ଼ା ଏନଏସି ଅଞ୍ଚଳରେ ଥିବା ବସଷ୍ଟାଣ୍ଡ…
ବଲାଙ୍ଗୀର ଜିଲା: ଜୁନ୍ ୧ରୁ ଚାଲିବ ଘରୋଇ ବସ୍
ବଲାଙ୍ଗୀର ଅଫିସ, ୨୯।୫-ବଲାଙ୍ଗୀର ଜିଲାରେ ଜୁନ ୧ତାରିଖରୁ ଘରୋଇ ବସ୍ ଚଳାଚଳ ଆରମ୍ଭ କରିବ। ଜିଲା ଘରୋଇ ବସ୍ ମାଲିକ ସଂଘର ଏକ ଗୁରୁତ୍ୱପୂର୍ଣ ସାଧାରଣ ପରିଷଦ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଜୁନ୍ ୧ତାରିଖ ପୂର୍ବରୁ ସମସ୍ତ ବସ୍କୁ ସଂଘ…
ମାଲ୍ବାହୀ ଟ୍ରେନ୍ରୁ ସାର ଚୋରି
ବଲାଙ୍ଗୀର ଅଫିସ, ୨୯ା୫-ବଲାଙ୍ଗୀର ରେଳ ଷ୍ଟେଶନ୍ରେ ଲାଗିଥିବା ମାଲ୍ବାହୀ ଟ୍ରେନ୍୍ରୁ ସାର ଚୋରି ହୋଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଉଭୟ ସାର ଯୋଗାଣ ଠିକାଦାର ଓ ରେଳ ସୁରକ୍ଷା ବଳ ପରସ୍ପର ବିରୋଧରେ ଦୋଷାରୋପ କରିଛନ୍ତି। ବିଶାଖାପାଟଣା…
ଧାନବିଲକୁ ଯାଉଥିବା ମହିଳାଙ୍କୁ କଚାଡ଼ି ମାରିଲା ହାତୀ
ନାକଟିଦେଉଳ, ୨୯।୫ (ଡି.ଏନ.ଏ.)-ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ହିତସରା ଗାଁରେ ଶୁକ୍ରବାର ସକାଳ ୬ଟାରେ ଜଣେ ମହିଳାଙ୍କୁ ହାତୀ କଚାଡି ମାରି ଦେଇଛି। ଏହି ମହିଳା ଜଣଙ୍କ ହେଲେ ହିତସରା ଗାଁର ମିତ୍ରଭାନୁ ଦେହୁରୀଙ୍କ ସ୍ତ୍ରୀ ପ୍ରମିଳା ଦେହୁରୀ (୫୫)।…
ଶ୍ରୀଜଗନ୍ନାଥଙ୍କ ବାହୁଟ ସେବାଲାଗି ବଉଳ ବୃକ୍ଷ ଚିହ୍ନଟ
ସାକ୍ଷୀଗୋପାଳ,୨୯ା୫(ଡି.ଏନ୍.ଏ): ଚଳିତବର୍ଷ ସ୍ନାନ ଓ ରଥଯାତ୍ରା ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ବଡଠାକୁରଙ୍କ ପହଣ୍ଡି ବିଜେ ନିମନ୍ତେ ଆବଶ୍ୟକ ବାହୁଟ ସେବା ଲାଗି ଶୁକ୍ରବାର ବଉଳବୃକ୍ଷ ଚିହ୍ନଟ କରାଯାଇଛି। ପରମ୍ପରାକ୍ରମେ ସାକ୍ଷୀଗୋପଳ ବକୁଳବନରୁ ସଂଗ୍ରହ କରାଯାଉଥିବା ବଉଳକାଠ ଏଥର ଅଭାବ ଥିବାରୁ…
କାଳବୈଶାଖୀରେ ଭାଙ୍ଗିଲା ୭ଶହ ବିଦ୍ୟୁତ୍ଖୁଣ୍ଟ, ୩୦ ଟ୍ରାନ୍ସଫର୍ମର
ନିମାପଡ଼ା,୨୯ା୫(ଡି.ଏନ.ଏ.): ଓଡ଼ିଶାର କେତେକ ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ ଅଚାନକ ପ୍ରବଳ ପବନ, ବିଜୁଳି ମାରିବା ସହ ବର୍ଷା ହୋଇଥିଲା। ବିଜୁଳିର ଶବ୍ଦ ଏତେ ଭୟାନକ ଥିଲା ଯେ ଲୋକଙ୍କ ନିଦ ଭାଙ୍ଗି ଦେବା ସହ ଭୟଭୀତ କରିଦେଇଥିଲା। ଏହି କାଳବୈଶାଖୀ…
ଟ୍ରକ୍ ଭଡ଼ାକରି ନିଜ ରାଜ୍ୟକୁ ଗଲେ ଯାଯାବର
କୋରୁକୋଣ୍ଡା,୨୯ା୫(ଡି.ଏନ୍.ଏ.)-ମାଲକାନଗିରି ଜିଲା ବାଲିମେଳା ଏନ୍ଏସିର ଆଞ୍ଚଳିକ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପଡ଼ିଆରେ ମଧ୍ୟପ୍ରଦେଶର ୫ଟି ପରିବାରର ୨୪ ଜଣ ସଦସ୍ୟ ଯାଯାବର ଜୀବନ ବିତାଉଥିଲେ। ସେମାନେ ଲୁହା ସାମଗ୍ରୀ ଯଥା-ପନିକି,ଦା, କଟୁରି, କୁରାଢ଼ି ଆଦି ପ୍ରସ୍ତୁତକରି ଜିଲାର ବିଭିନ୍ନ ଅଞ୍ଚଳ ବୁଲି ବିକ୍ରି…
ଧାନ ନିମ୍ନମାନ ଆଳରେ ଚାଷୀଙ୍କୁ ଶୋଷୁଛନ୍ତି ସମସ୍ତେ
ଜୟପୁର,୨୯ା୫(ଡି.ଏନ୍.ଏ.)-ଚାଷୀଙ୍କ ଅମଳ ରବିଧାନ କ୍ରୟ ପାଇଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଣ୍ଡି ଆରମ୍ଭ ହୋଇଛି। ମାତ୍ର ଚାଷୀଙ୍କ ଅମଳ ଧାନ ନିମ୍ନମାନର ଆଳ ଦେଖାଇ କୁଇଣ୍ଟାଲ ପିଛା ୬ରୁ ୭ କେଜି ଅଧିକ ଧାନ ଦେବାକୁ ଦାବି କରାଯାଉଛି ା ଏଥିରେ…
ତାମିଲନାଡୁରୁ ସାଇକେଲରେ ଫେରୁଥିବା ୬ଜଣଙ୍କୁ ଘରକୁ ପଠାଇଲା ପୋଲିସ
ଦାରିଙ୍ଗବାଡି,୨୯ା୫(ଡି.ଏନ୍.ଏ.)- ଦାରିଙ୍ଗବାଡି ଥାନା ଦେଇ ବଲାଙ୍ଗିର ଜିଲାକୁ ୬ ପ୍ରବାସୀ ଶୁକ୍ରବାର ତାମିଲନାଡୁ ଫେରୁଥିଲେ। ଦାରିଙ୍ଗବାଡି ପୋଲିସ ସେମାନଙ୍କୁ ଉଦ୍ଧାର କରି ରନ୍ଧା ଖାଦ୍ୟ, ପାଣି ବିସ୍କୁଟ ଦେବାସହ ବିଶ୍ରାମ ପାଇଁ ବ୍ୟବସ୍ଥା କରିଥିଲା। ପରେ ଏକ ଗାଡି କରି ସାଇକଲ…
ଛତ୍ରପୁରରେ ଟ୍ରେନ୍ ଚେନ୍ ପୁଲିଂ କରି ପୁଣି ଓହ୍ଲାଇଲେ ୧୨୦୦ ପ୍ରବାସୀ: ଭୁଲିଗଲେ ସାମାଜିକ ଦୂରତା
ଛତ୍ରପୁର,୨୯ା୫(ଡି.ଏନ୍.ଏ)-ପୁଣି ଟ୍ରେନ ଚେନ ପୁଲିଂ କରି ଓହ୍ଲାଇ ପଡ଼ିଛନ୍ତି ପ୍ରବାସୀ। ଏପରି ଘଟଣା ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନରେ ଦେଖିବାକୁ ମିଳିଛି। ସୁରଟରୁ ପ୍ରବାସୀଙ୍କୁ ନେଇ ବାଲେଶ୍ୱର ଅଭିମୁଖେ ଯାଉଥିବା ଏକ ଟ୍ରେନ୍ର ଚେନ୍ ପୁଲିଂ କରି ଶୁକ୍ରବାର ସାରେ…
Archives


