ଆମ ଜିଲା ଖବର

ଭେଣ୍ଡିଂ ଜୋନ୍‌ ନାହିଁ, ବ୍ୟବସାୟୀଙ୍କୁ ଟ୍ରେ ଭରସା

ଗଞ୍ଜାମ, ୨।୧୨(ଡି.ଏନ୍‌.ଏ.): ଦୀର୍ଘ ବର୍ଷ ହେବ ଗଞ୍ଜାମ ସହରର ବ୍ୟବସାୟୀମାନେ ଭେଣ୍ଡିଂ ଜୋନ୍‌ ପାଇଁ ଦାବି କରିଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଯାହାକୁ ନେଇ ବ୍ୟବସାୟୀ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି l ବର୍ତ୍ତମାନ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି…

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି: ୪ଟି ସ୍ଥାନରେ ଚାଲିଛି ରେଡ୍‌

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଲେ ଜଗତସିଂହପୁର ଜିଲାପାଳ କାର୍ଯ୍ୟାଳୟର ବରିଷ୍ଠ କିରାଣି ସଂଯୁକ୍ତା ଦାଶ। ସଂଯୁକ୍ତାଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ରେଡ୍‌ କରିଛି। ଜଗତ୍‌ସିଂପୁର କାର୍ଯ୍ୟାଳୟ, ସାତପୁରାରେ ଥିବା ଘର,…

ମୃତକଙ୍କ ପରିବାରକୁ ଦିଆଯାଇଛି ୫ଲକ୍ଷ

କଟକ ଅଫିସ,୨ା୧୨: ପୁରୀ ହାଜତ ମୃତ୍ୟୁ ମାମଲାକୁ ନେଇ ହାଇକୋର୍ଟରେ ହୋଇଥିବା ଜନସ୍ବାର୍ଥ ମାମଲାରେ ରାଜ୍ୟ ସରକାର ମଙ୍ଗଳବାର ସତ୍ୟପାଠ ଦାଖଲ କରିଛନ୍ତି। କେ. ରମେଶଙ୍କ ପରିବାରକୁ କ୍ଷତିପୂରଣ ବାବଦରେ ୫ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ସେହିପରି ସିଆର୍‌ପିସି ୧୭୬ ଦଫା…

ଓଡ଼ିଶୀ, ଭାରତନାଟ୍ୟମରେ ଶିବ ଆରାଧନା

କୋଣାର୍କ,୨।୧୨(ଡି.ଏନ୍‌.ଏ.): ଓଡ଼ିଶା ପର୍ଯ୍ୟଟନ ବିଭାଗର ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ସହଯୋଗରେ ଆୟୋଜିତ କୋଣାର୍କ ଉତ୍ସବ ୨୦୨୦ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡିଜିଟାଲ ମାଧ୍ୟମରେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି କୋଣାର୍କ…

ଯଦୁପୁରରେ ଏସ୍‌ଆଇଟି ଟିମ୍‌

ନୟାଗଡ଼ ଅଫିସ,୨ା୧୨: ପରୀ ହତ୍ୟା ଘଟଣାର ତଦନ୍ତ ପାଇଁ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ୍‌ ଟିମ୍‌ (ଏସ୍‌ଆଇଟି) ମୁଖ୍ୟ ପୋଲିସ ଆଇଜି ଅରୁଣ ବୋଥ୍ରା ମଙ୍ଗଳବାର ନୟାଗଡ଼ରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ପ୍ରଥମେ ସେ ନୟାଗଡ଼ ସର୍କିଟ ହାଉସ୍‌ରେ ଅତିରିକ୍ତ ଏସ୍‌ପି, ନୟାଗଡ଼…

ମଧ୍ୟସ୍ଥ ଆଗରେ, ପ୍ରଶାସନ ପଛରେ

ବଲାଙ୍ଗୀର ଅଫିସ, ୨ା୧୨: ବଲାଙ୍ଗୀର ଜିଲାରେ ଗତ ନଭେମ୍ବର ୧୮ରୁ ଧାନକିଣା ପ୍ରକ୍ରିୟା ଆରମ୍ଭ ହୋଇଛି। ଜିଲାସ୍ତରୀୟ ଧାନକ୍ରୟ କମିଟି (ଡିଏଲ୍‌ପିସି) ବୈଠକରେ ଜିଲାର ଚାଷୀମାନେ ମଣ୍ଡି ଓ ଏସ୍‌ଏଚ୍‌ଜି ଜରିଆରେ ଧାନର ଉଚିତ ମୂଲ୍ୟ ଯେପରି ପାଇପାରିବେ, ସେ ନେଇ…

ନାବାଳିକାଙ୍କୁ ବଳାତ୍କାର ପରେ ବିଷ ଘଟଣାରେ ୨ ଅଟକ

ସଜନାଗଡ଼, ୨ା୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା ଏକ ଇଟାଭାଟିରେ ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ବିଷ ପିଆଇ ଦିଆଯାଇଥିଲା। ପରେ ମେଡିକାଲରେ ବିଷକ୍ରିୟାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏନେଇ ତାଙ୍କ ଦାଦା ନୀଳଗିରି ଥାନାରେ ଏତଲା ଦେଇଥିଲେ। ଏତଲାକୁ…

ପୁଣି ନାଗାର୍ଜୁନ ବେଶ ସାମଗ୍ରୀ ଗାଏବ

ପୁରୀ ଅଫିସ,୨ା୧୨: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶର ଚନ୍ଦ୍ର, ସୂର୍ଯ୍ୟ ଗାଏବ ଘଟଣା ପରେ ସୋମବାର ଜଣେ ସେବାୟତ କିଛି ବେଶ ସାମଗ୍ରୀ ନେଉଥିବା ଜଣାପଡ଼ିଥିଲା। ବାଘଛାଲ ଓ ଦୁଇଟି ଓଳମାଳ ଗାଏବ ହେବା ନେଇ ଆଲୋଚନା ଚାଲିଥିବାବେଳେ ମଙ୍ଗଳବାର କଦମ୍ବ…

ଗ୍ରାମାଞ୍ଚଳରେ ଦୁର୍ନୀତିର ଚିତ୍ର: ମାସେ ବି ତିଷ୍ଠିଲାନି

ଯାଜପୁର ଅଫିସ/ ଭୁବନେଶ୍ୱର,୨ା୧୨(ବ୍ୟୁରୋ): ରାଜ୍ୟର ଗ୍ରାମାଞ୍ଚଳ ଲୋକଙ୍କୁ ସହଜରେ ପାନୀୟ ଜଳ ଯୋଗାଇଦେବା ଲକ୍ଷ୍ୟରେ ବିଭିନ୍ନ ସ୍ଥାନରେ ହ୍ୟାଣ୍ଡପମ୍ପ ଟ୍ୟୁବ୍‌ୱେଲ୍‌ରେ ସୌରଚାଳିତ ପମ୍ପ ସଂଯୋଗ କରାଯାଇଛି। ଏଥିପାଇଁ ଗୋଟିଏ ପ୍ରକଳ୍ପ ପିଛା ୨.୮ ଲକ୍ଷରୁ ୪.୫୭ ଲକ୍ଷ ଟଙ୍କା ଯାଏ ଖର୍ଚ୍ଚ…

ଚିକିତ୍ସା ଚିନ୍ତାରେ ୧୧ ପଞ୍ଚାୟତବାସୀ

ବଇଣ୍ଡା,୨ା୧୨(ଡି.ଏନ.ଏ.) – ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବାରୁ ବଇଣ୍ଡା ଓ ହଣ୍ଡପା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ଅନୁଗୋଳ ଜିଲା କିଶୋରନଗର ବ୍ଲକର ୧୧ଟି ପଞ୍ଚାୟତବାସୀ ଏହା ଉପରେ ନିର୍ଭର କରୁଛନ୍ତି। କିନ୍ତୁ ଏହି ଡାକ୍ତରଖାନାରେ ଖାଲି ପଡ଼ିଥିବା…

ପୂର୍ବ ଶତ୍ରୁତାକୁ ନେଇ ଘର ଉପରକୁ କରିଥିଲେ ଗୁଳିମାଡ଼: ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୁରୁଷୋତ୍ତମପୁର ପୋଲିସ

ପୁରୁଷୋତ୍ତମପୁର, ୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡିଘାଇ ଗ୍ରାମରେ ପୂର୍ବ ଶତ୍ରୁତାକୁ ନେଇ ଗୁଳିକାଣ୍ଡ ଘଟଣା ଘଟିଛି। ଏଥିରେ କେହି ଆହାତ ହୋଇ ନ ଥିଲେ ହେଁ ପୋଲିସ ଘଟଣସ୍ଥଳରୁ ଫୁଟିଥିବା ଗୁଳିର ଦୁଇଟି ଖୋକା ସହ ଗୋଟିଏ…

ନୟାଗଡ଼ରେ ଅରୁଣ ବୋଥ୍ରା

ନୟାଗଡ଼ ଅଫିସ,୧।୧୨: ପରୀ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରା ମଙ୍ଗଳବାର ନୟାଗଡ଼ରେ ପହଞ୍ଚିଛନ୍ତି। ନୟାଗଡ଼ ସର୍କିଟ ହାଉସ୍‌ରେ ପୂର୍ବରୁ ୪ଜଣିଆ ଟିମ୍‌ ଉପସ୍ଥିତ ଥିଲେ। ଏହାପରେ ବୋଥ୍ରାଙ୍କ ଟିମ୍‌ ପରିର ଗାଁ ଯଦୁପୁର ଯାଇ ମା’ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?