ଶେରଗଡ଼କୁ ଆସିଲା ୨ କରୋନା ଆମ୍ବୁଲାନ୍ସ
ଶେରଗଡ଼,୨ା୪(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଶେରଗଡ଼କୁ କରୋନା ରୋଗୀଙ୍କ ପାଇଁ ଦୁଇଟା ଆମ୍ବୁଲାନ୍ସ ଆସି ପହଞ୍ଚିଛି। ଶେରଗଡ଼ ବିଡିଓଙ୍କ ତତ୍ତ୍ୱାବଧାନରେ ଏହି ଦୁଇଟି ଆମ୍ବୁଲାନ୍ସ ରହିଛି। ଅଦ୍ୟାବଧି ବ୍ଲକର ବିଭିନ୍ନ ଅଞ୍ଚଳରେ ୧୧୧୪ ଶ୍ରମିକ ବାହାରୁ ଆସି ପହଞ୍ଚି ଥିବାବେଳେ...
କରୋନା ଭୂତାଣୁ ମୁକାବିଲା ପାଇଁ ବିଶୋଧକ ସ୍ପ୍ରେ
ଗଞ୍ଜାମ,୨ା୪(ଡି.ଏନ୍.ଏ.): କରୋନା ଭୂତାଣୁର ମୁକାବିଲା ପାଇଁ ସ୍ଥାନୀୟ ଏକ କମ୍ପାନୀ ପକ୍ଷରୁ ଗଞ୍ଜାମ ଜିଲା ଛତ୍ରପୁର ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସହାୟତାରେ ବିଶୋଧକ (ସୋଡିୟମ ହାଇପୋ କ୍ଲୋରିଡ୍) ବିଭିନ୍ନ ଅଫିସ ଓ ଜନ ବସତି ଅଞ୍ଚଳରେ ସ୍ପ୍ରେ କରାଯାଇଛି। ଏହି...
ରଥକାଠ ଚିରଟ ଅନୁକୂଳ ଲାଗି ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧିଙ୍କ କଟକ ଗସ୍ତ
ପୁରୀ ଅଫିସ,୨ା୪ : ଆସନ୍ତା ଜୁନ୍ ୨୩ରେ ମହାପ୍ରଭୁଙ୍କ ରଥଯାତ୍ର୍ରା ଅନୁଷ୍ଠିତ ହେବ। ଅକ୍ଷୟ ତୃତୀୟାରୁ ତିନିରଥ ନିର୍ମାଣ ଆରମ୍ଭ ହେବାକୁ ଥିବାବେଳେ ଗୁରୁବାର ରଥକାଠ ଚିରଟ ଅନୁକୂଳ ପାଇଁ ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି କଟକ ଗସ୍ତ...
ସାନିଟାଇଜ୍ ହେଲା ସଂକ୍ରାମକ ରୋଗ ଚିକିତ୍ସାଳୟ
ପୁରୀ ଅଫିସ,୨।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ବୁଧବାର ସଂକ୍ରାମକ ରୋଗ ଚିକିତ୍ସାଳୟ (ଆଇଡିଏଚ୍)କୁ ସାନିଟାଇଜ୍ କରାଯାଇଛି। ଏହା ପରିସରରେ ଥିବା କରୋନା ୱାର୍ଡ, ଓପିଡି ଆଦି ବିଭିନ୍ନ ସ୍ଥାନ ସାନିଟାଇଜ କରାଯାଇଛି। ଅଗ୍ନିଶମ ବିଭାଗର...
ଆଜି ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି: ମହାପ୍ରଭୁଙ୍କୁ ଲାଗି ହେଲା ଜେଉଡ଼ ଭୋଗ
ପୁରୀ ଅଫିସ,୨।୪: ଗୁରୁବାର ପବିତ୍ର ଶ୍ରୀରାମ ନବମୀ। ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ଜନ୍ମତିଥି। ଏଥପାଇଁଁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ବୁଧବାର ସନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ୬ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା। ସନ୍ଧ୍ୟା ଆଳତି ପରେ ଭିତରେ ପାଣିପଡ଼ି...
ଚନ୍ଦନଯାତ୍ରା ପାଇଁ ପ୍ରସ୍ତୁତ ହେଉଛି ନରେନ୍ଦ୍ର ପୁଷ୍କରିଣୀ
ପୁରୀ ଅଫିସ,୨।୪: ଆସନ୍ତା ୨୬ତାରିଖରେ ପ୍ରସିଦ୍ଧ ଚନ୍ଦନଯାତ୍ରା। ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ୨୧ଦିନ ଧରି ମହାପ୍ରଭୁଙ୍କ ସହ ଜଳ କ୍ରୀଡ଼ା କରିବେ ପଞ୍ଚ ମହାଦେବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି ପର୍ବ। ନରେନ୍ଦ୍ର ପୁଷ୍କରିଣୀ...
ତହସିଲ କାର୍ଯ୍ୟାଳୟ ନିକଟରେ ଅଟକି ରହିଛି ଶତାଧିକ ଗାଡ଼ି, ଚାଳକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହୋଇଛି କି ନାହିଁ ସନ୍ଦେହ
ଗଞ୍ଜାମ,୨ା୪(ଡି.ଏନ୍.ଏ.): କରୋନା ଭୂତାଣୁକୁ ନେଇ ସାରା ବିଶ୍ୱ ଏବେ ଆତଙ୍କିତ ଅବସ୍ଥାରେ ରହିଛି। ଏଥିପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏଭଳି ପରିସ୍ଥିତିରେ ଗଞ୍ଜାମ ତହସିଲ କାର୍ଯ୍ୟାଳୟଠାରୁ ମାତ୍ର ୨୦୦ମିଟର ଦୂରରେ ବାହାର ରାଜ୍ୟରୁ ଆସିଥିବା...
ଶ୍ରୀମନ୍ଦିରରେ ଲୋକନାଥଙ୍କ ଅଶୋକାଷ୍ଟମୀ ନୀତି
ପୁରୀ ଅଫିସ,୨।୪: ପବିତ୍ର ଚୈତ୍ର ଶୁକ୍ଳପକ୍ଷ ଅଷ୍ଟମୀକୁ ଅଶୋକାଷ୍ଟମୀ କୁହାଯାଏ। ବୁଧବାର ଶ୍ରୀମନ୍ଦିରରେ ଶ୍ରୀଲୋକନାଥଙ୍କ ଅଶୋକାଷ୍ଟମୀ ନୀତି ପାଳିତ ହୋଇଯାଇଛି। ଶ୍ରୀଲୋକନାଥ ହେଉଛନ୍ତି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ। ମହାପ୍ରଭୁଙ୍କ ଭଣ୍ଡାର ଗୃହରେ ଲୋକନାଥଙ୍କ ଚଳନ୍ତି ପ୍ରତିମା ପୂଜା ପାଇଥାନ୍ତି।...
ବ୍ରହ୍ମବରଦାରେ ଆଉ ଜଣେ ନିଜାମୁଦ୍ଦିନ ଫେରନ୍ତା ଠାବ
ରସୁଲପୁର,୨।୪(ଡି.ଏନ୍.ଏ.): ନିଜାମୁଦ୍ଦିନରେ ଆୟୋଜିତ ମୁସଲମାନଙ୍କ ଧର୍ମସଭାରେ ଯୋଗଦେଇ ଫେରିଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଆଉ ଜଣଙ୍କୁ ବୁଧବାର ଯାଜପୁର ଜିଲା ରସୁଲପୁର ବ୍ଲକର ବ୍ରହ୍ମବରଦା ଅଞ୍ଚଳରେ ଠାବ କରିଛି ପ୍ରଶାସନ। ସମ୍ପୃକ୍ତ ବ୍ୟକ୍ତିଙ୍କ ଘରେ ବୁଧବାର ସନ୍ଧ୍ୟାରେ ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ...
ଅସ୍ଥାୟୀ ପରିବା ହାଟରେ ବିଦ୍ୟୁତ୍ ଭଡ଼ା ଆଦାୟକୁ ନେଇ ଅସନ୍ତୋଷ: ବିଧାୟକଙ୍କ ନିକଟରେ ଅଭିଯୋଗ
ଗୋପ,୨ା୪(ଡି.ଏନ୍.ଏ.) : କରୋନାକୁ ସିଧାସଳଖ ମୁକାବିଲା କରିବା ଓ ସାମାଜିକ ଦୂରତା ଉପରେ ଗୁରୁତ୍ୱକୁ ନେଇ ୨ ଦିନ ହେବ ସ୍ଥାନୀୟ ବିଧାୟକ ତଥା ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ନିର୍ଦ୍ଦେଶରେ ଗୋପ ମେଳଣ ପଡ଼ିଆରେ ଅସ୍ଥାୟୀ ଭାବରେ...
ଯାଜପୁର ଜିଲାର ସୀମା ନାକାବନ୍ଦୀ
ଯାଜପୁର ଅଫିସ,୨।୪: ପଡୋଶୀ ଜିଲା ଭଦ୍ରକରେ ଓଡ଼ିଶାର ୪ର୍ଥ କରୋନା ଭାଇରସ୍ ସଂକ୍ରମିତ ଚିହ୍ନଟ ହେବା ପରେ ଯାଜପୁର ଜିଲାର ସମସ୍ତ ସୀମାକୁ ନାକାବନ୍ଦୀ କରି ଦିଆଯାଇଛି। ଜିଲା ପୋଲିସ ସେଠାରେ ୨୪ ଘଣ୍ଟା ପହରା ଦେଉଛି। ଜିଲା ବାହାରୁ...
ଛାତ୍ର ଓମ୍ପ୍ରକାଶଙ୍କ ବଦାନ୍ୟତା
ଜଟଣୀ,୨।୪(ଡି.ଏନ.ଏ): ବର୍ତ୍ତମାନ କରୋନା କଟକଣା ଯୋଗୁ ସମସ୍ତେ ଘରର ଚାରିକାନ୍ଥ ମଧ୍ୟରେ ଆବଦ୍ଧ ହୋଇ ରହୁଛନ୍ତି। ମାତ୍ର ଏହି ସମୟରେ ସମାଜସେବା ଲାଗି ସାଇକେଲ ଧରି ବାହାରିପଡୁଛନ୍ତି ବାଛରାପାଟଣା ଅଞ୍ଚଳର ୮ମ ଶ୍ରେଣୀ ଛାତ୍ର ଓମ୍ପ୍ରକାଶ ନାୟକ। ଘରଲୋକେ ମନାକଲେ...
Archives


