ଆମ ଜିଲା ଖବର

ଫଳ ବଜାରରେ ଲାଗିଲା ନିଆଁ

ବଲାଙ୍ଗୀର ଅଫିସ,୧୮ା୧୨: ବଲାଙ୍ଗୀର ଫଳ ବଜାରରେ ଗୁରୁବାର ବିଳମ୍ବିତ ରାତିରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ଚାହୁଁ ଚାହୁଁ ନିଆଁ ଚାରିଆଡ଼େ ବ୍ୟାପି ଯାଇଥିଲା। ଫଳରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ଏହି ଅଗ୍ନିକାଣ୍ଡରେ ଜଣେ ବ୍ୟକ୍ତି…

ଘାଟିରେ ଓଲଟିଲା ବସ୍‌, ୨୫ ଯାତ୍ରୀ ଆହତ

ଫୁଲବାଣୀ ଅଫିସ,୧୮ା୧୨: ଗୁରୁବାର ବିଳମ୍ବିତ ରାତିରେ ଖଜୁରିପଡ଼ା ଥାନା ଅନ୍ତର୍ଗତ ସ୍କୁଲ ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପ୍ରାୟ ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ଥିବାରୁ…

ପ୍ରଥମେ ଟୋକନ୍‌, ପରେ ଜଗା ଦର୍ଶନ

ପୁରୀ ଅଫିସ,୧୮ା୧୨: କରୋନା କଟକଣା ଯୋଗୁ ଦୀର୍ଘ ୯ମାସ ହେଲା ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିଛି। ତେବେ ପ୍ରଶାସନର ନିଷ୍ପତ୍ତି କ୍ରମେ କୋଭିଡ କଟକଣା ପାଳନ କରାଯାଇ ଅସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲାଯିବ। ପ୍ରଥମ ପର୍ଯ୍ୟାୟରେ ୨୩ରୁ ୩୧…

୨୦ରେ ମହାପ୍ରଭୁ ପିନ୍ଧିବେ ଘୋଡ଼

ପୁରୀ ଅଫିସ,୧୮ା୧୨: ଶୀତ ଜୋର୍‌ ଧରିବା ଆରମ୍ଭ କଲାଣି। ତେଣୁ ମହାପ୍ରଭୁଙ୍କୁ ଶୀତ ପ୍ରକୋପରୁ ସୁରକ୍ଷିତ ରଖିବା ପାଇଁ ଘୋଡ଼ ଲାଗି କରାଯିବ। ଦରଜି ସର୍ଦ୍ଦାର ପ୍ରକାଶ ମହାପାତ୍ର ଏହି ଘୋଡ଼ (ଶୀତବସ୍ତ୍ର) ତିଆରି କରିସାରି ଗୁରୁବାର ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର…

କାର୍ଯ୍ୟକାରୀ ହେଉନି ସୁପ୍ରିମକୋର୍ଟ ନିର୍ଦ୍ଦେଶନାମା: ଶିଶୁ ମୁଣ୍ଡରେ ଇଟାବୋଝ

ମହାକାଳପଡା,୧୮ା୧୨(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଶୁମାନଙ୍କ ପ୍ରତିଭା ବିକାଶ କରିବା ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରାଯାଉଛି। ସମାଜରେ ନିଜର ସ୍ବାର୍ଥ ସାଧନ ପାଇଁ ଶିଶୁମାନଙ୍କୁ ଘରୋଇ, ନିର୍ମାଣ କାମ, ହୋଟେଲ ଓ ଅନ୍ୟ କାର୍ଯ୍ୟରେ ସ୍ବଳ୍ପ ମୂଲ୍ୟ…

ବେଆଇନ କମ୍ପ୍ୟୁଟର ଶିକ୍ଷାକେନ୍ଦ୍ରକୁ ଲଗାମ ନାହିଁ : ମିଳୁଥିବା ସାର୍ଟିଫିକେଟ କାମରେ ଲାଗୁନି

କେନ୍ଦ୍ରାପଡ଼ା ଅଫିସ, ୧୮।୧୨: ବୈଷୟିକ ଶିକ୍ଷା ପ୍ରତି ଯୁବତୀ ଯୁବକଙ୍କ ମଧ୍ୟରେ ଏବେ ଆକର୍ଷଣ ବଢୁଛି। କମ୍ପ୍ୟୁଟର ବିନା କାର୍ଯ୍ୟ କରିବା ଅସମ୍ଭବ ହେଉଛି। ଯୁବପିଢ଼ିଙ୍କ ପାଇଁ ଏହି ଶିକ୍ଷାର ଆବଶ୍ୟକତା ରହିଛି। ଏହାର ସୁଯୋଗ କେତେକ ଜାଲ ସଂସ୍ଥା ନେଉଛନ୍ତି।…

ଘରୋଇ ସ୍କୁଲ ରାସ୍ତା ନିର୍ମାଣକୁ ବିରୋଧ: ସେନା କର୍ମଚାରୀଙ୍କୁ ମିଳିଥିଲା ଜମି

ପଟ୍ଟାମୁଣ୍ଡାଇ,୧୮।୧୨(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବିଭିନ୍ନ ଗୋଚର, ଅନାବାଦୀ, ପତିତ ଆଦି ସରକାରୀ ଜମିକୁ ଚଞ୍ଚକତା କରି ପ୍ରଭାବଶାଳୀ ବ୍ୟକ୍ତିମାନେ ଜବରଦଖଲ କରି ଚାଲିଛନ୍ତି। ଏମିତି ଘଟିଛି ପଟ୍ଟାମୁଣ୍ଡାଇ ତହସିଲ ବେଲତଳ ମୌଜାରେ। ଅବସରପ୍ରାପ୍ତ ସ୍ବର୍ଗତ ସେନା କର୍ମଚାରୀ ପାଇଥିବା ଜମି ଉପରେ…

ଶାଳଗାଁରେ ହାତୀ ଉପଦ୍ରବ

ଚୌଦ୍ୱାର,୧୮ା୧୨(ଡି.ଏନ୍‌.ଏ): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଶାଳଗାଁ ପଞ୍ଚାୟତ ଅଧୀନ ଶାଳଗାଁ ଗ୍ରାମରେ ଗୁରୁବାର ଭୋରରୁ ହାତୀ ଉପଦ୍ରବ ଦେଖିବାକୁ ମିଳିଥିଲା। ୧୬ଟିକିଆ ହାତୀପଲ ଧାନବିଲରେ ପଶି ଫସଲ ନଷ୍ଟ କରୁଥିବା ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇପଡିଥିଲେ। ଏ ସମ୍ପର୍କରେ ଖବରପାଇ ଚୌଦ୍ୱାର…

ପରୀକୁ ନ୍ୟାୟ ମିଳୁ, ନିର୍ଦ୍ଦୋଷ ଦଣ୍ଡ ନ ପାଉ

ନୟାଗଡ଼ ଅଫିସ,୧୮ା୧୨: ପରୀ ନ୍ୟାୟ ପାଉ। ତେବେ ବାହାବା ନେବା ପାଇଁ ନିର୍ଦ୍ଦୋଷକୁ ଦଣ୍ଡ ଦିଆ ନ ଯାଉ। ଦୋଷର ପ୍ରମାଣ ମିଳିଲେ ହତ୍ୟାକାରୀଙ୍କୁ ଫାଶୀ ଦିଆଯାଉ। ହେଲେ ନିର୍ଦ୍ଦୋଷକୁ ଫସାଇବାକୁ ଚେଷ୍ଟା କରାଗଲେ ପ୍ରତିବାଦ କରାଯିବ। ଆମେ ରାଜରାସ୍ତାକୁ ଓହ୍ଲାଇବୁ…

ମାତିଲେ ଶିଶୁ ହତ୍ୟାକାରୀ

ପରୀ, ସ୍ବାତୀ, ପିହୁ ପରେ ଗଁା ଦାଣ୍ଡରୁ ନିଖୋଜ ହୋଇଯାଇଥିଲା କାଳିଆ। ଗୁରୁବାର କାଳିଆର ମୃତଦେହ କୂଅରୁ ମିଳିଛି। ହାର୍ଦ୍ଦିକ ହଜିଯାଇଛି। ନୟାଗଡ଼ରୁ ଯାଜପୁର, ବାଲେଶ୍ୱରରୁ ଗଜପତି ଓ ଢେଙ୍କାନାଳ ଯାଏ ଗୋଟିଏ ପରେ ଗୋଟିଏ ଶିଶୁ ନିଖୋଜ, ଅପହରଣ ଅଥବା…

ଟାଟାଷ୍ଟିଲ ବିଏସ୍‌ଏଲ୍‌କୁ ବିଶ୍ୱ ସଷ୍ଟେନ୍‌ବିଲିଟି ପୁରସ୍କାର

ଢେଙ୍କାନାଳ ଅଫିସ, ୧୮।୧୨ ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ ବିଏସ୍‌ଏଲକୁ ସମ୍ମାନଜନକ ବିଶ୍ୱ ସଷ୍ଟେନ୍‌ବିଲିଟି-୨୦୨୦ ପ୍ଲାଟିନମ୍‌ ପୁରସ୍କାର ମିଳିଛି। ଅନ୍‌ଲାଇନରେ ଆୟୋଜିତ ୧୧ତମ ବିଶ୍ୱ ଅକ୍ଷୟ ଶକ୍ତି ଜ୍ଞାନ କୌଶଳ କଂଗ୍ରେସ-୨୦୨୦ ଏବଂ ୪ର୍ଥ ବିଶ୍ୱ ଜଳ ସମ୍ମିଳନୀ ଓ ପ୍ରଦର୍ଶନୀ-୨୦୨୦…

ଲମ୍ବୁଛି ଚୋରା ମଦ ଚେର

ବଇଣ୍ଡା,୧୮ା୧୨(ପରିକ୍ଷିତ ସାହୁ) ଚୋରା ମଦ କାରବାର ରୋକିବାକୁ ସ୍ବତନ୍ତ୍ର ଅବକାରୀ ଥାନା ପ୍ରତିଷ୍ଠା ହୋଇଛି। ଅବକାରୀ ବିଭାଗ ସହ ପୋଲିସ ମିଳିତ ପଦକ୍ଷେପ ନେଉଛି। ନୂତନ କରି ଗଠନ ହୋଇଥିବା ବିବିଧ ଶୃଙ୍ଖଳା ଟିମ୍‌ ମଧ୍ୟ ଚଢ଼ାଉରେ ସାମିଲ ହେଉଛି। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?