ଆମ ଜିଲା ଖବର

ସାଢେ ୬ ମାସ ପରେ ପୁରୀରେ ପଜିଟିଭ ଶୂନ

ପୁରୀ ଅଫିସ,୩୦ା୧୧: ଦୀର୍ଘ ସାଢ଼େ ୬ମାସ ପରେ ପୁରୀ ସହରର ଦୈନିକ କରୋନା ପଜିଟିଭ ସଂଖ୍ୟା ଶୂନ ରହିଛି। ରବିବାର ପୁରୀ ଜିଲାରୁ ୧୫ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ପୌରାଞ୍ଚଳରୁ କୌଣସି ସଂକ୍ରମିତ ବାହାରି ନାହାନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ…

ଆରମ୍ଭରୁ ହାତ ଟେକିଲେଣି

ଯୋଡ଼ା,୩୦।୧୧(ଡି.ଏନ୍‌.ଏ.) ଚଳିତବର୍ଷ ମାର୍ଚ୍ଚରେ ଶେଷ ହୋଇଥିବା ରାଜ୍ୟର ବିଭିନ୍ନ ଖଣିମଣ୍ଡଳର ୧୭ଟି ଲୁହାପଥର ଖଣି ପାଇଁ ୨୦୧୯ ଶେଷ ଭାଗରେ ନିଲାମ ଡକାଯାଇଥିଲା। ସେଥିମଧ୍ୟରୁ ଯୋଡ଼ା ଖଣିମଣ୍ଡଳରେ ୯ଟି ଖଣି ରହିଥିଲା। ନିଲାମ ପ୍ରକ୍ରିୟାରେ ବହୁ କମ୍ପାନୀ ପ୍ରତିଦ୍ୱନ୍ଦ୍ୱିତା କରି ଖଣି…

ବୋଇତ ବନ୍ଦାଣ ଉପରେ କଟକଣା: ସଂସ୍କୃତି, ପରମ୍ପରା ପ୍ରତି କୁଠାରାଘାତ

ଖୋର୍ଦ୍ଧା ଅଫିସ,୩୦ା୧୧:ପବିତ୍ର କାର୍ତ୍ତିକ ମାସକୁ ଧର୍ମ ମାସ ବୋଲି କୁହାଯାଏ। ଓଡ଼ିଆ ପରମ୍ପରା ଅନୁଯାୟୀ ପଞ୍ଚକ ଶେଷଦିନ କାର୍ତ୍ତିକ ପୂର୍ଣ୍ଣମୀରେ ସମୁଦ୍ର ଓ ପୁଷ୍କରିଣୀରେ ଡଙ୍ଗା ଭସାଯିବା ସହ ବୋଇତ ବନ୍ଦାଣ କରାଯାଇଥାଏ। ତେବେ ଚଳିତ ବର୍ଷ କରୋନା ମହାମାରୀକୁ ଦୃଷ୍ଟିରେ…

ଭକ୍ତିସଙ୍ଗୀତରେ ଭିଜିଲା ସିଂହଦ୍ୱାର

ପୁରୀ ଅଫିସ,୩୦ା୧୧:ପବିତ୍ର ବୈକୁଣ୍ଠ ଚତୁର୍ଦ୍ଦଶୀ ଅବସରରେ ରବିବାର ଶ୍ରୀମନ୍ଦିର ସିଂହଦ୍ୱାର ଅଞ୍ଚଳ ଭକ୍ତି ସଙ୍ଗୀତରେ ଭିଜିଥିଲା। ପ୍ରବୀଣ ଓ ନବୀନ କଣ୍ଠଶିଳ୍ପୀଙ୍କ ଭାବଭକ୍ତିର ସଙ୍ଗୀତରେ ବିଭୋର ହୋଇଥିଲେ ଶ୍ରୋତା। ଏକ ଭକ୍ତିମୟ ପରିବେଶରେ ସମସ୍ତେ ମହାପ୍ରଭୁଙ୍କ ପାଖରେ ସମର୍ପିତ ହୋଇଯାଇଥିଲେ। ଏମିତି…

ଫିଟିପାରୁନି ରତ୍ନଭଣ୍ଡାର ଚାବି ରହସ୍ୟ

ପୁରୀ ଅଫିସ,୩୦ା୧୧:ରତ୍ନଭଣ୍ଡାର ଚାବି ହଜିବାକୁ ନେଇ ଏକଦା ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଥିଲା। ରାଜ୍ୟ ସରକାରଙ୍କୁ ଘେରିଥିଲେ ବିରୋଧୀ। ଦାବି ଜୋରଦାର ହେବାରୁ ସରକାର ତଦନ୍ତ କମିଶନ ବସାଇଥିଲେ। ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ରଘୁବୀର ଦାସଙ୍କୁ ଏହାର ତଦନ୍ତ ଦାୟିତ୍ୱ ଦିଆଯାଇଥିଲା।…

ଆଜି ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୩୦ା୧୧:କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ରବିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଛି। ସୋମବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ରତ୍ନସିଂହାସନରେ ମହାପ୍ରଭୁଙ୍କ ଅତ୍ୟନ୍ତ ମନୋରମ ରାଜରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହେବ। କିନ୍ତୁ କୋଭିଡ୍‌ କଟକଣା ପାଇଁ ଏହି…

ଭିତରକନିକା ସୀମା ନିର୍ଦ୍ଧାରଣ ପ୍ରସଙ୍ଗରେ ବାଚସ୍ପତିଙ୍କ ରୁଲିଂ: ଜନପ୍ରତିନିଧିଙ୍କ ସହ ମନ୍ତ୍ରୀ ଆଲୋଚନା କରନ୍ତୁ

ଭୁବନେଶ୍ୱର(ବ୍ୟୁରୋ)/ରାଜନଗର,୩୦ା୧୧(ଡି.ଏନ.ଏ.):ଭିତରକନିକା ଜାତୀୟ ଉଦ୍ୟାନର ସୀମା ନିର୍ଦ୍ଧାରଣ ପୂର୍ବରୁ ସ୍ଥାନୀୟ ଲୋକ ପ୍ରତିନିଧିମାନଙ୍କୁ ଡାକି ଆଲୋଚନା କରିବାକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ରବିବାର ଶୂନ୍ୟକାଳରେ ଭିତରକନିକାର ସୀମା ନିର୍ଦ୍ଧାରଣ ନେଇ କେନ୍ଦ୍ରାପଡ଼ା ଜିଲାର…

୮ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ, ୧୦ ବନ୍ଧୁକ ଜବତ

ଆସିକା,୨୯ା୧୧ (ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପୋଲିସର ସ୍ବତନ୍ତ୍ର ଅପରାଧୀ ଧରପଗଡ ଅଭିଯାନକୁ ବଡଧରଣର ସଫଳତା ମିଳିଛି। ହତ୍ୟା, ହତ୍ୟା ଉଦ୍ୟମ, ଡକାୟତି, ଦାଦାବଟି ଆଦାୟ ଭଳି ଏକାଧିକ ସଙ୍ଗୀନ ଅପରାଧରେ ଜଡିତ ୮ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୧୦…

ମୋରଡ଼ା-ବାଘଡ଼ା ରାସ୍ତାରୁ ମିଳିଲା ହାତୀ ଦାନ୍ତ

ଚିତ୍ରଡ଼ା,୨୯ା୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ମୋରଡ଼ା-ବାଘଡ଼ା ରାସ୍ତାରୁ ରବିବାର ବନବିଭାଗ ଦୁଇଟି ଭଙ୍ଗା ହାତୀ ଦାନ୍ତ ଉଦ୍ଧାର କରିଛି। ଶୁକ୍ରବାର ରାତିରେ ୪୩ ଝାଡ଼ଖଣ୍ଡୀ ହାତୀ ବେତନଟୀ ରେଞ୍ଜ ଓ ଡାଙ୍ଗରବିଲା ଦେଇ ଚିତ୍ରଡ଼ା, ଅସ୍ତିଆ, ଘୋଳମୁହାଁ ହୋଇ…

୫୦ ଏକର ଫସଲ ନଷ୍ଟ କଲେ ହାତୀପଲ

ରୂପ୍‌ସା, ୨୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା, ପଶ୍ଚିମସିମୁଳିଆ, ଜହତା, ଓଡ଼ିଆଶାସନ ଆଦି ମୌଜାରେ ହାତୀପଲ ପଶି ଶନିବାର ରାତିରେ ୫୦ଏକରରୁ ଊର୍ଦ୍ଧ୍ୱ ଏକର ଧାନ, ଆଖୁ ଓ କଦଳୀ ଫସଲ ନଷ୍ଟ କରିଥିବା ଗ୍ରାମବାସୀ ଅଭିଯୋଗ…

ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କ ଜୀବନ

ବାରିପଦା ଅଫିସ,୨୯ା୧୧-ମୟୂରଭଞ୍ଜ ଜିଲା ବଡ଼ସାହି ଓ ସଦରଥାନା ଅଞ୍ଚଳରେ ପୃଥକ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଶନିବାର ସନ୍ଧ୍ୟାରେ ମାଣତ୍ରୀ-ବେତନଟୀ ରାସ୍ତାର ଗୌଡ଼ଗାଁ ନିକଟରେ ଏକ ମାଲବାହୀ ଅଟୋ ଧକ୍କା ଦେବାରୁ ସଚ୍ଚିନ୍ଦ୍ର ନାୟକ(୫୬) ଗୁରୁତର ଆହତ ହୋଇଥିଲେ ା…

ସୀମାନ୍ତରେ ଲ୍ୟାଣ୍ଡ୍‌ମାଇନ ବିସ୍ଫୋରଣ: ଜଣେ କମାଣ୍ଡାଣ୍ଟଙ୍କ ମୃତ୍ୟୁ, ୧୦ ଯବାନ ଗୁରୁତର

ମାଲକାନଗିରି,୨୯ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲାରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ କୋବ୍ରା ବାଟାଲିୟନର କମାଣ୍ଡାଣ୍ଟଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଯବାନ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କୁ ହେଲିକପ୍ଟର ଯୋଗେ ରାୟପୁର ସ୍ଥାନାନ୍ତର କରାଯାଇଛିା ସୂଚନାନୁଯାୟୀ ଶନିବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?