ଆମ ଜିଲା ଖବର

୩ ଦିନ ବିତିଗଲାଣି, ମିଳୁନି ରବୀନ୍ଦ୍ରଙ୍କ ପତ୍ତା: କଲେଜ ଯାଉଛି କହି…

ଭଞ୍ଜନଗର,୩।୯(ବାବୁଲା ପ୍ରଧାନ): ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରେ ପାଠ ପଢ଼ିଲେ। ସକାଳୁ କଲେଜ ଯାଉଛି କହି ମୋବାଇଲ ଫୋନ ଘରେ ଛାଡ଼ି ଘରୁ ବାହାରିଥିଲେ। ଏହାପରେ ଛାତ୍ର ଜଣଙ୍କ କେଉଁଆଡେ ଗଲେ ପତ୍ତା ମିଳୁନି। ଇତିମଧ୍ୟରେ ୩ ଦିନ ବିତିଗଲାଣି କିନ୍ତୁ…

ଜଙ୍ଗଲରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ

ଗୁଣପୁର,୩ା୯(ସୁଜାତା ପାଢ଼ୀ): ଜଙ୍ଗଲରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା ଗୁଣପୁର ବ୍ଲକ୍ ଗଠଳପଦର ପଞ୍ଚାୟତ କାକିତାରା ଗାଁ ନିକଟ ଏକ ଜଙ୍ଗଲରେ । ଜଙ୍ଗଲରେ ଥିବା ଏକ ନାଳରେ ଯୁବକଙ୍କ…

ଆକ୍ସନ ମୋଡ୍‌ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ

ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍‌ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା ବନ୍ଦ କରିଛନ୍ତି ବିଇଓ। ଏହା ସହିତ ଜଣେ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ…

ପୁଣି ଫୁଲିଲା ହୀରାକୁଦ, ଏବେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୬୨୭ ଫୁଟ ଟପିଯାଇଛି। ଫଳରେ ଗୁରୁବାର ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍‌ ଖୋଲି ଦିଆଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୩ ଓ ଦକ୍ଷିଣ ପାର୍ଶର ୧ଟି…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷୟିତ୍ରୀ ପୂରବୀ ପରିଡ଼ା

ନବରଙ୍ଗପୁର,୩ା୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାକ୍ଷେତ୍ର ପାଇଁ ଆସିଛି ଆଉ ଏକ ଗୌରବର ଖବର। ଜିଲାର ଶାରୀରିକ ଶିକ୍ଷା ଶିକ୍ଷୟିତ୍ରୀ ପୂରବୀ ପରିଡ଼ା ଚଳିତବର୍ଷ ଗୁରୁଦିବସ ଅବସରରେ ସମ୍ମାନଜନକ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ନବରଙ୍ଗପୁରସ୍ଥିତ ପିଏମ୍‌ ଶ୍ରୀ…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ ମଥୁରାସାହି ଗ୍ରାମରେ। ରମେଶ ବିନ୍ଧାଣୀ ତାଙ୍କ ଶ୍ୱଶୁର ଘର ମଥୁରାସାହିରେ ସ୍ତ୍ରୀ ଭାରତୀ…

ରତ୍ନେଶ୍ଵରୀ ମନ୍ଦିର ଭିତରେ ଗର୍ଜନ କରୁଥିଲା ବିରାଟ ଅହିରାଜ! ଲୋକେ ଛାନିଆ, ବନବିଭାଗ ପହଞ୍ଚି…

ଦିଗପହଣ୍ଡି/ଚିକିଟି,୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ମା ‘ ରତ୍ନେଶ୍ଵରୀ ମନ୍ଦିରରୁ କିଙ୍ଗକୋବ୍ରା ଉଦ୍ଧାର କରାଯାଇଛି । ପ୍ରାୟ ୧୨ ଫୁଟ ଲମ୍ବର ଏକ ଅହିରାଜ ସାପକୁ ସ୍ନେକ୍ ହେଲ୍ପ ଲାଇନ…

ଗଞ୍ଜେଇ ଚୋରା ଚାଲାଣ ମାମଲା: ଅହମ୍ମଦାବାଦରୁ ଆସି ଗାଁରେ ଲୁଚିଥିଲେ ଅଭିଯୁକ୍ତ, ପୋଲିସ ପହଞ୍ଚି…

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପି.ଜଗନ୍ନାଥପୁର ଗ୍ରାମର କବିରାଜ ସ୍ବାଇଁଙ୍କ ପୁଅ ଜିତୁ ଓରଫ ଜିତେନ୍ଦ୍ର କୁମାର (୪୦)ଙ୍କୁ ଗୁଜରାଟର ଅହମ୍ମଦାବାଦସ୍ଥିତ କ୍ରାଇମବ୍ରାଞ୍ଚ ପୋଲିସ ପାଟପୁର ପୋଲିସ ସହାୟତାରେ ଗିରଫ କରିଛି। ଅହମ୍ମଦାବାଦସ୍ଥିତ ଡିସିବି ଥାନା ମାମଲା…

ଧରିତ୍ରୀ ପ୍ରଭାବ; ଅଙ୍ଗନବାଡ଼ିରେ ପିଲାଙ୍କୁ ମିଳୁ ନଥିଲା ରନ୍ଧାଖାଦ୍ୟ, ଜିଲା ପ୍ରଶାସନର ଯାଞ୍ଚ ପରେ ଅଣ୍ଡା…

ଉଦଳା,୩।୯(ସନ୍ତୋଷ ବାଛିନୀ): ଖବର ପ୍ରସାରଣ ପରେ ଆକ୍ସନ ମୋଡରେ ଜିଲା ପ୍ରଶାସନ । ନିଜେ ତଦନ୍ତ କରିବା ପରେ ଅଙ୍ଗନବାଡିରେ ଆରମ୍ଭ ହେଲା ରୋଷେଇ । ଶିଶୁଙ୍କୁ ପରସା ଗଲା ଭାତ ଓ ଅଣ୍ଡା । କପ୍ତିପଦା ବ୍ଲକ ରାମଚନ୍ଦ୍ରପୁର ଅଙ୍ଗନବାଡିରେ…

ରିଲିଫ ନେଇ ଫେରୁଥିବା ବେଳେ ଛାତ୍ରଙ୍କ ମୁଣ୍ଡରେ ପଡ଼ିଗଲା ନଡ଼ିଆ, ତାପରେ….

ବାରିପଦା,୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ମଧୁବନ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗଛରୁ ନଡ଼ିଆ ଖସି ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ମୁଣ୍ଡରେ ପଡିବାରୁ ତାଙ୍କର ମୃତ୍ୟୁ ଘଟିଛି । ମିଳିଥିବା ସୂଚନା ଅନୁଯାୟୀ ମଧୁବନ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ବୟଫ୍ରେଣ୍ଡଙ୍କୁ ମିଳିଲା ଜାମିନ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍‌): ବହୁ ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ଭୀମସେନ ପ୍ରସାଦ ଟୁଡୁଙ୍କୁ ହାଇକୋର୍ଟରୁ ସର୍ତ୍ତ ମୂଳକ ଜାମିନ ମିଳିଛି। ୫୦ ହଜାର ଟଙ୍କାର ଦୁଇ ଜଣ ଜାମିନଦାର ବଦଳରେ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ।…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ହିତାଧିକାରୀଙ୍କୁ ମିଳିଲା ୨ ମାସର ଚାଉଳ, ବାକି ୩ ମାସକୁ ନେଇ…

ଅମରପାଲି,୩ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବହଳପଦର ପଞ୍ଚାୟତରେ ନୂତନ ରାଶନ କାର୍ଡ ପାଇବା ସତ୍ତ୍ୱେ ହିତାଧିକାରୀମାନେ ୫ ମାସ ଧରି ଚାଉଳ ପାଉ ନ ଥିଲେ। ଏ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ବିଭାଗ ତତ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?