କରୋନା ଅଟକାଇ ପାରିନି ଶିକ୍ଷାର ପଥ ଭିଡ଼ିଓ କନଫରେନ୍ସରେ ଚାଲିଛି ପାଠପଢା
ତାଳଚେର, ୪/୪(ନି.ପ୍ର.)-କୋଭିଡ଼-୧୯ ବରୋଧରେ ଲଢ଼ୁଛି ସାରା ବିଶ୍ୱ। ହେଲେ ଏହି ମହାମାରୀ ରୋକିପାରିନି ଶିକ୍ଷାର ବାଟ। ଅବିରତ ଭାବେ ଚାଲିଛି ଶିକ୍ଷାଦାନ ପିଲାମାନେ ପାଠ୍ୟକ୍ରମ ଅନୁଯାୟୀ ପଢୁଛନ୍ତି ପାଠ। ଲକଡ଼ାଉନ ସମୟରେ ସବୁ କିଛି ଠପ ହୋଇଯାଇଥିବା ବେଳେ ଅନୁଗୋଳ...
ପୁରୀ ଜିଲାରେ ପ୍ରଥମ କରୋନା ଚିହ୍ନଟ ନିଜାମୁଦ୍ଦିନରୁ ଫେରିଥିଲେ
ପୁରୀ ଅଫିସ, ୪।୪: ପୁରୀ ଜିଲାରେ ଶୁକ୍ରବାର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି. ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସ୍ପଷ୍ଟ କରିବା ପରେ ଜିଲାବାସୀ ଭୟଭୀତ ହୋଇପଡିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ ଦିଲ୍ଲୀ ନିଜାମୁଦ୍ଦିନ ଧର୍ମ ସଭାରେ ଯୋଗଦେଇ...
ଟାଟା ହାଟରେ ସାମାଜିକ ଦୂରତାକୁ ମାନୁନାହାନ୍ତି ଲୋକେ
କାଳିଆପାଣି,୪।୪: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଖଣି ଅଞ୍ଚଳରେ ଏକମାତ୍ର ଟାଟା ହାଟରେ ସାମାଜିକ ଦୂରତାକୁ ମାନୁନାହାନ୍ତି ଲୋକେ। ଯାଜପୁରରେ ପ୍ରଥମ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଦେଇଛି। ଏହକ୍ରମରେ...
ସଟ୍ଡାଉନ୍ ପରିସୀମା ବଢିଲା
ଭଦ୍ରକ ଅଫିସ, ୪।୪- ଭଦ୍ରକ ପୌରାଞ୍ଚଳ ସମେତ ଆଖପାଖ ଗାଁ ରେ ୪୮ଘଣ୍ଟିଆ ସଟ୍ଡାଉନ୍ ଘୋଷଣା କରାଯାଇଥିଲା। ଶୁକ୍ରବାର ରାତିରେ ଭଦ୍ରକର ଦୁଇ ଜଣ କରୋନା ରୋଗୀ ଚି଼ହ୍ନଟ ହେବାପରେ ଚରମ୍ପା ନିକଟସ୍ଥ ଏରେଇଁ ପଂଚାୟତ ଅଞ୍ଚଳ କୁ ମଧ୍ୟ...
ଯାଜପୁରରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ତତ୍ପର
ଯାଜପୁର ଟାଉନ,୪।୪: (ଡି.ଏନ.ଏ)- ଯାଜପୁର ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ତତ୍ପର ହୋଇ ଉଠିଛି ଜିଲ୍ଲା ପ୍ରଶାସନ। ଶୁକ୍ରବାର ରାତିରୁ ବ୍ରହ୍ମବରଦା ଅଞ୍ଚଳକୁ ସଟ ଡାଉନ ଘୋଷଣା କରିବା ସହ ସମ୍ପୃକ୍ତ ଅଞ୍ଚଳକୁ ନଜରବନ୍ଦୀରେ ରଖାଯାଇଛି ।...
କୁଅଁରମାଲ ପତ୍ରା ଜଙ୍ଘଲ ରୁ କୁଟୁରା ଶିକାର
ଲଇକେରା ୪।୪ (ଡି.ଏନ.ଏ.) ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ କୁଅଁରମାଲ ବିଟ୍ ଚିରଗୁଣି ପତ୍ରା ଜଙ୍ଘଲରୁ ଏକ କୁଟୁରା ଶିକାର ଅଭିଯୋଗରେ ବନ ବିଭାଗ ଦୁଇଜଣଙ୍କୁ ଅଟକ ରଖିଛି । ଏସିଏଫ ବାସିଲ ବାର୍ଲା ରେଞ୍ଜ ଅଫିସ ବାଗଡ଼ିହିରେ...
ସଟ୍ଡାଉନ୍ ନିୟମ ଉଲ୍ଲଂଘନ କରି ୯ ଗିରଫ
ଭଦ୍ରକ ଅଫିସ,୪।୪: ସାରା ଦେଶରେ କରୋନା ଭାଇରସ୍ ପ୍ରକୋପ ଜାରି ରହିଥିବା ବେଳେ ଦିନକୁ ଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ଓ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶୁକ୍ରବାର ଭୁବନେଶ୍ୱର,...
ଯାଜପୁର ଜିଲାରେ ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ : ବ୍ରହ୍ମବରଦା ଅଞ୍ଚଳ ସିଲ
ଯାଜପୁର ଅଫିସ/ରସୁଲପୁର,୪।୪(ଡି.ଏନ.ଏ.)-ଯାଜପୁର ଜିଲା ବ୍ରହ୍ମବରଦାରେ ଶୁକ୍ରବାର ରାତିରେ ଜଣେ କରୋନା ଭାଇରସ ସଂକ୍ରମିତ ହୋଇଥିବା ଜଣାପଡିଛି। ଏହାପରେ ବ୍ରହ୍ମବରଦା ଅଞ୍ଚଳକୁ ସିଲ କରି ଦିଆଯାଇଛି ବୋଲି ଜିଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ଶନିବାର ପୂର୍ବାହ୍ନରେ ଜିଲା ପ୍ରଶାସନର...
ଓଡ଼ିଶାରେ ପୁଣି ୧୧ : କରୋନା ସଂକ୍ରମିତ ସଂଖ୍ୟା ହେଲା ୨୦
ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କୁ ନେଇ ଯେଉଁ ଆଶଙ୍କା ଥିଲା ତାହା ବାସ୍ତବ ରୂପ ନେବାରେ ଲାଗିଛି। ଶୁକ୍ରବାର କଟକରେ ଜଣେ ଏବଂ ଭୁବନେଶ୍ୱର ବମିଖାଲରେ ୩ ଜଣ କରୋନା ସଂକ୍ରମିତ ଜଣାପଡିଥିଲା। ଏହାକୁ ନେଇ ଏକ ଭୟର...
ଆମଦାନୀ ନ ଥିବାରୁ ଅଣ୍ଡା ଅଭାବ, ବଢୁଛି ଦର
ଜୟପୁର,୩ା୪(ଡି.ଏନ୍.ଏ.) କରୋନା ମୁକାବିଲା କ୍ରମରେ ସବୁଠି ଲକ ଡାଉନ ସହ କୋରାପୁଟ ଜିଲାର ସୀମା ସିଲ କରାଯାଇଛି। ଏଭଳି ପରିସ୍ଥିତିରେ ପଡ଼ୋଶୀ ଆନ୍ଧ୍ରପ୍ରଦେଶରୁ ଆମଦାନୀ ହେଉଥିବା ଅଣ୍ଡା ଆସିପାରୁ ନ ଥିବାରୁ ଜୟପୁର ସହରରେ ଏବେ ଏହାର ଅଭାବ ଦେଖାଦେଲାଣି। ଜିଲାର...
ପେଟ୍ରୋଲ ପମ୍ପରେ ଛିଡ଼ା ହୋଇଥିବା ଟ୍ରକରୁ ଲୁଟ ,୨ ଗିରଫ
ବଡବିଲ, ୩ା୪(ସ୍ବ.ପ୍ର.)-ପେଟ୍ରୋଲ ପମ୍ପରେ ଛିଡା ହୋଇଥିବା ଏକ ଟ୍ରକରୁ ଲୁଟ ଅଭିଯୋଗରେ କେନ୍ଦୁଝର ଜିଲା ବଡବିଲ ପୋଲିସ ଶୁକ୍ରବାର ୨ ଜଣ ଲୁଟେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଯୋଡା ଥାନା ଅନ୍ତର୍ଗତ...
ଔଷଧ ପ୍ରସ୍ତୁତିରେ ବିତୁଛି ବେଳ
କେନ୍ଦୁଝର, ୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)-କେନ୍ଦୁଝର ସଦର ବ୍ଲକ ଅଧୀନ ବେଲପଶି ଗ୍ରାମର କବିରାଜ ହରେକୃଷ୍ଣ ମହାନ୍ତ ବେଶ ଜଣାଶୁଣା। ତାଙ୍କ ଜଡିବୁଟି ଔଷଧରେ ଅନେକ ରୋଗ ଭଲ ହେଉଥିବାରୁ ତାଙ୍କ ପାଖକୁ ଲୋକ ଛୁଟି ଆସିଥାନ୍ତି। ଏବେ କରୋନା ସଂକ୍ରମଣ...
Archives


