ଆମ ଜିଲା ଖବର

ସ୍ବାମୀ ମୃତ୍ୟୁର ୨୪ ଘଣ୍ଟାରେ ସ୍ତ୍ରୀଙ୍କ ଆତ୍ମହତ୍ୟା

ଖୋର୍ଦ୍ଧା ଅଫିସ,୨୯ା୧୧: ଖୋର୍ଦ୍ଧା ଗୁରୁଜଙ୍ଗ ଦଓ୍ବୋନ ସାହିର ସୌମ୍ୟରଞ୍ଜନ ସାହୁଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ତରତୁଆ ନିକଟ କାଜୁ ଜଙ୍ଗଲରୁ ମିଳିଥିଲା। ଏହାର ୨୪ଘଣ୍ଟା ନ ପୁରୁଣୁ ଶନିବାର ମୁକୁନ୍ଦପ୍ରସାଦସ୍ଥିତ ସମ୍ପର୍କୀୟଙ୍କ ଘରୁ ପୋଲିସ ତାଙ୍କ ସ୍ତ୍ରୀ ରଶ୍ମିତାଙ୍କ ଝୁଲନ୍ତା ମୃତଦେହ…

ଆଇଆଇଏଫ୍‌ଏଲ୍‌ ଲୁଟ୍‌ ଘଟଣା: ଆଉ ୨ ଗିରଫ, ଜଣେ ଅଟକ

କଟକ ଅଫିସ୍‌, ୨୯ା୧୧: କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍‌ଫୋଲାଇନ ଫାଇନାନ୍ସ ଲିମିଟେଡ(ଆଇଆଇଏଫ୍‌ଏଲ୍‌) ଶାଖା କାର୍ଯ୍ୟାଳୟରୁ ସୁନା ଲୁଟ ଘଟଣାରେ ଅଭିଯୁକ୍ତଙ୍କ ତାଲିକା ବଢ଼ିବାରେ ଲାଗିଛି। ପୂର୍ବରୁ ଏହି ମାମଲାରେ ୮ଜଣଙ୍କୁ ଗିରଫ କରାଯାଇଥିବାବେଳେ ଶନିବାର…

ଡକାୟତ ଗ୍ୟାଙ୍ଗ-ଗ୍ରାମବାସୀ ଖଣ୍ଡଯୁଦ୍ଧ: ୩ ଗ୍ରାମବାସୀ ଗୁରୁତର, ଜଣେ ଡକାୟତ କାବୁ

ବାଲେଶ୍ୱର ଅଫିସ,୨୯ା୧୧: ବାଲେଶ୍ୱର ଜିଲା ସୋର ଥାନା ନଦିଗାଁ ପଞ୍ଚାୟତ ହରିଡ଼ାପଡ଼ା ଅଞ୍ଚଳର ସୁଦାମ ଚରଣ ବାଉଲି ଶନିବାର ରାତିରେ ଘରକୁ ଫେରିବା ବାଟରେ ପିତାକାଳିଆ ଛକ ନିକଟରେ ୭ ଜଣ ଡକାୟତ ତାଙ୍କୁ ଅଟକାଇଥିଲେ। ସୁଦାମ ସଙ୍ଗେ ସଙ୍ଗେ ତାଙ୍କ…

ଲଘୁ ଖଣିଜ ଦ୍ରବ୍ୟ ଲୁଟ୍‌ ରୋକିବାକୁ ପୁଣି ଗାଇଡ୍‌ଲାଇନ

ଯାଜପୁର ଅଫିସ,୨୯ା୧୧: ଲଘୁ ଖଣିଜ ଦ୍ରବ୍ୟ ଚୋରାଚାଲାଣର ନିବାରଣ ଏବଂ ରାଜସ୍ବ ବୃଦ୍ଧି ଉଦ୍ଦେଶ୍ୟରେ ରାଜ୍ୟ ସରକାର ପ୍ରାୟ ଅଢ଼େଇ ବର୍ଷ ତଳେ ପ୍ରିଭେନଶନ ଅଫ୍‌ ଥେଫ୍ଟ ଅଫ୍‌ ମାଇନର ମିନେରାଲ୍ସ ଆଣ୍ଡ ଆଭିକ୍‌ଶନ ଆକ୍ଟିଭିଟିଜ୍‌ (ପିଟିଏମ୍‌ଏମ୍‌ଇଏ) ବା ‘ଲଘୁଖଣିଜ ଦ୍ରବ୍ୟର…

୫ରୁ ପଶ୍ଚିମ ଓଡ଼ିଶାରେ ଚାଷୀଙ୍କ ରାସ୍ତାରୋକୋ

ସମ୍ବଲପୁର,୨୯ା୧୧(ବ୍ୟୁରୋ): ସମଗ୍ର ପଶ୍ଚିମ ଓଡ଼ିଶାରେ ଧାନ ସଂଗ୍ରହରେ ଅବ୍ୟବସ୍ଥା ଦେଖା ଦେଇଛି। ଟୋକନ ସମସ୍ୟା ଚାଷୀଙ୍କ ପାଇଁ କାଳ ସାଜିଛି । ଅନ୍ୟପକ୍ଷେ ଏକର ପିଛା ୧୩ ରୁ ୧୯ କୁଇଣ୍ଟାଲ ପର୍ଯ୍ୟନ୍ତ ଧାନ ବିକ୍ରି ନିଷ୍ପତ୍ତି ଅଭାବୀ ବିକ୍ରି ପରିସ୍ଥିତି…

ଅନୁଗୋଳ କଳାକେନ୍ଦ୍ର ଜିମ୍‌ ତାଲା ପକାଇବା ମାମଲା: ଜିଲାପାଳ, ପୌର ନିର୍ବାହୀ ଅଧିକାରୀଙ୍କୁ ନୋଟିସ

କଟକ ଅଫିସ,୨୯ା୧୧: ଅନୁଗୋଳ ଜିଲା କଳାକେନ୍ଦ୍ରଠାରେ ଥିବା ଜିମ୍‌କୁ ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ତାଲାପକାଇବା ଘଟଣାରେ ହାଇକୋର୍ଟ ରିପୋର୍ଟ ତଲବ କରିଛନ୍ତି। ଜେନେରାଲ ୟୁଥ ମାସ୍‌ ଆସୋସିଏଶନ ପକ୍ଷରୁ ଆଗତ ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ବିଚାରପତି ସାବିତ୍ରୀ ରଥ…

ମହାପ୍ରଭୁଙ୍କ ନାଗାର୍ଜୁନ ବେଶର ଚନ୍ଦ୍ର, ସୂର୍ଯ୍ୟ ନେଇଗଲେ

ପୁରୀ ଅଫିସ,୨୯ା୧୧: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶର ଲାଗିଥିବା ଚନ୍ଦ୍ର, ସୂର୍ଯ୍ୟ ନେଇଯାଇଥିବା ଅଭିଯୋଗ ହୋଇଛି। ବୀର ବେଶରେ ମହାପ୍ରଭୁଙ୍କ ଶ୍ରୀମସ୍ତକର ଉପରି ଭାଗରେ ଶୋଭାବର୍ଦ୍ଧନ କରିଥାଏ ଏହି ଚନ୍ଦ୍ର, ସୂର୍ଯ୍ୟ। ତେବେ ଏହାକୁ ଶନିବାର ସକାଳେ ଶ୍ରୀମନ୍ଦିରର ଜଣେ କର୍ମଚାରୀ…

ବସ୍‌ଯାତ୍ରୀଙ୍କୁ ଆତଙ୍କିତ କରୁଥିଲେ ବନ୍ଧୁକଧାରୀ: ସାହସିକତା ଦେଖାଇଲେ ସିପାହି, ସବୁ ମହଲରେ ପ୍ରଶଂସା

ଢେଙ୍କାନାଳ ଅଫିସ, ୨୯ା୧୧: ଯବାନଙ୍କୁ କେବେ ବିଶ୍ରାମ ନ ଥାଏ। ସୀମାନ୍ତରେ ହେଉ ଅବା ଆଭ୍ୟନ୍ତରୀଣ ଶାନ୍ତିରକ୍ଷା, ଦେଶମାତୃକାର ସେବାରେ ସେମାନେ ଥାଆନ୍ତି ସର୍ବଦା ତତ୍ପର। ସେମାନଙ୍କ ଦାୟିତ୍ୱ କେବଳ କର୍ମକ୍ଷେତ୍ରରେ ସୀମିତ ନ ଥାଏ, ବର୍ଦ୍ଦିରେ ନ ଥିବା ସମୟରେ…

ରାଉରକେଲାର ୬ ୟୁପିଏଚ୍‌ସିକୁ ଆଇଏସ୍‌ଓ ପ୍ରମାଣପତ୍ର, ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଚଳିତ ବର୍ଷ ସୁନ୍ଦରଗଡ଼ ଜିଲାର ରାଉରକେଲା ମହାନଗର ନିଗମର ୬ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ୟୁପିଏଚ୍‌ସି)କୁ ଆଇଏସ୍‌ଓ ପ୍ରମାଣପତ୍ର ମିଳିଛି। ସେହି ୟୁପିଏଚ୍‌ସିଗୁଡ଼ିକ ହେଲା କୋଏଲ ନଗର, ସେକ୍ଟର-୬, ତିଲକ ନଗର, ଛେଣ୍ଡ କଲୋନୀ, ବାଲୁଘାଟର ୟୁଏଫ୍‌ଡବ୍ଲ୍ୟୁସି ଓ…

ଶ୍ରଦ୍ଧାଳୁଙ୍କୁ ଶିବଗଙ୍ଗା ମନା

ଆରଡ଼ି,୨୯।୧୧(ଡି.ଏନ.ଏ.)-ଭଦ୍ରକ ଜିଲାର ଅନନ୍ୟ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ବିଜେସ୍ଥଳ ଆରଡ଼ିର ଶିବଗଙ୍ଗା ପୁଷ୍କରିଣୀରେ ଏବର୍ଷ କୋଭିଡ୍‌ କଟକଣା ପାଇଁ ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇପାରିବେ ନାହିଁ। ରାହାସ ପୂର୍ଣ୍ଣିମାରେ ପୀଠକୁ ଭକ୍ତମାନଙ୍କ ଆଗମନରେ ରୋକ ଲଗାଇଛି ଜିଲା ପ୍ରଶାସନ। ଏଥିସହିତ ପୀଠରେ ଥିବା…

‘ଆଗଭଳି ବେପାର ହେଉନି’ – କରୋନା ପାଇଁ ସବୁ ଠପ୍‌

କେନ୍ଦୁଝର, ୨୯ା୧୧ (ସ୍ବ.ପ୍ର.)-କରୋନା କଟକଣାରେ ବହୁ ଲୋକଙ୍କ ଜୀବନଜୀବିକା ଠପ୍‌ ହୋଇଯାଇଛି। ବିଶେଷ କରି ଦିନମଜୁରିଆ ଓ ବିଭିନ୍ନ ସ୍ଥାନରେ ଛୋଟ ଛୋଟ ଜଳଖିଆ ଦୋକାନ, ହୋଟେଲ ଆଦି ଖୋଲି ଗୁଜୁରାଣ ମେଣ୍ଟାଉଥିବା ବହୁ ଗରିବ ଶ୍ରେଣୀର ଲୋକେ ଅଧିକ କ୍ଷତିଗ୍ରସ୍ତ…

ନକଲି ନୋଟ୍‌ ଛାପୁଥିବା ର଼୍ୟାକେଟ୍‌ ଠାବ: ୩ ଗିରଫ

ଲଖନପୁର,୨୮ା୧୧(ଡି.ଏନ୍‌.ଏ.)-ଝାରସୁଗୁଡ଼ା ଜିଲା ବନହରପାଲି ଥାନା ପୋଲିସ ନକଲି ନୋଟ୍‌ ଛାପୁ ଥିବା ଏକ ର଼୍ୟାକେଟ୍‌ର ୩ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର ଝାରସୁଗୁଡ଼ା କୋର୍ଟ ଚାଲାଣ କରିଛି ା ଗିରଫ ଅଭିଯୁକ୍ତମାନେ ହେଲେ ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଧୀନ ବାମରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?