ଆମ ଜିଲା ଖବର

ଏସ୍‌ଆଇଟିର ତଦନ୍ତ ଜାରି

ନୟାଗଡ଼ ଅଫିସ,୫।୧୨: ଏସ୍‌ଆଇଟି (ସ୍ପେଶାଲ ଇନ୍‌ଭେଷ୍ଟିଗେଶନ୍‌ ଟିମ୍‌) ଦ୍ୱାରା ପରୀ ହତ୍ୟା ଘଟଣାର ତଦନ୍ତ ଜାରି ରହିଛି। ୪ଦିନ ଭିତରେ ଟିମ୍‌ ୨ଥର ଯଦୁପୁରରେ ପହଞ୍ଚତ୍ ଘଟଣାର ତନାଘନା ଚଳାଇଛି। ପୋଲିସ ଆଇଜି ଅରୁଣ ବୋଥ୍ରାଙ୍କ ନେତୃତ୍ୱରେ ଟିମ୍‌ ଶୁକ୍ରବାର ପରୀର…

ଫେରିବା ପରେ ବି ଗ୍ରହଣ କରାଗଲାନି

ପୁରୀ ଅଫିସ, ୫।୧୨: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶରେ ଲାଗିଥିବା ଚନ୍ଦ୍ର- ସୂର୍ଯ୍ୟ କେହି ନେଇଯାଇଥିବା ଅଭିଯୋଗ ହୋଇଥିଲା। ନାଗାର୍ଜୁନ ବେଶ ପରଦିନ ଅର୍ଥାତ୍‌ ଗତ ୨୮ ତାରିଖରେ ଏହି ଘଟଣା ସାମ୍ନାକୁ ଆସିଥିଲା। ଏ ନେଇ ହଟଚମଟ ସୃଷ୍ଟି ହୋଇଥିଲା।…

ଧାନ କିଣାବିକାରେ ଅବ୍ୟବସ୍ଥା, ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ସରଣ୍ଡା,୫।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାରେ ଅବ୍ୟବସ୍ଥା ଜାରିରହିଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିି ଚାଲିଛି। ଏହି କ୍ରମରେ ଶନିବାର ଜୟ କିସାନ ଆନ୍ଦୋଳନ ଏବଂ ପଶ୍ଚିମ ଓ କୃଷକ ସଂଗଠନ ସମନ୍ବୟ ସମିତିର ନେତୃତ୍ୱରେ…

କାର୍ଯ୍ୟରେ ଅବହେଳା: ନିଲମ୍ବିତ ହେଲେ କାର୍ଯ୍ୟନିର୍ବାହୀ ଅଧିକାରୀ, କନିଷ୍ଠ ଯନ୍ତ୍ରୀ

ପଦ୍ମପୁର,୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ମ୍ୟୁନିସପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରି ତାପସ ରଞ୍ଜନ ଜେନା ଓ କନିଷ୍ଠ ଯନ୍ତ୍ରୀ ଦେବକାନ୍ତ ନାୟକଙ୍କୁ ଶନିବାର କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅବହେଳା ଓ ଲକ୍ଷ୍ୟ ଧାର୍ଯ୍ୟ ପୂରଣ ନ କରିବାରୁ ସେମାନଙ୍କୁ ନିଲମ୍ବନ କରାଯାଇଥିବା…

ଛଟେଇ ପରେ ହାରିଲେ ଜୀବନ

ଢେଙ୍କାନାଳ ଅଫିସ, ୫।୧୨: ପେଟପାଟଣା କଥା ବୁଝୁଥିଲା ଠିକା ଚାକିରି। କଷ୍ଟେମଷ୍ଟେ ଚଳିଯାଉଥିଲା ପରିବାର। ଚାକିରିରୁ ଛଟେଇ ପରେ ମାଡ଼ିବସିଲା ଚିନ୍ତା। ଅସହ୍ୟ ହେଲା ଆର୍ଥିକ ଅନଟନ। କରୋନା କାଳରେ ଆର୍ଥିକ ଦୁରାବସ୍ଥା ସାଙ୍ଗକୁ ମାନସିକ ଚାପ ସହି ନ ପାରି…

ଅତ୍ୟାଧୁନିକ ପରିମଳ ସେବାର ଶୁଭାରମ୍ଭ

ସୁନ୍ଦରଗଡ଼/ ରାଉରକେଲା ଅଫିସ୍‌, ୫।୧୨: ‘ସ୍ବଚ୍ଛତା ବିଷୟ ଉଠିଲେ ପ୍ରଥମେ ଗାନ୍ଧିଜୀଙ୍କ କଥା ମନକୁ ଆସିଥାଏ। ଗାନ୍ଧିଜୀ ସବୁବେଳେ ପରିମଳକୁ ଗୁରୁତ୍ୱ ଦେଉଥିଲେ। ବାସ୍ତବରେ ସୁସ୍ଥ ପରିବେଶ ହିଁ ଉନ୍ନତି ଏବଂ ଉନ୍ନତ ଜୀବନର ଆଧାର। ଶୁକ୍ରବାର ସୁନ୍ଦରଗଡ଼ ଜିଲା ପାଇଁ…

ସ୍ବାବଲମ୍ବୀ କରିଛି ସିଲେଇ

ଢେଙ୍କାନାଳ ଅଫିସ, ୫।୧୨ ମହିଳା ସ୍ବାବଲମ୍ବୀ ହେଲେ ସୁଦୃଢ଼ ହେବ ପରିବାରର ଆର୍ଥିକସ୍ଥିତି। ଏ କଥାକୁ ଘରେ ଘରେ ପହଞ୍ଚାଇବାକୁ ଅନବରତ ଉଦ୍ୟମ କରୁଛି ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ବିଏସ୍‌ଏଲ୍‌। କମ୍ପାନୀ ପାର୍ଶ୍ୱବର୍ତ୍ତୀ ୬ ଗ୍ରାମରେ ଆରମ୍ଭ ହୋଇଥିବା ସିଲେଇ…

ଆୟ ବଢ଼ାଇଛି ଅତ୍ୟାଧୁନିକ କୌଶଳ

ଅନୁଗୋଳ ଅଫିସ, ୫।୧୨ ଶିଳ୍ପ ରାଜଧାନୀ ଅନୁଗୋଳରେ ପଥ ହୁଡ଼ିନି ଚାଷ। ଖଣି ଖାଦାନ ଭରା ଏହି ଜିଲାର ଚାଷୀ ଏବେ ବି ଭଲ ଲାଭ କମାଉଛନ୍ତି କୃଷି କ୍ଷେତ୍ରରୁ। ତେବେ ପାରମ୍ପରିକ ପରିବର୍ତ୍ତେ ଅନେକେ ଅତ୍ୟାଧୁନିକ ଜ୍ଞାନକୌଶଳ ଅବଲମ୍ବନ କରୁଛନ୍ତି।…

ଶବରପଡା ଗାଁକୁ ନାହିଁ ସବୁଦିନିଆ ରାସ୍ତା: ଜମି ହିଡ ପାଲଟିଛି ରାସ୍ତା

କୋକସରା, ୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ ଡୁଡକାଠେଙ୍ଗା ପଞ୍ଚାୟତର ଶବରପଡାର ଗାଁକୁ ସବୁ ଦିନିଆ ଭଲ ରାସ୍ତା ନ ଥିବାବେଳେ ଯାତାୟତ ପାଇ ଜମି ହିଡ ହିଁ ଭରସା। ଏଥିପାଇଁ ଲୋକେ ଯାତାୟତରେ ଅନେକ ଅସୁବିଧାର ସମ୍ମୁଖିନ ଭୋଗୁଛନ୍ତି।…

କାଉଡୋଳା ମୁଟୁରା ନଦୀ ପଠାରେ ଚାଲିଛି ବେଆଇନ ଇଟାଭାଟି

କୋକସରା, ୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ତହସିଲ ଅନ୍ତର୍ଗତ କାଉଡୋଲା ମୁଦ୍ରା ନଦୀ କୂଳରେ ବେଧଡକ ଭାବେ ଚାଲିଛି ଏବେ ବେଆଇନ ଇଟାଭାଟି। ସରକରୀ ନିୟମ ମୁତାବକ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ଗୁଡିକରେ ପ୍ରଥମେ ରାଜସ୍ବ ଫିସ ଜମା କରି…

ଧାନକିଣା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଜିଲାପାଳ

ଦେବଗଡ଼, ୫।୧୨(ଡ଼ି.ଏନ୍‌.ଏ.)- ଗତ ନଭେମ୍ବର ୧୦ ତାରିଖରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକର ନିଷ୍ପତିମତେ ଶୁକ୍ରବାରଠାରୁ ଦେବଗଡ ଜିଲାରେ ଚାଷୀଙ୍କଠାରୁ ୨୦୨୦-୨୧ ଖରିଫ୍‌ ବର୍ଷ ନିମନ୍ତେ ଧାନକିଣା ଆରମ୍ଭ କରାଯାଇଛି। ବାରକୋଟ ବ୍ଲକ ଅନ୍ତର୍ଗତ କାଦୋପଡା ପ୍ରାଥମିକ କୃଷି…

ପ୍ରତି ଶନିବାର ହାଇକୋର୍ଟ ସମେତ ସବୁ କୋର୍ଟ ବନ୍ଦ

କଟକ ଅଫିସ, ୪ା୧୨- ଚଳିତ ମାସର ପ୍ରତି ଶନିବାର କୋର୍ଟ କାର୍ଯ୍ୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିଷ୍ପତ୍ତିକ୍ରମେ ହାଇକୋର୍ଟ ଏହି ବିଜ୍ଞପ୍ତି ଜାରି କରିଛନ୍ତି। ଏହି ନିୟମ ଓଡ଼ିଶାର ସମସ୍ତ କୋର୍ଟ ଓ ଟ୍ରିବୁନାଲ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?