ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ଆଉ ତା’ ପରେ…
ତୁମୁଡ଼ିବନ୍ଧ,୧ା୪(ଦୀପକ କୁମାର ପରାସେଠ୍): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ ଅଳ୍ପକେ ବର୍ତିଲେ ଦୁଷ୍ମନ୍ତ ସାହୁଙ୍କ ପରିବାର। ଘଟଣାରୁ ପ୍ରକାଶ ଯେ, ପ୍ରତିଦିନ ଭଳି…
ଘରର ଲାଇନ୍ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…
ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ସଂସା ଗ୍ରାମରେ। ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ସୋମବାରୀ ହାଁସଦା ତାଙ୍କ ପରିବାର…
ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ,ଏବିଡ଼ିଓ ଭବାନୀ ଶଙ୍କର ପ୍ରଧାନ,ଏନଏସି ଇଓ ଅପର୍ଣ୍ଣା ଡାଙ୍ଗୁଆ, ଏନଏସି ଅଧକ୍ଷା ପ୍ରତିଭା…
ବ୍ରାହ୍ମଣୀଗାଁରେ ବିଏସ୍ଏନ୍ଏଲ୍ ନେଟ୍ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…
ଦାରିଙ୍ଗବାଡ଼ି,୧ା୪ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍ଏନ୍ଏଲ ନେଟ୍ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ ମଧ୍ୟ ବିଭାଗ କୌଣସି କାର୍ଯ୍ୟାନୁଷ୍ଠାନ ନେଉନଥିବା ନେଇ ଗ୍ରାମବାସୀ ତାତିଛନ୍ତି। ଏନେଇ ବ୍ରାହ୍ମଣୀଗାଁ…
ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ
ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ କନିସି ହାଟ ଗ୍ରାମ ଅଭିଳାଷ ଦଳେଇ(୩୧)। ବରଗଡ଼ ଜିଲା ଅଞ୍ଚଳର…
ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ
ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ ମୃତ ବ୍ୟକ୍ତିଙ୍କ ଜମି ବିକ୍ରି ହୋଇଥିବା ଘଟଣା ଏବେ ପଦାକୁ ଆସିଛି। ମୃତ…
ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍
ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ ହେଲା ଏଭଳି ସ୍ଥିତି ରହିଥିଲେ ମଧ୍ୟ ବିଭାଗୀୟ ଅଧିକାରୀ ଚୁପ ବସିଥିବା ଅଞ୍ଚଳବାସୀ…
ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ
ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ସମବେତ କଣ୍ଠରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଥିଲେ…
ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଯାପିତ ହୋଇଛି। ମଙ୍ଗଳବାର ଫାଇନାଲ ମ୍ୟାଚରେ ମହାଲକ୍ଷ୍ମୀ ଇଲେଭେନ ସହ ସିଆରିନ ଇଲେଭେନ ମଧ୍ୟରେ ଅନୁଷ୍ଠିତ…
କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ ଷ୍ଟାଫ କ୍ୱାର୍ଟରରେ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶୋଇଥିବା ଘରେ ସେ ପୋଡ଼ି ଯାଇ…
ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…
ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଏକ ମାଛ…
ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ
ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ ବିକାଶ ପୁରସ୍କାର ଯୋଜନାରେ ୨ଟି ପଞ୍ଚାୟତ କୃତିତ୍ୱ ଲାଭ କରିଛି । ସେହିପରି…

