ଆମ ଜିଲା ଖବର

ଅଲ୍‌ ଓଡ଼ିଶା ଟେଲର ଶ୍ରମିକ ଆସୋସିଏଶନ ପକ୍ଷରୁ ମାଗଣା ମାସ୍କ ବଣ୍ଟନ

ନିମାପଡ଼ା,୧।୪(ଡି.ଏନ.ଏ.): ମହାମାରୀ କରୋନା ସଂକ୍ରମଣ ସଚେତନତା ପରିପ୍ରେକ୍ଷୀରେ ଅଲ୍‌ ଓଡ଼ିଶା ଟେଲର ଶ୍ରମିକ ଆସୋସିଏଶନ ପକ୍ଷରୁ ନିମାପଡ଼ା ପୂର୍ଣ୍ଣେଶ୍ୱର ମହାଦେବଙ୍କ ମନ୍ଦିର ନିକଟରେ ୫ଶହ ଲୋକଙ୍କୁ ହାତତିଆରି ମାସ୍କ ବଣ୍ଟନ କରାଯାଇଛି। ଆସୋସିଏଶନର ରାଜ୍ୟ ସଭାପତି କୁନଚନ୍ଦ୍ର ବେହେରା, ରାଜ୍ୟ...

ନିମାପଡ଼ା ଆମିଷ ବଜାରରେ ପ୍ରବଳ ଭିଡ଼

ନିମାପଡ଼ା,୧।୪(ଡି.ଏନ.ଏ.): ସମଗ୍ର ବିଶ୍ୱରେ ମହାମାରୀ କରୋନା ସଂକ୍ରମଣର ବିଭୀଷିକା ଦେଖାଦେଇଛି। ଏଥିରୁ ରକ୍ଷା ପାଇବା ପାଇଁ ସରକାର ଲକଡାଉନ ଘୋଷଣା କରିବା ସହ ସାମାଜିକ ଦୂରତା ବଜାୟ ରଖିବାକୁ କହିଥିଲେ ସୁଦ୍ଧା ଲୋକେ ଏହାକୁ ବେଖାତିର କରୁଛନ୍ତି। ନିମାପଡ଼ା ବ୍ଲକରେ...

କନ୍ଧମାଳ-ଗଞ୍ଜାମ ସୀମା ସିଲ୍‌ : ୩୬ ଜଣ ଯାତ୍ରୀ ନେଇ ଆସୁଥିବା ଗାଡ଼ି ଜବତ, ଚାଳକ, ହେଲ୍‌ପର ଗିରଫ

ଦାରିଙ୍ଗବାଡ଼ି,୧।୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣ ପ୍ରତିହତ ପାଇଁ ପ୍ରଶାସନ ପକ୍ଷରୁ ଲକ୍‌ଡାଉନକୁ କଡ଼ାକଡ଼ି ପାଳନ କରାଯାଇଛି। ମଙ୍ଗଳବାର ଠାରୁ କନ୍ଧମାଳ-ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥର ଡବେରୀଠାରେ ସୀମାକୁ ସିଲ୍‌ କରିଦିଆଯାଇଛି। ସେଠାରେ ଦାରିଙ୍ଗବାଡି ପୋଲିସ ପକ୍ଷରୁ...

ପରିସ୍ଥିତିରେ ପେଷା ପରିବର୍ତ୍ତନ

ସମ୍ବଲପୁର,୧।୪(ବ୍ୟୁରୋ)-କରୋନା କଟକଣା ଓ ପରେ ଲକ୍‌ ଡାଉନ ଘୋଷଣା ହେବାପରେ ସମଗ୍ର ଦୋକାନ, ବଜାର ବନ୍ଦ ହୋଇଯାଇଛି । ଔଷଧ, ପନିପରିବା, ମାଂସ, ମାଛ, ଅଣ୍ଡା, କିରାନା ଦୋକାନକୁ ଛାଡି ଦେଲେ ପ୍ରାୟ ସମସ୍ତ ଦୋକାନ ବନ୍ଦ କରିବାକୁ କଡା...

ଅଲଗା ହେଲା ପରିବା ବଜାର

ସମ୍ବଲପୁର, ୧।୪ (ବ୍ୟୁରୋ)-କରୋନା କଟକଣା ଓ ଲକଡାଉନ ଘୋଷଣା ପରେ ମଧ୍ୟ ସମ୍ବଲପୁର ବ୍ୟବସାୟିକ ପେଣ୍ଠସ୍ଥଳ ଗୋଲ ବଜାର ଭିଡ ଜମୁଥିଲା। ପ୍ରଶାସନ ଓ ପୋଲିସ ପକ୍ଷରୁ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ପ୍ରୟାସ କଲେ ମଧ୍ୟ ବିଫଳ...

କରୋନା ମୁକାବିଲା ପାଇଁ ଏମ୍‌ସିଏଲର ପ୍ରସ୍ତୁତି

ସମ୍ବଲପୁର, ୧।୪ (ବ୍ୟୁରୋ)- କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିରୋଧ କରିବାକୁ ମହାନଦୀ କୋଇଲା କମ୍ପାନୀ (ଏମସିଏଲ) ବିବିଧ ପଦକ୍ଷେପ ଗ୍ରହଣ କରିଛି। କମ୍ପାନୀର ସମସ୍ତ କର୍ମଚାରୀ, ଠିକା କର୍ମଚାରୀ ଓ ଜନସାଧାରଣଙ୍କୁ ୨୯ ହଜାର ମାସ୍କ ବଣ୍ଟନ କରିଛି ।...

୨୪୩ ବିଦେଶ ଫେରନ୍ତାଙ୍କ ହୋମ୍‌ କ୍ୱାରାଣ୍ଟାଇନ ଅବଧି ସରିଲା

ଛତ୍ରପୁର,୧ା୪(ଡି.ଏନ୍‌.ଏ.)- କରୋନା ଭୂତାଣୁ ପ୍ରତିହତ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାକୁ ବିଦେଶ ଓ ଅନ୍ୟ ରାଜ୍ୟରୁ ଫେରିଥିବା ଲୋକଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିଲା। ତାଙ୍କ ଘରେ ବାହାରେ ସୂଚନା ଫଳକ ଲଗାଯାଇଥିଲା। ପ୍ରତିଦିନ ଅଙ୍ଗନଓ୍ବାଡି ଓ ସ୍ବାସ୍ଥ୍ୟକର୍ମୀ ସେମାନଙ୍କ ଘରକୁ ଯାଇ...

ପୋଲିସ ଖୋଲିଲା ଜଳଛତ୍ର

ବରଗଡ଼ ଅଫିସ୍‌,୩୧।୩-କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ ଅଛି । ଏଥିପାଇଁ ସମସ୍ତ ଦୋକାନ, ବଜାର ବନ୍ଦ ରହିଛି । ଅନ୍ୟପଟେ ତାତି ବଢ଼ିବାରେ ଲାଗିଛି । ଫଳରେ ଅଂଶୁଘାତ ଭୟ ରହିଛି । ଏହାକୁ...

କରୋନା ସହାୟତା ପାଇଁ ୨.0୩ କୋଟି ଦେଲେ ଆସିକା ଏମ୍‌ପି

ଆସିକା,୧ା୪(ଡି.ଏନ୍‌.ଏ.)- ଆସିକା ଏମ୍‌ପି ପ୍ରମିଳା ବିଷୋୟୀ କରୋନା ମୁକାବିଲା ପାଇଁ ୨କୋଟି ୩ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିଛନ୍ତି। ଏମ୍‌ପି ବିଷୋୟୀ ୩ଲକ୍ଷ ଟଙ୍କାର ଏକ ଚେକ୍‌ ମୁଖ୍ୟନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍‌ ଫଣ୍ଡ)କୁ ପ୍ରଦାନ କରିଛନ୍ତି। ଏଥିସହ ଏମ୍‌ପି...

ଗୀତରେ କରୋନା ସଚେତନତା କଲା ବରଗଡ଼ ପୋଲିସ

ବରଗଡ଼ ଅଫିସ୍‌,୧।୪-ଘାତକ କରୋନା ଭୂତାଣୁ ସଂକ୍ରମଣ ଏବେ ବିଶ୍ୱବ୍ୟାପୀ ଚିନ୍ତା ପାଲଟିଛି । ଏହାକୁ ପ୍ରତିହତ ଏ ପର୍ଯ୍ୟନ୍ତ କୌଣସି ଔଷଧ ବାହାରି ପାରି ନଥିବା ଯୋଗୁ କରୋନାକୁ ମୁକାବିଲା କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ...

କନ୍ଧମାଳ-ଗଞ୍ଜାମ ସୀମା ସିଲ୍‌, ଗାଡ଼ି ଜବତ, ୨ ଗିରଫ

ଦାରିଙ୍ଗବାଡ଼ି,୧ା୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ପ୍ରତିହତ ପାଇଁ ପ୍ରଶାସନ ପକ୍ଷରୁ ଲକ୍‌ଡାଉନ୍‌କୁ କଡ଼ାକଡ଼ି କରାଯାଇଛି। ଏନେଇ କନ୍ଧମାଳ-ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥର ଡବେରୀଠାରେ ପୋଲିସ ପକ୍ଷରୁୂ ସିଲ୍‌ କରାଯାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଟ୍ରାଭେଲର୍ସ...

ବଲାଙ୍ଗୀର ମାଛ ବଜାରରେ ଲକ୍‌ଡାଉନ୍‌ ନିୟମକୁ ଖୋଲାଖୋଲି ଉଲ୍ଲଙ୍ଘନ

ବଲାଙ୍ଗୀର ଅଫିସ,୧।୪-ବଲାଙ୍ଗୀର ଜିଲା ପ୍ରଶାସନ ଓ ଟାଉନ୍‌ ପୋଲିସ ଲକ୍‌ଡାଉନ୍‌ କଟକଣାକୁ କିପରି କଡାକଡି ଭାବେ ପାଳନ କରାଯିବ ସେ ଦିଗରେ ଉଦ୍ୟମ ଜାରି ରଖିଛି। ହେଲେ ବୁଧବାର ବଲାଙ୍ଗୀର ରୁଗୁଡିପଡା ରାସ୍ତାକଡ଼ ମାଛ ବଜାରରେ ଲକ୍‌ ଡାଉନ୍‌ ନିୟମକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri