ସାନିଟାଇଜର ପ୍ରସ୍ତୁତ କଲେ ୩ ଅଧ୍ୟାପକ
କଟକ ଅଫିସ,୨।୪: ଲକ୍ଡାଉନ୍ ବଳବତ୍ତର ଥିବାରୁ ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଶିକ୍ଷାଦାନ ବନ୍ଦ ରହିଛି। ତେବେ ୩ଜଣ ଅଧ୍ୟାପକ ଏହି ଫାଙ୍କା ସମୟର ସଦୁପଯୋଗ କରି ଏକ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି। କିଛି ଦିନର ପରିଶ୍ରମ ଭିତରେ ସେମାନେ ଏବେ ସୁଦ୍ଧା...
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା କଲେ ସୋମ୍ୟାଶ୍ରୀ
ନିଶ୍ଚିନ୍ତକୋଇଲି,୨।୪(ସ୍ବ.ପ୍ର.): କରୋନା ମୁକାବିଲା ପାଇଁ କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ପଞ୍ଚସରଙ୍ଗବଳରାମପୁର ଗ୍ରାମର ଆଶିଷ କୁମାର ବସନ୍ତରାୟଙ୍କ ୬ ବର୍ଷର ଝିଅ ସୋମ୍ୟାଶ୍ରୀ ନିଜ କୁମ୍ପିରେ ରଖିଥିବା ଟଙ୍କାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଦାନ କରିଛନ୍ତି। ମା’ବାପା ଦେଇଥିବା...
ପଡ଼ିିଛି ସଙ୍କଟ
ପ୍ରଶାସନ ପକ୍ଷରୁ କରୋନା ଭାଇରସ୍ ନେଇ ସଚେତନ କରାଯାଉଛି। ଦେଶବ୍ୟାପୀ ଲକ୍ଡାଉନ୍। ଦେକାନ ବଜାର ବନ୍ଦ। ପରିବା ବଜାର, ଔଷଧ ଦୋକାନ, ଡାକ୍ତରଖାନା, କ୍ଷୀର ବ୍ୟବସାୟ ବ୍ୟତୀତ ସବୁ କିଛି ବନ୍ଦ। ଘରୁ ଲୋକେ ବାହାରିବାକୁ ମନା। ଜରୁରୀ ପରିସ୍ଥିତିରେ...
୩ଦିନରୁ ଭୋକିଲା ପେଟରେ ଶ୍ରମିକ
କେନ୍ଦୁଝର,୨।୪(ସ୍ବ.ପ୍ର.): ପଶ୍ଚିମବଙ୍ଗ ଓ ବିହାରରୁ ପାଖାପାଖି ୩୦ଜଣ ନିର୍ମାଣ ମିସ୍ତ୍ରୀ, ତୁଳା କାମ ଓ କାଠ କାମ ମିସ୍ତ୍ରୀ କାର୍ଯ୍ୟ ସକାଶେ କେନ୍ଦୁଝରକୁ ଆସିଥିଲେ। ଲକ୍ଡାଉନ୍ ଯୋଗୁ କେହି ନିଜ ରାଜ୍ୟକୁ ଫେରିପାରି ନ ଥିବା ବେଳେ ସମସ୍ତଙ୍କୁ ରନ୍ଧା...
ଜମନକିରାକୁ ଚାଲି ଚାଲି ଯାଉଥିବା ଶ୍ରମିକ ଥଇଥାନ
କେନ୍ଦୁଝର,୨।୪(ସ୍ବ.ପ୍ର.): ମୟୁରଭଞ୍ଜ ଜିଲା କରଞ୍ଜିଆ ଗାଁରୁ ସମ୍ବଲପୁର ଜିଲା ଜମନକିରା ଗାଁକୁ ଚାଲି ଚାଲି ଯାଉଥିବା ୩୦ଜଣ ଶ୍ରମିକଙ୍କୁ ସଦର ବ୍ଲକ ନେଲୁଙ୍ଗ ଗାଁର ଗ୍ରାମବାସୀମାନେ ଆଶ୍ରୟ ଦେଇଥିବା ଜଣାପଡ଼ିଛି। ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିରରେ ସେମାନଙ୍କ ରହିବା ବ୍ୟବସ୍ଥା...
କରୋନା ପାଇଁ ପ୍ରଶାସନର କଠୋର ପଦକ୍ଷେପ: ଗଞ୍ଜାମ ସହରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତା ସିଲ୍
ଗଞ୍ଜାମ,୨।୪(ଡି.ଏନ୍.ଏ.): ଦେଶରେ କରୋନା ଭାଇରସ୍ ସଂକ୍ରମଣ ଦିନକୁ ଦିନ ବ୍ୟାପିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ବିଭିନ୍ନ ରାଜ୍ୟରେ ପୋଲିସ ପ୍ରଶାସନ ପକ୍ଷରୁ କେତେକ କଟକଣା ଜାରି କରାଯାଇଛି। ତଥାପି ଲୋକେ...
ଆଇନଜୀବୀଙ୍କୁ ମିଳିବ ଆର୍ଥିକ ସହାୟତା
କଟକ ଅଫିସ୍,୨।୪: କରୋନା ଯୋଗୁ ସାରା ରାଜ୍ୟରେ କୋର୍ଟଗୁଡ଼ିକ ବନ୍ଦ ରହିଛି। ଫଳରେ ବହୁ ଆଇନ୍ଜୀବୀ ସାମୟିକ ଭାବେ ଜୀବିକା ହରାଇଛନ୍ତି। ବିଶେଷକରି କନିଷ୍ଠ ଆଇନ୍ଜୀବୀମାନେ ପ୍ରଭାବିତ ହୋଇଛନ୍ତି। ଏଣୁ କ୍ଷତି ସହୁଥିବା ଆଇନ୍ଜୀବୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ...
ରାଉରକେଲା ହାଇଟେକ ମେଡିକାଲ କଲେଜ ହେବ କରୋନା ହସ୍ପିଟାଲ
କଟକ ଅଫିସ, ୧।୪: କୋଭିଡ-୧୯ ଭୂତାଣୁ ଏବେ ଷ୍ଟେଜ-୨ରେ ଥିବାବେଳେ କାଳେ ଗୋଷ୍ଠୀ ସଂକ୍ରମଣ ହେବ ଆଶଙ୍କା କରି ରାଜ୍ୟ ସରକାରଙ୍କ ତରଫରୁ ଗୋଟିଏ ପରେ ଗୋଟିଏ ସ୍ବତନ୍ତ୍ର କରୋନା ହସ୍ପିଟାଲ ପବ୍ଲିକ ପ୍ରାଇଭେଟ ପାର୍ଟନରଶିପ (ପିପିପି) ମୋଡ୍ରେ କାର୍ଯ୍ୟକ୍ଷମ...
ଏସ୍ସିବିରେ ଚତୁର୍ଥ କରୋନା ପଜିଟିଭ୍
କଟକ ଅଫିସ, ୨।୪: ଭଦ୍ରକର ଜଣେ ୨୯ ବର୍ଷୀୟ ଯୁବକ କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିବା ମଙ୍ଗଳବାର ରାତିରେ ଜଣାପଡ଼ିଥିଲା। ଭୁବନେଶ୍ୱର ଏମ୍ସରେ ତାଙ୍କ ନମୁନା ପରୀକ୍ଷା ବେଳେ କରୋନା ପଜିଟିଭ୍ ମିଳିଥିଲା। ବୁଧବାର ଭୋରୁ ତାଙ୍କୁ କଟକ ଏସ୍ସିବି...
ଛତ୍ରପୁରରୁ ପଶ୍ଚିମବଙ୍ଗର ୪ ଶ୍ରମିକ ଉଦ୍ଧାର
ଛତ୍ରପୁର,୨।୪(ଡି.ଏନ.ଏ.)-ଜାତୀୟ ରାଜପଥରେ ଚାଲି ଚାଲି ଯାଉଥିବା ବେଳେ ପଶ୍ଚିମବଙ୍ଗର ୪ ଶ୍ରମିକଙ୍କୁ ଛତ୍ରପୁର ପୋଲିସ ବୁଧବାର ସନ୍ଧ୍ୟାରେ ଉଦ୍ଧାର । ଏମାନେ ହେଲେ ସାହିନ୍ ଶେଖ୍, ୟାର୍ ହୁସେନ୍, ମିରଜୁଲ୍ ମଣ୍ଡଳ ଓ ମାମିନୁ ମଣ୍ଡଳ। ଏମାନଙ୍କ ଘର ପଶ୍ଚିମବଙ୍ଗ...
ସାନିଟାଇଜ୍ ହେଲା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସର
କେନ୍ଦୁଝର, ୨ା୪(ଡି.ଏନ୍.ଏ.)-କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରକୁ ଜୀବାଣୁ ମୁକ୍ତ କରିବା ପାଇଁ ବୁଧବାର ଅଗ୍ନିଶମ ବିଭାଗ ପକ୍ଷରୁ ରାସାୟନିକ ପାଣି ପକାଇ ବିଶୋଧନ କରାଯାଇଛି। ମୁଖ୍ୟ ଚିକିତ୍ସାଳୟ ଚତୁଃପାାର୍ଶ୍ୱ ରାସ୍ତା ଓ ଖାଲି ସ୍ଥାନରେ ସାନିଟାଇଜେସନ କରାଯିବା ସହ...
ଲକ୍ଡାଉନ୍ ଊଲ୍ଲଂଘନ କରି ୫ ଗିରଫ
ଭଣ୍ଡାରିପୋଖରୀ, ୨।୪(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଲକ୍ଡାଉନ୍ ଉଲ୍ଲଂଘନ ଅଭିଯୋଗରେ ସ୍ଥାନୀୟ ପୋଲିସ ୫ ଜଣଙ୍କୁ ଗିରଫ କରିଛି। ମଙ୍ଗଳବାର ରାତିରେ ପିରିପୁର ଗ୍ରାମର ଜଣେ ବ୍ୟକ୍ତି ତେଜରାତି ଦୋକାନ ଖୋଲି ବିକ୍ରୟ କରୁଥିବାରୁ ପୋଲିସ ତାଙ୍କୁ ଗିରଫ...
Archives


