ବର ବେଶରେ ସଜ୍ଜିତ ହେଲେ ବାବା ଆଖଣ୍ଡଳମଣି, ଆଜି ଅପରାହ୍ନରେ ହେବ ବିବାହ
ଆରଡ଼ି,୨୭ା୫(ଡି.ଏନ୍.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ବୁଧବାର ଅପରାହ୍ନରେ ଶିବ ବିବାହ ଅନୁଷ୍ଠିତ ହେବ। ସକାଳୁ ମାତା ପାର୍ବତୀ ଓ ବାବା ମହାଦେବଙ୍କୁ ମଙ୍ଗୁଳା ଯାଇଥିଲା। ପରେ ବାବା ଆଖଣ୍ଡଳମଣିଙ୍କୁ ବରବେଶରେ ସଜ୍ଜିତ କରାଯାଇଥିଲା। ବରମାତା ଜ୍ୟୋତ୍ସ୍ନାରାଣୀ ପାଢ଼ୀ ଓ…
ଜୀବିକା ଛଡ଼ାଇ ନେଇଛି କରୋନା: ସରକାରୀ ସହାୟତା ଦାବି କଲା ବରଗଡ଼ ଫଟୋଗ୍ରାଫର ଆସୋସିଏଶନ
ବରଗଡ଼ ଅଫିସ,୨୭।୫- ଘାତକ କରୋନା (କୋଭିଡ-୧୯) ଭୂତାଣୁ ସଂକ୍ରମଣ ଯୋଗୁ ଦେଶବ୍ୟାପୀ ଲକ୍ଡାଉନ୍ ସ୍ଥିତି ଜାରି ରହିଛି। ସରକାରଙ୍କ ଏହି କଟକଣା ଯୋଗୁ ଫଟୋଗ୍ରାଫରଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ବିଭିନ୍ନ ବିବାହ, ବ୍ରତ, ଜନ୍ମଦିନ ପାଳନରେ ଫଟୋ ଉଠାଇ ସେମାନେ…
୧୩ ଲକ୍ଷ ଟଙ୍କାର ଗୁଟ୍ଖା ଜବତ: ୨ ଗିରଫ
ଗୁଣପୁର, ୨୭।୫(ଡି.ଏନ୍.ଏ.): ରାୟଗଡା ଜିଲା ଗୁଣପୁରରେ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ମଙ୍ଗଳବାର ୧୩ ଲକ୍ଷ ଟଙ୍କାର ଗୁଟ୍ଖା ଜବତ କରାଯାଇଛି l ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ବି. ସନ୍ତୋଷ କୁମାର ଏବଂ…
ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଦଇତାପତିଙ୍କ କରୋନା ଟେଷ୍ଟ ଆରମ୍ଭ
ପୁରୀ ଅଫିସ, ୨୭।୫(ବ୍ୟୁରୋ): ଜୁନ୍ ୫ରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛ। ଚଳିତବର୍ଷ ମହାମାରୀ କରୋନାର ବିଭୀଷିକା ମଧ୍ୟରେ ଦାରୁବିଗ୍ରହଙ୍କ ନୀତିକାନ୍ତି କିପରି ଶୃଙ୍ଖଳିତ…
କ୍ୱାରାଣ୍ଟାଇନ ସେଣ୍ଟରରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଯୁବକ ଗିରଫ
ଦାରିଙ୍ଗବାଡ଼ି,୨୭।୫(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଏକ କ୍ୱାରାଣ୍ଟାଇନ ସେଣ୍ଟରରେ ସୋମବାର ଯୁବତୀଙ୍କୁ ସେଠାକାର ଜଣେ ଯୁବକ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଅଟକରଖି ପଚରାଉଚରା କରୁଥିଲା ା ଘଟଣାରେ ସତ୍ୟତା ରହିଥିବା…
କ୍ବାରାଣ୍ଟାଇନ ସେଣ୍ଟରରେ ଶିଶୁକନ୍ୟାର ଜୀବନ ଗଲା
ସରଣ୍ଡା,୨୭।୫(ଡି.ଏନ୍.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଲରାସରା ପଞ୍ଚାୟତ ଅନ୍ତର୍ଗତ ଖଇରପାଲା କ୍ବାରାଣ୍ଟାଇନ ସେଣ୍ଟରରେ ପରିବାରସହ ରହୁଥିବା ଏକ ଶିଶୁକନ୍ୟାର ବୁଧବାର ସକାଳେ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ଖବର ପାଇ କ୍ବାରାଣ୍ଟାଇନ ସେଣ୍ଟରକୁ ପ୍ରଶାସନିକ ଅଧିକାରୀ ଏବଂ…
ବିଦ୍ୟୁତ୍ ଆଘାତରେ ଶିଶୁକନ୍ୟାର ଜୀବନ ଗଲା
ଭଦ୍ରକ ଅଫିସ, ୧୭।୫: ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତ ହାଟଡିହ ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ସେ ହେଲେ ଗାଁର ଚକ୍ରଧର ମଲିକଙ୍କ…
ବରଣ୍ଡୁଆ ସଙ୍ଗରୋଧ ଗୃହରେ ଅନ୍ତେବାସୀଙ୍କୁ ଦୁର୍ବ୍ୟବହାର, ନିମ୍ନମାନର ଖାଦ୍ୟ ବଣ୍ଟନ ଅଭିଯୋଗ
ପଦ୍ମପୁର, ୨୭।୫(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବରଣ୍ଡୁଆ ଗ୍ରାମର ସଙ୍ଗରୋଧ ଗୃହରେ ଅନ୍ତେବାସୀଙ୍କୁ ନିମ୍ନମାନର ଖାଦ୍ୟ ଦିଆଯାଉଛି। ଏ ନେଇ ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିବା ବେଳେ ସରପଞ୍ଚଙ୍କର ସ୍ବାମୀ ଅନ୍ତେବାସୀଙ୍କୁ ଦୁର୍ବ୍ୟବହାର କରିବା ସହ ମାଡ଼ ମାରିବାକୁ…
ଗଞ୍ଜାମ ସୀମା ସିଲ୍ ସ୍ଥିତି ପରିଖିଲେ ବାଲିଗୁଡ଼ା ଏସ୍ଡିପିଓ
ବାଲିଗୁଡ଼ା,୨୭ା୫(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳକୁ ବୁଧବାର ସକାଳେ ବାଲିଗୁଡ଼ା ଏସ୍ଡିପିଓ ମାନସ ରଞ୍ଜନ ବାରିକ ଅଚାନକ ଗସ୍ତ କରିଛନ୍ତି। ସେ ପ୍ରଥମେ ଦାରିଙ୍ଗବାଡ଼ି ଦେଇ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ସୀମା ସିଲ୍ ସ୍ଥାନ ଡବରିରେ ପହଞ୍ଚି ସ୍ଥିତି…
ସଙ୍ଗରୋଧ ଗୃହରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ୩୨ ପ୍ରବାସୀ
ଭଦ୍ରକ ଅଫିସ, ୨୭।୫: ଭଦ୍ରକ ଜିଲା ଭଣ୍ଡାରିପେଖରୀ ବ୍ଲକ ଜଳମଣ୍ଡୁଆ ପଞ୍ଚାୟତ ଭଗିବିନ୍ଧା ସଙ୍ଗରୋଧ କେନ୍ଦ୍ରରେ ମଙ୍ଗଳବାର ସନ୍ଧ୍ୟାରେ ଗ୍ୟାସଟାଙ୍କି ଫାଟିଯିବାରୁ ଅଗ୍ନିକାଣ୍ଡ ଘଟିଛି। ଏଥିରେ ରୋଷେୟା ଆହତ ହୋଇଥିବା ବେଳେ ୩୨ ପ୍ରବାସୀ ଅଳ୍ପକେ ବର୍ତ୍ତିଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା…
ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ରେଞ୍ଜର
କଟକ ଅଫିସ,୨୭।୫: ବେଆଇନ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଅନୁଗୋଳ ଜିଲା ଛେଣ୍ଡିପଦା ଫରେଷ୍ଟ ରେଞ୍ଜର ମନମୋହନ ସ୍ବାଇଁଙ୍କୁ ମଙ୍ଗଳବାର ସକାଳେ ଧରିଛି ଭିଜିଲାନ୍ସ। ସେ ଏକ ବୋଲେରୋ (ଓଡି୦୨ ଏପି ୪୨୮୮)ରେ ଛେଣ୍ଡିପଦାରୁ ଭୁବନେଶ୍ୱର ଆସୁଥିଲେ। ମହାନଦୀର ମୁଣ୍ଡଳୀ ବ୍ରିଜ୍…
ନବଜାତ ଶିଶୁ, ମହିଳାଙ୍କୁ ଛତିଶଗଡ଼ ପଠାଇଲା ପ୍ରଶାସନ
ବଲାଙ୍ଗୀର ଅଫିସ/ଟିଟିଲାଗଡ, ୨୭ା୫ (ଡି.ଏନ.ଏ.) – ଗତ ୨୪ ତାରିଖ ଦିନ ତେଲେଙ୍ଗାନାର କାଜିପେଟରୁ ବଲାଙ୍ଗୀର ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନରେ ଛତିଶଗଡର ପ୍ରବାସୀ ଗର୍ଭବତୀ ମହିଳା ହେମକାନ୍ତି ବିଶ୍ୱକର୍ମାଙ୍କ ଏକ ଶିଶୁକନ୍ୟାକୁ ଜନ୍ମ ଦେଇଥିଲେ ା ଟିଟିଲାଗଡ ରେଳଷ୍ଟେଶନ୍ରେ ସମ୍ପୃକ୍ତ…
Archives


