ଆମ ଜିଲା ଖବର

ନୟାଗଡ ଜିଲାରେ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖୋଲିବ ଦୋକାନ ବଜାର

ନୟାଗଡ ଅଫିସ, ୨୬।୫: ନୟାଗଡ ଜିଲାରେ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରହିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଔଷଧ ଦୋକାନ ଓ ସ୍ବାସ୍ଥ୍ୟସେବା ୨୪ ଘଣ୍ଟା ଚାଲୁ…

ଖାତରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ନୟାଗଡ ଅଫିସ/ରଣପୁର,୨୬।୫(ସ୍ବ.ପ୍ର.):ନୟାଗଡ଼ ଜିଲା ରଣପୁର ଥାନାର ବିରୁଡ଼ା ଅଞ୍ଚଳରେ ଏକ ମୃତଦେହ ଖାଲରେ ପଡିରହିଛି। ମୃତକ ହେଲେ ରାଇପଡାର ଆଦିତ୍ୟ ବେହେରା। ତେବେ ଆଦିତ୍ୟଙ୍କୁ ପୋଲିସ ହତ୍ୟା କରି ଫୋପାଡି ଦେଇଥିବା ଅଭିଯୋଗ ହେବା ସହ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ…

ଜ଼ିଲାପାଳଙ୍କ ଅଫିସ ଆଗରେ ଧାନ ରଖି ଆନ୍ଦୋଳନ କଲେ ଚାଷୀ

ଛତ୍ରପୁର, ୨୬।୫(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଚାଷୀଙ୍କଠାରୁ ବଳକା ଧାନ କିଣିବା ଦାବି ନେଇ ଋଷିକୂଲ୍ୟା ରୟତ ମହାସଭା ନେତୃତ୍ୱରେ ଚାଷୀମାନେ ମଙ୍ଗଳବାର ଜ଼ିଲାପାଳଙ୍କ ଅଫିସ ଆଗରେ ଧାନ ବସ୍ତା ରଖି ଆନ୍ଦୋଳନ କରିଛନ୍ତି। ପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରଯାଇଥିଲା।…

ବିଷାକ୍ତ ମଦ ପିଇ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା: ମୃତଦେହ ରଖି ରାସ୍ତାରୋକୋ କଲେ ଗ୍ରାମବାସୀ

ପଦ୍ମପୁର,୨୬।୫(ଡି.ଏନ୍‌.ଏ.): ଭଦ୍ରକ ସଦର ବ୍ଲକ ଅଧିନ ସାବରଙ୍ଗ ପଞ୍ଚାୟତରେ ବିଷାକ୍ତ ମଦ ପିଆଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ଭଗବାନ ବେହେରା। ଏନେଇ ମଙ୍ଗଳବାର ଗ୍ରାମାଞ୍ଚଳ ଥାନାରେ ପରିବାର ଲୋକେ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ,…

ଦଇତାପତିଙ୍କର ହେବ କରୋନା ଟେଷ୍ଟ: ୨୭, ୨୮ରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ସ୍ବାବ୍‌ ସଂଗ୍ରହ

ପୁରୀ ଅଫିସ,୨୬ା୫: ଦଇତାପତିମାନେ ସର୍ବଦା ମହାପ୍ରଭୁଙ୍କୁ ମିଳିତ ଭାବେ ସେବା ଯୋଗାଇ ଦେଇଥାନ୍ତି। ତେଣୁ ସେମାନଙ୍କର ସେବା ହେଉଛି ଗୋଷ୍ଠୀଗତ ସେବା। ଶ୍ରୀମନ୍ଦିର ପ୍ରଶାସନ ନିର୍ଦ୍ଦେଶ ମୁତାବକ ଚଳିତବର୍ଷ ମହାପ୍ରଭୁଙ୍କ ସ୍ନାନଯାତ୍ରା ପହଣ୍ଡିରେ କେତେ ଦଇତାପତି ସାମିଲ ହେବେ ତାହା ଚୂଡ଼ାନ୍ତ…

ଡେରାବିଶରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ

ଡେରାବିଶ, ୨୬।୫(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲାରେ ସୋମବାର ୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ଡେରାବିଶ ବ୍ଲକର ବୋଲି ଜଣାପଡିଛି। ଡେରାବିଶ ବ୍ଲକ୍‌ରେ ଆଜିକୁ ମିଶାଇ ସମୁଦାୟ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ…

କରୋନା ଯୋଦ୍ଧା ସମ୍ମାନିତ

ଚୌଦ୍ୱାର,୨୬ା୫(ଡି.ଏନ୍‌.ଏ.): କରୋନା ଯୋଗୁ ସମଗ୍ର ରାଜ୍ୟରେ ଲକ୍‌ଡାଉନ ଜାରି ରହିଥିବା ବେଳେ କିଛି ଦିନ ସଟ୍‌ଡାଉନ ମଧ୍ୟ ଥିଲା। ଏହି ସମୟରେ କଟକ ଜିଲା ଚୌଦ୍ୱାର ସହରବାସୀଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଆସୁଥିବା ଡା. ରବିନ୍ଦ୍ର କୁମାର ମହାପାତ୍ରଙ୍କୁ ଓଡ଼ିଶା ବାପ୍‌ଟିଷ୍ଟ…

କେନ୍ଦୁଝର ଜିଲାରେ ୮ କରୋନା ରୋଗୀ ଚିହ୍ନଟ, ସ୍ବାସ୍ଥ୍ୟ ବିଭାଗ ତତ୍ପର

କେନ୍ଦୁଝର,୨୬।୫ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଜିଲା ମୁଖ୍ୟାଳୟରେ ପ୍ରଥମ ରୋଗୀ ଚିହ୍ନଟ ହୋଇଛି। ସ୍ଥାନୀୟ ନିହାଲ ସିଂ ଛକ ନିକଟ କିମିରିଡୋଲି ସାହିରେ ରହୁଥିବା ଜଣେ ସ୍ବାସ୍ଥ୍ୟ ବିଭାଗ ଗାଡି ଚାଳକଙ୍କ…

କେନ୍ଦ୍ରାପଡ଼ାରେ ୬ କରୋନା ପଜିଟିଭ ଚିହ୍ନଟ : ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ଛୁଇଁଲା ୬୧, ସୁସ୍ଥ ହେଲେଣି ୨୬ଜଣ

କେନ୍ଦ୍ରାପଡା ଅଫିସ, ୨୬ା୫: କେନ୍ଦ୍ରାପଡା ଜିଲା ଡେରାବିଶ, ମହାକାଳପଡା ବ୍ଲକ ଅଞ୍ଚଳରୁ ମଙ୍ଗଳବାର ନୂତନ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି। ତେବେ ସେମାନଙ୍କ ମଧ୍ୟରୁ ୨୬ଜଣ ସୁସ୍ଥ ହୋଇ…

ପାଟଣା ବ୍ଲକର ପ୍ରଥମ କରୋନା ଆକ୍ରାନ୍ତ ୧୮ ବର୍ଷର ଯୁବକ

ପାଟଣା,୨୬।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତର ଜଣେ ୧୮ ବର୍ଷୀୟ ଯୁବକ କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ଏନେଇ ମଙ୍ଗଳବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଉକ୍ତ ଯୁବକ…

ପୁରୀରୁ ୪ ଆକ୍ରାନ୍ତ ଚିହ୍ନଟ: ଜିଲାରେ କରୋନା ପଜିଟିଭ ସଂଖ୍ୟା ୮୫ରେ ପହଞ୍ଚିଲା

ପୁରୀ ଅଫିସ, ୨୬ା୫: ପୁରୀ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ଗତିରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାର କରୋନା ପଜିଟିଭ ସଂଖ୍ୟା ୮୫ରେ ପହଞ୍ଚିଛି। ଏଥିମଧ୍ୟରୁ ୧୪ଜଣ ସୁସ୍ଥ ହୋଇଥିବା…

ପୁଣି ହାତୀ ଭାଙ୍ଗିଲା ଘର

ଚିତ୍ରଡା,୨୬।୫(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲା ମୋରଡା ବ୍ଲକରେ ହାତୀ ଉପଦ୍ରବ ଥମିବାର ନା ଧରୁନି। ସୋମବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ଆସି ଚିକଟାମାଟିଆ ପଞ୍ଚାୟତ ଭାଲୁଘେରା ଗାଁର ବାଜୁନ ମୁର୍ମୁଙ୍କ ଚାଳ ଘର ଭାଙ୍ଗି ଧାନଗୁଡିକୁ ନଷ୍ଟ କରିଦେଇଥିବା ଦେଖିବାକୁ ମିଳିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri