ସରକାରଙ୍କୁ ଶ୍ୱାସ, ଇନ୍ଫ୍ଲୁଏଞ୍ଜା ରୋଗୀଙ୍କ ତଥ୍ୟ ଦେବେ ସବୁ ହସ୍ପିଟାଲ – ତଥ୍ୟ ନ ଦେଲେ ବ୍ୟାଜ୍ୟାପ୍ତ ହେବ ଲାଇସେନ୍ସ
ଭୁବନେଶ୍ୱର, ୪ା୩ (ବ୍ୟୁରୋ): ରାଜ୍ୟର ସବୁ ସରକାରୀ ଓ ବେସରକାରୀ ହସ୍ପିଟାଲଗୁଡ଼ିକ ସେମାନଙ୍କ ପାଖକୁ ଆସିଥିବା ଶ୍ୱାସ, ଇନ୍ଫ୍ଲୁଏଞ୍ଜା ରୋଗୀଙ୍କ ସମ୍ପର୍କରେ ତଥ୍ୟ ଦେବେ। ଯଦି ସେମାନଙ୍କ ନିକଟକୁ ଶ୍ୱାସ କଷ୍ଟ ପାଉଥିବା ବ୍ୟକ୍ତି ଓ ଇନ୍ଫ୍ଲୁଏଞ୍ଜାରେ ଆକ୍ରାନ୍ତ ହୋଇଥିବା...
ସାମାଜିକ ଦୂରତ୍ୱ ଭୁଲି ଭତ୍ତା ପାଇଁ ଭିଡ଼
ଜୟପୁର,୪।୪(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁର ପୌରସଂସ୍ଥା ପକ୍ଷରୁ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ୨୮ଟି ୱାର୍ଡର ହିତାଧିକାରୀଙ୍କୁ ଏକ ହଜାର ଟଙ୍କା ଲେଖାଏଁ ଭତ୍ତା ବଣ୍ଟାଯାଉଛି। କରୋନା ପାଇଁ ଦେଶରେ ଲକ୍ ଡାଉନ ପରିସ୍ଥିତି ଥିବାବେଳେ ପୌରସଂସ୍ଥାର କର୍ମଚାରୀ...
ସାହି ଗଳିରେ ବାଡ଼ ପଡ଼ିଲା
ପୁରୀ ଅଫିସ,୪।୪: ପୁରୀ ଜିଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲାବାସୀ ଭୟଭୀତ ହୋଇପଡିଛନ୍ତି। ଏହି ପ୍ରାଣଘାତି ଭୂତାଣୁକୁ ନେଇ ସବୁଠି ଚାଲିଛି ଚର୍ଚ୍ଚା। ତେବେ ପୁରୀ ସହରରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି। ବିଭିନ୍ନ...
ରସୁଲପୁର ସୀମା ସିଲ୍ କଲା ବରୀ ବ୍ଲକ ପ୍ରଶାସନ
ରତ୍ନଗିରି,୪ା୪(ଡି.ଏନ୍.ଏ.)-ଶୁକ୍ରବାର ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଯାଜପୁର ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ବରୀ ବ୍ଲକ ପ୍ରଶାସନ ତରଫରୁ ବରୀ- ରସୁଲପୁର ସୀମାକୁ ଗୋଳକୁଣ୍ଡଠାରେ ସିଲ୍ କରାଯାଇଛି । ବରୀ ଥାନା...
ନୟାଗଡ଼ ସହରରେ ବିଶୋଧନ
ନୟାଗଡ ଅଫିସ,୪|୪:କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ପାଇଁ ନୟାଗଡ ସହରରେ ଅଗ୍ନିଶମ ବିଭାଗ ପକ୍ଷରୁ ଶନିବାର ବିଶୋଧନ କରାଯାଇଛି। ସହରର ଟ୍ରାଫିକ ଛକଠାରୁ ଜିଲା ମୁଖ୍ୟ ପୋଷ୍ଟ ଅଫିସ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ, ଖଣ୍ଡପଡା ରୋଡରେ ଏଲଆଇସି ଅଫିସ ସମ୍ମୁଖ...
ବିଶୋଧନ ହେଲା ଅନୁଗୋଳର ୩ ସ୍ଥାନ
ଅନୁଗୋଳ ଅଫିସ୍, ୪ା୪- ଅନୁଗୋଳ ସହରବାସୀଙ୍କୁ କରୋନା ସଂକ୍ରମଣରୁ ସୁରକ୍ଷାଦେବା ପାଇଁ ସହରର ୩ଟି ସ୍ଥାନକୁ ବିଶୋଧନ କରାଯାଇଛି । ପୌରପାଳିକା ଓ ଅଗ୍ନିଶମ ବିଭାଗ ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଳୟ, ଅନୁଗୋଳ ପୌରପାଳିକା ଓ ଜିଲା କାର୍ଯ୍ୟାଳୟରେ ସାନିଟାଇଜର...
ଲକଡାଉନ୍ ଥାଇ ଗହଳି ବଢ଼ୁଛି
ନୟାଗଡ ଅଫିସ,୪ା୪: ରାଜ୍ୟରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି। ସରକାର ଭୁବନେଶ୍ୱର, କଟକ, ଭଦ୍ରକ ସହର ସମେତ ଯାଜପୁର ଜିଲାର କେତେକ ଅଞ୍ଚଳକୁ ଶଟଡାଉନ୍ କରିଛନ୍ତି। ତେବେ ଏହାର ପ୍ରଭାବ ନୟାଗଡ ଜିଲାରେ ପଡୁନି। ନୟାଗଡ ଜିଲା ଲକଡାଉନ୍...
ବିଶାଖାପାଟଣାରୁ ରେଳ ଧାରଣାରେ ଚାଲି ଓଡ଼ିଶା ଫେରିଲେ କଳାହାଣ୍ଡିର ୧୮ ଶ୍ରମିକ
ମୁନିଗୁଡ଼ା,୪।୪(ଡି.ଏନ୍.ଏ.): କରୋନା ପାଇଁ ସାରା ଦେଶରେ ଲକ୍ ଡାଉନ୍ ଘୋଷଣା ସହ ରାଜ୍ୟ ସିମାକୁ ସିଲ୍ କରି ଦିଆଯାଇଛି। କୌଣସି ରାଜ୍ୟରୁ କେହି ଅନ୍ୟ ରାଜ୍ୟକୁ ଯିବା ପାଇଁ କଟକଣା କରାଯାଇଛି। ତଥାପି କଳାହାଣ୍ଡି ଜିଲା ଜୁନାଗଡ଼ ଅଞ୍ଚଳର ୧୮ଜଣ...
ଯାଜପୁର, ବ୍ୟାସନଗର, ପାଣିକୋଇଲି, ଚଣ୍ଡିଖୋଲ ଶଟଡାଉନ୍ : ସମସ୍ତ ବ୍ଲକ ମୁଖ୍ୟାଳୟ ବନ୍ଦ ରହିବ
ଯାଜପୁର ଅଫିସ/ଯାଜପୁର ଟାଉନ,୪ା୪(ଡି.ଏନ୍.ଏ.)- ଯାଜପୁର ଜିଲା ବ୍ରହ୍ମବରଦା ଗ୍ରାମରେ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ପ୍ରଶାସନ ଆଶଙ୍କା କରୁଛି। ଏଥତ୍ପାଇଁ ଜିଲାର ବ୍ୟାପକ ଅଞ୍ଚଳକୁ ୪୮ ଘଣ୍ଟା ପାଇଁ ଶଟଡାଉନ୍ ଘୋଷଣା କରାଯାଇଛି। ପ୍ରଥମେ...
ନିଜାମୁଦ୍ଦିନ ଯାଇଥିଲେ ମାଧପୁର ଦମ୍ପତି
ଆଠମଲ୍ଲିକ, ୪ା୪- ଦିଲ୍ଲୀର ନିଜାମୁଦ୍ଦିନ ସଭାରେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ଅଞ୍ଚଳର ଏକ ଦମ୍ପତି ଯୋଗ ଦେଇଥିବା ନେଇ ଶନିବାର ଅଞ୍ଚଳବାସୀ ପୋଲିସକୁ ସୂଚନା ଦେଇଛନ୍ତି । ସେମାନେ ଉକ୍ତ ଧର୍ମସଭାରୁ ଓଡ଼ିଶା ଫେରିଥିଲେ ହେଁ ମାଧପୁର...
କରୋନା ସନ୍ଦିଗ୍ଧଙ୍କୁ କ୍ୱାରାଣ୍ଟାଇନ୍ ଓ୍ବାର୍ଡ଼ରେ ଭର୍ତ୍ତି
ସାକ୍ଷୀଗୋପାଳ, ୪/୪(ଡି.ଏନ.ଏ)-ପୁରୀ ଜିଲାରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ କଡ଼ାକଡ଼ି ପଦକ୍ଷେପ ଗ୍ରହଣ କରାଯାଇଛି। ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ଆସିଥିବା ସାକ୍ଷୀଗୋପାଳର ଜଣେ ବ୍ୟକ୍ତିଙ୍କୁ ଶନିବାର ସ୍ଥାନୀୟ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର କ୍ୱାରାଣ୍ଟାଇନ୍...
କରୋନା ପ୍ରଭାବିତ ସହରାଞ୍ଚଳ ନିରାଶ୍ରୟଙ୍କୁ ରନ୍ଧାଖାଦ୍ୟ : ୨୦୪୮୩୫ ଜଣ ଉପକୃତ
ଭୁବନେଶ୍ୱର , ୪ା୪(ବ୍ୟୁରୋ)- କରୋନା ଯୋଗୁଁ ପ୍ରଭାବିତ ସହରାଞ୍ଚଳ ନିରାଶ୍ରୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ଗତ ୨୭ ତାରିଖରୁ ପୌରାଞ୍ଚଳମାନଙ୍କରେ ଏହି ମାଗଣା ରନ୍ଧା ଖାଦ୍ୟ ପ୍ରଦାନ ବ୍ୟବସ୍ଥା ଆରମ୍ଭ ହୋଇଛି। ଆଜି ସୁଦ୍ଧା ରାଜ୍ୟର ୧୧୪ ଗୋଟି...
Archives


