ଆମ ଜିଲା ଖବର

କଟକରେ ବିଶୃଙ୍ଖଳା ସୃଷ୍ଟି କରିଥିବା ୮ ଜଣଙ୍କୁ ଗିରଫ କଲା ପୋଲିସ

କଟକ,୬ା୧୦: କଟକ ସହରରେ ଅଶାନ୍ତି ସୃଷ୍ଟି କରିଥିବା ଘଟଣାରେ ୮ ଜଣଙ୍କୁ ସୋମବାର ଗିରଫ କରିଛି ପୋଲିସ। ଏନେଇ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ସୂଚନା ଦେଇଛନ୍ତି। ଭସାଣି ସମୟରେ ଅଶାନ୍ତି ସୃଷ୍ଟି କରି ଭଙ୍ଗାରୁଜା ଏବଂ ପୋଲିସକୁ ଆକ୍ରମଣ…

ଅଞ୍ଚଳବାସୀଙ୍କ ସମସ୍ୟା ସମାଧାନ କରିବାକୁ ଏମ୍‌ପିଙ୍କ ପ୍ରତିଶ୍ରୁତି

ଥୁଆମୂଳ ରାମପୁର,୬ା୧୦(ଦୁର୍ଗା କୀର୍ତ୍ତି): ଭାରତୀୟ ଜନତା ପାର୍ଟିର କଳାହାଣ୍ଡି ଜିଲା ସଭାପତି ଯୁଗଳ କିଶୋର ପୋଡ଼ଙ୍କ ଉପସ୍ଥିତିରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିରିକୋଟଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଆଦର୍ଶ…

ଶ୍ମଶାନରୁ ମିଳିଲା ଯୁବକର ଅଜଣା ମୃତଦେହ: ହତ୍ୟା ସନ୍ଦେହ

ଭଦ୍ରକ, ୬/୧୦(ସନାତନ ରାଉତ)- ଭଦ୍ରକ ଜିଲା ଚାନ୍ଦବାଲି ଥାନା ଚଷାଖଣ୍ଡ ଗ୍ରାମ ସ୍ମଶାନରୁ ସୋମବାର ସକାଳେ ଜଣେ ଅଜଣା ଯୁବକର ମୃତଦେହ ପୋଲିସ ଉଦ୍ଧାର କରିଛି l ସୂଚନା ମୁତାବକ, କଳା ରଙ୍ଗର ଶର୍ଟ ଓ ଫୁଲ ପ୍ୟାଣ୍ଟ ପିନ୍ଧିଥିବା ଜଣେ…

ଜୁଆ ଖେଳରୁ ଗଣ୍ଡଗୋଳ: ଗଡ଼ିଲା ଜଣଙ୍କ ମୁଣ୍ଡ

ଧରାକୋଟ,୧୦।୬(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ଥାନା ଅନ୍ତର୍ଗତ ରେଡ୍ଡୀ ଦାମୋଦର ପଲ୍ଲୀ ଗ୍ରାମରେ ଋଷିକୁଲ୍ୟା ନଦୀ ପଠାରେ ଦୀର୍ଘ ଦିନ ଧରି ଏକ ଜୁଆ ଆଡ୍ଡା ଚାଲିଥିଲା। ଗ୍ରାମର କିଛି ଯୁବକ ଏହାକୁ ନିୟନ୍ତ୍ରଣ କରି ଚଳାଇଥିବା ବେଳେ ଗତ ରାତିରେ…

ସିସିଟିଭିରୁ ଚିହ୍ନଟ ହେଲା କଟକ ବିଶୃଙ୍ଖଳାର ମାଷ୍ଟରମାଇଣ୍ଡ: ଆକ୍ସନ ମୋଡ୍‌ରେ ପୋଲିସ

କଟକ,୫।୧୦: ଦଶହରା ଭସାଣି ସମୟରେ ଶୁକ୍ରବାର ରାତିରେ ଘଟିଥିବା ଗଣ୍ଡଗୋଳରୁ କଟକ ସହର ଅଶାନ୍ତ ହୋଇପଡ଼ିଛି। ଏହାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସୃଷ୍ଟି ହୋଇଥିବା ଉତ୍ତେଜନା ଥମିବାର ନଁା ଧରୁନାହିଁ। ଏପଟେ କଟକ ସହରର ବିଶୃଙ୍ଖଳାକାରୀ ସିସିଟିଭିରୁ ଚିହ୍ନଟ ହୋଇଛି।…

ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଅଟୋ ୭ ଆହତ

ଛତ୍ରପୁର,୬।୧୦,(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ତମ୍ପରା ଛକ ନିକଟରେ ଏକ ଅଟୋ ରବିବାର ରାତିରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ଉକ୍ତ ଅଟୋରେ ଥିବା ୭ ଜଣ ଯାତ୍ରୀ ଆହତ ହୋଇଥିଲେ। ସ୍ଥାନୀୟ ଲୋକ ୧୦୮…

ବିଧାୟକଙ୍କ ବଡ଼ ସୂଚନା: ପିପିପି ମୋଡ୍‌ରେ ଚାଲିବ ବରଗଡ଼ କ୍ୟାନ୍‌ସର ହସ୍ପିଟାଲ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ କ୍ୟାନ୍‌ସର ହସ୍ପିଟାଲରେ ଦୀର୍ଘଦିନ ହେଲା ତାଲା ଝୁଲୁଛି। ଏହାକୁ ନେଇ ଗତମାସ ବିରୋଧୀ ବିଜେଡି ଶାସକ ଭାଜପା ସରକାରକୁ କଡ଼ା ସମାଲୋଚନା କରିଥିବାବେଳେ ୟୁନାଇଟେଡ୍‌ ଫୋରମ ଫର୍‌ କ୍ୟାନ୍‌ସର ହସ୍ପିଟାଲ ଏଟ ବରଗଡ଼ ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହୋଇ କ୍ୟାନ୍‌ସର…

ହୃଦ୍‌ଘାତରେ ବରିଷ୍ଠ ଖବରଦାତାଙ୍କ ପରଲୋକ

ଭବାନୀପାଟଣା,୬।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୟପାଟଣାର ବରିଷ୍ଠ ଖବରଦାତା ପ୍ରଭାକର ପଟ୍ଟନାୟକ(୫୧)ଙ୍କ ଶନିବାର ବିଳମ୍ବିତ ରାତିରେ ନିଜ ବାସଭବନରେ ହୃଦଘାତରେ ପରଲୋକ ହୋଇଯାଇଛି। ସେ କଳାହାଣ୍ଡି ଜିଲା ଓଡ଼ିଶା ୟୁନିୟନ ଅଫ୍‌ ଜର୍ଣ୍ଣାଲିଷ୍ଟର ପୂର୍ବତନ ସାଧାରଣ ସମ୍ପାଦକ ରହିଥିଲେ। ଏହାସହ ଦୀର୍ଘ…

ପୂର୍ବତନ ପଞ୍ଚାୟତ ସମ୍ପାଦକଙ୍କୁ ହତ୍ୟା ଅଭିଯୋଗ: ସାମାନ୍ୟ ବଚସା ହେଲା କାଳ

ଭଞ୍ଜନଗର,୬।୧୦(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବୁଦୁଲିରେ ରବିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଥିବା ଅଭିଯୋଗ ହୋଇଛି। ଏଥିରେ ମୁଜାଗଡ ପଂଚାୟତର ପୂର୍ବତନ ସମ୍ପାଦକ ପଞ୍ଚୁ ବେହେରା (୬୫) ମୃତ୍ୟୁବରଣ କରିଛନ୍ତି। ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ…

କେନାଲ ଉପରେ ହେଉନି ପୋଲ: ବାଜିରେ ଲାଗୁଛି ଜୀବନ

ଭବାନୀପାଟଣା,୬।୧୦(ଉତ୍ତମ କୁମାର ଦାଶ):କେନାଲ ଉପରେ ପୋଲ ନ ଥିବାରୁ ଦୁଇ ପାର୍ଶ୍ୱରେ ଥିବା ଗ୍ରାମବାସୀ ଏବେ ବିପଦସଂକୁଳ ଅବସ୍ଥାରେ ଜୀବନକୁ ବାଜି ଲଗାଇ କେନାଲ ପାରି ହେଉଛନ୍ତି। କେନାଲରେ ପୋଲ ନିର୍ମାଣ ପାଇଁ ସ୍ଥାନୀୟ ରାଜନେତା, ବିଭାଗୀୟ ଅଧିକାରୀ ଓ ପ୍ରଶାସନଙ୍କୁ…

ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ: ବାହାରେ ଚକାଚକ୍‌, ଭିତରେ ଅଳିଆ

ନୂଆପଡ଼ା,୬ ା୧୦(ମକାରୁ ବେମାଲ):ନୂଆପଡ଼ାକୁ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ଜିଲା ଗଠନ କରି ଭାରତରେ ଏକ ନମ୍ବର କରିବା ପାଇଁ ଜିଲା ପ୍ରଶାସନ ପ୍ରୟାସ ଜାରି ରଖିଛନ୍ତି। ପ୍ରତ୍ୟେକ ସୋମବାର ଗୋଟିଏ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇ ଏକକ ବ୍ୟବହାର ପ୍ଲାଷ୍ଟିକମୁକ୍ତ ଉପରେ…

ଜଳପ୍ରପାତରେ ପ୍ରବଳ ସ୍ରୋତ: ପର୍ଯ୍ୟଟକଙ୍କୁ ଯିବା ମନା

ଗଜପତି,୦୬।୧୦(ଗିରିଧାରୀ ପରିଛା): ଲଗାଣ ବର୍ଷା ଯୋଗୁ ଜଳପ୍ରପାତ ଗୁଡ଼ିକରେ ପ୍ରବଳ ବର୍ଷାଜଳର ସ୍ରୋତ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପର୍ଯ୍ୟଟକମାନଙ୍କ ସୁରକ୍ଷା ପାଇଁ ଜଳପ୍ରପାତ ଭିତରକୁ ଯିବାକୁ ବାରଣ କରିଛି। ଗଜପତି ଜିଲା ପ୍ରଶାସନ ଦ୍ୱାରା ଜିଲାର ଜଳପ୍ରପାତ ଅଞ୍ଚଳକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri