ଆମ ଜିଲା ଖବର

ତହସିଲରେ କର୍ମଚାରୀ ଅଭାବ: ଅସୁବିଧା ଭୋଗୁଛନ୍ତିି ଗ୍ରାମବାସୀ

ଝୁମ୍ପୁରା, ୬ା୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ତହସିଲ କାର୍ଯ୍ୟାଳୟ ସହିତ ତହସିଲ ନିୟନ୍ତ୍ରଣରେ ରହିଥିବା ୭ଟି ରାଜସ୍ବ ସର୍କଲରେ ମଧ୍ୟ କର୍ମଚାରୀ ଅଭାବ ଯୋଗୁ ଗ୍ରାମାଞ୍ଚଳ ବାସୀନ୍ଦା ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ୨୦୧୦ମସିହା ପାଖରୁ ଝୁମ୍ପୁରା ତହସିଲ କାଯର୍‌ୟକ୍ଷମ ହେବାପରେ…

ପିଇବା ପାଣି ପାଇଁ ଡହଳବିକଳ ଚିରିକିପଡ଼ାବାସୀ

ବୁଗୁଡ଼ା,୬ା୧୨(ଡି.ଏନ.ଏ.): ଗ୍ରାମାଞ୍ଚଳରେ ଲୋକଙ୍କୁ ପିଇବା ପାଣି ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ସରକାରଙ୍କ ବସୁଧା ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ରକ୍ଷଣା ବେକ୍ଷଣ ଅଭାବ ସାଙ୍ଗକୁ ପ୍ରଶାସନର ଆନ୍ତରିକତା ଅଭାବରୁ ଜଳ ପ୍ରକଳ୍ପ ନିର୍ମାଣ ହୋଇଥିଲେ ମଧ୍ୟ…

ଅବ୍ୟବସ୍ଥାରେ ରାଜୀବ ଆବାସ, ଅଭିଯୋଗ ସତ୍ତ୍ୱେ ଫଳ ଶୂନ୍‌

ବ୍ରହ୍ମପୁର ଅଫିସ,୬ା୧୨: ବସ୍ତି ବାସିନ୍ଦାଙ୍କୁ ମାୈଳିକ ସୁବିଧା ଯୋଗାଇ ଦେବା ଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ରାଜୀବ ଆବାସ ଯୋଜନା ମାଧ୍ୟମରେ ଗୃହ ନିର୍ମାଣ କାର୍ଯ୍ୟ ହାତକୁ ନିଆଯାଇଥିଲା। ଏହି ମର୍ମରେ ରାଜ୍ୟର ବିଭିନ୍ନ ସହରରେ ସ୍ଥାନ…

କୋମାରେ ସନ୍ତୋଷପୁର ସ୍ବାସ୍ଥ୍ୟକେନ୍ଦ୍ର: ୧୦ବର୍ଷ ହେଲା ନାହାନ୍ତି ଡାକ୍ତର

ରୂପ୍‌ସା, ୬ା୧୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନରେ ଥିବା ସନ୍ତୋଷପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘ ୧୦ବର୍ଷରୁ ଊର୍ଦ୍ଧ୍ୱ ହେବ କୌଣସି ଡାକ୍ତର ନିଯୁକ୍ତି ହେଉ ନ ଥିବାରୁ ରୋଗୀସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜଣେ ଫାର୍ମାସିଷ୍ଟ, ଜଣେ ପିଅନ ଓ ସ୍ବାସ୍ଥ୍ୟସେବିକାଙ୍କ…

ଚାଷୀଙ୍କୁ ମିଳୁନି ଟୋକନ, ଖଳାରେ ପଡିଛି ଧାନ

ଗୁଣପୁର,୬ା୧୨(ଡି.ଏନ୍‌.ଏ.): ଚାଷୀଙ୍କ ଏବେ ବିଷମ ସ୍ଥିତି। ବର୍ଷ ତମାମ ଜମିରେ ଖଟି ଧାନ ସଂଗ୍ରହ କରିଥିବାବେଳେ ଏବେ ତାହାକୁ ବିକ୍ରି କରିବାକୁ ନେଇ ଦେଖାଦଇଛି ଜଟିଳ ପରିସ୍ଥିତି। ଯୋଗାଣ ବିଭାଗ ଏବଂ ରାଜସ୍ବ ବିଭାଗ ମଧ୍ୟରେ ଛନ୍ଦି ହୋଇ ପଡିଥିବା ଚାଷୀ…

ପଶ୍ଚିମ ଓଡ଼ିଶାରେ ତାତିଲେ ଚାଷୀ

ସମ୍ବଲପୁର,୬ା୧୨(ବ୍ୟୁରୋ): ପଶ୍ଚିମ ଓଡିଶା କୃଷକ ସଙ୍ଗଠନ ଆହ୍ବାନରେ ଶନିବାର ବିଭିନ୍ନ ଜିଲାର ଚାଷୀ ସଙ୍ଗଠନ ରାସ୍ତାକୁ ଓହ୍ଳାଇଛନ୍ତି। ନୂଆପଡ଼ା ଓ କଳାହାଣ୍ଡି ବ୍ୟତୀତ ପ୍ରାୟ ସମସ୍ତ ଜିଲାରେ ଚାଷୀମାନେ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ସମ୍ବଲପୁର ଜିଲା ଜାତୀୟ ରାଜପଥ- ୫୩ ସିନ୍ଦୁରପଙ୍କ…

ପରୀ ହତ୍ୟା ଘଟଣାର ତଦନ୍ତ ଜୋର୍‌ଦାର: ହତ୍ୟାକାରୀଙ୍କୁ ଧରାଇଲେ ମିଳିବ ୧ ଲକ୍ଷ

ନୟାଗଡ଼ ଅଫିସ,୬ା୧୨: ନୟାଗଡ଼ ସଦର ଥାନା ଯଦୁପୁରର ପରୀ ହତ୍ୟା ଘଟଣାରେ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ୍‌ ଟିମ୍‌(ଏସ୍‌ଆଇଟି) ତଦନ୍ତ ଜୋର୍‌ଦାର କରିଛି। ହତ୍ୟା ଘଟଣାର ଗୁମର ଖୋଲିବାକୁ ଏସ୍‌ଆଇଟି ମୁଖ୍ୟ ପୋଲିସ ଆଇଜି ଅରୁଣ ବୋଥ୍ରା ୨ ସପ୍ତାହ ଅପେକ୍ଷା କରିବାକୁ କହିଛନ୍ତି।…

ଥାନା ହାଜତରେ ମୃତ୍ୟୁ ଘଟଣା: କେ.ରମେଶଙ୍କ ବ୍ୟବଚ୍ଛେଦ ରିପୋର୍ଟରେ ୧୬ କ୍ଷତଚିହ୍ନ

ପୁରୀ ଅଫିସ,୬ା୧୨: ପୁରୀ ବାସେଳିସାହି ଥାନା ହାଜତରେ ନଭେମ୍ବର ୧୯ରେ କେ. ରମେଶ ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ହେପାଜତରେ ଏହି ଘଟଣା ଘଟିଥିବାରୁ ରାଜ୍ୟରେ ଚର୍ଚ୍ଚାର ଶିରୋନାମା ପାଲଟିଥିଲା। ଘଟଣାର ପ୍ରାୟ ୧୫ଦିନରେ ମୃତକ ରମେଶଙ୍କ ବ୍ୟବଚ୍ଛେଦ…

ସ୍ବଚ୍ଛ ସର୍ବେକ୍ଷଣ ନାଁରେ ଅର୍ଥଶ୍ରାଦ୍ଧ

ଖୋର୍ଦ୍ଧା ଅଫିସ,୬ା୧୨: ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଖୋର୍ଦ୍ଧା ସହରକୁ ଶୀର୍ଷତା ସ୍ଥାନରେ ରଖିବା ଲାଗି ପୌର ପରିଷଦ ପକ୍ଷରୁ ‘ସ୍ବଚ୍ଛ ଭାରତ ସୁସ୍ଥ ଭାରତ’ ଅଭିଯାନ ଆରମ୍ଭ ହୋଇଛି। ଖୋର୍ଦ୍ଧା ସହରରେ ୨୨ଟି ଓ୍ବାର୍ଡ ରହିଥିବା ବେଳେ ତନ୍ମଧ୍ୟରୁ ୨୦ଟି ଓ୍ବାର୍ଡ…

ଏସ୍‌ସିବିକୁ ଗୌରବାନ୍ବିତ କରିଛନ୍ତି ପୁରାତନ ଛାତ୍ର

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୬ା୧୨: ରାଜ୍ୟର ସର୍ବ ପୁରାତନ ଚିକିତ୍ସା ପ୍ରତିଷ୍ଠାନ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ବିଶ୍ୱସ୍ତରୀୟ ଓ୍ବେବ୍‌ସାଇଟ, ପୁରାତନ ଛାତ୍ରସଂଘ ଏବଂ ଏହାର ଓ୍ବେବ୍‌ସାଇଟକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ…

୨୪ ଘଣ୍ଟାରେ ୧୩ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ: ୩୦ ହଜାର ଜରିମାନା ଆଦାୟ

ଦେବଗଡ, ୬।୧୨(ଡ଼ି.ଏନ୍‌.ଏ.)- କୋଭିଡ଼୍‌-୧୯ ନିୟମକୁ ଦୃଷ୍ଟିରେ ରଖି କରୋନା ସଂକ୍ରମଣ ପ୍ରତିହତ ପାଇଁ ଦେବଗଡ ଆରକ୍ଷୀ ଅଧିକ୍ଷକ ମନୋଜ ମହାନ୍ତଙ୍କ ନିର୍ଦ୍ଦେଶ କ୍ରମେ ଜାତୀୟ ରାଜପଥ ତଥା ଅନ୍ୟ ରାସ୍ତାରେ ଯାନବାହାନକୁ କଡାକଡି ଯାଞ୍ଚ କରାଯାଊଛି। ଗତ ୨୪ ଘଣ୍ଟ ମଧ୍ୟରେ…

ଜିଲା କୃଷକ ସଂଘର ରାସ୍ତାରୋକୋ ଆନ୍ଦୋଳନ: ୧୫ ଗିରଫ

ଦେବଗଡ,୬ା୧୨(ଡ଼ି.ଏନ୍‌.ଏ.)- ପଶ୍ଚିମ ଓଡିଶା କୃଷକ ସଙ୍ଗଠନର ଆହ୍ବାନ କ୍ରମେ କେନ୍ଦ୍ର ସରକାରଙ୍କ ନୂତନ କୃଷିନୀତିର ଦୃଢ ପ୍ରତିବାଦ କରାଯିବା ସହ ଚାଷୀଙ୍କର ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଶନିବାର ଦେବଗଡ ଜିଲା କୃଷକ ସଂଘ ପକ୍ଷରୁ ରାସ୍ତାରୋକୋ ଆନ୍ଦୋଳନ କରାଯାଇଥିଲା ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?