ଆମ ଜିଲା ଖବର

ବିଶୁଦ୍ଧିକରଣ ହେଲା ମୁଖ୍ୟରାସ୍ତା

ଫୁଲବାଣୀ ଅଫିସ, ୨ା୪- କନ୍ଧମାଳ ଜିଲା ଫୁଲବାଣୀ ସହରର ମୁଖ୍ୟ ରାସ୍ତାଗୁଡ଼ିକୁ ବିଶୋଧନ କରାଯାଇଛି। ପୌର ପରିଷଦ ଓ ଅଗ୍ନିଶମ ବିଭାଗର କର୍ମଚାରୀ ହାଇପୋ କ୍ଲୋରାଇଡ଼ ଓ ବ୍ଲିଚିଂ ପକାଇ ବିଶୋଧିତ କରିଥିଲେ। ସହରର ବସଷ୍ଟାଣ୍ଡ, ସର୍କିଟ ହାଉସ, ପୌର...

ମୁଖ୍ୟ ଡାକ୍ତରଖାନାରୁ ଆରମ୍ଭ ହେଲା ବିଶୋଧନ

ବାଲେଶ୍ୱର ଅଫିସ, ୨।୪-କରୋନା ଭୂତାଣୁ ସହ ମୁକାବିଲା କରିବା ପାଇଁ ପୋଲିସ ପ୍ରଶାସନ ଅଗ୍ନିଶମ ବିଭାଗ ସହ ମିଶି ବାଲେଶ୍ୱର ଜିଲାର ସହରଗୁଡ଼ିକୁ ବିଶୋଧନ କରିବା ପାଇଁ ଯୋଜନା କରାଯାଇଛି। ସହରରେ ଥିବା ଡାକ୍ତରଖାନା, ବ୍ୟାଙ୍କ, ଦୈନଦିନ ବଜାର, ମୁଖ୍ୟରାସ୍ତା...

ଲକଡାଉନ୍‌ ଅମାନିଆଙ୍କୁ ଛାଟ

ବାରିପଦା ଅଫିସ, ୨ା୪- ମୟୂରଭଞ୍ଜ ଜିଲାରେ ଲକ୍‌ଡ଼ାଉନ ଅମାନ୍ୟ କରୁଥିବା ଲୋକଙ୍କୁ ବାଜିଛି ଛାଟ। ୭ ଦିନ ମଧ୍ୟରେ ଜିଲାର ବିଭିନ୍ନ ଥାନାରେ କୋଭିଡ଼-୧୯ ଆଇନ ଅମାନ୍ୟ କରାଯାଇଥିବା ନେଇ ୧୦୬ଟି ମାମଲା ରୁଜୁ ହୋଇଛି। ୧୪୨ ଜଣଙ୍କୁ ଗିରଫ...

ପ୍ରଶାସନ ପକ୍ଷରୁ ମାଗଣା ରନ୍ଧା ଖାଦ୍ୟ

ଭଦ୍ରକ ଅଫିସ, ୨ା୪-ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ନିରାଶ୍ରୟ, ବହିରାଗତ, ଦିନମଜୁରିଆ, ବାହାରୁ ଆସି ଆଶ୍ରୟ ନେଇଥିବା ଲୋକଙ୍କୁ ମାଗଣାରେ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି। ବାହାର ଜିଲା ତଥା ବାହାର ରାଜ୍ୟରୁ ଆସି ଭଦ୍ରକରେ ଫସି ରହିଥିବା ଲୋକଙ୍କ ମଧ୍ୟରେ...

ନିଜାମୁଦ୍ଦିନ ଧର୍ମସଭା ଖୋଳତାଡ଼: ପୁରୀ ଜିଲାର ଯୋଗଦେଇଥିଲେ ୩

ପୁରୀ ଅଫିସ,୨ା୪: କରୋନାକୁ ନେଇ ବିଶ୍ୱ ଥରହର। ଦିନକୁ ଦିନ ଅଧିକ ଉଗ୍ରରୂପ ଧାରଣ କରି ନୂଆ ନୂଆ ଦେଶକୁ ମାଡ଼ୁଛି ଏହି ପ୍ରାଣଘାତୀ ଭୂତାଣୁ । କରୋନା କବଳରୁ ରକ୍ଷା ପାଇବା ବିଶ୍ୱବାସୀ ତ୍ରାହି ତ୍ରାହି ଡାକୁଛନ୍ତି। ଭାରତରେ...

କରୋନା ମୁକାବିଲା ଲାଗି ସଚେତନତା ସୃଷ୍ଟି କରନ୍ତୁ ସ୍ବେଚ୍ଛାସେବୀ : ଜିଲାପାଳ

ବୌଦ୍ଧ, ୨ା୪(ସ୍ବ.ପ୍ର): କରୋନା ମହାମାରୀର ମୁକାବିଲା ପାଇଁ ବୌଦ୍ଧ ଜିଲାର ସ୍ବେଚ୍ଛାସେବୀ ସଂଗଠନମାନଙ୍କ ସହିତ ଜିଲାପାଳ ଆଲୋଚନା କରିଛନ୍ତି। ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ଲଲାଟେନ୍ଦୁ ମିଶ୍ର ସାମାଜିକ ଦୂରତା...

କରୋନା ଯୋଗୁ ଫିକା ପଡିଲା ବୌଦ୍ଧର ପ୍ରସିଦ୍ଧ ରାମଲୀଳା

ବୌଦ୍ଧ, ୨ା୪(ସ୍ବ.ପ୍ର):  ବୌଦ୍ଧ ଜିଲାର ଗଣପର୍ବ ରାମଲୀଳା କରୋନା ଯୋଗୁ ଫିକା ପଡିଛି। ରାମଲୀଳା ଯାତ୍ରା ଆୟୋଜନ ସମ୍ଭବ ନ ଥିବାରୁ ନାଟକ ପ୍ରଦର୍ଶନକୁ ବନ୍ଦ କରାଯିବା ସହିତ ନିରାଡମ୍ବର ଭାବରେ କେବଳ ପ୍ରଭୁଙ୍କ ରୀତିନୀତି ପାଳନ କରାଯିବାକୁ ଯାତ୍ରା...

ଅସହାୟଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କଲା ଡାକବିଭାଗ

ଭବାନୀପାଟଣା,୨।୪(ସ୍ବ.ପ୍ର)-କଳାହାଣ୍ଡି ଜିଲା ଡାକ ମଣ୍ଡଳ ପକ୍ଷରୁ ଗୁରୁବାର ଭବାନୀପାଟଣା ବ୍ଲକର ବିଭିନ୍ନ ଗ୍ରାମରେ ଥିବା ୫ଶହ ଅସହାୟ ଗରୀବ ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ଓଡିଶା ଡାକ ପରିମଣ୍ଡଳର ମହା ଡାକପାଳଙ୍କ ନିର୍ଦ୍ଦେଶକ୍ରମେ ଭବାନୀପାଟଣା ବ୍ଲକର କୁଟ୍ରାଗୁଡା, କୁଟେନପଦର,...

କାମ କରିବାକୁ ଯାଇ ଶ୍ରମିକ ନିଖୋଜ: ଉତ୍ତେଜନା, ପୋଲିସ ଫୋର୍ସ ମୁତୟନ

ବିନିକା,୨ା୪(ଡି.ଏନ୍‌.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ କୁଇବାହାଲ ଗ୍ରାମରେ ବୁଧବାର ଜଣେ ଶ୍ରମିକ କ୍ଷେତକୁ କାମ କରିବାକୁ ଯାଇ ନିଖୋଜ ହୋଇ ଯାଇଛନ୍ତି। ସେ ହେଲେ ତପନ ମହାନନ୍ଦ ଓରଫ କାଳିଆ(୪୩)। ବହୁ ଖୋଜାଖୋଜି ପରେ ମଧ୍ୟ ତାଙ୍କ...

କରୋନା ମୁକାବିଲା ଅଭିଯାନରେ ସାମିଲ ହେଲେ ବିଧାୟିକା

ସୁନ୍ଦରଗଡ, ୨ା୪ (ଡି.ଏନ୍‌.ଏ) : କରୋନା ସଚେତନତା ଅଭିଯାନରେ ସାମିଲ ହୋଇଛନ୍ତି ସୁନ୍ଦରଗଡ ବିଧାୟିକା କୁସୁମ ଟେଟେ। ସୁନ୍ଦରଗଡ ପୌରାଞ୍ଚଳ ଓ ସଦର ବ୍ଲକର ବିଭିନ୍ନ ଅଞ୍ଚଳକୁ ଯାଇ ସେ ଲୋକଙ୍କୁ ସଚେତନ କରୁଛନ୍ତି। ବିଧାୟିକା ସୁନ୍ଦରଗଡ ନାରୀ କଲ୍ୟାଣ...

କରୋନା ବେଳେ ସାହାସ ଦେଖାଇଲେ, ରକ୍ତଦାନ କଲେ

ବଲାଙ୍ଗୀର ଅଫିସ, ୨ା୪: କରୋନା ମହାମାରୀ ଏବେ ସମଗ୍ର ବିଶ୍ୱକୁ ଆତଙ୍କିତ କରି ରଖିଛି। ଏହାକୁ ନେଇ ସମଗ୍ର ଦେଶରେ ୨୧ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଅତ୍ୟାବଶ୍ୟକ କାମ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଏଭଳି ସନ୍ଦିକ୍ଷଣରେ...

ଓଡ଼ିଶା ସୀମା ସିଲ୍‌ ଅନୁଧ୍ୟାନ କଲେ ଡିଆଇଜି

ପାତ୍ରପୁର,୨ା୪ (ଡି.ଏନ.ଏ.): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ନିମନ୍ତେ ଆନ୍ଧ୍ର- ଓଡ଼ିଶା ସୀମା ସିଲ୍‌ କରାଯାଇଛି। ବାହାର ରାଜ୍ୟର କେହି ଯେଭଳି ଲୁଚାଛପାରେ ନ ଆସିପାରିବେ ସେଥିପ୍ରତି ତୀକ୍ଷଣ ନଜର ରଖାଯାଇଛି। ଗୁରୁବାର ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ସୀମାନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri