ଅନୁରୋଧ ରଖିଲେ ତେଲେଙ୍ଗାନା ସରକାର
ପର୍ଲା, ୩।୪ (ଡି.ଏନ.ଏ)- କଳାହାଣ୍ଡି ଜିଲାର ୧୯୫ ଜଣ ଦାଦନ ଶ୍ରମିକଙ୍କୁ ତେଲେଙ୍ଗାନା ସରକାର ସହାୟତାର ହାତ ବଢାଇଛନ୍ତି। ଏମାନେ ତେଲେଙ୍ଗାନା ରାଜ୍ୟର ରାଙ୍ଗାରେଡ୍ଡି ଜିଲାର ଗାଚିବାଓଲି ଥାନା ନାନାକରମଗୁଡା ଗ୍ରାମରେ ଲକ ଡାଉନ ଯୋଗୁ ଫସି ରହିଛନ୍ତି। ଏହି...
କୋଭିଡ-୧୯ ମୁକାବିଲା: ନିଜର ଏକ ମାସର ଦରମା ପ୍ରଦାନ କଲେ ନୀଳଗିରି ବିଧାୟକ
ସଜନାଗଡ଼,୩।୪(ଡି.ଏନ୍.ଏ.): କରୋନା ମହାମାରୀ ସହ ମୁକାବିଲା ଲାଗି କେନ୍ଦ୍ର ତଥା ରାଜ୍ୟ ସରକାରଙ୍କୁ ସହାୟତାର ସୁଅ ଛୁଟୁଛି। ଏହି କ୍ରମରେ ବାଲେଶ୍ୱର ଜିଲା ନୀଳଗିରି ବିଧାୟକ ଇଂ ସୁକାନ୍ତ କୁମାର ନାୟକ କୋଭିଡ-୧୯ ମହାମାରୀ ପାଣ୍ଠିକୁ ନିଜର ଏକ ମାସର...
ତୁଷୁରା ଏନ୍ଏସି ସବୁ ଡ୍ରେନ୍ରେ ବିଶୋଧକ ସିଞ୍ଚନ କରୁନି
ଗୁଡଭେଲା,୩।୪(ଡି.ଏନ.ଏ.)-ବର୍ତ୍ତମାନର ଭୟଙ୍କର କରୋନା ପରିସ୍ଥିତିର ମୁକାବିଲା କରିବା ପାଇଁ ବଲାଙ୍ଗୀର ଜିଲା ତୁଷୁରା ଏନ୍ଏସି ପକ୍ଷରୁ ସହରକୁ ସ୍ବଚ୍ଛ ଓ ସଂକ୍ରମଣ ମୁକ୍ତ ରଖିବାକୁ ସ୍ବଚ୍ଛତା ମିଶନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ତୁଷୁରା ସହରର ସମସ୍ତ ଡ୍ରେନ୍ରେ ବିଶୋଧକ ସିଞ୍ଚନ...
ବିଏମ୍ସି ପକ୍ଷରୁ ବ୍ରହ୍ମପୁରର ବିିଭିନ୍ନ ସାହିରେ ବିଶୋଧନ ଆରମ୍ଭ
ବ୍ରହ୍ମପୁର ଅଫିସ,୩ା୪: କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ନେଇ ବ୍ରହ୍ମପୁର ମହାନଗର ନିଗମ(ବିଏମସି) ପକ୍ଷରୁ ସହରର ବିଭିନ୍ନ ସାହିକୁ ବିଶୋଧନ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ସହରବାସୀଙ୍କୁ କେଭିଡ୍-୧୯ ସଂକ୍ରମଣରୁ ସୁରକ୍ଷିତ ରଖିବା ପାଇଁ ବିଏମ୍ସି ପକ୍ଷରୁ ପ୍ରତେକ ସାହିର...
ବେଆଇନ ଇଟାଭାଟି ବନ୍ଦ କଲା ପ୍ରଶାସନ
ରେଢାଖୋଲ,୩।୪(ଡି.ଏନ.ଏ.)-ମହାମାରୀ କରୋନା ଏବେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏହାର ମୁକାବିଲା ପାଇଁ ଭାରତ ସମେତ ବିଭିନ୍ନ ଦେଶ ଲାଗି ପଡିଛନ୍ତି। ଭାରତରେ ଏହାର ମୁକାବିଲା ଲାଗି କେନ୍ଦ୍ର ସରକାର ସମଗ୍ର ଦେଶକୁ ଲକ୍ ଡାଉନ କରିଛନ୍ତି। ଏଭଳି...
ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଖାଦ୍ୟ, ପାଣି ବଣ୍ଟନ
ପୁରୁଷୋତ୍ତମପୁର, ୩।୪(ଡି.ଏନ୍.ଏ.): ମାରାତ୍ମକ କରୋନାକୁ ନେଇ ସାରା ରାଜ୍ୟ ଲକ୍ଡାଉନ କରାଯାଇଥିବା ବେଳେ ଗରିବ ଦିନ ମଜୁରିଆମାନେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି। କାମଧନ୍ଦା ନ ପାଇ ଜୀବିକା ହରାଇ ଭୋକ ଉପାସରେ ଘରେ ରହି ଦୂର୍ଦିନରେ ଜୀବନ କାଟୁଛନ୍ତି।...
ଲକ୍ଡାଉନ୍ ମାନୁନାହାନ୍ତି ଲୋକେ, ସାଧାରଣରେ ଅସନ୍ତୋଷ
ଦାରିଙ୍ଗବାଡ଼ି,୩ା୪(ଡି.ଏନ୍.ଏ.): କରୋନା ସଂକ୍ରମଣ ପ୍ରତିହତ ପାଇଁ ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏଥିପାଇଁ ବାହାର ରାଜ୍ୟରୁ ଫେରିଥିବା ବ୍ୟକ୍ତିବିଶେଷଙ୍କୁ ନିଜ ଘରେ ସଙ୍ଗରୋଧ ହୋଇ ରହିବାକୁ ପରାମର୍ଶ ଦିଆଯିବା ସହ ବିଭିନ୍ନ ଦୋକାନ, ବ୍ୟାଙ୍କ ପ୍ରତିଷ୍ଠାନ, ସରକାରୀ, ବେସରକାରୀ କାର୍ଯ୍ୟାଳୟରେ...
କରୋନା ଯୋଗୁ ପନିପରିବା ଚାଷୀ ପ୍ରଭାବିତ, ଋଣ ଛାଡ଼ ଦାବି
ଗଞ୍ଜାମ, ୩।୪(ଡି.ଏନ୍.ଏ.): କରୋନା (କୋଭିଡ-୧୯) ସଂକ୍ରମଣକୁ ନେଇ ସାରା ବିଶ୍ୱ ଆତଙ୍କିତ ଅବସ୍ଥାରେ l ଏଥିପାଇଁ ସମସ୍ତ ଦୋକାନ ବଜାର, ହୋଟେଲ ଆଦି ବନ୍ଦ ରହିଛି। ଏହି ସମୟରେ ବିଶେଷ ଭାବେ ପନିପରିବା ଚାଷୀ ପ୍ରଭାବିତ ହେଉଛନ୍ତି। ଚଳିତ ବର୍ଷ...
ଯନ୍ତ୍ରଣା ସହି ନ ପାରି ଜୀବନ ହାରିଲେ ବୃଦ୍ଧା
ମାର୍ଶାଘାଇ, ୩।୪ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଡ଼କୁଳ ଗ୍ରାମର ଜନୈକା ବୃଦ୍ଧା ଯନ୍ତ୍ରଣା ସହି ନ ପାରି ଶୁକ୍ରବାର ଜୀବନ ହାରିଛନ୍ତି। ସେ ହେଲେ କୂଳମଣି ଲେଙ୍କାଙ୍କ ସ୍ତ୍ରୀ ପ୍ରେମଲତା ଲେଙ୍କା। ଶୁକ୍ରବାର ତାଙ୍କ ମୃତ ଶରୀର...
କେନ୍ଦୁ ଖାଇବାକୁ ଯାଇ ଗଛରୁ ପଡ଼ି ନାବାଳକଙ୍କ ଜୀବନ ଗଲା: ସରକାରୀ ସହାୟତା ଦାବି
ଲୋଇସିଂହା, ୩।୪(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଝରଣୀପାଲି ଗ୍ରାମର ଜନୈକ ନାବାଳକ କେନ୍ଦୁ ଖାଇବାକୁ ଯାଇ ଗଛରୁ ପଡ଼ି ଗୁରୁବାର ମୃତ୍ୟୁ ଘଟିଛି। ସେ ହେଲେ ହରିଜନ ବସ୍ତିର ରାଜା ନାଗ। ପ୍ରକାଶ ଯେ, ଗୁରୁବାର ସକାଳେ...
ଚିତ୍ରରେ କରୋନା ସଚେତନତା ବାର୍ତ୍ତା
ଶେରଗଡ଼,୩ା୪(ଡି.ଏନ୍.ଏ.): କରୋନା ସଚେତନତା ଲାଗି ସମଗ୍ର ଦେଶବାସୀ ଯେମିତି ଅଣ୍ଟା ଭିଡ଼ିଛନ୍ତି। ସମସ୍ତଙ୍କୁ ସରକାର ଘରେ ରହିବାକୁ ପରାମର୍ଶ ଦେଇଛନ୍ତି। ଏହି ଲକ୍ଡାଉନ୍ ଯୋଗୁ ଲୋକଙ୍କ ଜୀବନ ଜୀବିକାରେ ବାଧା ସୃଷ୍ଟି ହୋଇଛି। ଏଥିରୁ ଚିତ୍ରକରମାନେ ମଧ୍ୟ ବାଦ୍ ପଡ଼ିନାହାନ୍ତି।...
ତହସିଲଦାର, ଅତିରିକ୍ତ ତହସିଲଦାରଙ୍କ ରାତିଅଧିଆ ଚଢ଼ାଉ
ଶେରଗଡ଼,୩ା୪(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଶେରଗଡ଼ ତହସିଲଦାର ଡ଼. ଦୟାସିନ୍ଧୁ ପରିଡ଼ା ଓ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକ ସଦଳବଳ ଗୁରୁବାର ରାତିରେ ଚଢ଼ାଉ କରିଥିଲେ। ବର୍ତ୍ତମାନ କରୋନାର ତୃତୀୟ ସପ୍ତାହ ଚାଲିଥିବା ବେଳେ ରାତିରେ କିଛି ଟ୍ରକ...
Archives


