ଆମ ଜିଲା ଖବର

ବଢୁଛି ମାଟିପାତ୍ର ଚା’ର ଚାହିଦା

ଖୋର୍ଦ୍ଧା ଅଫିସ,୧୫।୧୨: ଶୀତୁଆ ସକାଳେ ଚାହା ଟିକିଏ ମିଳିଗଲେ ମନ ଖୁସି ହୁଏ। ତେଣୁ ରାତି ପାହିଲେ ଲୋକେ ଚା’ ଦୋକାନରେ ଭିଡ଼ ଜମାନ୍ତି। ଖୋର୍ଦ୍ଧା ସହରରେ ଏବେ ମାଟିପାତ୍ର ଚା’ର ଚାହିଦା ବୃଦ୍ଧି ପାଇଛି। ପୁରୁଣା ମେଡିକାଲ ଛକ ପେଟ୍ରୋଲ…

ହାଇକୋର୍ଟରେ ସତ୍ୟପାଠ ଦାଖଲ କଲେ ପୁରୀ ଏସ୍‌ପି

କଟକ ଅଫିସ,୧୫।୧୨: ପୁରୀ ହାଜତ ମୃତ୍ୟୁ ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓ ଜଷ୍ଟିସ ବିଶ୍ୱନାଥ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ ମାମଲାର ଶୁଣାଣି କରିଥିଲେ ା ଏହି ମାମଲାର ଅଗ୍ରଗତି…

ଗାଁ ଦାଣ୍ଡରେ ଖେଳ…‘ନା ବାବା ନା’

ନୟାଗଡ ଅଫିସ,୧୫।୧୨: ନୟାଗଡ଼ ସଦର ଥାନା ଅନ୍ତର୍ଗତ ଯଦୁପୁରରେ ୫ ବର୍ଷର ଶିଶୁକନ୍ୟା ପରୀକୁ ଅପହରଣ ଓ ହତ୍ୟା ପରେ ଆଉ ଜଣେ ଶିଶୁକନ୍ୟା ରଣପୁର ଥାନା ବଧିପାଟଣାର ସ୍ବାତୀ(୩) ନିଖୋଜ ହୋଇଯାଇଛନ୍ତି। ଏହା ପୋଲିସ ପାଇଁ ଚାଲେଞ୍ଜ ସୃଷ୍ଟି କରିଥିବାବେଳେ…

ପଡ଼ିଆ ପଡ଼ିଛି ଶିଳ୍ପ ଅଧିକୃତ ଜମି

ଯାଜପୁର ଅଫିସ,୧୫।୧୨: ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ପ୍ରାୟ ୩୦ ବର୍ଷ ତଳେ ଯାଜପୁର ଜିଲାରେ ବିପୁଳ ପରିମାଣରେ ଜଙ୍ଗଲ, ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି ଅଧିଗ୍ରହଣ କରାଯାଇଛି। ଜିଲା ପ୍ରଶାସନର ତଥ୍ୟ ଅନୁସାରେ କଳିଙ୍ଗନଗର ଶିଳ୍ପାଞ୍ଚଳରେ ୧୯…

ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଗଜପତି,୧୫।୧୨(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣି ବ୍ଲକ ଲାବନ୍ୟଗଡ଼ ପଞ୍ଚାୟତର ଏସ୍‌ .ରାଉତପୁର ସ୍କୁଲ ସହାୟକ ଶିକ୍ଷକ ଦୁସମନ୍ତ ନାୟକଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି। ନାୟକଙ୍କ ଏଡେଦେଲା…

କୃଷକସଂଘ ସମିତିର ଆନ୍ଦୋଳନକୁ ମିଳିତ ଟ୍ରେଡୟୁନିୟନ ପକ୍ଷରୁ ସମର୍ଥନ

ସୁନ୍ଦରଗଡ଼, ୧୫।୧୨(ଡି.ଏନ୍‌.ଏ)- ଅଖିଳ ଭାରତ କୃଷକ ସଂଘର୍ଷ ସମିତିର ଆନ୍ଦୋଳନକୁ ସମର୍ଥନ ଜଣାଇ ସୋମବାର ମିଳିତ ଟ୍ରେଡ ୟୁନିୟନ ଓ କଂଗ୍ରେସ ପକ୍ଷରୁ ସୁନ୍ଦରଗଡ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା। ଗଣଧାରଣାରେ ସୁନ୍ଦରଗଡ ଜିଲାର ବିଭିନ୍ନ ପ୍ରାନ୍ତରରୁ ବିଭିନ୍ନ ସଙ୍ଗଠନର…

ସାଇବର କ୍ରାଇମ ନେଇ ପ୍ରଶିକ୍ଷଣ ଶିବିର

ରାଉରକେଲା ଅଫିସ,୧୫ା ୧୨-ସାଇବର କ୍ରାଇମ ରୋକାଯିବା ନେଇ ସୋମବାର ଠାରୁ ରାଉରକେଲାରେ ୫ଦିନିଆ ପ୍ରଶିକ୍ଷଣ ଶିବିର ଆରମ୍ଭ କରାଯାଇଛି। ଡିଏସ୍‌ପି, ଇନ୍ସପେକ୍ଟର, ସବଇନ୍ସପେକ୍ଟର ର଼୍ୟାଙ୍କର ୩୦ଜଣ ପୋଲିସ ଅଧିକାରୀଙ୍କୁ ଏ ଦିଗରେ ତାଲିମ ପ୍ରଦାନ କରାଯିବ। ସ୍ଥାନୀୟ ଏସକେଡିଏଭି ପଲିଟେକନିକ ଠାରେ…

ମହିଳାଙ୍କ ଉପରକୁ ଗୁଳିମାଡ: ଗୁରୁତର ଅବସ୍ଥାରେ ଆଇଜିଏଚ୍‌ରେ ଭର୍ତ୍ତି

ସୁନ୍ଦରଗଡ଼/ବେଦବ୍ୟାସ (ଡି.ଏନ୍‌.ଏ)/ ରାଉରକେଲା ଅଫିସ୍‌ ୧୫।୧୨ – ରାଉରକେଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ସିଂଘଟୋଲାଠାରେ ସୋମବାର ରାତି ସାଢେ ୮ଟାରେ ମହିଳାଙ୍କ ଉପରକୁ ଗୁଳିମାଡ଼ ହୋଇଛି। ପୁଅ ସହ ବାଇକ୍‌ରେ ଯାଉଥିବା ଜଣେ ମହିଳାଙ୍କ ଉପରକୁ ଅନ୍ୟ ଏକ ବାଇକ୍‌ରେ ଆସି…

ନାହିଁ ବିଦ୍ୟୁତ୍‌ ସଂଯୋଗ, ଡିବିରି ଆଲୁଅ ଭରସା: ଅନ୍ଧାରରେ ଚିକିଲି ନଦୀ ଖଣି କଛାରପଡାବାସୀ

କୋକସରା, ୧୫।୧୨ (ଡି.ଏନ.ଏ.) ବିଦ୍ୟୁତ୍‌ ସେବାରୁ ବଞ୍ଚତ୍ତ ଲୋକମାନଙ୍କ ନିକଟରେ ବିଦ୍ୟୁତ୍‌ ସେବା ପହଞ୍ଚାଇବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ସୌଭାଗ୍ୟ ଯୋଜନା ଆରମ୍ଭ କରାଯାଇଛି। ହେଲେ ଆଜି ବି ଏହି ଯୋଜନା ଅନେକ ଗାଁରେ ପହଞ୍ଚତ୍ ପାରିନାହିଁ। କଳାହାଣ୍ଡି ଜିଲା…

ଫସଲବୀମା ପ୍ରଦାନ ପାଇଁ ପ୍ରତିଶ୍ରୁତି :ଚାଷୀଙ୍କର ଆମରଣ ଅନଶନ ପ୍ରତ୍ୟାହୃତ

ଦେବଗଡ଼,୧୫ା୧୨(ଡି.ଏନ.ଏ):ଆଗାମୀ ୧୫ ଦିନ ମଧ୍ୟରେ ଫସଲ ବୀମାରାଶି ପ୍ରଦାନ ପାଇଁ ଜିଲା ପ୍ରଶାସନ ତଥା ସମବାୟ ବିଭାଗ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଛି ା ଏହି ପ୍ରତିଶ୍ରୁତି ପରେ ସୋମବାର ଜିଲା କୃଷକ ସଂଘ ସମର୍ଥନରେ ଚାଷୀମାନଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଆମରଣ…

ସମ୍ପଦ ଦେଉନି ସମୃଦ୍ଧି

ଛେଣ୍ଡିପଦା,୧୫ା୧୨(ସ୍ୱ.ପ୍ର.): ପ୍ରାକୃତିକ ସମ୍ପଦର ସଦ୍‌ବିନିଯୋଗ ସମୃଦ୍ଧିର ଦ୍ୱାର ଉନ୍ମୁକ୍ତ କରେ। ଲୋକଙ୍କ ଆର୍ଥିକ ଅଭିବୃଦ୍ଧିକୁ ଏହା ବଳ ଯୋଗାଏ। କିନ୍ତୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ୬ଟି ପଞ୍ଚାୟତ ବସନ୍ତପୁର, ମାଛକୁଟା, ପାତ୍ରପଡ଼ା, ଶିମିଳିପାଳ, ରାଇଝରଣ ଓ କଙ୍କରେଇବାସୀଙ୍କ କ୍ଷେତ୍ରରେ ଏହାର…

କ୍ୟାନ୍‌ସର ପୀଡିତଙ୍କ ପାଇଁ କେଶ ଦାନ

ବାରିପଦା ଅଫିସ,୧୫ା୧୨- ଶରୀରର ପ୍ରତ୍ୟେକଟି ଅଙ୍ଗକୁ ଦାନ କରିବା ପାଇଁ ରହିଛି ଇଚ୍ଛାଶକ୍ତି। ଚକ୍ଷୁଦାନ ଲାଗି ସ୍ବିକୃତୀ ଦେଇ ସାରିବା ପରେ ଏବେ କ୍ୟାନସର ପୀଡ଼ିତଙ୍କ ପାଇଁ ନିଜ କେଶକୁ ଦାନ କରି ଚର୍ଚ୍ଚାକୁ ଆସିଛନ୍ତି ଜଣେ କଲେଜ ଛାତ୍ରୀ। ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?