ଆମ ଜିଲା ଖବର

ତେଲେଙ୍ଗାନାରେ ବଁଧା ପଡ଼ିଛନ୍‌ ୧୮ ଦାଦନ ଶ୍ରମିକ

ପର୍ଲା, ୬।୨ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଦଣ୍ଡପାଟ ଅଂଚଲରେ ଦିନୁଦିନ୍‌କେ ଦାଦନ ସମସିଆ ବଢ଼ତେଲ ଯାଉଛେ। ଦାଦନ ସମସିଆର ସଂଗେ ଯୁଝବାର ଲାଗି ସରକାର ଅନେକ ଯୋଜନା କାଯ୍‌କାରୀ କରୁଥିଲେ ବି କିଛି କାମ୍‌ ନାଇଁଦେବାର। ଶ୍ରମିକମାନେ ଟଁକା ଲୋଭ୍‌ରେ...

ଜିଲା ଭିଜିଲାନ୍ସ ଓ ମନିଟରିଂ କମିଟି ବୈଠକ

ଫୁଲବାଣୀ ଅଫିସ, ୬ା୨-ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଠ ଆଇନର ଜିଲାସ୍ତରୀୟ ଭିଜିଲାନ୍ସ ମନିଟରିଂ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା. ବୃନ୍ଦା ଡି ଏଥିରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଜିଲା ମଙ୍ଗଳ ଅଧିକାରୀ ଶେଷଦେବ ବେହେରା...

ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟରେ ତାଲା

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।, ୬।୨(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ ଦୁର୍ଗମ ପଞ୍ଚାୟତ ହାତୀମୁଣ୍ଡାର ତାମାଙ୍ଗି ସରକାରୀ ଉଚ୍ଚ ବିଦ୍ୟାଳୟ ଫାଟକରେ ବୁଧବାର ତାଲା ପକାଇ ଆନ୍ଦୋଳନ ଚଳାଇଛନ୍ତି ଛାତ୍ରୀଛାତ୍ର ଓ ଅଭିଭାବକ। ଶିକ୍ଷକ ପଦବୀ ପୂରଣ ସହ ବିଦ୍ୟାଳୟରେ ଲାଗିରହିଥିବା ବିଭିନ୍ନ ସମସ୍ୟା ସମାଧାନ ଦାବିରେ...

ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧିକୁ ଗଞ୍ଜାମ କଂଗ୍ରେସର ବିରୋଧ

ବ୍ରହ୍ମପୁର ଅଫିସ,୬ା୨-ବିଜୁଳି ଶୁଳ୍କ ବୃଦ୍ଧି ପାଇଁ ବିତରକ ସଂସ୍ଥାଗୁଡ଼ିକ ଜୋରସର ପ୍ରୟାସ ଚଳାଇଛନ୍ତି। ସେଥିପାଇଁ ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି) ଗତ ସୋମବାରରୁ ଶୁଣାଣି ଆରମ୍ଭ କରିଛନ୍ତି। ଏବେ ପ୍ରତି ୟୁନିଟ ପିଛା ଘରୋଇ ବ୍ୟବହାର ଲାଗି ୨...

ଗ୍ୟାସ୍‌ ସିଲିଣ୍ଡର ଫାଟି ୩ ଗୁରୁତର

ଚିକିଟି,୬ା୨(ଡି.ଏନ୍‌.ଏ.)-କେ.ନୂଆଗଁ। ଥାନା ଚିକିଟି ଫାଣ୍ଡି ଜାନକୀ ମଣିପୁର ଶାସନରେ ବୁଧବାର ରାତି ସାଢ଼େ ୯ଟାରେ ଗ୍ୟାସ୍‌ ସିଲିଣ୍ଡର ଫାଟି ୩ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ନିରଞ୍ଜନ ପାଢ଼ୀ, ତାଙ୍କ ସ୍ତ୍ରୀ ସୁନନ୍ଦା, ପୁଅ ଅଜିତ। ପଡ଼ୋଶୀ ସାଇବାଣୀ ପ୍ରଧାନ,...

ଜାତୀୟସ୍ତରରେ ବ୍ରହ୍ମପୁରର ତବଲା ବାଦକ ଦୀପ୍ତ ପୁରସ୍କୃତ

ବ୍ରହ୍ମପୁର ଅଫିସ,୬ା୨-ବୟସ ମାତ୍ର ୧୪ ବର୍ଷ । କିନ୍ତୁ ଏହି ବୟସରେ ତାଙ୍କର ତବଲା ବାଦନ ଆଗରେ ସମସ୍ତେ ସ୍ତବ୍ଧ ହୋଇଯାଇଛନ୍ତିି । ନିଜର ପ୍ରତିଭା ପ୍ରଦର୍ଶନ କରି ସେ ଜାତୀୟସ୍ତରରେ ପୁରସ୍କୃତ ହୋଇ ଗଞ୍ଜାମ ଜିଲା ପାଇଁ ଗୌରବ...

ସେବା ସମବାୟ ସମିତି ସମ୍ପାଦକ ନିଲମ୍ବିତ: କାଳିଆ ଯୋଜନା ଅର୍ଥ ହେରଫେର

ଛତ୍ରପୁର/ଧରାକୋଟ,୬ା୨(ଡି.ଏନ.ଏ)- ଗଞ୍ଜାମ ଜିଲା ଧରାକୋଟ ବ୍ଲକ ସିଙ୍ଗିପୁର ସେବା ସମବାୟ ସମିତିରେ କାଳିଆ ଯୋଜନା ଅର୍ଥ ହେରଫେର ହୋଇଥିଲା। କାଳିଆ ଅର୍ଥ ପାଇବାକୁ ଥିବା ହିତାଧିକାରୀମାନଙ୍କ ବ୍ୟାଙ୍କ ଆକାଉଣ୍ଟ ବଦଳରେ ଅନ୍ୟ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ହୋଇଥିବା ଅଭିଯୋଗ ହୋଇଥିଲା...

ଧାନ, ବାଦାମ ସବ୍‌ସିଡି ହେରଫେର

ଘସିପୁରା,୬।୨(ଡି.ଏନ.ଏ.)-ଘସିପୁରା ବ୍ଲକ ଦେଉଗାଁ ପଞ୍ଚାୟତ ଅନ୍ତର୍ଗତ କୋଚିଆନେଣ୍ଡି ଗ୍ରାମର ଚାଷୀଙ୍କ ନାମରେ ଧାନ ଓ ବାଦାମ ଚାଷ ବାବଦକୁ ଆସିଥିବା ସବ୍‌ସିଡି ଅର୍ଥ ବାଟ ମାରଣା ହୋଇଥିବା ଅଭିଯୋଗରେ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ରାଜ୍ୟ ସରକାର...

ସାମାନ୍ୟ ବର୍ଷାରେ ଧୋଇଗଲା ୨୦ ଲକ୍ଷର ଡ୍ରେନ୍‌

ଆନନ୍ଦପୁର, ୬।୨(ସ୍ବ.ପ୍ର.)-ଆନନ୍ଦପୁର ପୌର ପରିଷଦ ୭ନଂ ଓ୍ବାର୍ଡ଼ରେ ଦେଖିବାକୁ ମିଳିଛି ସହରାଞ୍ଚଳ ବିକାଶର ନଗ୍ନ ଚିତ୍ର। ୨୦ ଲକ୍ଷ ଟଙ୍କାରେ ନିର୍ମିତ ହୋଇଥିବା ଜଳ ନିଷ୍କାସନ ନାଳ ମାତ୍ର କେଇଟା ଦିନରେ ସାମାନ୍ୟ ବର୍ଷାରେ ଧୋଇଗଲା। ଧୋଇ ଯାଇଥିବା ନାଳର...

ରେଳବଜେଟରେ ଯାଜପୁର ନିରାଶ

ଯାଜପୁର ଅଫିସ,୬ା୨: ରେଳବଜେଟ ୨୦୨୦-୨୧ ଓଡ଼ିଶା ଏବଂ ବିଶେଷକରି ଯାଜପୁର ଜିଲା ପାଇଁ ନିରାଶଜନକ ହୋଇଛି। ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନରୁ ଧାମରା(ଭାୟା-ବିରଜାକ୍ଷେତ୍ର ଓ ଆରଡି)କୁ ସିଧାସଳଖ ଟ୍ରେନ ସଂଯୋଗ ପାଇଁ ଦୀର୍ଘବର୍ଷର ଦାବି ଚଳିତ ବଜେଟରେ ମଧ୍ୟ ଉପେକ୍ଷିତ ହୋଇଛି। ଏହାସହ...

ବ୍ୟକ୍ତିଗତ ସ୍ବାର୍ଥରେ ଲାଗୁଛି ବିଧାୟକ ପାଣ୍ଠି

ଯାଜପୁର ଅଫିସ,୬।୨: ବ୍ୟକ୍ତିଗତ ବ୍ୟବସାୟିକ ଅନୁଷ୍ଠାନକୁ ବିଧାୟକ ପାଣ୍ଠି(ଏମଏଲଏ ଲ୍ୟାଡ) ଖର୍ଚ୍ଚ ହେବା ଘଟଣାକୁ ନେଇ ଦଶରଥପୁର ବ୍ଲକ ବିରିପଟା ପଞ୍ଚାୟତବାସୀଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି। ଚାରିବାଟିଆଠାରେ ଶାସକ ଦଳର ଜଣେ କର୍ମୀଙ୍କ ପୁଅ ନାମରେ ଥିବା ଏକ...

ବ୍ୟାସ ସରୋବରରେ ହେବ ହରିଣ ପାର୍କ

କଳିଙ୍ଗନଗର, ୬।୨ (ଡି.ଏନ୍‌.ଏ.): ପବିତ୍ର ଭୌମ ଏକାଦଶୀ ତିଥି ଅବସରରେ ବ୍ୟାସନଗରସ୍ଥିତ ପୁରାଣ ପ୍ରସିଦ୍ଧ ବ୍ୟାସ ସରୋବର ପୀଠରେ ବୁଧବାରଠାରୁ ବ୍ୟାସ ସରୋବର ମହୋତ୍ସବ ଆରମ୍ଭ ହୋଇଛି। ବ୍ୟାସନଗର ପୌର ପରିଷଦ ଆନୁକୂଲ୍ୟରେ ଅନୁଷ୍ଠିତ ମହୋତ୍ସବର ପ୍ରଥମ ଦିବସରେ ସକାଳ...

ମଣ୍ଡଳସ୍ତରୀୟ ପରିବର୍ଦ୍ଧିତ ତଥ୍ୟ ସଂଗ୍ରହ ବ୍ୟବସ୍ଥା ସମ୍ପର୍କିତ ତାଲିମ: ଏଣିକି ଅନ୍‌ଲାଇନ୍‌ରେ ପିଲାଙ୍କ ତଥ୍ୟ ପୂରଣ ହେବ

ଜଗତ୍‌ସିଂହପୁର ଅଫିସ୍‌,୬ା୨: ବିଦ୍ୟାଳୟଗୁଡିକରେ ଛାତ୍ରୀଛାତ୍ରଙ୍କ ନାମ ଲେଖାଠାରୁ ଆରମ୍ଭ କରି ବିଦ୍ୟାଳୟ ଛାଡିବା ପର୍ଯ୍ୟନ୍ତ ସମସ୍ତ ତଥ୍ୟ ଫାଇଲ୍‌ରେ ରଖାଯାଉଛି। ଯଦ୍ଦ୍ବାରା ଅଯଥା କାଗଜପତ୍ର କାମ ସାଙ୍ଗକୁ ଅନେକ କିଛି ତ୍ରୁଟି ପରିଲକ୍ଷିତ ହେଉଛି। କିନ୍ତୁ ଏଣିକି ସେଭଳି ଆଉ...

ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀ ଉନ୍ନୟନ କମିଟି ବୈଠକ: ‘ଯୋଜନାର ସୁଫଳ ଲୋକଙ୍କ ନିକଟରେ ପହଞ୍ଚୁ’

ଜଗତ୍‌ସିଂହପୁର ଅଫିସ୍‌,୬ା୨: ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ଯୋଜନାଗୁଡିକ ଲୋକଙ୍କ ନିକଟରେ ପହଞ୍ଚିବା ଦରକାର। ଏଥିରୁ ଯେପରି କେହି ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦିଆଯିବା ଆବଶ୍ୟକ। ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ବାଲିକୁଦା-ଏରସମା ବିଧାନସଭା...

ପ୍ରସ୍ତାବିତ ଚିଙ୍ଗୁଡ଼ି ପ୍ରକ୍ରିୟାକରଣ ପ୍ରକଳ୍ପ ବିରୋଧରେ ଗଣଧାରଣା ଜାରି: ସମର୍ଥନ ଜଣାଇଲେ ୪ ସଙ୍ଗଠନ

ଏରସମା,୬ା୨(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ଜିରାଇଲୋ ପଞ୍ଚାୟତର ଶରବା ଗ୍ରାମ ନିକଟରେ ହେବାକୁ ଥିବା ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧକରି ଭିଟାମାଟି ସୁରକ୍ଷା ସମିତି ଦେଇଥିବା ଧାରଣା ବୁଧବାର ୧୬ଦିନରେ ପହଞ୍ଚତ୍ଛି। ପ୍ରଶାସନ ଆନ୍ଦୋଳନକାରୀଙ୍କ ଦାବିକୁ ଗୁରୁତ୍ୱ ନ ଦେବା...

ବ୍ରାଉନସୁଗାର କାରବାରକୁ ନାହିଁ ଲଗାମ: ଥାନା, ଫାଣ୍ଡି, ମନ୍ଦିର ସମ୍ମୁଖରେ ଚାଲିଛି ବିକ୍ରି

ନୟାଗଡ଼ ଅଫିସ,୬ା୨: ଖୋର୍ଦ୍ଧା ପରେ ନୟାଗଡ଼ ଜିଲା ଏବେ ବ୍ରାଉନସୁଗାର ବ୍ୟବସାୟୀଙ୍କ କବ୍‌ଜାରେ। ଜିଲାର ବିଭିନ୍ନ ଥାନା, ଫାଣ୍ଡି, ମନ୍ଦିର, ଶିକ୍ଷାନୁଷ୍ଠାନ ସମ୍ମୁଖରେ ବ୍ରାଉନସୁଗାର ବିକ୍ରି ହେଉଛି। କାରବାର ବଢ଼ାଇବା ପାଇଁ ବେକାର ଯୁବକ, ଗରିବ ଲୋକଙ୍କୁ ଏଥିରେ ନିୟୋଜିତ...

ଚାଷ ଛଡାଇ ନେଲା ଚିନିକଳ: ବୁଡିବାକୁ ବସିଛି ଆଖୁଚାଷ

ନୟାଗଡ଼ ଅଫିସ,୬ା୨: ନୟାଗଡ଼ ଜିଲାର ପାରମ୍ପରିକ ଅର୍ଥକରୀ ଫସଲ ଆଖୁଚାଷ ଏବେ ବୁଡିବାକୁ ବସିଛି। କାହିଁ କେଉଁ କାଳରୁ ଏଠାକାର ଚାଷୀ ଆଖୁ ଚାଷ କରି ଘଣା ବୁଲାଇ ଗୁଡ କରିଆସୁଥିଲେ। ଚିନିକଳ ହେବା ପରେ ୧୯୮୦ ପରଠାରୁ ଗୁଡକୁ...

ବ୍ରାଉନ ସୁଗାର ଜବତ: ଜଣେ ଗିରଫ

ରାଇରଙ୍ଗପୁର,୬ା୨(ଡି.ଏନ୍‌.ଏ.)- ରାଇରଙ୍ଗପୁର ପୋଲିସ ବୁଧବାର ଚଢାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସର୍କଲ ଏସ୍‌ଡିପିଓ ସ୍ନେହାଶିଷ ସାହୁଙ୍କ ନେତୃତ୍ୱରେ ଟାଉନ ଥାନା ଅଧିକାରୀ ଇନ୍ସପେକ୍ଟର ରେଣୁବାଳା ସାହୁ ଏବଂ ସବ୍‌ଇନ୍ସପେକ୍ଟର ସଙ୍ଗୀତା...