ଚର୍ଚ୍ଚରେ ଚାଲିଥିଲା ସାମୂହିକ ପ୍ରାର୍ଥନା: ପରିଚାଳକ ସମେତ ୮ ଗିରଫ
କାଶୀନଗର,୫।୪(ଡି.ଏନ୍.ଏ.): କରୋନାକୁ ପ୍ରତିହତ କରିବା ପାଇଁ ଲକ୍ ଡାଉନ ଘୋଷଣା କରାଯାଇଛି। ଘରୁ ନ ବାହାରିବା ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ବାରମ୍ବାର ସଚେତନ କରାଯାଉଛି। ତଥାପି ଲୋକେ ସଚେତନ ହେବାକୁ ନାରାଜ। ଗଜପତି ଜିଲା କାଶୀନଗର ଥାନା...
ମାସ୍କ ନ ପିନ୍ଧିଲେ ୧ ହଜାର ଟଙ୍କା ଜରିମାନା
ଛତ୍ରପୁର,୫ା୪(ଡି.ଏନ୍.ଏ.)-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି। ଏପରି ସ୍ଥିତିରେ ଗଞ୍ଜାମ ଜିଲାରେ ଶନିବାରଠାରୁ ଆଶିଂକ ଶଟଡାଉନ୍ ଲାଗୁ କରାଯାଇଛି। ଅର୍ଥାତ୍ ପ୍ରତ୍ୟେହ ମଧ୍ୟାହ୍ନ ୧୨ଟାରୁ ପରଦିନ ସକାଳ ୭ଟା ପର୍ଯ୍ୟନ୍ତ ଜିଲା ଶର୍ଟଡାଉନ୍ରେ ରହିବ। ଏହି ସମୟ ମଧ୍ୟରେ...
ପରିବାର ଲୋକେ ଆସିଲେନି, ଶବଦାହ କଲେ ସ୍ବେଚ୍ଛାସେବୀ
ବରଗଡ଼ ଅଫିସ୍,୫।୪- ବରଗଡ଼ ସହରର ଜୀରାନଦୀ କୂଳ ସ୍ଵର୍ଗଦ୍ଵାରରେ ରବିବାର ସନ୍ଧ୍ୟାରେ ସ୍ଥାନୀୟ ସ୍ବେଛାସେବୀମାନେ ଛତିଶଗଡ଼ ଅଞ୍ଚଳର ଜଣେ ମୃତକଙ୍କ ଶବଦାହ କରିଛନ୍ତି। ମୃତକଙ୍କ ନାମ ପୁନିଡ୍ । ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ କେତେକ ଯୁବକ ପୁନିତଙ୍କୁ ବରଗଡ଼...
ବ୍ଲଡବ୍ୟାଙ୍କରେ ନାହିଁ ରକ୍ତ, ପୋଲିସ ଆୟୋଜନ କଲା ରକ୍ତଦାନ ଶିବିର
ସୋନପୁର,୫।୪(ନି.ପ୍ର)-କରୋନା ମହାମାରୀ ଏବେ ସମଗ୍ର ବିଶ୍ୱକୁ ଆତଙ୍କିତ କରି ରଖିଛି । ଦେଶରେ ଗତ ୨୪ ତାରିଖ ମଧ୍ୟରାତ୍ରରୁ ଲକଡାଉନ ଘୋଷଣା ହୋଇଛି । ଜରୁରି କାମ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ଏଭଳି ସ୍ଥିତିରେ...
କରୋନା ମୁକାବିଲା ପାଇଁ ବିଭିନ୍ନ ଧର୍ମଗୁରୁଙ୍କ ବୈଠକ ଡାକିଲେ ଜିଲାପାଳ
ରାୟଗଡା ଅଫିସ,୫।୪: ରାୟଗଡା ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ସଦଭାବନା ସଭାଗୃହରେ ରବିବାର ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ରାୟଗଡା ସହରରେ ଥିବା ଚର୍ଚ୍ଚ, ମସଜିଦ, ମନ୍ଦିର ପରି ଧାର୍ମିକ ଅନୁଷ୍ଠାନର ଧର୍ମଗୁରୁ ତଥା ଧର୍ମଯାଜକଙ୍କ ସହ...
ସୁନ୍ଦରଗଡ଼ର ୭୧ ନମୁନାରୁ ୫୬ ନେଗେଟିଭ୍
ସୁନ୍ଦରଗଡ଼, ୫।୪(ଡି.ଏନ.ଏ.) କରୋନା ସଂକ୍ରମଣ କୁ ରୋକିବା ନିମନ୍ତେ ଜିଲା ପ୍ରଶାସନ ଓ ଜିଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କଡାକଡି ବ୍ୟବସ୍ଥା ଗ୍ରହଣ କରାଯାଇଛି। ଜିଲାରେ କେବଳ ସକାଳ ୬ ଟା ରୁ ଦିନ ୧୧ ପର୍ଯ୍ୟନ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ...
ଗଛ ପକାଇ ଲକ ଡାଉନ କଲେ ଗ୍ରାମବାସୀ
କୋକସରା, ୫।୪, (ଡି.ଏନ.ଏ.) ଉପକୂଳ ଓଡିଶା ପରେ ପଶ୍ଚିମ ଓଡିଶାର କଳାହାଣ୍ଡି ଜିଲାରେ କରୋନା ଭୂତାଣୁ ସଂକ୍ରମଣ ହୋଇଛି । ଜିଲାରେ କରୋନା ସଂକ୍ରମିତ ବାହାରିବା ପରେ ସର୍ତକ ହୋଇଛନ୍ତି ଗ୍ରାମବାସୀ । କୋକସରା ବ୍ଲକରେ ରବିବାର ବିଭିନ୍ନ ସ୍ଥାନରେ...
ପୋଡି ହୋଇ ଯୁବତୀଙ୍କ ଜୀବନ ଗଲା
ତିହିଡି,୫।୪(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡି ଥାନା ବାରସର ପଞ୍ଚାୟତ ଅଧୀନ ମୁଟୁରିଗଡ ଗ୍ରାମରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ତ ଘଟି ଭାବଗ୍ରାହୀ ରାଉତଙ୍କର ୩ବଖରା ଘର ଜଳିଯାଇଛି। ନିଆଁରେ ପୋଡି ହୋଇ ଭାବଗ୍ରାହୀଙ୍କ ଝିଅ କବିତା ରାଉତଙ୍କ ମୃତ୍ୟୁ ଘଟିଛି। ପୋଲିସ...
ଚାଉଳ ପାଇଁ ଚାହିଁ ବସିଛନ୍ତି ହିତାଧିକାରୀ
ବିଞ୍ଝାରପୁର, ୫।୪ (ଡି.ଏନ.ଏ.)- ମହାମାରୀ କରୋନା ଯୋଗୁ ଦେଶରେ ଲକ୍ଡାଉନ୍ ଚାଲିଛି। ଏଥିଯୋଗୁ ସାଧାରଣ ଗରିବ, ଖଟିଖିଆ କାମଧନ୍ଦା ହରାଇଛନ୍ତି। ସେମାନଙ୍କ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଶନ କାର୍ଡ ହିତାଧିକାରୀଙ୍କୁ ଆଗୁଆ ୩ମାସର ଚାଉଳ ସମେତ ପରିବାର...
ଯାଜପୁର ଜିଲା: ଶଟ୍ଡାଉନକୁ ମାନିଲେ ଲୋକେ
ଯାଜପୁର ଅଫିସ,୫ା୪-ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ବ୍ରହ୍ମବରଦାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ଘୋଷିତ ପ୍ରଥମ ଦିନର ଶଟ୍ଡାଉନ୍ ସୁରୁଖୁରୁରେ ସମ୍ପନ୍ନ ହୋଇଛି। ଶନିବାର ରାତି ୮ଟାରୁ ଜିଲାର ପ୍ରମୁଖ ବଜାର...
ଟୋକନ ଥାଇ ମଧ୍ୟ ପଞ୍ଚାୟତ ବାହାର ଛାତ୍ରୀଛାତ୍ରଙ୍କୁ ମିଳୁନି ଚାଉଳ
ବୈପାରିଗୁଡା,୫।୪(ଡି.ଏନ୍.ଏ.): କରୋନା ମୁକାବିଲା ପାଇଁ ରାଜ୍ୟରେ ସମସ୍ତ ବିଦ୍ୟାଳୟ ଛୁଟି ଘୋଷଣା କରାଯାଇଛି। ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ଆବସିକ ବିଦ୍ୟାଳୟ ଗୁଡ଼ିକ ମଧ୍ୟ ବନ୍ଦ ରହିଛି। ତେବେ ସ୍କୁଲ ବନ୍ଦ ହେବା ପୂର୍ବରୁ ପିଲାଙ୍କୁ ୩ମାସର ଚାଉଳ ଯୋଗାଇ...
ନିଆରା କରୋନା ସଚେତନତା ବାର୍ତ୍ତା : ଘର ଆଗରେ ‘ଅତିଥିଙ୍କୁ ମନା’ ପୋଷ୍ଟର ଲଗାଇଲେ ମହିଳା
କଟକ ଅଫିସ, ୫।୪: କରୋନା ସହ ଲଢିବାକୁ ହେଲେ ସାମାଜିକ ଦୂରତା ରକ୍ଷା କରିବାକୁ ପଡ଼ିବ। ଏହାକୁ ନେଇ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତା କରାଯାଉଛି । ଏପରିସ୍ଥଳେ କଟକର କିଛି ମହିଳା କରୋନାକୁ ନେଇ ସଚେତନ କରିବାକୁ ଭିନ୍ନ...
Archives


