ଆମ ଜିଲା ଖବର

ପାରଳାଖେମୁଣ୍ଡି ୩ ଦିନ ଶଟ୍‌ଡାଉନ

ପାରଳାଖେମୁଣ୍ଡି,୮।୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଆସନ୍ତା ଶୁକ୍ରବାର, ଶନିବାର ଓ ରବିବାର ୩ ଦିନ ପାରଳାଖେମୁଣ୍ଡି ସହର ଶଟଡାଉନ ରହିବ। ଏ ନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ସେହିପରି ପାରଳାଖେମୁଣ୍ଡିକୁ ସଂଯୋଗ…

କାଠଯୋଡିରୁ ଉଦ୍ଧାର ହେଲେ ମା’ ଝିଅ

କଟକ ଅଫିସ, ୮।୭-କଟକ ତ୍ରିଶୁଳିଆ ନିକଟସ୍ଥ ସୁଭାସ ଚନ୍ଦ୍ର ବୋଷ ବ୍ରିଜ୍‌ରୁ ବୁଧବାର ଅପରାହ୍ନରେ କାଠଯୋଡ଼ି ନଦୀକୁ ଡେଇଁ ଆମତ୍ହତ୍ୟା ଉଦ୍ୟମ କରିଥିବା ୨ଜଣଙ୍କୁ ଅଗ୍ନିଶମ ବିଭାଗ କର୍ମଚାରୀ ଉଦ୍ଧାର କରିଛନ୍ତି। ନଦୀରୁ ଉଦ୍ଧାର ହୋଇଥିବା ୨ଜଣ ସମ୍ପର୍କରେ ମା’ ଓ…

ଗଞ୍ଜାମରେ ପହଞ୍ଚିଲେ ଡିଜିପି : କଲେ କୋଭିଡ ପରିଚାଳନା ସମୀକ୍ଷା

ଛତ୍ରପୁର,୮।୭(ଡି.ଏନ୍‌.ଏ.): ଓଡ଼ିଶା ପୋଲିସ ଡିଜି ଅଭୟ ବୁଧବାର ଅପରାହ୍ନରେ ଗଞ୍ଜାମ ଜିଲାରେ ପହଞ୍ଚିଛନ୍ତି। ଛତ୍ରପୁରସ୍ଥିତ ଗଞ୍ଜାମ ଏସ୍‌ପିଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ବୈଠକରେ କୋଭିଡ-୧୯ ପରିଚାଳନା ଓ ଗାଇଡଲାଇନକୁ କାର୍ଯ୍ୟକାରୀ ସମ୍ପର୍କୀୟ ସମୀକ୍ଷା ଡିଜିପି କରିଛନ୍ତି। ଏହି ବୈଠକରେ ଦକ୍ଷିଣାଞ୍ଚଳ ଡିଆଇଜି…

୭ ଦିନ ନିମଖଣ୍ଡିପେଣ୍ଠ ଗାଁ ଶଟଡାଉନ

ଦିଗପହଣ୍ଡି,୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଏ ନେଇ ସ୍ଥାନୀୟ ପ୍ରଶାସନ ଓ ସାଧାରଣ ଜନତାଙ୍କ ଚିନ୍ତା ବଢ଼ିବାରେ ଲାଗିଛି । ଗତ କିଛିଦିନ ମଧ୍ୟରେ ଦିଗପହଣ୍ଡି…

କାଠଯୋଡି ନଦୀକୁ ଡେଇଁଲେ ମା’ ଝିଅ

କଟକ ଅଫିସ, ୮।୭-କଟକ ତ୍ରିଶୁଳିଆ ବ୍ରିଜରୁ କାଠଯୋଡି ନଦୀକୁ ବୁଧବାର ମା ଓ ଝିଅ ଡେଇଁପଡିଛନ୍ତି। ବ୍ରିଜ ଉପରେ ଗାଡି ଥୋଇ ଉଭୟେ ନଦୀକୁ ଡେଇଁ ପଡିଥିବା ସୂଚନା ମିଳିଛି। ଖବରପାଇ ଅଗ୍ନିଶମ କର୍ମଚାରୀ, ଓଡ୍ରାଫ ଟିମ ପହଞ୍ଚି ଉଦ୍ଧାର କାର୍ଯ୍ୟ…

୭ବର୍ଷ ପୁଅ ବେକରେ ଭୁଜାଲି ଲଗାଇ ମା’ଙ୍କୁ ବଳାତ୍କାର ଉଦ୍ୟମ: ଜେଲ୍‌ ଗଲେ ଯୁବକ

ମହାକାଳପଡ଼ା,୮।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ମହିଳାଙ୍କ ଅଶ୍ଲୀଳ ଫଟୋ ଉଠାଇ ତାଙ୍କୁ ବ୍ଲାକମେଲ କରିବା ସହ ୭ବର୍ଷ ପୁଅ ବେକରେ ଭୁଜାଲି ଲଗାଇ ମା’ଙ୍କୁ ବଳାତ୍କାର ଉଦ୍ୟମ କରିଛନ୍ତି। ଏନେଇ…

ଡ୍ୟୁଟିରେ ଥିଲେ ନର୍ସ: ଛୁରୀ ଭୁଷି ହତ୍ୟାକଲେ ସ୍ବାମୀ

କଟକ ଅଫିସ,୮।୭- କଟକ ଜିଲା ନିଆଳିରେ ଜଣେ ନର୍ସ ତାଙ୍କର ବୃତ୍ତିଗତ କର୍ତ୍ତବ୍ୟ ପାଳନ କରୁଥିବା ସମୟରେତାଙ୍କୁ ହତ୍ୟା କରାଯାଇଛି। ନର୍ସଙ୍କ ସ୍ବାମୀ ଛୁରୀ ଭୁଷି ହତ୍ୟା କରିଥିବା ଅଭିଯୋଗ ହୋଇଛି। ସୂଚନାନୁଯାୟୀ, ନିଆଳି ଅଞ୍ଚଳରେ ଥିବା ମହିଧରପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର(ସିଏଚ୍‌ସି)…

ସିର୍ଲାରେ ମାଓବାଦୀ-ପୋଲିସ ମୁହାଁମୁହିଁ ପରେ ହାଇଆଲର୍ଟ

ଦାରିଙ୍ଗବାଡ଼ି,୮ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ସିର୍ଲା ପଞ୍ଚାୟତ କିହାଲଗୁଡ଼ା ଜଙ୍ଗଲ କ୍ଳାଉଡଙ୍ଗା ଅଞ୍ଚଳରେ ଗତ ଶନିବାର ବିଳମ୍ବିତ ରାତିରେ ପୋଲିସ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଏଥିରେ ଉକ୍ତ ଦିନ ପୋଲିସ ଗୁଳିରେ ୪ ଜଣ ମାଓବାଦୀ ନିହତ ହୋଇଥିବା ବେଳେ ପୁଣି…

କୋରାପୁଟରେ ଆଜି ୬ ପଜିଟିଭ୍‌ ଚିହ୍ନଟ, ଘରୋଇ ଟିଉସନ ବନ୍ଦ କଲେ ଜିଲାପାଳ

କୋରାପୁଟ,୮ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ବୁଧବାର ପୁଣି ୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ପ୍ରକାଶ ପାଇଛି। ସେଥିମଧ୍ୟରୁ ଜଣେ ସଙ୍ଗରୋଧ କେନ୍ଦ୍ରରୁ , ୨ ଜଣ ଘରୋଇ କ୍ୱାରାଣ୍ଟାଇନ୍‌ରୁ ଏବଂ ୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ…

ମାଲକାନଗିରିରେ ଆଉ ୩ କରୋନା ପଜିଟିଭ୍‌: ସିଲ୍‌ ହେଲା ଡାକ୍ତରଖାନା

ମାଲକାନଗିରି,୮ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ବୁଧବାର ପୁଣି  ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଜିଲା ସଦର ମହକୁମା ଡାକ୍ତରଖାନାରେ ଭର୍ତ୍ତି ହୋଇଥିବାରୁ ଏହାକୁ ସିଲ୍‌ କରି ଦିଆଯାଇଛି। କିନ୍ତୁ ଜରୁରିକାଳୀନ ଓପିଡି ଖୋଲା ରଖାଯାଇଥିବା ବେଳେ ଓପିଡି…

କେ. ଝାଲରସିଂକୁ ୭ ଦିନ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଜିଲାପାଳ

ଆର.ଉଦୟଗିରି,୮।୭:(ଡି.ଏନ୍‌.ଏ.): ଗଜପତି ଜିଲା ନୂଆଗଡ଼ ବ୍ଲକରେ ଗତ ୨ ଦିନ ମଧ୍ୟରେ ୨୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେ, ଝାଲରସିଂରୁ ୯ , ଲିଅବରୁ ୧, ତୁବୁସିଂରୁ ୧, ତେରେମେଣ୍ଡାରୁ ୧ ଓ କେ. ଝାଲରସିଂ ଛଟଗ୍ରାମରୁ…

କଟକବାସୀଙ୍କୁ ଡରାଇଲାଣି କରୋନା: ୨୦୦ ଡେଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ଅଫିସ,୮।୭- କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଶହ ପାର କରିଛି। ବୁଧବାର ଏହି ସଂଖ୍ୟା ୨୦୨ରେ ପହଞ୍ଚିଛି। ମଙ୍ଗଳବାର ସହରରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏସ୍‌ସିବି ମେଡ଼ିକାଲର ଆଇସୋଲେସନ ୱାର୍ଡରୁ ଦୁଇଜଣ ଚିହ୍ନଟ ହୋଇଥିବା ବେଳେ କ୍ୟାନ୍‌ସର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri