ଆମ ଜିଲା ଖବର

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ଖଇରା,୫।୪(ଡି.ଏନ.ଏ):ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ପତିରାଜପୁର ଦୋଳ ମେଳା କମିଟି ଓ ଗୋଳିହା ପଞ୍ଚାୟତ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରାଯାଇଛି। ଶୁକ୍ରବାର ଅପରାହ୍ନରେ ପତିରାଜପୁର ମେଳା କମିଟି ତରଫରୁ ସାଧାରଣ ସମ୍ପାଦକ ଭରତ ଚନ୍ଦ୍ର...

ଲକ୍‌ଡାଉନ୍‌: ପୂର୍ବାହ୍ନ ୧୧ଟା ପରେ କେବଳ ଔଷଧ ଦୋକାନ ଖୋଲିବ

ଏରସମା, ୫ ।୪ (ସ୍ୱ.ପ୍ର.)- ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ଘର ଆଖପାଖ ଅଞ୍ଚଳକୁ ସଟ୍‌ଡାଉନ୍ କରି ଦିଆଯିବା ସହ କେବଳ କେତେକ ଔଷଧ ଦୋକାନ ଖୋଲିବାକୁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ...

ପୁରୀ ସହରର ୩ ପରିବା ମାର୍କେଟ ବନ୍ଦ

ପୁରୀ ଅଫିସ,୫।୪: ପୁରୀ ସହରର ୩ଟି ଯାକ ପରିବା ମାର୍କେଟ ବନ୍ଦ କରିଦେଲା ଜିଲା ପ୍ରଶାସନ। କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ରକ୍ଷା ଲାଗି ପ୍ରଶାସନ ବାରମ୍ବାର ଜନସାଧାରଣଙ୍କୁ ସଚେତନ କରିଥିଲା। ବିଶେଷକରି ସହରର ତିନୋଟି ପରିବା ମାର୍କେଟକୁ...

କଟକରେ ଉତ୍ତେଜନା: ପୋଲିସକୁ ଢେଲାମାଡ଼

କଟକ ଅଫିସ, ୫।୪: ସଟ୍ ଡାଉନ ଚାଲିଥିବା ବେଳେ କଟକ ସହରରେ ରବିବାର ଉତ୍ତେଜନା ଦେଖା ଦେଇଛି। କେଶରପୁରରେ ଦୁଇ ଗୋଷ୍ଠୀ ମଧ୍ୟରେ ସକାଳେ ଗଣ୍ଡଗୋଳ ଦେଖା ଦେଇଥିଲା। ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଦୁଇ ଗୋଷ୍ଠୀଂକ ଭିତରେ ପାଟିତୁଣ୍ଡ...

ତାମିଲନାଡୁ, ମହାରାଷ୍ଟ୍ରରେ ଫସିଛନ୍ତି ୯୦ ଶ୍ରମିକ

ବରଗଡ଼ ଅଫିସ୍,୫।୪- ଲକ୍ ଡାଉନ୍ ଯୋଗୁଁ ତାମିଲନାଡୁ ଏବଂ ମହାରାଷ୍ଟ୍ରରେ ୯୦ ଜଣ ଶ୍ରମିକ ଫସିଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ବରଗଡ଼ ଜିଲା ବିଜେପୁର ବ୍ଳକ ଅନ୍ତର୍ଗତ ବାଦିପାଲି, ସମଲେଇପଦର ଅଞ୍ଚଳର ୫୦ ଜଣ ତାମିଲନାଡୁ ରାଜ୍ୟର କୋଏମ୍ବାଟୁର...

ବିଚାରପତି-ପ୍ରଶାସନ ବିବାଦ ତେଜିଲା: ସମୂହ କାର୍ଯ୍ୟବନ୍ଦ କଲେ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ, ପ୍ରଶାସନିକ ଅଧିକାରୀ

ଝାରସୁଗୁଡା ଅଫିସ,୫।୪- କରୋନା ଭୁତାଣୁ ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶରେ ଲକଡାଉନ କଟକଣା ପାଳନ କରାଯାଉଛି। ଏହାକୁ ପାଳନ କରିବା ପାଇଁ ପୋଲିସ ଓ ଜିଲା ପ୍ରଶାସନର ଅଧିକାରୀମାନେ ନିୟୋଜିତ ଅଛନ୍ତି। ତେବେ କିଛିଦିନ ହେବ ଝାରସୁଗୁଡା ସହରରେ...

କରୋନା ପାଇଁ ଘର ଘର ବୁଲି ପିଡିଏସ୍ ଚାଉଳ ବଣ୍ଟା ବେଳେ ବାଟମାରଣା

କାଲିମେଳା,୫।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ପଡିଆ ବ୍ଲକ ଅନ୍ତର୍ଗତ ଉଣ୍ଡ୍ରକୁଣ୍ଡା ପଞ୍ଚାୟତର ହିତାଧିକାରୀଙ୍କୁ ଦିଆଯିବାକୁ ଥିବା ପିଡିଏସ୍ ଚାଉଳକୁ ସେହି ପଞ୍ଚାୟତର ଯୋଗାଣ ସହାୟକ ହଡ଼ପ କରିଥିବା ଅଭିଯୋଗ ହୋଇଛି। କରୋନାକୁ ଦୃଷ୍ଟିରେ ରଖି ଗତ ୨ ତାରିଖ ଉଣ୍ଡ୍ରକୁଣ୍ଡା ବସ୍ତିରେ...

ଲକ୍ ଡାଉନକୁ ବେଖାତିର, ପରମ୍ପରା ଆଳରେ ବନ୍ୟଜନ୍ତୁ ଶିକାର

ବୈପାରିଗୁଡ଼ା,୫।୪(ଡି଼.ଏନ୍.ଏ.): କରୋନାକୁ ନେଇ ଚାରିଆଡ଼େ ଆତଙ୍କିତ ପରିସ୍ଥିତି। ସବୁଠି ଲକ୍ ଡାଉନ୍। ବାହାରକୁ ନ ଆସିବାକୁ ପୋଲିସ ଡାକବାଜି ଯନ୍ତ୍ରରେ ପ୍ରଚାର କରୁଛି। ଗୋଷ୍ଠୀଗତ ଭାବେ ଗୋଟିଏ ସ୍ଥାନରେ ରୁଣ୍ଡ ନ ହେବାକୁ ନିୟମ କରାଯାଇଛି। ନିୟମ ଖିଲାପ କରୁଥିବା...

ସାମାଜିକ ଦୂରତ୍ୱ ପାଳନର ଚମତ୍କାର ଚିତ୍ର ଦେଉଛି ଗାଁ

ପାପଡ଼ାହାଣ୍ଡି,୫।୪(ଡି.ଏନ୍.ଏ.): କରୋନାକୁ ନେଇ ଗାଁଠୁ ସହର ସବୁଠି ସଚେତନତା ଜାରି ରଖିଛି ପୋଲିସ ଓ ପ୍ରଶାସନ। ସହରରେ ସମସ୍ତେ ଉଚ୍ଚଶିକ୍ଷିତ ଥାଇ ମଧ୍ୟ କେତେକ ବ୍ୟକ୍ତି ଲକ୍ ଡାଉନକୁ ବେଶୀ ଅମାନ୍ୟ କରୁଛନ୍ତି। ଦୋକାନ, ହାଟରେ ଭିଡ଼ ଜମାଉଛନ୍ତି। କିନ୍ତୁ...

ଲୁଣା ନଦୀରୁ ମୃତ ଥଣ୍ଟିଆ କୁମ୍ଭୀର ଉଦ୍ଧାର

ମହାକାଳପଡ଼ା,୫|୪(ଡି.ଏନ୍.ଏ.)- କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜୟଚନ୍ଦ୍ରପୁର ଗ୍ରାମ ନିକଟ ଲୁଣା ନଦୀ ଗାଧୁଆ ତୁଠରୁ ଚାରି ଫୁଟ ଲମ୍ବର ମୃତ ଥଣ୍ଟିଆ କୁମ୍ଭୀରକୁ ଲୋକେ ଉଦ୍ଧାର କରିଛନ୍ତି। ଖବର ପାଇ କେନ୍ଦ୍ରାପଡ଼ା ବନ ବିଭାଗ କର୍ମଚାରୀ ଓ ମାର୍ଶାଘାଇ...

ରାସ୍ତା ଜଗିବସିଛନ୍ତି ଯୁବକ

ମାଧପୁର, ୫ା୪- ଆଠମଲ୍ଲିକ ବ୍ଲକ କନ୍ଧପଡା ପଞ୍ଚାୟତ କନ୍ଧପଡା ଗ୍ରାମ ରାସ୍ତାରେ ଜଗି ରହିଛନ୍ତି କେତେଜଣ ଯୁବକ । ଗ୍ରାମବାସୀଙ୍କୁ କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା କରିବା ଉଦ୍ଦେଶ୍ୟରେ ସେମାନେ ରାସ୍ତାରେ ବାଡ଼ ଦେଇଛନ୍ତି । ଅତି ଜରୁରୀ କାମରେ...

କରୋନାକୁ ନେଇ ବିଭ୍ରାନ୍ତିକର ତଥ୍ୟ, ୫ ଜଣଙ୍କ ନାଁରେ ମାମଲା

ପୁରୀ ଅଫିସ,୫।୪: କରୋନାକୁ ନେଇ କୌଣସି ପ୍ରକାର ଗୁଜବ କିମ୍ବା ବିଭ୍ରାନ୍ତିକର ତଥ୍ୟ ସୋସିଆଲ ମିଡିଆରେ ପୋଷ୍ଟ ନ କରିବାକୁ କୁହାଯାଇଛି। ହେଲେ ଅନେକ ଏହାକୁ ନ ମାନୁ ନାହାନ୍ତି। କରୋନାକୁ ନେଇ ନାନା ପ୍ରକାର ଗୁଜବ କରିବା ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri