ଆମ ଜିଲା ଖବର

ଭଦ୍ରକରେ ୪ର୍ଥ କରୋନା ପଜିଟିଭ୍‌ ପରେ ଖେଳିଯାଇଛି ଆତଙ୍କ, ଯାଞ୍ଚ କଡ଼ାକଡ଼ି

ଭଦ୍ରକ ଅଫିସ,୧ା୪: ଭଦ୍ରକରେ ଚତୁର୍ଥ କରୋନା ପଜିଟିଭ୍‌ ଚିହ୍ନଟ ପରେ ସହର ତଥା ଜିଲାରେ ଆତଙ୍କ ଖେଳିଯାଇଛି। ଏବେ ପ୍ରଶାସନ କଠୋର ହୋଇଛି। ବୁଧବାର ସକାଳୁ ପୁରୁଣା ବଜାର ଅଞ୍ଚଳକୁ ସିଲ୍‌ କରିଦିଆଯାଇଛି। ଯାତାୟାତ ଉପରେ ସ୍ଥାନୀୟ ପୋଲିସ ପ୍ରତିବନ୍ଧକ...

ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ, ୧।୪: ଚଳିତବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ବୁଧବାର ପୁରୀରେ ଚତୁର୍ଥ ପର୍ଯ୍ୟାୟ ରଥକାଠ ପହଞ୍ଚିଛି। ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ୮ ଖଣ୍ଡ ଫାଶୀକାଠ...

ଜିଲାରେ ୧୦,୯୦୦ ଆଇସୋଲେଶନ ଶଯ୍ୟା ଲକ୍ଷ୍ୟଧାର୍ଯ୍ୟ, ବର୍ତ୍ତମାନ ସୁଦ୍ଧା ୩,୯୦୫ ପ୍ରସ୍ତୁତ

ଭଦ୍ରକ ଅଫିସ,୧ା୪: କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ବହୁ ପଦକ୍ଷେପ ନିଆଯାଉଛି। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ମଧ୍ୟ ବିଭିନ୍ନ ପଦକ୍ଷେପ ନିଆଯିବା ସହିତ ଏହାକୁ ତ୍ୱରାନ୍ବିତ କରାଯାଉଛି। ଭଦ୍ରକ ଜିଲା ବାହାରେ ଥିବା ବ୍ୟକ୍ତିବିଶେଷ ଯେଉଁମାନେ କି ଘରକୁ...

ଓଡ଼ିଶା ଦିବସ: ପରଷ୍ପରଠାରୁ ଦୂରରେ ରହି ପଞ୍ଚସଖା ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ

ସାକ୍ଷୀଗୋପାଳ,୧।୪(ଡି.ଏନ୍‌.ଏ.): କରୋନା(କୋଭିଠ-୧୯) ସଂକ୍ରମଣକୁ ଦୃଷ୍ଟିିରେ ରଖି ଓଡ଼ିଶା ଦିବସ ପାଳନ ପାଇଁ କଟକଣା ଜାରି ହୋଇଛି। ଏଣୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ସତ୍ୟବାଦୀ ପଞ୍ଚସଖା ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଭାରତ ବିକାଶ ପରିଷଦର ସ୍ଥାନୀୟ ସଭାପତି...

ଖୋର୍ଦ୍ଧା ଜିଲାର ୩ ପ୍ରବେଶ ପଥ ସିଲ୍‌

ଖୋର୍ଦ୍ଧା ଅଫିସ,୧ା୪: ଲକଡାଉନକୁ ଅଧିକ କଡ଼ାକଡି କରିବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ମଙ୍ଗଳବାର ଠାରୁ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ଜିଲା ସୀମାକୁ ସିଲ କରାଯାଇଛି। ବିନା କାରଣରେ କୌଣସି ବ୍ୟକ୍ତିଙ୍କୁ ଜିଲା ମଧ୍ୟକୁ ପ୍ରବେଶ ଅନୁମତି ଦିଆଯିବ...

ବିକ୍ରି ହେଉନି କ୍ଷୀର, ଛେନା: ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ଦୁଗ୍ଧଚାଷୀ

ପୁରୀ ଅଫିସ,୧ା୪: କରୋନା ପାଇଁ ୨୧ଦିନିଆ ଲକ୍‌ଡାଉନ ହୋଇଛି ଦେଶ। କେବଳ ଅତ୍ୟାବଶ୍ୟକ ସେବାକୁ ବାଦ୍‌ ଦେଇ ଆଉ ସବୁକିଛି ବନ୍ଦ ହୋଇଯାଇଛି। କେବଳ ଘର ଭିତରେ ରହିବାକୁ ସଚେତନ କରାଯାଉଛି। ସମସ୍ତେ ଏକପ୍ରକାର ଘର ଭିତରେ ବନ୍ଦୀ ଜୀବନ...

ୟୁକ୍ରେନରେ ଫସିଛନ୍ତି ଶତାଧିକ ଓଡ଼ିଆ ଛାତ୍ରୀଛାତ୍ର

କଟକ ଅଫିସ,୧ା୪: ୟୁକ୍ରେନରେ ଶତାଧିକ ଓଡ଼ିଆ ଡାକ୍ତରୀ ଛାତ୍ରୀଛାତ୍ର ଫସି ରହିଛନ୍ତି। ଲକଡାଉନ୍‌ ଘୋଷଣା ବଳବତ୍ତର ଥିବାରୁ ସେଠାରେ ଜୀବନଯାପନ ମୁସ୍କିଲ ହୋଇପଡ଼ିଛି। ଏଭଳି ପରିସ୍ଥିତିରେ ସେମାନେ ଘରକୁ ଫେରିବା ସମ୍ଭବପର ହୋଇପାରୁ ନ ଥିବା ବେଳେ ଆର୍ଥିକ ସଙ୍କଟର...

କରୋନା ଭୟ: ଗାଁ ଜଗିଛନ୍ତି ଚାନ୍ଦିପୋଷର ଚାନ୍ଦମଣି

ରାଉରକେଲା ଅଫିସ, ୧ା ୪ – ଆଦିବାସୀ ବହୁଳ ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ଏରଗେଡା ବାସିନ୍ଦା ଚାନ୍ଦମଣି ସାଣ୍ଡିଲ। ଚାଷୀ ପରିବାରର ଏହି ଉଚ୍ଚ ଶିକ୍ଷିତ ଝିଅ ବେଶ ସ୍ବାସ୍ଥ୍ୟ ସଚେତନ। ଗ୍ରାମାଞ୍ଚଳରେ ଯେମିତି କରୋନା ଭୂତାଣୁ...

ଭୋକିଲାଙ୍କୁ ରନ୍ଧା ଖାଦ୍ୟ ବାଣ୍ଟିଲା ପୋଲିସ

ବଲାଙ୍ଗୀର ଅଫିସ, ୧ା୪- ବଲାଙ୍ଗୀର ପୋଲିସ ଟିମ୍‌ ଲକ୍‌ ଡାଉନ୍‌ ସମୟରେ ଗରିବ ଓ ଅସହାୟ ଲୋକଙ୍କୁ ଖାଦ୍ୟ ବଣ୍ଟନ କରି ମାନବିକତାର ପରିଚୟ ଦେଇଛନ୍ତି ା ପୋଲିସ ଟିମ୍‌ ଖୁଜେନପାଲିରେ କୁଷ୍ଠରୋଗୀମାନେ ରହୁଥିବା ସ୍ଥାନକୁ ଯାଇ ସେମାନଙ୍କୁ ରନ୍ଧା...

୧୦ ଲକ୍ଷ ଦେଲା ଏୟୁସିସି ବ୍ୟାଙ୍କ

ଢେଙ୍କାନାଳ ଅଫିସ୍‌, ୧।୪ – ଅନୁଗୋଳ ସଂଯୁକ୍ତ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ(ଏୟୁସିସି) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ମଙ୍ଗଳବାର ୧୦ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି ା ବ୍ୟାଙ୍କ ସଭାପତି ଅକ୍ଷୟ କୁମାର ମହାନ୍ତି ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ଜିଲାପାଳ ଭୂମେଶ...

ପାଦ ଚାଲିଲା ଦେଢ଼ଶହ କିମି

ଭୁବନ, ୧।୪(ଡି.ଏନ.ଏ.) – କରୋନା ପାଇଁ ଲକ୍‌ଡାଉନ୍‌ରେ ସାରା ଦେଶ। ଏଥିରେ ସର୍ବାଧିକ ପ୍ରଭାବିତ ହୋଇଛନ୍ତି ଗରିବ ଖଟିଖିଆ ଏବଂ ଦିନ ମଜୁରିଆ। ହାତରେ କାମ ନାହିଁ। ପାଖରେ ପଇସା ନାହିଁ। ସକାଳ ହେଲେ ଘାରୁଛି ଖାଇବା ଚିନ୍ତା। ଯାନବାହନ...

ଉଲ୍ଲଂଘନକାରୀଙ୍କୁ ସାବାଡ୍‌ କର: ଡିଜିପି

ଢେଙ୍କାନାଳ ଅଫିସ୍‌, ୧।୪: ଢେଙ୍କାନାଳ ଜିଲା ପୋଲିସ କାର୍ଯ୍ୟାଳୟରେ ମଙ୍ଗଳବାର ଲକ୍‌ଡାଉନ୍‌ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ। ତାଲାବନ୍ଦ ନେଇ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପକୁ ନେଇ ଡିଜିପି ସନ୍ତୋଷ ବ୍ୟକ୍ତ କରିଛନ୍ତି। ନିୟମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri