ଆମ ଜିଲା ଖବର

୫୯୦ ହୋମିଓପାଥି ଚିକିତ୍ସାକେନ୍ଦ୍ରରେ ତାଲା

ନୟାଗଡ଼ ଅଫିସ,୯।୭: ଆୟୁଷ ନିର୍ଦ୍ଦେଶାଳୟ ଅଧୀନରେ କାର୍ଯ୍ୟରତ ହୋମିଓପାଥି ଡାକ୍ତରଙ୍କୁ କୋଭିଡ୍‌ ଡ୍ୟୁଟିରେ ପଠାଯିବା ପରେ ରାଜ୍ୟରେ ୫୯୦ ହୋମିଓପାଥି ଚିକିତ୍ସାଳୟରେ ପ୍ରାୟ ୩ମାସ ହେଲା ତାଲା ଝୁଲୁଛି। ଫଳରେ ଗ୍ରାମାଞ୍ଚଳରେ ରୋଗୀ ହନ୍ତସନ୍ତ ହେଉଛନ୍ତି। ରାଜ୍ୟର ବିଭିନ୍ନ ପିଏଚ୍‌ସି ଓ…

ଅଧାରେ ଅଟକିଛି ପ୍ରକଳ୍ପ ପୁନରୁଦ୍ଧାର

କଣିହାଁ, ୯ା୭(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ କୁଳୁମା ପଞ୍ଚାୟତର କୁଳୁମା ଗ୍ରାମରେ ଥିବା ଦୁଇଟି କ୍ଷୁଦ୍ର ଜଳସଚନ ପ୍ରକଳ୍ପର ପୁନରୁଦ୍ଧାର ସମ୍ପୂର୍ଣ୍ଣ ହୋଇପାରୁ ନାହିଁ। ୨୦୦୪ରୁ ଏହାର ମୂଳଦୁଆ ପଡିଥିବା ବେଳେ ପୁନରୁଦ୍ଧାର ପାଇଁ ରାଜ୍ୟ ସରକାର ୭୦ ଲକ୍ଷରୁ…

ପାରାଦୀପରେ ଗ୍ୟାସ୍‌ ନିର୍ଗତ ନେଇ ଚର୍ଚ୍ଚା

ପାରାଦୀପ,୯।୭(ସ୍ବ.ପ୍ର.): ପାରାଦୀପ ବନ୍ଦର ସହରରେ ଚାରି ଦିନ ହେଲା ରସାୟନ ଗ୍ୟାସ୍‌ ନିର୍ଗତ ହେଉଥିବା ନେଇ ଚର୍ଚ୍ଚା ଜୋର ଧରିଛି। ଏପରି କି ବୁଧବାର ଅଠରବାଙ୍କି ଅଞ୍ଚଳର ଜଣେ ବ୍ୟକ୍ତି ଆମୋନିଆ ଗ୍ୟାସ ପ୍ରଭାବରେ ଅସୁସ୍ଥ ହୋଇଛନ୍ତି ବୋଲି ଗଣମାଧ୍ୟମରେ ଅଭିଯୋଗ…

ଉଦ୍‌ଘାଟିତ ସବ୍‌ଷ୍ଟେଶନରେ ତାଲା, ୨ ବର୍ଷ ହେବ କାର୍ଯ୍ୟକ୍ଷମ ହେଉନି

ବଇଣ୍ଡା,୯ା୭(ଡି.ଏନ.ଏ.)  ଅନୁଗୋଳ ଜିଲା କିଶୋରନଗର ବ୍ଲକ ନାକିଚି ପଞ୍ଚାୟତ ଛେଳିଆଢିପଠାରେ ଥିବା ୩୩ କେଭି ବିଦ୍ୟୁତ୍‌ ସବ୍‌ଷ୍ଟେଶନ ଉଦ୍‌ଘାଟନର ୨ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରି ନାହିଁ। ଦୀର୍ଘଦିନ ହେଲା ତାଲା ଝୁଲାଇ ଦିଆଯାଇଥିବାରୁ ଏହାକୁ ନେଇ ସ୍ଥାନୀୟ ବିଦ୍ୟୁତ୍‌…

ପାଣି ପାଇଁ ବିକଳ ସହରବାସୀ

ଢେଙ୍କାନାଳ ଅଫିସ, ୯।୭:  ମୁନ୍ଦାଏ ପାଣି ପାଇଁ ଏଠି ନିତି ସଂଘର୍ଷ। ପାଣି ଚିନ୍ତାରୁ ଆରମ୍ଭ ହୁଏ ସକାଳ। ବର୍ଷା ଦିନେ ବି ମିଳେନି ସମସ୍ୟାରୁ ମୁକ୍ତି। ପାନୀୟଜଳ ପାଇଁ ଯୋଜନା ଶୀତଳଭଣ୍ଡାରରେ ରହିଯାଇଥିବାବେଳେ ସ୍ବାସ୍ଥ୍ୟ ଉପଯୋଗୀ ବିଶୁଦ୍ଧ ପାଣି ପାଇଁ କଲବଲ…

ଛୁଆ ହାତୀର ମୃତଦେହ ଠାବ

ବଡ଼ବିଲ/କେନ୍ଦୁଝର,୯ା୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡ଼ବିଲ ଫରେଷ୍ଟ ରେଞ୍ଜ ଅଧୀନ ସିଦ୍ଧମଠ ସଂରକ୍ଷିତ ଜଙ୍ଗଲରୁ ବୁଧବାର ବନ ବିଭାଗ ଏକ ଛୁଆହାତୀର ଗଳିତ ମୃତଦେହ ଠାବ କରିଛି। ମୃତ ହାତୀଛୁଆଟି ଅଣ୍ଡିରା ଓ ଏହାର ବୟସ ୨ରୁ ୩ବର୍ଷ ହେବ ବୋଲି ବନ ବିଭାଗ…

ବଢ଼ୁଛି ବର୍ଷାଦିନିଆ ଛତୁର ଚାହିଦା

କେନ୍ଦୁଝର, ୯ା୭ (ସ୍ବ.ପ୍ର.)-ଛତୁ ଶାକାହାରୀମାନଙ୍କ ପ୍ରିୟଖାଦ୍ୟ। ସମସ୍ତେ ଛତୁ ଖାଇବାକୁ ଭଲ ପାଇଥାନ୍ତି। ଯଦିଓ ଆଜିକାଲି ବର୍ଷ ତମାମ ଛତୁ କୃତ୍ରିମ ଉପାୟରେ ଚାଷ କରି ଉପତ୍ାଦନ କରାଯାଉଛି ତେବେ ପ୍ରାକୃତିକ ପରିବେଶରେ ଉଠୁଥିବା ଛତୁର ଚାହିଦା ଅଧିକ ଓ ସ୍ବାଦ…

୮ ବର୍ଷ ହେଲା ଗାତ ଖୋଳି ରହୁଥିଲେ, ଅସହାୟ ବୃଦ୍ଧାଙ୍କୁ ଉଦ୍ଧାର କଲା ପ୍ରଶାସନ

କପ୍ତିପଦା,୮ା୭(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଶରତ ପଞ୍ଚାୟତ ଅନ୍ତର୍ଗତ ରଙ୍ଗାମାଟିଆ ଗ୍ରାମ ୮ ନମ୍ବର ୱାର୍ଡର ଜଣେ ଅସହାୟ ବିଧବା ବୃଦ୍ଧାଙ୍କୁ ପ୍ରଶାସନ ଉଦ୍ଧାର କରିଛି। ଜିଲାପାଳଙ୍କ ନିର୍ଦ୍ଦେଶରେ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ଉଦ୍ଧାର କରିବା ସହିତ ବାରିପଦାସ୍ଥିତ ବୃଦ୍ଧାଶ୍ରମରେ…

କୋଭିଡ୍‌ ହସ୍ପିଟାଲରେ ଜନ୍ମ ନେଲେ ଦୁଇ ଶିଶୁ

ରାଉରକେଲା ଅଫିସ,୮।୭-ରାଉରକେଲା କୋଭିଡ୍‌ ହସ୍ପିଟାଲରେ ଆଡମିଟ ଥିବା ୨ଜଣ କରୋନା ଆକ୍ରାନ୍ତ ମହିଳା ସୁରକ୍ଷିତ ଭାବେ ଏକ କନ୍ୟା ଓ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ବୁଧବାର ଜିଲାପାଳ ନିଖିଲ ପୱନ କଲ୍ୟାଣ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ତେବେ…

ଝିଅ ପରେ ମା’ କରୋନା ଆକ୍ରାନ୍ତ

ବରଗଡ଼ ଅଫିସ୍‌,୮।୭- ବରଗଡ଼ ଜିଲାରେ ବୁଧବାର ପୁଣି ଜଣେ କରୋନା(କୋଭିଡ୍‌-୧୯) ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣକ ଅତାବିରା ବ୍ଲକ୍‌ ଅଧୀନ କୁଲୁଣ୍ଡା ଗ୍ରାମର ଜଣେ ମହିଳା। ଭୁବନେଶ୍ୱରସ୍ଥିତ ଏମ୍ସରେ ଚିକିତ୍ସାଧୀନ ଥିବା ତଥା ପୂର୍ବରୁ କରୋନାରେ ସଂକ୍ରମିତ ନିଜ…

ଶିଶୁ ଭବନରୁ ଆଉ ଜଣେ ଶିଶୁ କରୋନା ଆକ୍ରାନ୍ତ

କଟକ ଅଫିସ,୮।୭-କଟକ ଶିଶୁ ଭବନରେ ବୁଧବାର ଦ୍ୱିତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ହେଉଛନ୍ତି ଜଗତସିଂହପୁର ଅଞ୍ଚଳର ୬ ବର୍ଷର ଶିଶୁ ପୁତ୍ର। ଗତକାଲି ଶିଶୁ ଭବନର ଆଇସୋଲେସନ ଓ୍ବାର୍ଡରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ସ୍ବାବ୍‌ ଟେଷ୍ଟ…

ଗଞ୍ଜାମ ଜିଲାକୁ ବନ୍ଦ ହେଲା ଟ୍ରେନ୍‌ ସେବା

ଭୁବନେଶ୍ୱର, ୮ା୭(ବ୍ୟୁରୋ)-ଗଞ୍ଜାମରେ କୋଭିଡ-୧୯ ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଜିଲାରେ ଟ୍ରେନ୍‌ ସେବାକୁ ବନ୍ଦ କରାଯାଇଛି। ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲାର ସମସ୍ତ ଷ୍ଟେସନ ସହ ବାଲୁଗାଁ ଷ୍ଟେସନ ଠାରେ ଯାତ୍ରୀବାହୀ ଟ୍ରେନ ଗୁଡିକର ରହଣି ବନ୍ଦ କରାଯିବାକୁ ନିଷ୍ପତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri