ଆମ ଜିଲା ଖବର

ମାଣ୍ଡିଆ ଚାଷ ସଚେତନତା ରଥର ଶୁଭାରମ୍ଭ

ଖପ୍ରାଖୋଲ, ୨ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କୃଷି ବିଭାଗ କାର୍ଯ୍ୟାଳୟଠାରେ ଆତ୍ମା ବଲାଙ୍ଗୀର, ମିଲେଟ ମିଶନ, ଓ୍ବାସନ୍‌ ଓ ଓ୍ବାଇସିଡିଏର ମିଳିତ ଆନୁକୂଲ୍ୟରେ ମାଣ୍ଡିଆ ଚାଷ ସଚେତନତା ରଥର ବୁଧବାର ଶୁଭାରମ୍ଭ ହୋଇଛି ା ବିଡିଓ ତରଣୀ ସୁନା ମୁଖ୍ୟ…

ଅଟୋଚାଳକରୁ ୟୁଟ୍ୟୁବ୍‌ ହିରୋ

କେନ୍ଦୁଝର, ୩।୧୨(ସ୍ବ.ପ୍ର.)-ୟୁଟ୍ୟୁବ୍‌ ଏବେ ଅନେକ ପ୍ରତିଭାଙ୍କ ପାଇଁ ବରଦାନ ପାଲଟି ଯାଇଛି। ଏଥିଯୋଗୁ ବହୁ ପ୍ରତିଭା ଲୋକଲୋଚନକୁ ଆସୁଛନ୍ତି, ଆଉ ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ମିଳୁଛି ସ୍ବତନ୍ତ୍ର ପରିଚୟ । ଏହିଭଳି ଜଣେ ୟୁଟ୍ୟୁବ୍‌ କଳାକାର ହେଉଛନ୍ତି କେନ୍ଦୁଝର ସହର ନିହାଲସିଂସାହିର…

ସଂଘର୍ଷରୁ ସଫଳ ‘ଉତ୍ତମ’

ଭୁବନ, ୩।୧୨(ଡି.ଏନ.ଏ.) ସମୟର ପ୍ରତିକୂଳ ସ୍ରୋତ ଛଡ଼ାଇ ନେଇଥିଲା ବହି ବସ୍ତାନି। ଜଣେ ମେଧାବୀ ଛାତ୍ରଙ୍କ ଉଚ୍ଚଶିକ୍ଷିତ ହେବାର ଅଭିଳାଷରେ ସେଇଠି ପଡ଼ିଗଲା ଯବନିକା। ତଥାପି ସେ ମାନି ନ ଥିଲେ ହାର୍‌। ହାତରେ ଆଶାବାଡ଼ି, କାନ୍ଧରେ ଦାୟିତ୍ୱର ବଡ଼ ଗଣ୍ଠିଲି…

ରାସ୍ତାରୁ ଉଠିଗଲାଣି ପିଚୁ, ମେଟାଲ ପଡିଛି

ବଲାଙ୍ଗୀର ଅଫିସ, ୩ା୧୨: ବଲାଙ୍ଗୀର ଜିଲା ପୁଇଁତଲା ବ୍ଳକ ଆଟଗାଁ ଗ୍ରାମପଞ୍ଚାୟତର ସାନବୁର୍କାବାହାଲ ଗାଁକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଶୋଚନୀୟ ହୋଇପଡିଛି। ୨୦୧୩ ମସିହାରେ ଆଟଗାଁ ଗାଁମୁଣ୍ଡରୁ ସାନବୁର୍କାବାହାଲ ପ୍ରାୟ ୩ କିମିି…

ଦିବ୍ୟାଙ୍ଗ ହୋଇ ବି ସକ୍ଷମ

ବାରିପଦା ଅଫିସ,୩ା୧୨- ଜନ୍ମରୁ ଦୁନିଆର ଆଲୋକ ଦେଖି ପାରି ନ ଥିବା କୁନି ଝିଅ ମନରେ ଅସୁମାରୀ ସ୍ବପ୍ନ। ବଡ଼ ହେଲେ ଅନ୍ୟର ସାହାରା ନ ନେଇ ସମାଜରେ ଉଦାହରଣ ସାଜିବେ ବୋଲି ଦୃଢ଼ ଇଛା ଶକ୍ତି ରଖିଛନ୍ତି ସେ। ନିଜ…

କଟ୍‌ନି ଛଟନି ବନ୍ଦ କର

ବଲାଙ୍ଗୀର ଅଫିସ, ୩ା୧୨: ବଲାଙ୍ଗୀର ଜିଲା କୃଷକ ମହାସଂଘ ପକ୍ଷରୁ ଧାନକିଣା ଅବ୍ୟବସ୍ଥା ନେଇ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଧାରଣା ଦିଆଯାଇଥିଲା ା ଚାଷୀନେତା ତଥା ମହାସଂଘ ସଭାପତି ଡା. ସୁଧୀର କୁମାର ପରିଚ୍ଛାଙ୍କ ନେତୃତ୍ୱରେ ଚାଷୀମାନେ ବିଭିନ୍ନ ଦାବି…

ଭିଜିଲାନ୍ସ ଜାଲରେ କୋଟିପତି ମହିଳା କିରାଣି  

ଜଗତ୍‌ସିଂହପୁର ଅଫିସ, ୨ା୧୨-ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଗତ୍‌ସିଂହପୁର ଜିଲା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ (ଜିପିଓ) ସେକ୍ସନ୍‌ ଅଫିସର ସଞ୍ଜୁକ୍ତା ଦାସ। ଭିଜିଲାନ୍ସ ଟିମ୍‌ ବୁଧବାର ତାଙ୍କ ଜଗତ୍‌ସିଂହପୁର ସାତପୁରାସ୍ଥିତ ପୈତୃକ ବାସଭବନ ସମେତ ସ୍ଥାନୀୟ ପାଣିଶାଳିଆସ୍ଥିତ ଘର, କଟକ ମହାନଦୀ ବିହାରସ୍ଥିତ ଫ୍ଲାଟ୍‌…

ଗଛରେ ପିଟିହେଲା ବାଇକ୍‌: ଚାଲିଗଲା ୨ ଜୀବନ

ତିହିଡ଼ି,୨ା୧୨(ସ୍ବ.ପ୍ର.)-ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ମଙ୍ଗରାଜପୁର ଗ୍ରାମର ପ୍ରସନ୍ନ ମଲିକ(୧୯) ଓ ନାୟକାଣିଡିହୀ ଥାନା ଅନ୍ତର୍ଗତ ଭଞ୍ଜସାହିର ଧର୍ମପଦ ମଲିକ(୧୯)ଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୂଚନା ମୁତାବକ ପ୍ରସନ୍ନ ଓ ଧର୍ମପଦ ଉଭୟ ଗୋଟିଏ ବାଇକ୍‌ରେ ମଙ୍ଗଳବାର ଘଟଗାଁ…

ବ୍ରିଜ୍‌ରେ ପିଟି ହୋଇ ତଳକୁ ଖସିଲା ବାଇକ୍‌, ଯୁବକଙ୍କ ଜୀବନ ଗଲା

ବାଲିଗୁଡ଼ା,୨ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ଥାନା ଗୁଟିଙ୍ଗିଆ ନିକଟରେ ଭାରସାମ୍ୟ ହରାଇ ବ୍ରିଜ୍‌ ବାଡ଼ରେ ପିଟିହୋଇ ଜଣେ ମୋଟରସାଇକେଲ ଚାଳକଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗୁଡ୍ରିପଡ଼ି ଗ୍ରାମରୁ ବାହାରି ଗୁଟିଙ୍ଗିଆ ଅଭିମୁଖେ ମୋଟରସାଇକେଲରେ…

ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ, ମୁଣ୍ଡ ଜାମିନ ପାଇଁ ଘୋଷଣା ହୋଇଥିଲା ୪ ଲକ୍ଷ ଟଙ୍କା

କୋରାପୁଟ,୨ା୧୨(ସ୍ବ.ପ୍ର.): ବୁଧବାରଠାରୁ ମାଓବାଦୀଙ୍କ ପିଏଲଜିଏ ସପ୍ତାହ ଆରମ୍ଭ ହୋଇଥିବାବେଳେ ମାଓବାଦୀଙ୍କ ଟପ୍‌ ନେତା ତଥା ଏଓବିଏସଜେଡସିର କେନ୍ଦ୍ରୀୟ କମିଟିର ବରିଷ୍ଠ ନେତା ରାମକ୍ରୀଷ୍ଣାଙ୍କ ଅଙ୍ଗରକ୍ଷୀ ତଥା ଏସିଏମ ର଼୍ୟାଙ୍କର ରାମେ ମାଡକାମୀ କୋରାପୁଟ ଜିଲା ଆରକ୍ଷୀ ଅଧୀକ୍ଷକ ମୁକେଶ ଭାମୁଙ୍କ ପାଖରେ…

ସରପଦାରେ ଅଗ୍ନିକାଣ୍ଡ: ୩ ବଖରା ଜଳିଗଲା

ଭଣ୍ଡାରିପୋଖରୀ,୨।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତର ସରପଦା ଗ୍ରାମରେ ମଙ୍ଗଳବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ଏକ ପରିବାରର ୩ ବଖରା ଘର ପୋଡି ଭସ୍ମୀଭୂତ ହୋଇଯାଇଛି। ଗ୍ରାମର ବୃଦ୍ଧା ରମାମଣି ଓଝା( ୬୫)ଙ୍କ ୩ ବଖରା ଘର…

ମୃତ୍ୟୁ ସହ ସଂଗ୍ରାମ କରୁଛି ମାଈହାତୀ

ଦେବଗଡ଼,୨ା୧୨(ଡି.ଏନ.ଏ): ଦେବଗଡ ବନଖଣ୍ଡ ଓ ଦେବଗଡ ବନାଞ୍ଚଳ କଂସର ସେକ୍ସନ ଅନ୍ତର୍ଗତ ବିରିୟାମ ଗ୍ରାମର ଏକ ନାଳରେ ପଡି ଜୀବନମୃତ୍ୟୁ ସହ ସଂଗ୍ରାମ କରୁଛି ଏକ ମାଈହାତୀ । ହାତୀଟି ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ସୋମବାର ବିରିୟାମ ଗ୍ରାମକୁ ଚାଲିଆସିଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?